ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ
Browsing Category

ଅପରାଧ

ମହିଳାଙ୍କୁ ମାରିଲା କିଏ?

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ। ଭୀମଟାଙ୍ଗିର ଫେଜ୍-୧ ଅଞ୍ଚଳରେ ଘର ଭିତରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ବନ୍ଦ ଘରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ତା’ସହିତ ଜଣେ ପୁରୁଷଙ୍କୁ ଗୁରୁତର ଅବସ୍ଥାରେ ଘଟଣାସ୍ଥଳରୁ ଉଦ୍ଧାର କରାଯାଇଛି ।
Read More...

ତାଲାବନ୍ଦ ପାଇଁ କମିଥିଲା, ଏବେ ପୁଣି ବଢିଲା

ବଢିଛି ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା, ୧୨ ଜିଲ୍ଲାରେ ଅଧିକ ଭୁବନେଶ୍ବର: ରାଜ୍ୟରେ ବଢିଛି ଦୁର୍ଘଟଣା ଜନିତ ମୃତ୍ୟୁ। ଗତବର୍ଷ କରୋନା ଜନିତ ଲକଡାଉନ କାରଣରୁ ଦୁର୍ଘଟଣା ସାମାନ୍ୟ କମିଥିବା ଦେଖାଦେଇଥିଲା। ହେଲେ ଚଳିତ ବର୍ଷ ଗତବର୍ଷ ଅପେକ୍ଷା ଦୁର୍ଘଟଣା ବଢିଥିବା ଜଣାପଡ଼ିଛି। ଚଳିତବର୍ଷ
Read More...

ଝିଅ ଓ ସ୍ତ୍ରୀକୁ ହାଣି କାହିଁକି ଆତ୍ମହତ୍ୟା କଲା ସ୍ବାମୀ

ଜଗତସିଂହପୁର: ଜଗତସିଂହପୁରରେ ଚାଞ୍ଚଲ୍ୟ। ନିଜ ଝିଅ ଓ ସ୍ତ୍ରୀକୁ ହାଣି ସ୍ୱାମୀର ଆତ୍ମହତ୍ୟା । ଝିଅଟିର ମୃତ୍ୟୁ ହୋଇଥିବା ବେଳେ ମହିଳାଙ୍କୁ ଗୁରୁତର ଅବସ୍ଥାରେ କଟକ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏବେ ତାଙ୍କର ମଧ୍ୟ ମୃତ୍ୟୁ ଘଟିଥିବା ଜଣାପଡିଛି। ଜଗତସିଂହପୁର ଜିଲ୍ଲା ଜୋତ ଚାନ୍ଦପାଟଣା
Read More...

ଭୂତ ପ୍ରତିଷ୍ଠାନ ଖୋଲି କୋଟି କୋଟି ଟଙ୍କା ଲୁଟିଦେଲା

ରାଜ୍ୟ ଜିଏସଟି ଏନଫୋର୍ସମେଣ୍ଟ ୱିଙ୍ଗ ଦ୍ଵାରା ୧୦୬ କୋଟି ଟଙ୍କାର ଜାଲ ବିଲ ରାକେଟ ଧରାପଡ଼ିଲା; ମାଷ୍ଟରମାଇଣ୍ଡ ଗିରଫ କଟକ: ଓଡିଶା ରାଜ୍ୟ ଜିଏସ୍‌ଟି ଏନଫୋର୍ସମେଣ୍ଟ୍‌ ୱିଙ୍ଗ ଦ୍ଵାରା ଜାଲ ବିଲ ରାକେଟ ବିରୁଦ୍ଧରେ ରାଜ୍ୟବ୍ୟାପୀ କାର୍ଯ୍ୟାନୁଷ୍ଠାନର ସୁଫଳ ମିଳିଛି। ଆଜି ୧୦୬ କୋଟି
Read More...

ଧ୍ରୁବରାଜଙ୍କୁ କାହିଁକି ହତ୍ୟା କଲା ଦୁର୍ବୃତ୍ତ, ସାମ୍ନାକୁ ଆସିଲା ସତ

ଭୁବନେଶ୍ୱର: ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୂଳପତିଙ୍କ ହତ୍ୟା ପଛର ପ୍ରକୃତ କାରଣ ଏବେ ସାମନାକୁ ଆସିଛି । ଅଭିଯୁକ୍ତ ପ୍ରବୀଣ ଧରୁଆକୁ ଗିରଫ ପରେ ଏବେ ପ୍ରକୃତ ସତ ଜଣାପଡିଛି । ସମ୍ବଲପୁର ବିଶ୍ୱବିଦ୍ୟାଳୟର ପୂର୍ବତନ କୂଳପତି ଧ୍ରୁବରାଜ ନାଏକଙ୍କୁ ୧୦୦ ଟଙ୍କା ପାଇଁ ନୁହେଁ ମାଛ ଚାଷକୁ
Read More...

ସଂସାରରେ ଏମିତି କ’ଣ ବାପା ଥାନ୍ତି, ଯିଏ…

ଭୁବନେଶ୍ବର: କୁହାଯାଏ, ବାପା ମାାଆଙ୍କ କର୍ମବଳେ ପିଲାମାନେ ସୁଖୀ ହୋଇଥାନ୍ତି। ଅର୍ଥାତ୍ ଯେଉଁ ବାପା ମାଆ ପିଲାମାନଙ୍କୁ ସୁଶିକ୍ଷା, ସଂସ୍କାର, ଆଚରଣ ଓ ଉଚ୍ଚାରଣଗତ ଶାଳୀନତା ଆଦି ଶିଖାଇଥାନ୍ତି, ସେହି ପିଲାମାନେ ପରବର୍ତ୍ତୀ ସମୟରେ ସମାଜରେ କେବଳ ଉଚ୍ଚଶିକ୍ଷିତ ହୁଅନ୍ତି ତା ନୁହେଁ,
Read More...

ମନ୍ତ୍ରୀ ନବ ଦାସଙ୍କୁ ବହିଷ୍କାର କରାଯିବନି କାହିଁକି?

ନକଲି ଔଷଧ ଘଟଣାରେ ସ୍ବାସ୍ଥ୍ୟ ବିଭାଗର ଭୂମିକାକୁ ନେଇ ଉଠିଲାଣି ବଡ଼ ପ୍ରଶ୍ନମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ପରିଚାଳନା ପ୍ରକ୍ରିୟାରେ ଅପବାଦ ଲଦିଦେଲା ସ୍ବାସ୍ଥ୍ୟ ବିଭାଗକରୋନା କାଳରେ ଲୋକଙ୍କ ଜୀବନ ସହିତ ସାଂଘାତିକ ଖେଳ ଖେଳିଦେଲେ ମାଫିଆଡ୍ରଗ୍ସ କଣ୍ଟ୍ରୋଲର ବିଭାଗର ଅଧିକାରୀମାନେ କାହାକୁ
Read More...

ବିଜେପି ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କ ବଳିଦାନ ବ୍ୟର୍ଥ ଯିବନାହିଁ

ପରିବାର ସଦସ୍ୟଙ୍କୁ ଭେଟି ସମବେଦନା ଜଣାଇଲେ ଉଭୟ ଦିବଙ୍ଗତ ପରିବାର ସଦସ୍ୟଙ୍କୁ ସୁରକ୍ଷା ଦେବାକୁ ଦାବୀ କଲେ କେନ୍ଦ୍ରମବୀ ଦିପ୍ତୀକାନ୍ତ ସାହୁ ଏବଂ ବିକାଶ ଜେନା ହତ୍ୟାକାଣ୍ଡରେ ସଂଶ୍ଲିଷ୍ଟ ଅଭିଯୁକ୍ତଙ୍କୁ ଖଲାସ୍ କାହିଁକି କରାଗଲା ନସହିପାରି ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ଶାସକ ଦଳର
Read More...

ଆର୍‌ଏସ୍‌ପିରେ ଗ୍ୟାସ ଲିକ୍, ୨ମୃତ

ଭୁବନେଶ୍ବର: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଭାବନୀୟ ଘଟଣା ଘଟିଛି। କୋଲ୍ କେମିକାଲ୍ ଡିପାର୍ଟମେଣ୍ଟରେ ଗ୍ୟାସ୍ ଲିକ୍ ଯୋଗୁଁ ୧୦ ଜଣ ଠିକା ଶ୍ରମିକ ଅସୁସ୍ଥ ହୋଇପଡ଼ିଥିଲେ। ସେମାନଙ୍କ ମଧ୍ୟରୁ ଚିକିତ୍ସାଧୀନ ଅବସ୍ଥାରେ ଦୁଇଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଦୁଇଜଣ ଗୁରୁତର ଥିବା ବେଳେ ବାକି
Read More...