ପ୍ରମୁଖ ଖବର

ରାଜ୍ୟ କ୍ୟାବିନେଟରେ ୪ ପ୍ରସ୍ତାବକୁ ଅନୁମୋଦନ
ପାଣି ଛାଡୁ ଛାଡୁ ମିଳିବ କ୍ଷତିପୂରଣ : ରାଜସ୍ବ ମନ୍ତ୍ରୀ
ଓଡ଼ିଶାର ଦୁଇ ଶିକ୍ଷକଙ୍କୁ ମିଳିବ ୨୦୨୫ ଜାତୀୟ ଶିକ୍ଷକ ପୁରସ୍କାର
ଖୁବ୍‌ଶୀଘ୍ର ସମ୍ପ୍ରସାରଣ ହେବ ଭୁବନେଶ୍ୱର ବିମାନବନ୍ଦର
ପୁରୀ-ଭୁବନେଶ୍ବର ଜାତୀୟ ରାଜପଥ ହେବ ୮ ଲେନ୍‌ : ମନ୍ତ୍ରୀ
ରାଜ୍ୟରେ କେହି ଭୂମିହୀନ ରହିବେ ନାହିଁ: ରାଜସ୍ୱ ମନ୍ତ୍ରୀ
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପୁଲିସ୍ ଏସ୍ଆଇ
ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ରାଜ୍ୟପାଳ
Browsing Category

ଅପରାଧ

କାନ୍ଦାହାର ବିମାନ ଅପହରଣ ସ୍ମୃତି ପୁଣି ମନେ ପଡିଗଲା

ନୂଆଦିଲ୍ଲୀ : ପାଖାପାଖି ଦୁଇ ଦଶକ ପରେ ଆଜି ପୁଣି କାନ୍ଦାହାର ନାମକୁ ନେଇ ଚର୍ଚ୍ଚା ଜୋର ଧରିଛି । ନୂଆଦିଲ୍ଲୀ ବିମାନବନ୍ଦରରେ ଏକ ଆଫଗାନ ବିମାନ କାନ୍ଦାହାର ଯିବା ପୂର୍ବରୁ ପାଇଲଟ୍‍ ଅପହରଣ ଭୟ ଥିବା ନେଇ ସାଇରନ୍‍ ଦେବା ପରେ କୋକୁଆ ଭୟ ସୃଷ୍ଟି ହୋଇଥିଲା । ପାଖାପାଖି ଅଢେଇ ଘଣ୍ଟାର ଯାଞ୍ଚ…
Read More...

ମାଓବାଦୀ ନୁହେଁ, ଇଟାଭାଟି ଶ୍ରମିକ

ଭୁବନେଶ୍ୱର: ଖୋର୍ଧା ଜିଲ୍ଲା ବେଗୁନିଆ ଦେଉଳି ଗ୍ରାମ ନିକଟରେ ବୁଲୁଥିବା ଯୁବକ ସୁରେଶ ମାଓବାଦୀ ନୁହଁନ୍ତି । ବରଂ ସେ ଜଣେ ଇଟାଭାଟି ଶ୍ରମିକ । ଲୁଚିକି ଆସି ଜଙ୍ଗଲରେ ରହୁଥିଲା । ରାତିତମାମ ଛାନ୍‍ଭିନ୍‍ ଓ ପଚରାଉଚରା କରିବା ପରେ କେନ୍ଦ୍ରାଞ୍ଚଳ ଆଇଜି ସୌମେନ୍ଦ୍ର ପ୍ରିୟଦର୍ଶୀ ଆଜି…
Read More...

ଅଚ୍ୟୁତାନନ୍ଦଙ୍କ ହତ୍ୟାର ପ୍ରତିଶୋଧ ନେଲା ଓଡ଼ିଶା

୫ ମାଓବାଦୀଙ୍କୁ ଏନକାଉଣ୍ଟର କଲା ଓଡ଼ିଶା ପୁଲିସ ସର୍ଚ ଅପରେସନ୍‍ ଜୋରଦାର, ମାଲକାନଗିରିରେ ଆଲର୍ଟ ଜାରି ଭୁବନେଶ୍ୱର:ସୀମାନ୍ତ ଛତିଶଗଡରେ ମାଓବାଦୀ ଅପରେସନ୍‍ ଜୋରଦାର କରିଛନ୍ତି । ନିକଟରେ ଜଣେ ଓଡ଼ିଆ ଗଣମାଧ୍ୟମ ପ୍ରତିନିଧି (ଡିଡି କ୍ୟାମେରା ମ୍ୟାନ) ଅଚ୍ୟୁତାନନ୍ଦ ସାହୁଙ୍କୁ ହତ୍ୟା…
Read More...

ନିର୍ବାଚନ ପୂର୍ବରୁ ଡରାଇଲେ ମାଓବାଦୀ, ସରପଞ୍ଚଙ୍କ ସ୍ୱାମୀଙ୍କୁ ମୃତ୍ୟୁଦଣ୍ଡ

ମାଲକାନଗିରି: ଛତିଶଗଡରେ ମାଓବାଦୀ ହିଂସା କମିବାର ନା ଧରୁନାହିଁ । ରବିବାର କାଙ୍କେର ଜିଲ୍ଲାରେ ମାଓବାଦୀ ପୁଣି ଏକ ହିଂସାକାଣ୍ଡ ଘଟାଇଛନ୍ତି । ଜଣେ ସରପଞ୍ଚଙ୍କ ସ୍ୱାମୀଙ୍କୁ ପୁଲିସ ସୂଚନାଦାତା ବୋଲି ସନ୍ଦେହ କରି ମାଓବାଦୀମାନେ ତାଙ୍କୁ ମୃତୁ୍‍୍ୟ ଦଣ୍ଡ ଦେଇଛନ୍ତି । ମୃତକ ଜଣକ ସିକସୋଡି…
Read More...