ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category

ଅପରାଧ

ବିନୋଦଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେଲେ ରାଜ୍ୟସରକାର

ଦୁର୍ନୀତି ଅଭିଯୁକ୍ତିଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନବରିଷ୍ଠ ଆଇ.ଏ.ଏସ୍. ବିନୋଦ କୁମାର ଚାକିରୀରୁ ବରଖାସ୍ତ। ଭୁବନେଶ୍ବର; ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ପରେ ରାଜ୍ୟ ସରକାର ବରିଷ୍ଠ ଆଇ.ଏ.ଏସ୍ ଅଫିସର ତଥା ଓଡିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା
Read More...

ପାକିସ୍ତାନରେ ଆତଙ୍କୀ ଆକ୍ରମଣ । ଦକ୍ଷିଣ ପଶ୍ଚିମ ବେଲୁଚିସ୍ତାନ ପ୍ରଦେଶର କେଚ ଜିଲ୍ଲାରେ ଆତଙ୍କବାଦୀ ମାନେ ଏକ ସୁରକ୍ଷାବାହିନୀ ପୋଷ୍ଟ ଉପରେ ଆକ୍ରମଣ କରିଛନ୍ତି । ଆକ୍ରମଣରେ ୧୦ ପାକିସ୍ତାନ ସୈନିକଙ୍କ ମୃତ୍ୟୁ ହୋଇଛି । ପାକିସ୍ତାନ ସେନା ଗୁରୁବାର ଆତଙ୍କୀ ଆକ୍ରମଣ ନେଇ ସୂଚନା ଦେଇଛି ।
Read More...

କନିକା ରାଜପରିବାରରେ ହତ୍ୟାକାଣ୍ଡ..ମା’କୁ ମାରିଲା ପୁଅ..

ମାଆକୁ ମାରିଲା ପୁଅ । କନିକା ରାଜପରିବାରରେ ବୀଭତ୍ସ ହତ୍ୟାକାଣ୍ଡ । କଟକ କନିକା ଛକ ସ୍ଥିତ ଶ୍ରୀବିହାର କଲୋନୀରେ ରହୁଥିବା କନିକା ରାଜାଙ୍କ ନାତୁଣୀବୋହୂ ପରେଶ କୁମାରୀ ଭଞ୍ଜଦେଓଙ୍କୁ ହତ୍ୟା କରିଛି ତାଙ୍କ ପୁଅ । ୭୫ ବର୍ଷୀୟା ମାଆଙ୍କୁ ହତ୍ୟା କରିଛି ପୁଅ ଗୋପାଳ ଭଞ୍ଜଦେଓ । ପରିବାର ଲୋକଙ୍କ
Read More...

ପୁରୀରେ ପାପ!

୫ ବର୍ଷର ଶିଶୁକୁ ଦୁଷ୍କର୍ମ କରି ଦୁର୍ବୃତ୍ତ ଫେରାର । ପୁରୀ ଟାଉନ ଥାନା ଅଞ୍ଚଳରେ ଏଭଳି ଲଜ୍ଜାଜନକ ଘଟଣା ଘଟିଛି । ନାବାଳିକାକୁ ଗୁରୁତର ଅବସ୍ଥାରେ ପ୍ରଥମେ ପୁରୀ ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଏହା ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଟାଉନ ଥାନାରେ ପୁଲିସ
Read More...

ଟ୍ରାକରୁ କେମିତି ଖସିଲା ଟ୍ରେନ? ଆଜି ରେଳମନ୍ତ୍ରୀ ଯିବେ ଘଟଣାସ୍ଥଳକୁ

କୋଲକାତା: ପଶ୍ଚିମବଙ୍ଗ ଜଲାପାଇଗୁଡିରେ ଟ୍ରେନ ଦୁର୍ଘଟଣାର ହେବ ଉଚ୍ଚସ୍ତରୀୟ ତଦନ୍ତ। ଗୌହାଟି-ବିକେନାର ଏକ୍ସପ୍ରେସ ଲାଇନଚ୍ୟୁତ ହୋଇ ଗୁରୁବାର ସନ୍ଧ୍ୟାରେ ବଡ଼ ଧରଣର ଦୁର୍ଘଟଣା ଘଟିଥିଲା। ଏଥିରେ ୭ ଜଣଙ୍କ ମୃତ୍ୟୁ ହୋଇସାରିଛି। ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏନଡିଆରଏଫ ସହ
Read More...

କୁଲଗାମରେ ଏନକାଉଣ୍ଟରରେ ୨ ଆତଙ୍କୀ ନିହତ

ଜମ୍ମୁ-କାଶ୍ମୀର କୁଲଗାମରେ ଆଜି ସକାଳୁ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଦୁଇ ତରଫରୁ ଜୋରଦାର ଗୁଳିମାଣ୍ଡହୋଇଛି । ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି । କାଶ୍ମୀର ପୁଲିସ ଅନୁସାରେ, ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ସକାଳୁ ହିଁ ଗୁଳିମାଡ଼ ଆରମ୍ଭ
Read More...

ଏନ୍‌କାଉଣ୍ଟରରେ ଟଳିଲେ ୩ ଆତଙ୍କୀ

ଜମ୍ମୁ-କାଶ୍ମୀର ପୁଲୱାମାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୨ ଜଣ ଜୈସ ଆତଙ୍କୀ ଥିବା ବେଳେ ଜଣେ ପାକିସ୍ତାନ ଆତଙ୍କୀ । ଆତଙ୍କବାଦୀଙ୍କ ଠାରୁ ବିପୁଳ ପରିମାଣର ମାରଣାସ୍ତ୍ର ଓ ବିସ୍ଫୋରକ ଜବତ
Read More...

କେନ୍ଦ୍ରାପଡା: ଜଣେ ମାଆ କ’ଣ କେବେ ତା ଛୁଆକୁ ମାରିପାରେ, ଯାହାକୁ ସେ ଦୁନିଆକୁ ଆଣିଛି ତାକୁ ଜୀବନରୁ ମାରିଦେବାକୁ କ’ଣ କେବେ ତା' ହାତ ଉଠିପାରେ? ହେଲେ ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡା ମର୍ଶାଘାଇ ଥାନା କାନପୁର ଗାଁରେ। ଯାହା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଦୁଇ
Read More...

ଭଡା ଘରୁ ମିଳିଲା ପୁଳା ପୁଳା ଜାଲ ନୋଟ୍‌

ଭୁବନେଶ୍ବର: ଘର ଭିତରୁ ମିଳିଲା ପୁଳା ପୁଳା ଜାଲ ନୋଟ। ଲକ୍ଷେ କି ଦୁଇ ଲକ୍ଷ ଟଙ୍କାର ନୁହେଁ ୧୩ ଟଙ୍କାର ଜାଲ ନୋଟ ଜବତ କରିଛି ପୁଲିସ। ଯାଜପୁର ଟାଉନ ସନ୍ଥମାଧବର ଏକ ଭଡା ଘରୁ ଲକ୍ଷାଧିକ ଟଙ୍କାର ଜାଲ ନୋଟ ମିଳିବା ଘଟଣା ସମସ୍ତଙ୍କୁ ଚକିତ କରିଦେଇଛି। ଏତେ ଟଙ୍କାର ଜାଲ ନୋଟ କେଉଁଠୁ ଆସିଲା
Read More...

ମାଓବାଦୀଙ୍କ ନାଁରେ ରଚିଥିଲା ନାଟକ, ଶେଷରେ…

ମଦ ନେଲା ପୁଣି ଏକ ଜୀବନ; ଶୁକନାଥ ସିଂ ହତ୍ୟାକାଣ୍ଡର ପର୍ଦ୍ଦାଫାସ୍‌ ସୁନ୍ଦରଗଡ: ହାତ ଧରି ସାଙ୍ଗରେ ଆସିବା ବେଳେ କେତେ ସ୍ବପ୍ନ ଦେଖିଥିଲା ସରସ୍ବତୀ ସିଂ। ସ୍ବାମୀ ଶୁକନାଥ ସହିତ ସାତ ଜନ୍ମ ରହିବ, ପାଦରେ ପାଦ ମିଶାଇ ଚାଲିବ, ଦୁଃଖ, ସୁଖକୁ ଏକାଠି କରି ପରିସ୍ଥିତିର ଉଭୟ ମୁକାବିଲା
Read More...