Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
Browsing Category
ଅପରାଧ
ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି
ବାଲେଶ୍ୱର: ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା। ନିଲମ୍ବିତ ଅଧ୍ୟାପକ ସମୀର ସାହୁଙ୍କ ବୃଦ୍ଧି ହେଲା ଜେଲ ଅବଧି। ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ନିଲମ୍ବିତ ହୋଇଥିବା ଅଧ୍ୟାପକ ସମୀର ସାହୁଙ୍କ ଜେଲ୍ ଅବଧି ବୃଦ୍ଧି ହୋଇଛି। ବିଚାର ବିଭାଗୀୟ ହାଜତ ଅବଧି ଆଉ ୧୪ ଦିନ ବୃଦ୍ଧି!-->…
Read More...
Read More...
କୋଟିପତି ଡେପୁଟି ରେଞ୍ଜର ଗିରଫ
ଭୁବନେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ ଶନିବାର ଗିରଫ। ଗତକାଲି ରାମଚନ୍ଦ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିଲା। ତାଙ୍କ ଘରୁ ନଗଦ ୧ କୋଟି ୪୩ ଲକ୍ଷ ଟଙ୍କା ଓ ଦେଢ଼ କେଜି ସୁନା ମିଳିଥିଲା। ଏହାସହ ବ୍ୟାଙ୍କ ଆକାଉଣ୍ଟରେ ୧ କୋଟି ୩୩!-->…
Read More...
Read More...
ଯୁବତୀଙ୍କୁ ନିଶା ଦେଇ ଦୁଷ୍କର୍ମ ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଗିରଫ
ଭୁବନେଶ୍ଵର: ଥଣ୍ଡା ପାନୀୟରେ ନିଶା ଦେଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ। ଗତକାଲି ଥାନାରେ ଅଭିଯୋଗ ପରେ ପୋଲିସ ପୀଡ଼ିତାଙ୍କ ବୟାନ ରେକର୍ଡ କରି ଉଦିତଙ୍କୁ ଗିରଫ କରିଛି।
ଗତ ମାର୍ଚ୍ଚ ମାସ ୧୮ ତାରିଖରେ ଏକ ହୋଟେଲରେ ଜଣେ ୧୯ ବର୍ଷୀୟା!-->!-->!-->…
Read More...
Read More...
ପୁଲିସ୍ ଇନଫର୍ମର ସନ୍ଦେହରେ ୨ ଜଣଙ୍କୁ ହତ୍ୟା କଲେ ମାଓବାଦୀ
ମାଲକାନଗିରି: ପୁଣି ମାଓବାଦୀମାନେ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ବର୍ବରକାଣ୍ଡ ଭିଆଇଛନ୍ତି। ମାଓବାଦୀମାନେ ୨ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରି ଫିଙ୍ଗ ଦେଇଥିବା ସୂଚନା ମିଳିଛି। ପୋଲିସ ଇନ୍ଫର୍ମର ସନ୍ଦେହରେ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି।
!-->!-->!-->…
Read More...
Read More...
ନାବାଳିକାଙ୍କ ଶରୀର ୭୦ପ୍ରତିଶତ ପୋଡିଯାଇଛି
ଭୁବନେଶ୍ବର: ପିପିଲି ନିକଟ ବଳଙ୍ଗା ଥାନା ବାୟାବର ଗାଁରେ ଘଟିଥିବା ଅଭାବନୀୟ ଘଟଣାରେ ନାବାଳିକାଙ୍କ ଶରୀର ୭୦ପ୍ରତିଶତ ଜଳି ଯାଇଥିବା ଏମ୍ସ ପକ୍ଷରୁ କୁହାଯାଇଛି। ଭୁବନେଶ୍ବର ଏମ୍ସ ଟ୍ରମା କେୟାରରୁ ବର୍ଣ୍ଣ ୟୁନିଟ୍ କୁ ସ୍ଥାନାନ୍ତରିତ ହୋଇଛି। ସ୍ବତନ୍ତ୍ର ଡାକ୍ତରୀ ଟିମ୍ ଦ୍ବାରା!-->…
Read More...
Read More...
ଦୋଷୀଙ୍କୁ ତୁରନ୍ତ ଗିରଫ ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଉପମୁଖ୍ୟମନ୍ତ୍ରୀ
ପୁରୀ: ପୁରୀ ଜିଲା ଅଞ୍ଚଳ, ବଳଙ୍ଗା ଥାନା ବାୟାବର ଗାଁରେ ନାବାଳିକାକୁ ନିଆଁ ଲଗାଇଦେବା ଘଟଣାରେ ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଏବଂ କହିଛନ୍ତି ଏହି ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ। ପୀଡିତାଙ୍କୁ ଏମ୍ସକୁ ସ୍ଥାନାନ୍ତର!-->…
Read More...
Read More...
ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ହାର୍ଡକୋର ମାଓବାଦୀ ମୃତ
ଛତିଶଗଡ଼: ଛତିଶଗଡ଼ ନାରାୟଣପୁର ଜିଲା ଅବୁଝମାଡ଼ରେ ଶୁକ୍ରବାର ଏକ ବଡ଼ ଧରଣର ଏନ୍କାଉଣ୍ଟର ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୬ଜଣ ହାର୍ଡକୋର ମାଓବାଦୀ ନିପାତ ହୋଇଥିବା ବସ୍ତର ଆଇଜି ସୂଚନା ଦେଇଛନ୍ତି। ଅଧିକ ମାଓବାଦୀ ମୃତାହତ ଆଶଙ୍କାରେ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି।
!-->!-->!-->…
Read More...
Read More...
ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ରାୟଗଡା: ଗୁଣୁପୁରରେ ଅଭାବନୀୟ ଘଟଣା ଘଟିଛି। ଗୁଣୁପୁର ଗାନ୍ଧି ଇଞ୍ଜିନିୟରିଂ କଲେଜର ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଜଣେ ଛାତ୍ରଙ୍କର ମୃତଦେହ ଉଦ୍ଧାର ହୋଇଛି। ଛାତ୍ର ଜଣକ ବାୟୋଟେକ୍ ଦ୍ଵିତୀୟ ବର୍ଷରେ ପଢୁଥିଲେ।
ଗୁଣୁପୁର ଗାନ୍ଧି ଇଞ୍ଜିନିୟରିଂ କଲେଜରେ ପୁଣି ଜଣେ ଛାତ୍ରର ଆତ୍ମହତ୍ୟା।!-->!-->!-->…
Read More...
Read More...
କନ୍ଧମାଳରୁ ବିପୁଳ ମାଓ ବିସ୍ଫୋରକ ସାମଗ୍ରୀ ଜବତ କଲେ ସୁରକ୍ଷାକର୍ମୀ
କନ୍ଧମାଳ: ସୁରକ୍ଷାକର୍ମୀଙ୍କୁ ପୁଣି ଏକ ବଡ଼ ସଫଳତା। ଗୁରୁବାର ଦିନ କନ୍ଧମାଳ ଜିଲ୍ଲାର ଏକ ଜଙ୍ଗଲ ଭିତରେ ମାଓବାଦୀମାନେ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଲୁଚାଇ ରଖିଥିବା ସନ୍ଦେହ କରି ସୁରକ୍ଷା କର୍ମୀମାନେ ଉଦ୍ଧାର କରିଛନ୍ତି। ଏକ ଗୁଇନ୍ଦା ସୂଚନା ପାଇ, ପୋଲିସ ଅଧିକ୍ଷକ ହରିଶା!-->…
Read More...
Read More...
ପୁଣି ଛାତ୍ରୀଙ୍କୁ ନିର୍ଯ୍ୟାତନା
ସମ୍ବଲପୁର: ବହୁଚର୍ଚ୍ଚିତ ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ମାମଲା ଥମିନଥିବାବେଳେ ପୁଣି ଥରେ ଛାତ୍ରୀ ନିର୍ଯ୍ୟାତନାର ଖବର ସାମ୍ନାକୁ ଆସିଛି। ଗଙ୍ଗାଧର ମେହେର ବିଶ୍ଵ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ନିର୍ଯ୍ୟାତନା ଦିଆଯାଇଥିବା ସୂଚନା ମିଳିଛି। ଅଭିଯୋଗ କୁ ଆଧାର କରି!-->…
Read More...
Read More...