ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା
Browsing Category

ଅପରାଧ

ବଲିଉଡ ଅଭିନେତ୍ରୀ ହୁମା କ୍ୟୁରେଶିଙ୍କ ଭାଇଙ୍କୁ ହତ୍ୟା

ନୂଆଦିଲ୍ଲୀ; ବଲିଉଡ ଅଭିନେତ୍ରୀ ହୁମା କ୍ୟୁରେଶିଙ୍କ ସମ୍ପର୍କୀୟ ଭାଇଙ୍କୁ ହତ୍ୟା। ବଲିଉଡ୍ ଅଭିନେତ୍ରୀ ହୁମା କୁରେଶିଙ୍କ ଭାଇ ଅସିଫ କୁରେଶିଙ୍କୁ ପାର୍କିଂ ବିବାଦରେ ଦିଲ୍ଲୀରେ ହତ୍ୟା କରାଯାଇଛି। ସିସିଟିଭିରେ ଆକ୍ରମଣର ଦୃଶ୍ୟ କଏଦ ହୋଇଛି। ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି । ହୁମା…
Read More...

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ଗିରଫ ପ୍ରଧାନ ଶିକ୍ଷକ ନିଲମ୍ବିତ

କଳାହାଣ୍ଡି: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ପ୍ରଧାନ ଶିକ୍ଷକ ନିଲମ୍ବିତ। କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଭେଜିପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ପ୍ରଶାନ୍ତ ଖମାରୀ ନିଲମ୍ବିତ ହୋଇଛନ୍ତି। ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ଶିକ୍ଷା ବିଭାଗ। ପୂର୍ବରୁ ତାଙ୍କୁ…
Read More...

ଦୁଷ୍କର୍ମ ମାମଲାରେ ପୂର୍ବତନ ସାଂସଦ ପ୍ରଜ୍ୱଳ ରେଭାନ୍ନାଦୋଷୀ ସାବ୍ୟସ୍ତ

କର୍ଣ୍ଣାଟକ: କର୍ଣ୍ଣାଟକ ହାସନର ପୂର୍ବତନ ସାଂସଦ ତଥା ଜେଡି(ଏସ) ନେତା ପ୍ରଜ୍ବଳ ରେଭାନ୍ନାଙ୍କୁ ଏକ ଦୁଷ୍କର୍ମ ମାମଲାରେ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆସନ୍ତାକାଲି ଅର୍ଥାତ ଅଗଷ୍ଟ ୨ ତାରିଖରେ ତାଙ୍କ ବିରୋଧରେ ଦଣ୍ଡ ଘୋଷଣା କରାଯିବ। କୋର୍ଟଙ୍କ ରାୟ ଆସିବା ପରେ ପ୍ରଜ୍ବଳ କୋର୍ଟ…
Read More...

ଲାଞ୍ଚ ଅଭିଯୋଗରେ ଡାକ୍ତରଙ୍କୁ ୫ ବର୍ଷ ଜେଲ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ଏକ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ଦଶ ବର୍ଷ ପୂର୍ବେ ଜଣେ ସରକାରୀ ଡାକ୍ତରଙ୍କ ବିରୋଧରେ ରୁଜୁ ହୋଇଥିବା ଏକ ଲାଞ୍ଚ ମାମଲାରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଗଜପତି ଜିଲ୍ଲାର ଗୁରାଣ୍ଡି କମ୍ୟୁନିଟି ହେଲ୍ଥ ସେଣ୍ଟର (ସିଏଚସି)ର ଇନଚାର୍ଜ ମେଡିକାଲ…
Read More...

ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ନିଲମ୍ବିତ ଅଧ୍ୟାପକଙ୍କ ଜେଲ୍ ଅବଧି ବୃଦ୍ଧି

ବାଲେଶ୍ୱର: ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା। ନିଲମ୍ବିତ ଅଧ୍ୟାପକ ସମୀର ସାହୁଙ୍କ ବୃଦ୍ଧି ହେଲା ଜେଲ ଅବଧି। ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ନିଲମ୍ବିତ ହୋଇଥିବା ଅଧ୍ୟାପକ ସମୀର ସାହୁଙ୍କ ଜେଲ୍ ଅବଧି ବୃଦ୍ଧି ହୋଇଛି। ବିଚାର ବିଭାଗୀୟ ହାଜତ ଅବଧି ଆଉ ୧୪ ଦିନ ବୃଦ୍ଧି…
Read More...

କୋଟିପତି ଡେପୁଟି ରେଞ୍ଜର ଗିରଫ

ଭୁବନେଶ୍ୱର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ ଶନିବାର ଗିରଫ। ଗତକାଲି ରାମଚନ୍ଦ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିଲା। ତାଙ୍କ ଘରୁ ନଗଦ ୧ କୋଟି ୪୩ ଲକ୍ଷ ଟଙ୍କା ଓ ଦେଢ଼ କେଜି ସୁନା ମିଳିଥିଲା। ଏହାସହ ବ୍ୟାଙ୍କ ଆକାଉଣ୍ଟରେ ୧ କୋଟି ୩୩…
Read More...

ଯୁବତୀଙ୍କୁ ନିଶା ଦେଇ ଦୁଷ୍କର୍ମ ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଗିରଫ

ଭୁବନେଶ୍ଵର: ଥଣ୍ଡା ପାନୀୟରେ ନିଶା ଦେଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ। ଗତକାଲି ଥାନାରେ ଅଭିଯୋଗ ପରେ ପୋଲିସ ପୀଡ଼ିତାଙ୍କ ବୟାନ ରେକର୍ଡ କରି ଉଦିତଙ୍କୁ ଗିରଫ କରିଛି। ଗତ ମାର୍ଚ୍ଚ ମାସ ୧୮ ତାରିଖରେ ଏକ ହୋଟେଲରେ ଜଣେ ୧୯ ବର୍ଷୀୟା…
Read More...

ପୁଲିସ୍ ଇନଫର୍ମର ସନ୍ଦେହରେ ୨ ଜଣଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି: ପୁଣି ମାଓବାଦୀମାନେ ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ବର୍ବରକାଣ୍ଡ ଭିଆଇଛନ୍ତି। ମାଓବାଦୀମାନେ ୨ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରି ଫିଙ୍ଗ ଦେଇଥିବା ସୂଚନା ମିଳିଛି। ପୋଲିସ ଇନ୍‌ଫର୍ମର ସନ୍ଦେହରେ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି। …
Read More...

ନାବାଳିକାଙ୍କ ଶରୀର ୭୦ପ୍ରତିଶତ ପୋଡିଯାଇଛି

ଭୁବନେଶ୍ବର: ପିପିଲି ନିକଟ ବଳଙ୍ଗା ଥାନା ବାୟାବର ଗାଁରେ ଘଟିଥିବା ଅଭାବନୀୟ ଘଟଣାରେ ନାବାଳିକାଙ୍କ ଶରୀର ୭୦ପ୍ରତିଶତ ଜଳି ଯାଇଥିବା ଏମ୍ସ ପକ୍ଷରୁ କୁହାଯାଇଛି। ଭୁବନେଶ୍ବର ଏମ୍ସ ଟ୍ରମା କେୟାରରୁ ବର୍ଣ୍ଣ ୟୁନିଟ୍ କୁ ସ୍ଥାନାନ୍ତରିତ ହୋଇଛି। ସ୍ବତନ୍ତ୍ର ଡାକ୍ତରୀ ଟିମ୍ ଦ୍ବାରା…
Read More...

ଦୋଷୀଙ୍କୁ ତୁରନ୍ତ ଗିରଫ ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଉପମୁଖ୍ୟମନ୍ତ୍ରୀ

ପୁରୀ: ପୁରୀ ଜିଲା ଅଞ୍ଚଳ, ବଳଙ୍ଗା ଥାନା ବାୟାବର ଗାଁରେ ନାବାଳିକାକୁ ନିଆଁ ଲଗାଇଦେବା ଘଟଣାରେ ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ନିର୍ଦେଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଏବଂ କହିଛନ୍ତି ଏହି ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ। ପୀଡିତାଙ୍କୁ ଏମ୍ସକୁ ସ୍ଥାନାନ୍ତର…
Read More...