ପ୍ରମୁଖ ଖବର

ସ୍ୱାଧୀନତା ଦିବସ ପାଳନ ପୂର୍ବରୁ ଦିଲ୍ଲୀରେ ୬ଟି ବୋମା ଧମକ ମିଳିବା ପରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଓଡ଼ିଶାର ୧୭ ପୋଲିସ ଓ ସୁରକ୍ଷା କର୍ମଚାରୀଙ୍କୁ ବିଶିଷ୍ଟ ସେବା ପୁରସ୍କାର
ଛାତିରେ ଯନ୍ତ୍ରଣା ପରେ ଏମ୍ସରେ ଭର୍ତ୍ତି ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ସ୍ଥିର
ପୁରୀ ଷ୍ଟେସନ୍‌ ନିକଟରେ ତାଳଚେର-ପୁରୀ ଟ୍ରେନ୍‌ର ଇଞ୍ଜିନ୍‌ ଲାଇନଚ୍ୟୁତ
ଓଡ଼ିଶା ପୁଲିସର ନୂଆ ଡିଜିପି ଦାୟିତ୍ୱରେ ବିନୟତୋଷ ମିଶ୍ର
ଛାତ୍ରଙ୍କ ଖାତାକୁ ସିଧା ଯିବ ଫି’ ରିଇମ୍ବର୍ସମେଣ୍ଟ ଟଙ୍କା
ପଶ୍ଚିମବଙ୍ଗରେ ଲାଗୁ ହେଲା ‘ବେଟି ବଚାଓ, ବେଟି ପଢ଼ାଓ’ ଯୋଜନା
ଆସାମରେ ୧୦୦୦ରୁ ଅଧିକ ପୁରୁଣା ପୋଲ ହେବ RCC
Browsing Category

ଅପରାଧ

ମଣିପୁର ଆକ୍ରମଣ ପାଇଁ ନିଜକୁ ଦାୟୀ କଲା ଏହି ସଂଗଠନ

ମଣିପୁରରେ ଆତଙ୍କବାଦୀ ଆକ୍ରମଣରେ ୭ ଜଣ ଆଖିବୁଜିଛନ୍ତି । ଜଣେ କର୍ଣ୍ଣେଲଙ୍କ ସମେତ ୪ ଯବାନ ସହିଦ ହୋଇଛନ୍ତି। ଏବଂ କର୍ଣ୍ଣେଲଙ୍କ ପରିବାରର ୨ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଆକ୍ରମଣକୁ ନେଇ ସାରା ଦେଶ କ୍ରୋଧିତ। ଆତଙ୍କବାଦୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଚର୍ଚ୍ଚା
Read More...

ଭୟଙ୍କର ଆତଙ୍କୀ ହମ୍‌ଲା

ମଣିପୁରରେ ଭୟଙ୍କର ଆତଙ୍କବାଦୀ ଆକ୍ରମଣ । ଆତଙ୍କୀଙ୍କ ଆକ୍ରମଣରେ ଆସାମ ରାଇଫଲ୍ସର କମାଣ୍ଡିଙ୍ଗ ଅଫିସରଙ୍କ ସମେତ ୬ ଜଣ ସହିହ ହୋଇଛନ୍ତି । ଆକ୍ରମଣରେ କମାଣ୍ଡିଙ୍ଗ ଅଫିସରଙ୍କ ସ୍ତ୍ରୀ ଓ ପୁଅର ମଧ୍ୟ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ , ମଣିପୁର ଚୁରାଚନ୍ଦ୍ରପୁର ସିଘାଂଟାେ ରେ ଏହି ଆକ୍ରମଣ
Read More...

ଏନସିବି ଅଫିସରେ ବିତିଲା ଆର୍ଯ୍ୟନଙ୍କ ଜନ୍ମଦିନ

ବଲିଉଡ ଷ୍ଟାର ଶାହାରୁଖ ଖାନ୍‌ଙ୍କ ପୁଅ ଆର୍ଯ୍ୟନ ଖାନ୍‌ଙ୍କ ନଭେମ୍ବର ୧୨ ଅର୍ଥାତ୍‌ ଶୁକବ୍ରାର ଜନ୍ମଦିନ ଥିଲା । କିନ୍ତୁ ଜନ୍ମଦିନରେ ସେଲିବ୍ରେସନ ବଦଳରେ ଏନସିବି ଅଫିସରେ ବିତିଥିଲା । ଜନ୍ମଦିନରେ ଏନସିବି ଆର୍ଯ୍ୟନ ଖାନଙ୍କୁ ପାଖାପାଖି ୬ ଘଣ୍ଟ। ଧରି ପଚରାଉଚରା କରିଥିଲା । ଦିନ ୪ଟା ୪୫ରେ
Read More...

ଏନକାଉଣ୍ଟରରେ ଟଳିଲା ଆତଙ୍କୀ

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରର କୁଲଗାମର ଏନକାଉଣ୍ଟର। ଶ୍ରୀନଗର ଓ କୁଲଗାମରେ ଭିନ୍ନ ଭିନ୍ନ ସ୍ଥାନରେ ଗୁଳିବିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ଅଧିକାରୀ ମାନେ କହିଛନ୍ତି ଯେ, ବେମିନା ଅଞ୍ଚଳର ହାମଦାନିଆ କଲୋନୀ ଅ ଳରେ ସନ୍ଧ୍ୟାରେ ଗୁଳିବିନିମୟ
Read More...

ଫିଲ୍ମରେ ଲାଗିଛି ପ୍ରତାପଙ୍କ ଟଙ୍କା

କୁବେର ସରକାରୀ ବାବୁ ଚାକିରି କରି କୋଟି କୋଟି ଟଙ୍କା ରଖିବା ସହ ଫିଲ୍ମ କରିବାର ବି ସ୍ୱପ୍ନ ଦେଖୁଥିଲେ । କୋଟିପତି ପ୍ରତାପ ସାମଲଙ୍କର ଏବେ ସାମନାକୁ ଆସିଛି ଓଲିଉଡ ଲିଙ୍କ । ଅସତ ଉପାୟରେ ଟଙ୍କା ଅର୍ଜନ କରିବା ସହ ଫିଲ୍ମରେ ଟଙ୍କା ଲଗାଉଥିଲେ ପତାପ । ଭିଜିଲାନ୍ସ ପକ୍ଷରୁ ଆଜି ଏନେଇ
Read More...

ରାଜରାସ୍ତାରେ ମାରଣାସ୍ତ୍ର ସହ ଖେଳ!

କଟକ: ଅସୁରକ୍ଷିତ ହୋଇପଡିଛି ଟୁଇନ ସିଟି। ରାଜରାସ୍ତାରେ ଖୁଲମାଖୁଲା ମାରଣାସ୍ତ୍ର ସହ ଖେଳ। କାହା ହାତରେ ବନ୍ଧୁକ ତା ଆଉ କାହା ହାତରେ ଖଣ୍ଡା। ତେବେ ଟୁଇନସିଟିରେ ହାତରେ ଖଣ୍ଡା, ବନ୍ଧୁକ ଧରି ଅସମାଜିକ ଯୁବକଙ୍କର ଭିଡିଓ ନିଶା ଏବେ ପୁଲିସର ମୁଣ୍ଡବିନ୍ଧାର କାରଣ ପାଲଟିଛି। ଏହି ଅସାମାଜିକ
Read More...

ଟଙ୍କା ଗଣିବାକୁ ଲାଗିଲା ୨୪ ଘଣ୍ଟା

କୋଟିପତି ସରକାରୀ ବାବୁଙ୍କ ଘରେ ମଙ୍ଗଳବାରଠୁ ଚଢାଉ ଆରମ୍ଭ କରିଥିବା ଭିଜିଲାନ୍ସର ସରିଛି ରେଡ୍ । ଭିଜିଲାନ୍ସ ଚଢାଉ ପରେ ସରକାରୀ ବାବୁଙ୍କର ସମ୍ପତ୍ତି ର ଆକଳନ ଚାଲିଥିଲା । ଆଜି ସମ୍ପତ୍ତି ମୂଲ୍ୟାୟନ ସରିଛି । କୋଟି କୋଟି ଟଙ୍କାର ସମ୍ପତ୍ତି ଜବତ କରିବା ପରେ ଓଡିଶା ପୁଲିସ ହାଉସିଂ
Read More...

ବାବୁ ଫିଙ୍ଗିଦେଲେ ବିଡ଼ାବିଡ଼ା ଟଙ୍କା!

ମଙ୍ଗଳବାର ଜଣେ ସରକାରୀ ବାବୁଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଯାହାଙ୍କର ସମ୍ପତ୍ତି ଦେଖିଲେ ଆପଣଙ୍କ ହୋସ ଉଡିଯିବ । କୁବେର ସରକାରୀ ବାବୁଙ୍କର ରହିଛି କୋଟି କୋଟି ସମ୍ପତ୍ତି । ଏପରିକି ଭିଜିଲାନ୍ସ ଭୟରେ ଚଢାଉ ବେଳେ ବାବୁ ଜଣକ ଛାତ ଉପରକୁ ଯାଇ ବିଡା ବିଡା ଟଙ୍କା ଫୋପାଡିଦେଇଥିଲେ ।
Read More...

ଆଜି ଏନସିବିରେ ହାଜର ହୋଇପାରନ୍ତି ଆର୍ୟ୍ୟନ

ମୁମ୍ବାଇ: ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ଶାହାରୁଖ ଖାନ୍‌ଙ୍କ ପୁଅ ଆର୍ୟ୍ୟନ ଖାନଙ୍କ ଆଜି ଏନସିବି ବୟାନ ରେକର୍ଡ କରିପାରେ। ଦେହ ଖରାପ ଥିବାରୁ ଆର୍ୟ୍ୟନ ରବିବାର ଏନସିବି କାର୍ଯ୍ୟାଳୟରେ ପହଞ୍ଚି ପାରିନଥିଲେ। ଏସଆଇଟି ଆର୍ୟ୍ୟନ ଖାନଙ୍କ ସମେତ ୬ଟି ମାମଲାର ଯାଞ୍ଚ କରୁଛି। ସେପଟେ ଏନସିବି
Read More...

ହସ୍ପିଟାଲରେ ନିଆଁ, ୪ ଶିଶୁ ମୃତ

ଭୋପାଳ: ମଧ୍ୟପ୍ରଦେଶ ଭୋପାଳର ହମିଦିଆ ହସ୍ପିଟାଲରେ ଅଗ୍ନିକାଣ୍ଡ। କମଳା ନେହେରୁ ହସ୍ପିଟାଲର ଶିଶୁ ୱାର୍ଡରେ ନିଆଁ ଲାଗିବା ଫଳରେ ୪ ଜଣ ଶିଶୁଙ୍କର ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଶିଶୁ ଗୁରୁତର ଥିବା ଜଣାପଡିଛି। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡିନି। ଅଗ୍ନିଶମବାହିନୀ ଓ ପୁଲିସ ଘଟଣା ସ୍ଥଳରେ
Read More...