ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ
Browsing Category

ଅପରାଧ

ବେଆଇନ ଏଲପିଜି ଗ୍ୟାସ ଟାଙ୍କି କାରଖାନାରେ ରେଡ

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ ଶୁଆଶୁନିରେ ଥିବା ବେଆଇନ ଏଲପିଜି ଗ୍ୟାସ ଟାଙ୍କି କାରଖାନା ଠାବ ହୋଇଛି। ଏହି ବେଆଇନ କାରଖାନା ଉପରେ ଯୋଗାଣ ବିଭାଗ ରେଡ୍ କରିଛି। ରେଡ୍ ବେଳେ କାରଖାନାରୁ ୫୦୦ରୁ ଅଧିକ ଚୋରା ଗ୍ୟାସ୍ ଟାଙ୍କି ଜବତ ହୋଇଛି। ଗୋଦାମରୁ ଏକ ଗ୍ୟାସ କନଭର୍ଟର ମେସିନ…
Read More...

ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ପଡିଲେ ଆରଆଇ

ନ୍ୟୁଜ୍ ବ୍ୟୁରୋ: ଭିଜିଲାନ୍ସ ହାତରେ ଧରାପଡିଛନ୍ତି କଟକ ସଦର ତହସିଲର ଆରଆଇ ଜାନକୀ ରଞ୍ଜନ ମଲ୍ଲିକ। ଏକ ମାମଲାରେ ରିପୋର୍ଟ ଦାଖଲ କରିବା ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଜମି ମାଲିକଙ୍କ ଅଭିଯୋଗ ଆଧାରରେ ଆରଆଇଙ୍କ ଉପରେ ନଜର…
Read More...

ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ଦୁର୍ଦ୍ଧାନ୍ତ ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରେ ଏନକାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୬ ଜଣ ଦୁର୍ଦ୍ଧାନ୍ତ ମାଓବାଦୀ। ନିହତ ମାଓବାଦୀଙ୍କ ମଧ୍ୟରେ ଚାରି ଜଣ ମହିଳା ଓ ଦୁଇ ଜଣ ପୁରୁଷ ଥିବା ଜଣାପଡିଛି। ସେମାନଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର…
Read More...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ବାଂଲାଦେଶ: ବାଂଲାଦେଶରେ ଗତ ୨୪ ଘଣ୍ଟାରେ ୨ ଜଣ ହିନ୍ଦୁ ଯୁବକଙ୍କୁ ହତ୍ୟା କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଏକାକୁ ମିଶାଇ ୧୮ ଦିନରେ ୬ ଜଣ ହିନ୍ଦୁଙ୍କୁ ହତ୍ୟା କରାଗଲାଣି। ଗତକାଲି ରାଣା ପ୍ରତାପ ବୈରାଗୀ (୪୫)ଙ୍କୁ ହତ୍ୟା କରାଯାଇଥିବେଳେ, ଏବେ ମଣି ଚକ୍ରବର୍ତ୍ତୀ ନାମଙ୍କ ଜଣେ…
Read More...

ପୁରୀରେ ଦିବ୍ୟାଙ୍ଗ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ

ପୁରୀ: ପୁରୀ ଜିଲ୍ଲାରେ ପୁଣି ଲଜ୍ଜା। ବ୍ରହ୍ମଗିରି ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ମହିଳାଙ୍କୁ ତାଙ୍କ ଘରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ ପରିବାରର ଅନ୍ୟ ସଦସ୍ୟମାନେ ଘରେ ଅନିପସ୍ଥିତ ଥିଲେ। ଏହି ସମୟରେ ଜଣେ ବ୍ୟକ୍ତି ଜୋରଜବରଦସ୍ତ ମହିଳାଙ୍କ ଘରେ…
Read More...

ଭିଜିଲାନ୍ସ ହାତରେ କୋଟିପତି ଫରେଷ୍ଟର ନିରଞ୍ଜନ ଶତପଥୀ

କୋରାପୁଟ: ଭିଜିଲାନ୍ସ ହାତରେ କୋଟିପତି ଫରେଷ୍ଟର ନିରଞ୍ଜନ ଶତପଥୀ। କୋରାପୁଟର ବନ ବିଭାଗ ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ଦ୍ୱାରା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକାଧିକ ଠିକଣାରେ ଚଢାଉ କରିଛି ଭିଜିଲାନ୍ସ ଟିମ୍‌। ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଅନୁମତି ପରେ…
Read More...

ଗୋଆ ଅଗ୍ନିକାଣ୍ଡ; ଥାଇଲାଣ୍ଡରୁ ଲୁଥ୍ରା ବ୍ରଦର୍ସ ଗିରଫ

ଗୋଆ: ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣା। ଥାଇଲାଣ୍ଡରୁ ଗିରଫ ହେଲେ ଲୁଥ୍ରା ବ୍ରଦର୍ସ। ଏହି ଦୁଇ ଅଭିଯୁକ୍ତଙ୍କୁ ଭାରତ ଅଣାଯାଉଛି ପ୍ରତ୍ୟାର୍ପଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଲୁଥ୍ରା ବ୍ରଦର୍ସଙ୍କ ପାସପୋର୍ଟ ପୂର୍ବରୁ ନିଲମ୍ବିତ କରାଯାଇଥିଲା। କ୍ଲବ୍ ମାଲିକ ସୌରଭ ଏବଂ ଗୌରବ…
Read More...

ବନ୍ଧୁକ ଦେଖାଇ ଜୁଏଲାରୀ ମାଲିକଙ୍କଠୁ ଝାମ୍ପିନେଲେ ୪ କୋଟି ଟଙ୍କାର ଅଳଙ୍କାର

ନ୍ୟୁଜ୍ ବ୍ୟୁରୋ: ଚନ୍ଦନପୁରର ରାଧାକାନ୍ତ ଜୁଏଲାରୀ ମାଲିକଙ୍କ ଠାରୁ ଟଙ୍କା ଲୁଟ୍ ଅଭିଯୋଗ। ମାଲିକ ସଞ୍ଜୟ ଦାସଙ୍କ ଠାରୁ ୩୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଓ ଦେଢ଼ କିଲୋରୁ ଉର୍ଦ୍ଧ୍ୱ ସୁନା ସହ ୩୦ କିଲୋ ରୂପା ଦୁର୍ବୃତ୍ତ ମାନେ ଲୁଟ୍ କରିଥିବା ଅଭିଯୋଗ ହୋଇଛି। ୩ ଜଣ ଯୁବକ ବାଇକରେ ଆସି ବନ୍ଧୁକ…
Read More...

୪୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ବର: କମିଶନରେଟ ପୋଲିସର ସ୍ପେସିଆଲ କ୍ରାଇମ ୟୁନିଟ ଜଣେ ବ୍ରାଉନସୁଗର ବେପାରୀକୁ ଗିରଫ କରିଛି। ତା ନିକଟରୁ ୪୦୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲା ବାଲେଶ୍ୱର ଅଞ୍ଚଳର ଶେଖ ଆକବର। ଘର ବାଲେଶ୍ଵର ଜିଲ୍ଲା ଅନ୍ତର୍ଗତ ସହଦେଵ ଖୁଣ୍ଟା। ତାକୁ ଭୁବନେଶ୍ବର…
Read More...

ଦିଲ୍ଲୀ ବିସ୍ଫୋରଣ ପଛରେ ବାଂଲାଦେଶ ଲିଙ୍କ୍‌

ନୂଆ ଦିଲ୍ଲୀ: ଦିଲ୍ଲୀ ଲାଲ୍ କିଲ୍ଲା ନିକଟରେ ଗତ ୧୦ ତାରିଖରେ ଘଟିଥିବା କାର ବିସ୍ଫୋରଣ ଘଟଣାରେ ବାଂଲାଦେଶ ଲିଙ୍କ୍‌ ସାମ୍ନାକୁ ଆସିଛି। ଏହି ଆତ୍ମଘାତୀ ଆକ୍ରମଣ ପଛରେ ବାଂଲାଦେଶର ହାତ ଥିବା ତଦନ୍ତକାରୀ ସଂସ୍ଥା ଏନଆଇଏକୁ ସୂଚନା ମିଳିଛି। ତଦନ୍ତକାରୀଙ୍କ ସୂଚନା ଅନୁସାରେ, ଅକ୍ଟୋବର ଶେଷ…
Read More...