Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ଦିଲ୍ଲୀରେ ୬ଟି ବୋମା ଧମକ ମିଳିବା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଓଡ଼ିଶାର ୧୭ ପୋଲିସ ଓ ସୁରକ୍ଷା କର୍ମଚାରୀଙ୍କୁ ବିଶିଷ୍ଟ ସେବା ପୁରସ୍କାର
ଛାତିରେ ଯନ୍ତ୍ରଣା ପରେ ଏମ୍ସରେ ଭର୍ତ୍ତି ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ସ୍ଥିର
ପୁରୀ ଷ୍ଟେସନ୍ ନିକଟରେ ତାଳଚେର-ପୁରୀ ଟ୍ରେନ୍ର ଇଞ୍ଜିନ୍ ଲାଇନଚ୍ୟୁତ
ଓଡ଼ିଶା ପୁଲିସର ନୂଆ ଡିଜିପି ଦାୟିତ୍ୱରେ ବିନୟତୋଷ ମିଶ୍ର
ଛାତ୍ରଙ୍କ ଖାତାକୁ ସିଧା ଯିବ ଫି’ ରିଇମ୍ବର୍ସମେଣ୍ଟ ଟଙ୍କା
ପଶ୍ଚିମବଙ୍ଗରେ ଲାଗୁ ହେଲା ‘ବେଟି ବଚାଓ, ବେଟି ପଢ଼ାଓ’ ଯୋଜନା
ଆସାମରେ ୧୦୦୦ରୁ ଅଧିକ ପୁରୁଣା ପୋଲ ହେବ RCC
Browsing Category
ଅପରାଧ
ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା: ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ
ଯାଜପୁର ବିଝାଂରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ । ଆକ୍ରମଣ କରିଥିବା ଅଭିଯୁକ୍ତଙ୍କୁ ପୁଲିସ ଚିହ୍ନଟ କରିଥିବା ବେଳେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଥିବା ଯାଜପୁର ଏସପି କହିଛନ୍ତି । ଆଉ ୨୫ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି । ସେମାନଙ୍କୁ!-->…
Read More...
Read More...
ଭୋଟ ବାକ୍ସ ଉଠାଇନେଲେ ଦୁର୍ବୃତ୍ତ, ମତଦାନ ବନ୍ଦ
ଆଜି ଦ୍ୱିତୀୟ ପର୍ଯ୍ୟାୟ ପ ।ୟତ ନିର୍ବାଚନ ଚାଲିଥିବା ବେଳେ ଜଗତସିଂହପୁର ଏକ ମତଦାନ କେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି । ଆଳିପିଙ୍ଗଳ ପଟଶରାରେ କିଛି ଦୁର୍ବୃତ୍ତ ଭୋଟ ବାକ୍ସ ଉଠାଇନେଇଥିବା ଅଭିଯୋଗ ହୋଇଛି । ଏହାକୁ ନେଇ ପଟଶରା ୧ ନମ୍ବର ୨ ନମ୍ବର ବୁ୍ଥରେ ଉତ୍ତେଜନା ଦେଖାଦେଇଛି । ଫଳରେ!-->…
Read More...
Read More...
ଲାଞ୍ଚ ଟଙ୍କାରେ କୋଟିପତି ସରକାରୀ ଡାକ୍ତର
ସରକାରୀ ଡାକ୍ତରଙ୍କ କୋଟି କୋଟି ସମ୍ପତ୍ତି। ଡାକ୍ତରଙ୍କ ଘରୁ ନଗଦ ଜବତ ହୋଇଥିଲା କୋଟିଏ ୧୨ ଲକ୍ଷ ଟଙ୍କା । ଯାହା ଓଡିଶା ଭିଜିଲାନ୍ସରେ ସର୍ବାଧିକ ନଗଦ ଜବତ ଟଙ୍କା । ଭିଜିଲାନ୍ସ ଅଧିକାରୀମାନେ ପୁଳା ପୁଳା ଟଙ୍କା ଦେଖି ତାଜୁବ ହୋଇଯାଇଥିବା ବେଳେ ଆଜି ଡାକ୍ତର ସୁକାନ୍ତ ଜେନାଙ୍କୁ ଗିରଫ କରି!-->…
Read More...
Read More...
ପ୍ରାର୍ଥୀଙ୍କ ଘର ଉପରକୁ ବୋମାମାଡ଼
ରାଜ୍ୟରେ ଆଜି ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ପଡୁଥିବା ବେଳେ ବିଭିନ୍ନ ସ୍ଥାନରୁ ଆସିଛି ହିଂସାର ଖବର । କେଉଁଠି ଗୁଳିମାଡ଼ ହୋଇଛି ତ କେଉଁଠି ବୋମାମାଡ଼ । ଆଉ କେଉଁଠି ମତଦାନ କେନ୍ଦ୍ରରେ ବଳପୂର୍ବକ ଭୋଟିଂକୁ ନେଇ ଉତେଜନା ଦେଖାଦେଇଛି । ସାଲେପୁର ଶିଶୁଆ ପଞ୍ଚାୟତର ସମିତି!-->…
Read More...
Read More...
ଦୋଷୀ ସାବ୍ୟସ୍ତ ହେଲେ ଲାଲୁ, ଯିବେ କି ଜେଲ?
ପୁଣି ଦୋଷୀ ସାବ୍ୟସ୍ତ ହେଲେ ଲାଲୁ ଯାଦବ । ଆଜି ରାଞ୍ଚି ସ୍ଥିତ ସ୍ୱତନ୍ତ୍ର ସିବିଆଇ କୋର୍ଟରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ରାଷ୍ଟ୍ରୀୟ ଜନତା ଦଳର ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ । ୯ ଶହରୁ ଅଧିକ କୋଟି ଟଙ୍କାର ଗୋଖାଦ୍ୟ ଜାଲିଆତି ଓ ଏହା ସମ୍ପର୍କିତ ଦୋରନ୍ଦା ଟ୍ରେଜେରୀରୁ ୧୩୫ କୋଟି ବେଆଇନ!-->…
Read More...
Read More...
ପୁଣି ଉଠିଲା ମମିତା ମେହେର ପ୍ରସଙ୍ଗ, କଂଗ୍ରେସ ଟାର୍ଗେଟରେ ଗୃହରାଷ୍ଟ୍ର ମନ୍ତ୍ରୀ
ପଞ୍ଚାୟତ ନିର୍ବାଚନ ପୂର୍ବରୁ ପୁଣି ଉଠିଲା ମମିତା ମେହେର ପ୍ରସଙ୍ଗ । କଂଗ୍ରେସ ମମିତା ମେହେର ପ୍ରସଙ୍ଗ ଉଠାଇ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଟାର୍ଗେଟ କରିଛି । ମମିତା ହତ୍ୟା ପ୍ରସଙ୍ଗରେ ମନ୍ତ୍ରୀ ସାମିଲ ଥିବା ଅଭିଯୋଗ ଆଣିଛନ୍ତି ବିରୋଧୀ । ରାୟପୁର ଏୟାରପୋର୍ଟରେ!-->…
Read More...
Read More...
ଅତିରିକ୍ତ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ
ଭୁବନେଶ୍ବର: ଚାକିରିରୁ ଅବସର ନେବା ପାଇଁ ଆଉ ଦିନ କେଇଟା ବାକି ଥିଲା। କିନ୍ତୁ ତା ପୂର୍ବରୁ ଘରେ ପଶିଲା ଭିଜିଲାନ୍ସ । ସୁନ୍ଦରଗଡ ଅତିରିକ୍ତ ଜିଲ୍ଲାପାଳଙ୍କ ଚାକିରିକୁ ଆଉ ୧୭ ଦିନ ବାକି ଥିବା ବେଳେ ଆଜି ତାଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି। ବିଶ୍ୱଜିତ ମହାପାତ୍ରଙ୍କ ଘର,ଅଫିସ ସମେତ ୭ଟି!-->…
Read More...
Read More...
କାହିିଁକି ଆତ୍ମହତ୍ୟା କଲେ ମହିଳା ପ୍ରଫେସର?
ଭୁବନେଶ୍ବର: ଫ୍ୟାନରେ ଲୁଗା ଲଗାଇ ଝୁଲିପଡିଲେ ପ୍ରଫେସର। ଭୁବନେଶ୍ୱର ଓୟୁଏଟି କ୍ୟାମ୍ପସରେ ମହିଳା ପ୍ରଫେସରଙ୍କ ଆତ୍ମହତ୍ୟା। କ୍ୟାମ୍ପସ ପରିସରରେ ପ୍ରଫେସରଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ତେବେ କାହିଁକି ପ୍ରଫେସର ଜଣକ ଏଭଳି ପଦକ୍ଷେପ ନେଲେ ତାହା ଜଣାପଡିନାହିଁ।
!-->!-->!-->…
Read More...
Read More...
ବିନୋଦଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେଲେ ରାଜ୍ୟସରକାର
ଦୁର୍ନୀତି ଅଭିଯୁକ୍ତିଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନବରିଷ୍ଠ ଆଇ.ଏ.ଏସ୍. ବିନୋଦ କୁମାର ଚାକିରୀରୁ ବରଖାସ୍ତ।
ଭୁବନେଶ୍ବର; ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ପରେ ରାଜ୍ୟ ସରକାର ବରିଷ୍ଠ ଆଇ.ଏ.ଏସ୍ ଅଫିସର ତଥା ଓଡିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା!-->!-->!-->…
Read More...
Read More...
ପାକିସ୍ତାନରେ ଆତଙ୍କୀ ଆକ୍ରମଣ । ଦକ୍ଷିଣ ପଶ୍ଚିମ ବେଲୁଚିସ୍ତାନ ପ୍ରଦେଶର କେଚ ଜିଲ୍ଲାରେ ଆତଙ୍କବାଦୀ ମାନେ ଏକ ସୁରକ୍ଷାବାହିନୀ ପୋଷ୍ଟ ଉପରେ ଆକ୍ରମଣ କରିଛନ୍ତି । ଆକ୍ରମଣରେ ୧୦ ପାକିସ୍ତାନ ସୈନିକଙ୍କ ମୃତ୍ୟୁ ହୋଇଛି । ପାକିସ୍ତାନ ସେନା ଗୁରୁବାର ଆତଙ୍କୀ ଆକ୍ରମଣ ନେଇ ସୂଚନା ଦେଇଛି ।
!-->!-->!-->…
Read More...
Read More...