ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌
Browsing Category

ଅପରାଧ

ଭିଜିଲାନ୍ସ ଜାଲରେ ଓଏଏସ୍‌ ଅଧିକାରୀ

ଗଞ୍ଜାମ: ଭିଜିଲାନ୍ସ ଜାଲରେ ପଡିଲେ ଓଏଏସ୍‌ ଅଧିକାରୀ। ଗଞ୍ଜାମ ବେଲକୁଣ୍ଠା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ବନମାଳୀ ଶତପଥୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଣେ କର୍ମଚାରୀଙ୍କ ରିଲିଜ୍ ଅର୍ଡର ଓ ଏରିୟର କରାଇଦେବାକୁ କହି ତାଙ୍କ ତଳିଆ କର୍ମଚାରୀଙ୍କଠାରୁ ୨୫ ହଜାର ଟଙ୍କା
Read More...

ଅନୁଗୁଳରୁ ୧୦ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ

ଅନୁଗୁଳ: ଅନୁଗୁଳ ଜିଲ୍ଲା ତାଳଚେରରେ ଅବକାରୀ ବିଭାଗକୁ ବଡ଼ ସଫଳତା। ନିଶା ବେପାରୀମାନଙ୍କ ଠାରୁ ୧୦୪ ଗ୍ରାମ ବ୍ରାଉନସୁଗାର ଜବତ ହୋଇଥିବାବେଳେ, ୨ ଜଣ ବ୍ରାଉନସୁଗାର ବେପାରୀ ଗିରଫ ହୋଇଛନ୍ତି। ଏହା ସହ ସେମାନଙ୍କ ନିକଟରୁ ଦୁଇଟି ବାଇକ୍‌, ପାଞ୍ଚ ହଜାର ଟଙ୍କା ଓ ଦୁଇଟି ମୋବାଇଲ ଫୋନ ଜବତ
Read More...

ଭୁବନେଶ୍ୱରରୁ ନିଖୋଜ ମହିଳା କନେଷ୍ଟବଳଙ୍କୁ ହତ୍ୟା

ଭୁବନେଶ୍ୱର: ଭୁବନେଶ୍ୱରରୁ ନିଖୋଜ ଟ୍ରାଫିକ କନେଷ୍ଟବଳ ଶୁଭମିତ୍ରା ସାହୁ ମାମଲାରେ ପୋଲିସକୁ ମିଳିଲା ବଡ଼ ସୁରାକ। ସନ୍ଦେହରେ ପୋଲିସ କମିଶନରଙ୍କ ଅଫିସ୍‌ରେ କାର୍ଯ୍ୟରତ କିରାଣୀ। କିରାଣୀ ଦୀପକ ରାଉତଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଜାରି ରହିଛି।ଶୁଭମିତ୍ରାଙ୍କ ବାପା ମଧ୍ୟ ଦୀପକଙ୍କୁ ସନ୍ଦେହ
Read More...

ବାମରା ତହସିଲଦାର୍‌ ଅଶ୍ୱିନୀ ପଣ୍ଡାଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର

ସମ୍ବଲପୁର: ବାମରା ତହସିଲଦାର୍‌ ଅଶ୍ୱିନୀ ପଣ୍ଡାଙ୍କୁ ମଙ୍ଗଳବାର ରାଜ୍ୟ ସରକାର ନିଲମ୍ବନ କରିଛନ୍ତି। ସେ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଗତ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ତାଙ୍କୁ ମାଡି ବସିଥିଲା। ଲାଞ୍ଚ ନେଇ ଗିରଫ ହୋଇଥିବା ୨୦୧୯ ବ୍ୟାଚ୍‌ର ଓଏଏସ୍ ଟପ୍ପର ତଥା ସମ୍ବଲପୁର ଜିଲ୍ଲା
Read More...

କ୍ଷୀର ଅପମିଶ୍ରଣ ଘଟଣା: ମାଷ୍ଟର ମାଇଣ୍ଡ ଗିରଫ

କଟକ: କ୍ଷୀର ଅପମିଶ୍ରଣ କରୁଥିବା ରାକେଟର ପର୍ଦ୍ଦାଫାସ କରିଛି ପୋଲିସ। ଶନିବାର କଟକ ଜିଲ୍ଲାର ଗୁରୁଡିଝାଟିଆ ଅଞ୍ଚଳରେ ଏହି ବେଆଇନ କାର୍ଯ୍ୟର ମାଷ୍ଟରମାଇଣ୍ଡ ଏବଂ ଜଣେ ସହଯୋଗୀଙ୍କୁ ଗିରଫ କରିଛି ପୋଲିସ। ଗତ ସେପ୍ଟେମ୍ବର ୧୦ରେ ସୂଚନା ପାଇ ପୋଲିସ କୁସୁପାଙ୍ଗିରେ ଏକ କ୍ଷୀର ଟ୍ୟାଙ୍କର
Read More...

ମୋଷ୍ଟ ୱାଣ୍ଟେଡକୁ ଧରିବାକୁ ଭୁବନେଶ୍ବରରେ ଆସାମ ପୋଲିସର ରେଡ୍‌

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଆସାମ ପୋଲିସ ଗୁରୁବାର ରେଡ୍‌ କରିଛି। ତେବେ ଜଣେ ମୋଷ୍ଟ ଓ୍ବାଣ୍ଟେଡ୍‌ ଆତ୍ମଗୋପନ କରିଥିବା ସୂଚନା ପରେ ଏହି ଚଢ଼ାଉ ଜାରି ରହିଛି। କମିଶନରେଟ ପୋଲିସ ସହାୟତାରେ ଆସାମ ପୋଲିସ ରେଡ୍‌ କରୁଛି। ଇନ୍‌ଫୋସିଟି ପୋଲିସ ସହାୟତାରେ ଏକ ଆପାର୍ଟମେଣ୍ଟରେ ରେଡ୍‌
Read More...

ଜଗବନ୍ଧୁଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର: ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ। ଜଗବନ୍ଧୁଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ଅଟକ ରଖିଥିବା ସୂଚନା ମିଳିଛି। ଅର୍ଚ୍ଚନାଙ୍କ ଅଭିଯୋଗ ପରେ ଜଗବନ୍ଧୁଙ୍କୁ ପୋଲିସ ଉଠାଇ ନେଇଛି। ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ଆକ୍ରମଣ କରି ମାରିବାକୁ ଉଦ୍ୟମ ଅଭିଯୋଗ ହୋଇଛି।
Read More...

ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ୩ ହୋମଗାର୍ଡଙ୍କ ସହ ୭ ଗିରଫ

ଗଜପତି: ବ୍ୟବସାୟୀଙ୍କୁ ଆକ୍ରମଣ କରି ତାଙ୍କ ଠାରୁ ୯ ଲକ୍ଷ ଟଙ୍କା ଲୁଟ ଅଭିଯୋଗରେ ତିନି ଜଣ ହୋମଗାର୍ଡଙ୍କ ସମେତ ସାତ ଜଣ ଗିରଫ ହୋଇଛନ୍ତି। ଏହି ଲୁଟ ଘଟଣାରେ ଜଣେ ମହିଳା ମଧ୍ୟ ସାମିଲ ଅଛନ୍ତି। ଗଜପତି ଜିଲ୍ଲାର ଗାରାବନ୍ଧାର ଟି ଉମା ରେଡ୍ଡି ନାମକ ଜଣେ ବ୍ୟବସାୟୀ ସୋମବାର ଦିନ ତାଙ୍କ ଦୁଇ
Read More...

୪ କୋଟି ଟଙ୍କା ହେରଫେର୍‌ ମାମଲାରେ ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂ ଗିରଫ

ମୟୁରଭଞ୍ଜ: ମୟୁରଭଞ୍ଜ ଜାମଦାର ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂ ମଙ୍ଗଳବାର ଗିରଫ ହୋଇଛନ୍ତି। ୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ବେଲପାହାଡ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଥିବା ବେଳେ ସେ ଟଙ୍କା ହେରଫେର୍‌ କରିଥିବା ଅଭିଯୋଗ ହୋଇଥିଲା ।
Read More...

ଦୁଇ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ

ଛତିଶଗଡ଼: ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକ୍‌ମା ଜିଲ୍ଲା ସିରସଟି ଗାଁରେ ମାଓବାଦୀଙ୍କ ବର୍ବର କାଣ୍ଡ। ଯୁବକଙ୍କୁ ହାଣି ହତ୍ୟା କଲେ ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣ ଯୁବକଙ୍କୁ ନିର୍ମମ ହତ୍ୟା କରିଛନ୍ତି ଲାଲବାହିନୀ। ମୃତକମାନେ ହେଲେ ପଦାମ ପୋଜ୍ଜା ଏବଂ ପଦାମ ଦେବେନ୍ଦ୍ର।
Read More...