Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଜଗନ୍ନାଥବଲ୍ଲଭ ପାର୍କିଂରୁ ତଳକୁ ଖସିଲା ବୋଲୋରୋ, ଡ୍ରାଇଭର ଗୁରୁତର
ସବୁ ଥାନାରୁ ହଟିବ ଜବତ ଗାଡ଼ି: ମେୟର
ଯୌତୁକ ବର୍ବରତା: ପୁଅ ଆଗରେ ମାଆକୁ ଜିଅନ୍ତା ପୋଡିଲା ବାପା
ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ: ନଗର ଉନ୍ନୟନ ମନ୍ତ୍ରୀ
ସମ୍ବଲପୁରରେ ହେବ ଓୟୁଏଟିର ନୂଆ କ୍ୟାମ୍ପସ: ଉପମୁଖ୍ୟମନ୍ତ୍ରୀ
ଅଜଣା ଗାଡି ଧକ୍କାରେ ଏଏସଆଇଙ୍କ ମୃତ୍ୟୁ
ଗୃହବନ୍ଦୀ ହେଲେ ଚମ୍ପାଇ ସୋରେନ
ବେଟିଂ ରାକେଟରେ ସଂପୃକ୍ତିି; କଂଗ୍ରେସ ବିଧାୟକ ଗିରଫ
Browsing Category
ଅପରାଧ
ପୁଣି ଉଠିଲା ମମିତା ମେହେର ପ୍ରସଙ୍ଗ, କଂଗ୍ରେସ ଟାର୍ଗେଟରେ ଗୃହରାଷ୍ଟ୍ର ମନ୍ତ୍ରୀ
ପଞ୍ଚାୟତ ନିର୍ବାଚନ ପୂର୍ବରୁ ପୁଣି ଉଠିଲା ମମିତା ମେହେର ପ୍ରସଙ୍ଗ । କଂଗ୍ରେସ ମମିତା ମେହେର ପ୍ରସଙ୍ଗ ଉଠାଇ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଟାର୍ଗେଟ କରିଛି । ମମିତା ହତ୍ୟା ପ୍ରସଙ୍ଗରେ ମନ୍ତ୍ରୀ ସାମିଲ ଥିବା ଅଭିଯୋଗ ଆଣିଛନ୍ତି ବିରୋଧୀ । ରାୟପୁର ଏୟାରପୋର୍ଟରେ!-->…
Read More...
Read More...
ଅତିରିକ୍ତ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ
ଭୁବନେଶ୍ବର: ଚାକିରିରୁ ଅବସର ନେବା ପାଇଁ ଆଉ ଦିନ କେଇଟା ବାକି ଥିଲା। କିନ୍ତୁ ତା ପୂର୍ବରୁ ଘରେ ପଶିଲା ଭିଜିଲାନ୍ସ । ସୁନ୍ଦରଗଡ ଅତିରିକ୍ତ ଜିଲ୍ଲାପାଳଙ୍କ ଚାକିରିକୁ ଆଉ ୧୭ ଦିନ ବାକି ଥିବା ବେଳେ ଆଜି ତାଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି। ବିଶ୍ୱଜିତ ମହାପାତ୍ରଙ୍କ ଘର,ଅଫିସ ସମେତ ୭ଟି!-->…
Read More...
Read More...
କାହିିଁକି ଆତ୍ମହତ୍ୟା କଲେ ମହିଳା ପ୍ରଫେସର?
ଭୁବନେଶ୍ବର: ଫ୍ୟାନରେ ଲୁଗା ଲଗାଇ ଝୁଲିପଡିଲେ ପ୍ରଫେସର। ଭୁବନେଶ୍ୱର ଓୟୁଏଟି କ୍ୟାମ୍ପସରେ ମହିଳା ପ୍ରଫେସରଙ୍କ ଆତ୍ମହତ୍ୟା। କ୍ୟାମ୍ପସ ପରିସରରେ ପ୍ରଫେସରଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ତେବେ କାହିଁକି ପ୍ରଫେସର ଜଣକ ଏଭଳି ପଦକ୍ଷେପ ନେଲେ ତାହା ଜଣାପଡିନାହିଁ।
!-->!-->!-->…
Read More...
Read More...
ବିନୋଦଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେଲେ ରାଜ୍ୟସରକାର
ଦୁର୍ନୀତି ଅଭିଯୁକ୍ତିଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନବରିଷ୍ଠ ଆଇ.ଏ.ଏସ୍. ବିନୋଦ କୁମାର ଚାକିରୀରୁ ବରଖାସ୍ତ।
ଭୁବନେଶ୍ବର; ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ପରେ ରାଜ୍ୟ ସରକାର ବରିଷ୍ଠ ଆଇ.ଏ.ଏସ୍ ଅଫିସର ତଥା ଓଡିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା!-->!-->!-->…
Read More...
Read More...
ପାକିସ୍ତାନରେ ଆତଙ୍କୀ ଆକ୍ରମଣ । ଦକ୍ଷିଣ ପଶ୍ଚିମ ବେଲୁଚିସ୍ତାନ ପ୍ରଦେଶର କେଚ ଜିଲ୍ଲାରେ ଆତଙ୍କବାଦୀ ମାନେ ଏକ ସୁରକ୍ଷାବାହିନୀ ପୋଷ୍ଟ ଉପରେ ଆକ୍ରମଣ କରିଛନ୍ତି । ଆକ୍ରମଣରେ ୧୦ ପାକିସ୍ତାନ ସୈନିକଙ୍କ ମୃତ୍ୟୁ ହୋଇଛି । ପାକିସ୍ତାନ ସେନା ଗୁରୁବାର ଆତଙ୍କୀ ଆକ୍ରମଣ ନେଇ ସୂଚନା ଦେଇଛି ।
!-->!-->!-->…
Read More...
Read More...
କନିକା ରାଜପରିବାରରେ ହତ୍ୟାକାଣ୍ଡ..ମା’କୁ ମାରିଲା ପୁଅ..
ମାଆକୁ ମାରିଲା ପୁଅ । କନିକା ରାଜପରିବାରରେ ବୀଭତ୍ସ ହତ୍ୟାକାଣ୍ଡ । କଟକ କନିକା ଛକ ସ୍ଥିତ ଶ୍ରୀବିହାର କଲୋନୀରେ ରହୁଥିବା କନିକା ରାଜାଙ୍କ ନାତୁଣୀବୋହୂ ପରେଶ କୁମାରୀ ଭଞ୍ଜଦେଓଙ୍କୁ ହତ୍ୟା କରିଛି ତାଙ୍କ ପୁଅ । ୭୫ ବର୍ଷୀୟା ମାଆଙ୍କୁ ହତ୍ୟା କରିଛି ପୁଅ ଗୋପାଳ ଭଞ୍ଜଦେଓ । ପରିବାର ଲୋକଙ୍କ!-->…
Read More...
Read More...
ପୁରୀରେ ପାପ!
୫ ବର୍ଷର ଶିଶୁକୁ ଦୁଷ୍କର୍ମ କରି ଦୁର୍ବୃତ୍ତ ଫେରାର । ପୁରୀ ଟାଉନ ଥାନା ଅଞ୍ଚଳରେ ଏଭଳି ଲଜ୍ଜାଜନକ ଘଟଣା ଘଟିଛି । ନାବାଳିକାକୁ ଗୁରୁତର ଅବସ୍ଥାରେ ପ୍ରଥମେ ପୁରୀ ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଏହା ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଟାଉନ ଥାନାରେ ପୁଲିସ!-->…
Read More...
Read More...
ଟ୍ରାକରୁ କେମିତି ଖସିଲା ଟ୍ରେନ? ଆଜି ରେଳମନ୍ତ୍ରୀ ଯିବେ ଘଟଣାସ୍ଥଳକୁ
କୋଲକାତା: ପଶ୍ଚିମବଙ୍ଗ ଜଲାପାଇଗୁଡିରେ ଟ୍ରେନ ଦୁର୍ଘଟଣାର ହେବ ଉଚ୍ଚସ୍ତରୀୟ ତଦନ୍ତ। ଗୌହାଟି-ବିକେନାର ଏକ୍ସପ୍ରେସ ଲାଇନଚ୍ୟୁତ ହୋଇ ଗୁରୁବାର ସନ୍ଧ୍ୟାରେ ବଡ଼ ଧରଣର ଦୁର୍ଘଟଣା ଘଟିଥିଲା। ଏଥିରେ ୭ ଜଣଙ୍କ ମୃତ୍ୟୁ ହୋଇସାରିଛି। ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏନଡିଆରଏଫ ସହ!-->…
Read More...
Read More...
କୁଲଗାମରେ ଏନକାଉଣ୍ଟରରେ ୨ ଆତଙ୍କୀ ନିହତ
ଜମ୍ମୁ-କାଶ୍ମୀର କୁଲଗାମରେ ଆଜି ସକାଳୁ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଦୁଇ ତରଫରୁ ଜୋରଦାର ଗୁଳିମାଣ୍ଡହୋଇଛି । ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି । କାଶ୍ମୀର ପୁଲିସ ଅନୁସାରେ, ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ସକାଳୁ ହିଁ ଗୁଳିମାଡ଼ ଆରମ୍ଭ!-->…
Read More...
Read More...
ଏନ୍କାଉଣ୍ଟରରେ ଟଳିଲେ ୩ ଆତଙ୍କୀ
ଜମ୍ମୁ-କାଶ୍ମୀର ପୁଲୱାମାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୨ ଜଣ ଜୈସ ଆତଙ୍କୀ ଥିବା ବେଳେ ଜଣେ ପାକିସ୍ତାନ ଆତଙ୍କୀ । ଆତଙ୍କବାଦୀଙ୍କ ଠାରୁ ବିପୁଳ ପରିମାଣର ମାରଣାସ୍ତ୍ର ଓ ବିସ୍ଫୋରକ ଜବତ!-->…
Read More...
Read More...