Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଜବତ ହେଲା ଦୁର୍ଘଟଣାଘଟାଇଥିବା ଥର୍
ରାଜଧାନୀରେ ବଧୂହତ୍ୟା ଅଭିଯୋଗ, ସ୍ଵାମୀ ଗିରଫ
ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ ଘଟଣାରେ ପୁରୁଷ ବନ୍ଧୁ ଗିରଫ
୩ ଦିନିଆ ଓଡିଶା ଗସ୍ତରେ ଆସିବେ ମୋହନ ଭାଗବତ
ଚନ୍ଦ୍ରଭାଗାରେ ଗାଧୋଇବା ବେଳେ ଅଘଟଣ, ସମୁଦ୍ରରେ ବୁଡି ୩ ମୃତ
ଶହୀଦ ଲକ୍ଷ୍ମଣ ନାୟକ ହସ୍ପିଟାଲର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
Browsing Category
ଅପରାଧ
ସଞ୍ଜୟକୁ ଆଜୀବନ କାରାଦଣ୍ଡ
ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗର ରାଜଧାନୀ କଲକାତାର ଆରଜି କର ହସ୍ପିଟାଲରେ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସୋମବାର ଦଣ୍ଡାଦେଶ ଶୁଣାଇଛନ୍ତି ଅଦାଲତ। କୋର୍ଟ ତାଙ୍କ ରାୟ ଶୁଣାଇ ଦୋଷୀ ସଞ୍ଜୟ ରାୟଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ଏବଂ ଅନ୍ୟମାନଙ୍କ ଚୂଡ଼ାନ୍ତ!-->…
Read More...
Read More...
ଯୁବତୀ ଚାଲାଣ କରୁଥିଲେ ହଂସିତା, ଅନିଲ
ଭୁବନେଶ୍ବର: ଅନିଲ-ହଂସିତାଙ୍କୁ ନେଇ ଗୋଟିଏ ପରେ ଗୋଟିଏ ରହସ୍ୟ ପଦାକୁ ଆସିବାରେ ଲାଗିଛି। କେବଳ ଠକେଇ ନୁହେଁ, ହଂସିତା ଓ ଅନିଲ ଯୁବତୀ ଚାଲାଣରେ ସମ୍ପୃକ୍ତ ଥିଲେ ବୋଲି ତଦନ୍ତରୁ ଜଣାପଡ଼ିଛି। ଏହି ଯୋଡ଼ି ବଡ଼ବଡ଼ିଆଙ୍କୁ ଖୁସି କରିବା ଲାଗି ଯୁବତୀ ଚାଲାଣ କରୁଥିବା ପୁଲିସ ସେମାନଙ୍କଠାରୁ ଜବତ!-->…
Read More...
Read More...
ସହଦେବ ନାୟକ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି
ଭୁବନେଶ୍ବର: ରାଜଧାନୀରେ ପୋଲିସ ମିତ୍ରଙ୍କୁ ବୀଭତ୍ସ ହତ୍ୟା ଘଟଣାରେ ପୋଲିସ ଆଉ ଦୁଇଜଣଙ୍କୁ ଗିରଫ କରିଛି। ଗୁରୁବାର ଗିରଫ ହୋଇଥିବା ଦୁଇଜଣଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ଏଥିସହିତ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି ପାଇଛି।
ରାଜଧାନୀ ଭୁବନେଶ୍ଵରର ରସୁଲଗଡ଼-ବାଣୀବିହାର!-->!-->!-->…
Read More...
Read More...
ଧରାପଡ଼ିଲେ ରସୁଲଗଡ଼ ହତ୍ୟାକାଣ୍ଡ ଅଭିଯୁକ୍ତ; ମହିଳାଙ୍କ ସହ ୩ ଗିରଫ
ଭୁବନେଶ୍ବର: ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍ ଉପରେ ଆଜି ସକାଳୁ ଘଟିଥିବା ହତ୍ୟାକାଣ୍ଡରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ଏମାନଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଆଜି ସନ୍ଧ୍ୟାରେ ଗରିଫ କରିବାରେ ସଫଳ ହୋଇଛି କମିଶନରେଟ୍ ପୋଲିସ।!-->…
Read More...
Read More...
ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ ଆରପିଏଫ୍ ଏଏସଆଇ ଗିରଫ
ଭୁବନେଶ୍ୱର: ଭୁବନେଶ୍ୱରର ଆରପିଏଫର ସହକାରୀ ସବ-ଇନ୍ସପେକ୍ଟର (ଏଏସଆଇ) ସାହାଯ୍ୟ କରିବା ବାହାନା କରି ଜଣେ ଯୁବତୀଙ୍କ ସହିତ ଅସଦାଚରଣ ଅଭିଯୋଗରେ ବୁଧବାର ଗିରଫ ହୋଇଛନ୍ତି। ସାହାଯ୍ୟ କରିବା ବାହାନାରେ ଘରେ କବାଟ ଦେଇ ଯୁବତୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଭୁବନେଶ୍ୱର!-->…
Read More...
Read More...
୬ ଲକ୍ଷ ଟଙ୍କାର ବ୍ରାଉନ୍ ସୁଗର, ୪୦ କେଜି ଗଞ୍ଜେଇ ସହ ୮୦ ହଜାର ଟଙ୍କା ଜବତ
ରାଉରକେଲା: ରାଉରକେଲା ପ୍ଲାଣ୍ଟ ସାଇଡ ଥାନା ଅଧୀନ ମୀନାପଡା ବସ୍ତି ଅଞ୍ଚଳରୁ ୧୧୪ ପ୍ୟାକେଟ ବ୍ରାଉନ୍ ସୁଗର ଓ ୪୦ କେଜି ଗଞ୍ଜେଇ ଡବତ ହୋଇଛି। ଏହାର ଆନୁମାନିକ ମୂଲ୍ୟ ୬ ଲକ୍ଷ ହେବ। ଏହା ସହ ଘଟଣାସ୍ଥଳରୁ ନଗଦ ୮୦ ହଜାର ଟଙ୍କା ଜବତ କରିଛି ପୋଲିସ।ଖବର ମୁତାବକ, ସହରର ପ୍ଲାଣ୍ଟ ସାଇଡ ଥାନା!-->…
Read More...
Read More...
ନିଜ ମା’ଙ୍କ ସହ ୪ ଭଉଣୀଙ୍କୁ ବ୍ଲେଡ୍ରେ କାଟି ହତ୍ୟା କଲେ ଭାଇ
ଲକ୍ଷ୍ନୌ: ବର୍ଷ ଆରମ୍ଭରୁ ରକ୍ତ ଛିଟା। ହୋଟେଲରୁ ପରିବାର ୫ ଜଣଙ୍କ ମୃତଦେହ ଉଦ୍ଧାର। ଲକ୍ଷ୍ନୌର ଏକ ହୋଟେଲ ରୁମରୁ ମୃତଦେହ ଉଦ୍ଧାର କଲା ପୋଲିସ। ହତ୍ୟା ଅଭିଯୋଗରେ ୨୪ ବର୍ଷୀୟ ଯୁବକଙ୍କୁ ଅଟକ ରଖିଛି ପୋଲିସ। ତା'ର ବାପା ବଦର ମଧ୍ୟ ଏହି ହତ୍ୟାକାଣ୍ଡରେ ସାମିଲ ଥିବା ସନ୍ଦେହ କରୁଛି ପୁଲିସ।!-->…
Read More...
Read More...
ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତାଙ୍କ ପୁଅ ବୋହୂ କହି ଲୁଟୁଥିଲେ ଟଙ୍କା, ବାନ୍ଧିଲା କମିସନ୍ରେଟ୍ ପୋଲିସ
ଭୁବନେଶ୍ୱର: ହାଇପ୍ରୋଫାଇଲ ଦମ୍ପତ୍ତିଙ୍କ ହାଇପ୍ରୋଫାଇଲ ଡ୍ରାମା। ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ନାଁ ନେଇ କରୁଥିଲେ କଳା କାରନାମା। ନିଜକୁ ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତାଙ୍କ ପୁଅ ବୋହୂ କହି ଲୋକଙ୍କ ବୋକା ବନାଉଥିଲେ ଓ ଠକୁଥିଲେ ଦୁଇ ଠକ। ତାହା ପୁଣି ରାଜ୍ୟ ରାଜଧାନୀ!-->…
Read More...
Read More...
ପତ୍ନୀକୁ ହତ୍ୟା ପରେ ନିଜ ବେକ କାଟିଲା ସ୍ୱାମୀ
କଟକ: କଟକରେ ଚାଞ୍ଚଲ୍ୟ। ସ୍ତ୍ରୀକୁ ବୀଭତ୍ସ ହତ୍ୟା ପରେ ନିଜ ବେକ କାଟିଲା ସ୍ବାମୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟଣା ଘଟିଛି କଟକ ଜିଲା ଲାଲ୍ବାଗ ଥାନା ସିଦ୍ଧେଶ୍ବରସାହିରେ। ମୃତ ବ୍ୟକ୍ତି କଟକସ୍ଥିତ ସାଇବର ପୋଲିସ ଷ୍ଟେସନରେ ଜଣେ କନଷ୍ଟେବଳ ଥିଲେ। ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ!-->…
Read More...
Read More...
୨.୫୭ କୋଟି ଟଙ୍କାର ଜାଲ୍ ନୋଟ୍ ଜବତ
ସୁରଟ: ଗୁଜରାଟର ସୁରଟରୁ ଜବତ ହୋଇଛି ୨.୫୭ କୋଟି ଟଙ୍କାର ଜାଲ୍ ନୋଟ୍। ଏହି ଘଟଣାରେ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ବ୍ୟାଙ୍କ, ବଜାର ଓ ସାଧାରଣ ଲୋକଙ୍କୁ ଠକିବା ପାଇଁ ଅଭିଯୁକ୍ତମାନେ ପ୍ରସ୍ତୁତ କରିଥିଲେ ଏହି ନକଲି ନୋଟ୍।
ପୁଲିସ ସୂଚନା ଅନୁଯାୟୀ, ଶନିବାର ସନ୍ଧ୍ୟାରେ ୪ ଜଣ ଅଭିଯୁକ୍ତ!-->!-->!-->…
Read More...
Read More...