ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍
Browsing Category

ଅପରାଧ

କ୍ଲାସ୍‌ରୁମ୍‌ରେ ଆଇନ ଛାତ୍ରୀଙ୍କୁ ଗଣବଳାତ୍କାର:୩ ଗିରଫ

କୋଲକାତା: କୋଲକାତାର ଏକ ଆଇନ କଲେଜରେ ଜଣେ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଏହି ମାମଲାରେ ଟାଉନ ପୋଲିସ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ସୂତ୍ର ଅନୁଯାୟୀ, ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ପୂର୍ବତନ ଛାତ୍ରୀ ଏବଂ ସେହି ପ୍ରତିଷ୍ଠାନର ଦୁଇ ଜଣ କର୍ମଚାରୀ ଅଛନ୍ତି। ପୋଲିସ
Read More...

୫୩ ଲକ୍ଷ ଟଙ୍କା ହଡ଼ପ କରି ଗିରଫ ହେଲେ ପୂର୍ବତନ ପିଇଓ

କନ୍ଧମାଳ: ସରକାରୀ ଟଙ୍କା ଆତ୍ମସାତ କଲେ ଦୁର୍ନୀତିଗ୍ରସ୍ତ ପୂର୍ବତନ ପିଇଓ। ୫୩ ଲକ୍ଷ ଟଙ୍କା ହଡ଼ପ କରି ଗିରଫ ହେଲେ ପିଇଓ। କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ସରମୁଳି ପଞ୍ଚାୟତ ପୂର୍ବତନ ପିଇଓ ଅକ୍ରୁର ମାଝୀଙ୍କୁ ବାନ୍ଧିଲା ଭିଜିଲାନ୍ସ। ପଞ୍ଚାୟତର କାମ ନକରି ୫୩ ଲକ୍ଷ ୩୮ ହଜାର ୮୦୯ ଟଙ୍କା
Read More...

୪ ନାବାଳକ ସମେତ ୧୦ ଜଣଙ୍କୁ କାବୁ କଲା ପୋଲିସ

ବ୍ରହ୍ମପୁର: ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ୪ ନାବାଳକ ସମେତ ୧୦ ଜଣଙ୍କୁ କାବୁ କଲା ପୋଲିସ। ଗତକାଲି ୭ ଯୁବକଙ୍କୁ ଅଟକ ରଖାଯାଇଥିଲା ବେଳେ ବାକି ୩ ଜଣଙ୍କୁ ଗୋପାଳପୁର ପୋଲିସ ଧରିଛି। ସେମାନେ ବାହାର ରାଜ୍ୟକୁ ଫେରାର ପାଇଁ ଉଦ୍ୟମ କରୁଥିଲେ। ଅପରପକ୍ଷରେ ଆଜି
Read More...

ରାଜଧାନୀରେ ଘରର ଝରକା ଭାଙ୍ଗି ସୁନା ଗହଣା ଲୁଟ୍

ଭୁବନେଶ୍ଵର: ରଜରେ ରାଜଧାନୀ ଭୁବନେଶ୍ୱର ନୀଳାଦ୍ରିବାହାର ଅଞ୍ଚଳର ଏକ ପରିବାର ପୁରୀ ବୁଲିବାକୁ ଯାଇଥିବା ବେଳେ ଘରେ କଳାକନା ବୁଲାଇଦେଲେ ଲୁଟେରା । ଦୁର୍ବୃତ୍ତମାନେ ପ୍ରାୟ ୫ ଲକ୍ଷ ଟଙ୍କାର ସୁନା, ରୁପା ଅଳଙ୍କାର ଏବଂ ନଗଦ ଲୁଟି ନେଇଥିବା ଅଭିଯୋଗ ହୋଇଛି।ସୂଚନାମୁତାବକ, ପରିବାର ଲୋକ ରଜ
Read More...

ଲାଞ୍ଚ ନେଇ ଗିରଫ ହେଲେ ଇପିଏଫ ଅଧିକାରୀ

ବ୍ରହ୍ମପୁର: ଲାଞ୍ଚ ନେଇ ସିବିଆଇ ହାତରେ ଧରାପଡିଥିବା ବ୍ରହ୍ମପୁର ଇପିଏଫଓ କାର୍ଯ୍ୟାଳୟର ପିଆରଓ ଅନୀଲ ପତି ଗିରଫ। ଲାଞ୍ଚୁଆ ଇପିଏଫ ଅଫିସର ସିନିୟର୍ ସୋସିଆଲ ସିକ୍ୟୁରିଟି ଆସିଷ୍ଟାଣ୍ଟ ଅନିଲ କୁମାର ରଥଙ୍କୁ ଆଜି ଗିରଫ କରିଛି ସିବିଆଇ। ଗତକାଲି ଜଣେ ଯୁବକଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ
Read More...

ବ୍ୟାଙ୍କରେ ବନ୍ଧୁକ ଦେଖାଇ ଲୁଟିନେଲେ ୧୦ ଲକ୍ଷ ଟଙ୍କା ସହ ସୁନାଗହଣା

କେନ୍ଦୁଝର: କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ସଶସ୍ତ୍ର ଡକାୟତି ହୋଇଛି। ୫ ଜଣ ଦୁର୍ବୃତ୍ତ ବ୍ୟାଙ୍କରେ ପଶି ବନ୍ଧୁକ ଦେଖାଇ ଆତଙ୍କ ସୃଷ୍ଟି କରି ୧୦ ଲକ୍ଷ ଟଙ୍କା ଓ ସୁନାଗହଣା ଲୁଟିନେଇଛନ୍ତି। ସୂଚନା ଅନୁଯାୟୀ, ସକାଳ ପ୍ରାୟ ୧୦ଟାରେ ବ୍ୟାଙ୍କ ଖୋଲିବା ପରେ
Read More...

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଗଲେ କନିଷ୍ଠ ଯନ୍ତ୍ରୀ

ବରଗଡ଼:ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ। ଆଜି ବରଗଡ଼ରେ ଆଉ ଜଣେ ମହିଳା ଇଞ୍ଜିନିୟରଙ୍କୁ ଧରିଛି ଭିଜିଲାନ୍ସ। ବରଗଡ ଜିଲ୍ଲା ବିଜେପୁର ନିର୍ବାଚନ ମଣ୍ଡଳୀ ଗାଇସିଲେଟ ବ୍ଲକ ଅନ୍ତର୍ଗତ ଡ଼ାଙ୍ଗବାହାଲ ପଞ୍ଚାୟତର କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ ଲାଞ୍ଚ ନେଉଥିବା ବେଳେ ରେଡ ହ୍ୟାଣ୍ଡ ଧରିଛି
Read More...

ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୧୦ ଗିରଫ

ଗଜପତି: ଅନ୍ଧବିଶ୍ୱାସର କୁପରିଣତି। ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା ଘଟଣାରେ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ। ଗଜପତି ଜିଲ୍ଲା ମୋହନା ଥାନା କୁଇହୁରୁ ଗାଁରେ କାମ୍ବି ମଳିକ ହତ୍ୟା ଘଟଣାର ସମ୍ପୃକ୍ତ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗିରଫଙ୍କ ମଧ୍ୟରେ ୮ ମହିଳା ଥିବାବେଳେ ୨ ଜଣ ପୁରୁଷ
Read More...

ନକ୍ସଲଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ସପ୍ଲାୟର ଗିରଫ

ଛତିଶଗଡ: ଛତିଶଗଡ ନାରାୟଣପୁର ପୋଲିସ ମିଳିଛି ବଡ ସଫଳତା। ନକ୍ସଲଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ମାଓ ସପ୍ଲାୟରକୁ ଯବାନ ଓ ପୋଲିସର ମିଳିତ ଟିମ୍ ଗିରଫ କରିଛି। ଛତିଶଗଡ ନାରାୟଣପୁର ଥାନା ଅଞ୍ଚଳରେ ମାଓ କାର୍ଯ୍ୟକଳାପ ରୋକିବା ପାଇଁ ଖୋଳତାଳ ଜାରି ରହିଥିବା ବେଳେ ଏହି ସଫଳତା ମିଳିଛି।
Read More...

ଆସାମରେ ୪୫ କୋଟି ଟଙ୍କାର ବିପୁଳ ଡ୍ରଗ୍ସ ଜବତ, ୪ ଗିରଫ

ଆସାମ: ଆସାମରେ ବଡ଼ ଧରଣର ଅପରେସନ୍‌ରେ ପୋଲିସକୁ ସଫଳତା ମିଳିଛି। ଆସାମର କଚାର ଜିଲ୍ଲାରେ ବଡ଼ ଡ୍ରଗ୍ସ ନେକ୍‌ୱାର୍କର ପର୍ଦ୍ଦାଫାସ କରିଛି ପୋଲିସ। ଏଠାରେ ୪୫ କୋଟି ଟଙ୍କାର ବିପୁଳ ଡ୍ରଗ୍ସ ଜବତ କରାଯାଇଛି। ଏହାସହ ୪ ଜଣ ଡ୍ରଗ୍ସ ମାଫିଆଙ୍କୁ ଗିରଫ କରିଛି ଆସାମ ପୋଲିସ। ଆସାମ
Read More...