ପ୍ରମୁଖ ଖବର

ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବକୁ ଅନୁମୋଦନ
ପାଣି ଛାଡୁ ଛାଡୁ ମିଳିବ କ୍ଷତିପୂରଣ : ରାଜସ୍ବ ମନ୍ତ୍ରୀ
ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ମିଳିବ ୨୦୨୫ ଜାତୀୟ ଶିକ୍ଷକ ପୁରସ୍କାର
ଖୁବ୍‌ଶୀଘ୍ର ସମ୍ପ୍ରସାରଣ ହେବ ଭୁବନେଶ୍ୱର ବିମାନବନ୍ଦର
ପୁରୀ-ଭୁବନେଶ୍ବର ଜାତୀୟ ରାଜପଥ ହେବ ୮ ଲେନ୍‌ : ମନ୍ତ୍ରୀ
ରାଜ୍ୟରେ କେହି ଭୂମିହୀନ ରହିବେ ନାହିଁ: ରାଜସ୍ୱ ମନ୍ତ୍ରୀ
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପୁଲିସ୍ ଏସ୍ଆଇ
ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ରାଜ୍ୟପାଳ
Browsing Category

ଅପରାଧ

ପର୍ଯ୍ୟଟକଙ୍କୁ ହୋଟେଲ ଛାଡିବାକୁ ନିର୍ଦେଶ

ପୁରୀ: ଭୀଷଣ ରୂପ ଧାରଣ କରି ଆସୁଥିବା ବାତ୍ୟା ଫନିକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନ ସମସ୍ତ ପର୍ଯ୍ୟଟକଙ୍କୁ ହୋଟେଲ ଛାଡି ଚାଲିଯିବାକୁ ନିର୍ଦେଶ ଦେଇଛି । ପୁରୀ ଜିଲ୍ଲାପାଳ ଜ୍ୟୋତିପ୍ରକାଶ ଦାସ ସମସ୍ତ ହୋଟେଲ ମାଲିକଙ୍କୁ ଏ ନେଇ ନିର୍ଦେଶ ଦେବା ସହିତ ହୋଟେଲ ଖାଲି କରିବା ପାଇଁ
Read More...

ପୁଲଵାମା ଆକ୍ରମଣର କାରଣ ପ୍ରତିଶୋଧ

ନୂଆଦିଲ୍ଲୀ: ପୁଲଵାମା ଆତଙ୍କବାଦୀ ଆକ୍ରମଣ ଘଟଣାରେ ପାକିସ୍ତାନ ହାତ ଥିବା ନେଇ ଭାରତ ହାତରେ ବଡ଼ ପ୍ରମାଣ ଲାଗିଛି । ଆତଙ୍କବାଦୀମାନେ ବ୍ୟବହାର କରିଥିବା ଆରଡିଏµ ପାକିସ୍ତାନରୁ ହିଁ ଆସିଥିଲା । କେବଳ ସେତିକି ନୁହେଁ,ଏହି ଘଟଣାରେ ଆଦିଲ୍‍ ସହିତ ଆଉ ପାଞ୍ଚ ଆତଙ୍କବାଦୀଙ୍କ ପ୍ରତ୍ୟକ୍ଷ
Read More...

କେନ୍ଦ୍ରାପଡାରେ ଏନକାଉଣ୍ଟର

ଭୁବନେଶ୍ୱର: ମଙ୍ଗଳବାର ଭୋର ୪ଟାରେ ଦୁର୍ଦାନ୍ତ ଅପରାଧୀ ଗଣେଶ ମଲ୍ଲିକକୁ କେନ୍ଦ୍ରାପଡାରେ ପୁଲିସ ଏନକାଉଣ୍ଟର କରିଛି । ସ୍ପେସାଲ ସ୍କ୍ୱାର୍ଡ ସହିତ ତାର ମୁହାଁମୁହିଁ ହୋଇଥିଲା । ଏଥିରେ ସେ ଆହତ ହୋଇଛି । ତାକୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ତା ନାମରେ ଏକାଧିକ ମାମଲା ଥିବା
Read More...

ବଡ଼ ଘୋଷଣା କଲେ ନବୀନ

ସହିଦଙ୍କ ପରିବାର ପାଇଁ ଅନୁକମ୍ପା ରାଶି ୨୫ଲକ୍ଷକୁ ବଢିଲାଉଭୟ ସହିଦଙ୍କ ଗାଁ ମଡେଲ ପଞ୍ଚାୟତ ହେବସେମାନଙ୍କ ପିଲାଙ୍କ ପାଠପଢା ବହନ କରିବେ ସରକାରପଢୁଥିବା ସ୍କୁଲ ସହିଦଙ୍କ ନାମରେ ନାମିତ କରାଯିବଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିବା ପରେ ବଡ଼
Read More...

କାନ୍ଦି ପକାଇଲା ଓଡ଼ିଶା

ସହିଦ ଯବାନଙ୍କ ମରଶରୀର ପହଞ୍ଚିଲାବିମାନବନ୍ଦରରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳିହଜାର ହଜାର ଲୋକ ଏକାଠି ହେଲେପାକିସ୍ତାନ ମୁର୍ଦାବାଦ ବୋଲି ଗର୍ଜିଲେଜନ୍ମମାଟିରେ ହେବ ସହିଦଙ୍କ ଶେଷକୃତ୍ୟଭୁବନେଶ୍ୱର: କାନ୍ଦ ବୋବାଳିରେ ଫାଟି ପଡୁଥିଲା ବିମାନ ବନ୍ଦର । ଶବାଧାରକୁ ଧରି ତଳେ ଗଡିଯାଉଥିଲେ ପରିବାର
Read More...

ସହିଦଙ୍କ ପାଇଁ ଶିକ୍ଷାନୁଷ୍ଠାନରେ ପ୍ରାର୍ଥନା

ଆତଙ୍କବାଦୀ ଆକ୍ରମଣ ଘଟଣାରେ ସହିଦ ଯବାନଙ୍କ ତ୍ୟାଗ ଓ ବଳିଦାନକୁ ସମ୍ମାନ ଜଣାଇ ଆସନ୍ତାକାଲି ରାଜ୍ୟର ସମସ୍ତ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନରେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯିବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏମିତି ନିର୍ଦ୍ଦେଶ ଦେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଓଡ଼ିଶାର ଦୁଇ
Read More...

ଛାଇଗଲେ ମାଓବାଦୀ, ଉପସ୍ଥିତି ଜଣାଇଲେ

ଭୁବନେଶ୍ୱର: ଭାରତ ବନ୍ଦ ଆଳରେ ରାଜ୍ୟରେ ପୁଣି ଥରେ ମାଓବାଦୀମାନେ ତାଙ୍କ ଉପସ୍ଥିତି ଜାହିର କରିଛନ୍ତି । ରାୟଗଡା-ବିଷମକଟକରେ ଗୁରୁବାର ସକାଳେ ମାଓବାଦୀମାନେ ଲ୍ୟାଣ୍ଡମାଇନ ବିସ୍ଫୋରଣ କରିଥିଲେ । ବିଷମ କଟକ ଥାନା ଅଧିକାରୀ ଚତୁର୍ଭୁଜ ନାୟକ ଅଳ୍ପକେ ରକ୍ଷା ପାଇଯାଇଥିଲେ । ପରେ ପୋତା ଯାଇଥିବା
Read More...

ସାମ୍ୱାଦିକଙ୍କୁ ଆକ୍ରମଣ ଘଟଣାରେ ଅସନ୍ତୋଷ ତେଜିଲା

ଭୁବନେଶ୍ୱର: ସାମ୍ୱାଦିକ କପିଳେନ୍ଦ୍ର ପ୍ରଧାନଙ୍କୁ ଆକ୍ରମଣ ଘଟଣାରେ ଆଜି ସାମ୍ୱାଦିକମାନେ ପୁଲିସ ମହାନିର୍ଦେଶକ ଡାକ୍ତର ରାଜେନ୍ଦ୍ର ପ୍ରସାଦ ଭେଟି ପ୍ରତିବାଦ ଜଣାଇବା ସହିତ ତତ୍କାଳ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ । ଶନିବାର କେଉଁଭଳି ପରିସ୍ଥିତିରେ ଅଶୋଭନୀୟ ଆଚରଣ ପ୍ରଦର୍ଶନ କରୁଥିବା…
Read More...

ଓଡ଼ିଶା ପାରିଲାନି, ତେଲେଙ୍ଗାନା ଦେଖାଇଲା

ନµଲ ଅଞ୍ଚଳରେ ୯୦ ପ୍ରତିଶତ ମତଦାନ ହାରିଗଲେ ନµଲ, ଗଣତନ୍ତ୍ରକୁ ବିଶ୍ୱାସ କଲେ ଭୋଟର ଭୁବନେଶ୍ୱର: ନµଲ ଧମକ ଦେଲେ । କେହି ଭୋଟ ଦେଇପାରିବେ ନାହିଁ । ସ୍ଥାନୀୟ ବାସିନ୍ଦା ଭୟ କରିବା ସ୍ୱାଭାବିକ । କିନ୍ତୁ ପୁଲିସ ବି ଡରିଗଲା । ସୁରକ୍ଷା ଦିଆଯାଇପାରିଲାନି । ପରିଣାମ ହେଲା, ମାଲକାନଗିରି…
Read More...

ସେଲଟର ହୋମ କେଳାଙ୍କାରୀ: ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ପ୍ରଦର୍ଶନ କଲା ମହିଳାମୋର୍ଚ୍ଚା

ଭୁବନେଶ୍ୱର:ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ସେଲଟର ହୋମ ଗୁଡିକରେ ଯୌନ କେଳେଙ୍କାରୀ, ନାବାଳିକା ଚୋରା ଚାଲାଣ ଏବଂ ଧର୍ମାନ୍ତୀକରଣ ରାଜ୍ୟ ସରକାର ପ୍ରୋତ୍ସାହନରେ ଚାଲିଛି । ଏହାକୁ ବିରୋଧ କରି ତୁରନ୍ତ ସେଲଟର ହୋମଗୁଡିକୁ ବନ୍ଦ କରିବା ଏବଂ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଫୁଲ ସାମଲଙ୍କ…
Read More...