Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ
Browsing Category
ଅପରାଧ
କାନ୍ଦି ପକାଇଲା ଓଡ଼ିଶା
ସହିଦ ଯବାନଙ୍କ ମରଶରୀର ପହଞ୍ଚିଲାବିମାନବନ୍ଦରରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳିହଜାର ହଜାର ଲୋକ ଏକାଠି ହେଲେପାକିସ୍ତାନ ମୁର୍ଦାବାଦ ବୋଲି ଗର୍ଜିଲେଜନ୍ମମାଟିରେ ହେବ ସହିଦଙ୍କ ଶେଷକୃତ୍ୟଭୁବନେଶ୍ୱର: କାନ୍ଦ ବୋବାଳିରେ ଫାଟି ପଡୁଥିଲା ବିମାନ ବନ୍ଦର । ଶବାଧାରକୁ ଧରି ତଳେ ଗଡିଯାଉଥିଲେ ପରିବାର!-->…
Read More...
Read More...
ସହିଦଙ୍କ ପାଇଁ ଶିକ୍ଷାନୁଷ୍ଠାନରେ ପ୍ରାର୍ଥନା
ଆତଙ୍କବାଦୀ ଆକ୍ରମଣ ଘଟଣାରେ ସହିଦ ଯବାନଙ୍କ ତ୍ୟାଗ ଓ ବଳିଦାନକୁ ସମ୍ମାନ ଜଣାଇ ଆସନ୍ତାକାଲି ରାଜ୍ୟର ସମସ୍ତ ବିଦ୍ୟାଳୟ ଓ ଶିକ୍ଷାନୁଷ୍ଠାନରେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯିବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏମିତି ନିର୍ଦ୍ଦେଶ ଦେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଓଡ଼ିଶାର ଦୁଇ!-->…
Read More...
Read More...
ଛାଇଗଲେ ମାଓବାଦୀ, ଉପସ୍ଥିତି ଜଣାଇଲେ
ଭୁବନେଶ୍ୱର: ଭାରତ ବନ୍ଦ ଆଳରେ ରାଜ୍ୟରେ ପୁଣି ଥରେ ମାଓବାଦୀମାନେ ତାଙ୍କ ଉପସ୍ଥିତି ଜାହିର କରିଛନ୍ତି । ରାୟଗଡା-ବିଷମକଟକରେ ଗୁରୁବାର ସକାଳେ ମାଓବାଦୀମାନେ ଲ୍ୟାଣ୍ଡମାଇନ ବିସ୍ଫୋରଣ କରିଥିଲେ । ବିଷମ କଟକ ଥାନା ଅଧିକାରୀ ଚତୁର୍ଭୁଜ ନାୟକ ଅଳ୍ପକେ ରକ୍ଷା ପାଇଯାଇଥିଲେ । ପରେ ପୋତା ଯାଇଥିବା!-->…
Read More...
Read More...
ସାମ୍ୱାଦିକଙ୍କୁ ଆକ୍ରମଣ ଘଟଣାରେ ଅସନ୍ତୋଷ ତେଜିଲା
ଭୁବନେଶ୍ୱର: ସାମ୍ୱାଦିକ କପିଳେନ୍ଦ୍ର ପ୍ରଧାନଙ୍କୁ ଆକ୍ରମଣ ଘଟଣାରେ ଆଜି ସାମ୍ୱାଦିକମାନେ ପୁଲିସ ମହାନିର୍ଦେଶକ ଡାକ୍ତର ରାଜେନ୍ଦ୍ର ପ୍ରସାଦ ଭେଟି ପ୍ରତିବାଦ ଜଣାଇବା ସହିତ ତତ୍କାଳ କାର୍ଯ୍ୟାନୁଷ୍ଠାନ ଦାବି କରିଥିଲେ । ଶନିବାର କେଉଁଭଳି ପରିସ୍ଥିତିରେ ଅଶୋଭନୀୟ ଆଚରଣ ପ୍ରଦର୍ଶନ କରୁଥିବା…
Read More...
Read More...
ଓଡ଼ିଶା ପାରିଲାନି, ତେଲେଙ୍ଗାନା ଦେଖାଇଲା
ନµଲ ଅଞ୍ଚଳରେ ୯୦ ପ୍ରତିଶତ ମତଦାନ
ହାରିଗଲେ ନµଲ, ଗଣତନ୍ତ୍ରକୁ ବିଶ୍ୱାସ କଲେ ଭୋଟର
ଭୁବନେଶ୍ୱର: ନµଲ ଧମକ ଦେଲେ । କେହି ଭୋଟ ଦେଇପାରିବେ ନାହିଁ । ସ୍ଥାନୀୟ ବାସିନ୍ଦା ଭୟ କରିବା ସ୍ୱାଭାବିକ । କିନ୍ତୁ ପୁଲିସ ବି ଡରିଗଲା । ସୁରକ୍ଷା ଦିଆଯାଇପାରିଲାନି । ପରିଣାମ ହେଲା, ମାଲକାନଗିରି…
Read More...
Read More...
ସେଲଟର ହୋମ କେଳାଙ୍କାରୀ: ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ପ୍ରଦର୍ଶନ କଲା ମହିଳାମୋର୍ଚ୍ଚା
ଭୁବନେଶ୍ୱର:ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ସେଲଟର ହୋମ ଗୁଡିକରେ ଯୌନ କେଳେଙ୍କାରୀ, ନାବାଳିକା ଚୋରା ଚାଲାଣ ଏବଂ ଧର୍ମାନ୍ତୀକରଣ ରାଜ୍ୟ ସରକାର ପ୍ରୋତ୍ସାହନରେ ଚାଲିଛି । ଏହାକୁ ବିରୋଧ କରି ତୁରନ୍ତ ସେଲଟର ହୋମଗୁଡିକୁ ବନ୍ଦ କରିବା ଏବଂ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଫୁଲ ସାମଲଙ୍କ…
Read More...
Read More...
କାନ୍ଦାହାର ବିମାନ ଅପହରଣ ସ୍ମୃତି ପୁଣି ମନେ ପଡିଗଲା
ନୂଆଦିଲ୍ଲୀ : ପାଖାପାଖି ଦୁଇ ଦଶକ ପରେ ଆଜି ପୁଣି କାନ୍ଦାହାର ନାମକୁ ନେଇ ଚର୍ଚ୍ଚା ଜୋର ଧରିଛି । ନୂଆଦିଲ୍ଲୀ ବିମାନବନ୍ଦରରେ ଏକ ଆଫଗାନ ବିମାନ କାନ୍ଦାହାର ଯିବା ପୂର୍ବରୁ ପାଇଲଟ୍ ଅପହରଣ ଭୟ ଥିବା ନେଇ ସାଇରନ୍ ଦେବା ପରେ କୋକୁଆ ଭୟ ସୃଷ୍ଟି ହୋଇଥିଲା । ପାଖାପାଖି ଅଢେଇ ଘଣ୍ଟାର ଯାଞ୍ଚ…
Read More...
Read More...
ମାଓବାଦୀ ନୁହେଁ, ଇଟାଭାଟି ଶ୍ରମିକ
ଭୁବନେଶ୍ୱର: ଖୋର୍ଧା ଜିଲ୍ଲା ବେଗୁନିଆ ଦେଉଳି ଗ୍ରାମ ନିକଟରେ ବୁଲୁଥିବା ଯୁବକ ସୁରେଶ ମାଓବାଦୀ ନୁହଁନ୍ତି । ବରଂ ସେ ଜଣେ ଇଟାଭାଟି ଶ୍ରମିକ । ଲୁଚିକି ଆସି ଜଙ୍ଗଲରେ ରହୁଥିଲା । ରାତିତମାମ ଛାନ୍ଭିନ୍ ଓ ପଚରାଉଚରା କରିବା ପରେ କେନ୍ଦ୍ରାଞ୍ଚଳ ଆଇଜି ସୌମେନ୍ଦ୍ର ପ୍ରିୟଦର୍ଶୀ ଆଜି…
Read More...
Read More...
ଅଚ୍ୟୁତାନନ୍ଦଙ୍କ ହତ୍ୟାର ପ୍ରତିଶୋଧ ନେଲା ଓଡ଼ିଶା
୫ ମାଓବାଦୀଙ୍କୁ ଏନକାଉଣ୍ଟର କଲା ଓଡ଼ିଶା ପୁଲିସ
ସର୍ଚ ଅପରେସନ୍ ଜୋରଦାର, ମାଲକାନଗିରିରେ ଆଲର୍ଟ ଜାରି
ଭୁବନେଶ୍ୱର:ସୀମାନ୍ତ ଛତିଶଗଡରେ ମାଓବାଦୀ ଅପରେସନ୍ ଜୋରଦାର କରିଛନ୍ତି । ନିକଟରେ ଜଣେ ଓଡ଼ିଆ ଗଣମାଧ୍ୟମ ପ୍ରତିନିଧି (ଡିଡି କ୍ୟାମେରା ମ୍ୟାନ) ଅଚ୍ୟୁତାନନ୍ଦ ସାହୁଙ୍କୁ ହତ୍ୟା…
Read More...
Read More...
ନିର୍ବାଚନ ପୂର୍ବରୁ ଡରାଇଲେ ମାଓବାଦୀ, ସରପଞ୍ଚଙ୍କ ସ୍ୱାମୀଙ୍କୁ ମୃତ୍ୟୁଦଣ୍ଡ
ମାଲକାନଗିରି: ଛତିଶଗଡରେ ମାଓବାଦୀ ହିଂସା କମିବାର ନା ଧରୁନାହିଁ । ରବିବାର କାଙ୍କେର ଜିଲ୍ଲାରେ ମାଓବାଦୀ ପୁଣି ଏକ ହିଂସାକାଣ୍ଡ ଘଟାଇଛନ୍ତି । ଜଣେ ସରପଞ୍ଚଙ୍କ ସ୍ୱାମୀଙ୍କୁ ପୁଲିସ ସୂଚନାଦାତା ବୋଲି ସନ୍ଦେହ କରି ମାଓବାଦୀମାନେ ତାଙ୍କୁ ମୃତୁ୍୍ୟ ଦଣ୍ଡ ଦେଇଛନ୍ତି । ମୃତକ ଜଣକ ସିକସୋଡି…
Read More...
Read More...