ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍
Browsing Category

ଅପରାଧ

୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ ଉପ-ଜିଲାପାଳ

କଳାହାଣ୍ଡି: ୧୦ ଲକ୍ଷ ଟଙ୍କା ଲାଂଚ ନେଇ ଧରାପଡିଛନ୍ତି କଳାହାଣ୍ଡି ଜିଲାର ଧର୍ମଗଡ ଉପ-ଜିଲାପାଳ ଧିମନ ଚକମା। ଲାଂଚ ନେବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି । ଧିମନଙ୍କ ବାସଭବନରୁ ପୁଳାପୁଳା ଟଙ୍କା ଜବତ ହୋଇଛି। କଳାହାଣ୍ଡି ଜି୍‌ଲଲା ଧର୍ମଗଡରେ ଉପଜିଲ୍ଲାପାଳ ଭାବେ ସେ କାର୍ଯ୍ୟ
Read More...

ମାଓବାଦୀ ବିସ୍ଫୋରକ ସାମଗ୍ରୀ ଲୁଟ୍‌ ଘଟଣା, ଗୋଦାମ ମାଲିକ ଗିରଫ

ସୁନ୍ଦରଗଡ: ମାଓବାଦୀ ୪ ଟନ୍‌ ବିସ୍ଫୋରକ ସାମଗ୍ରୀ ଲୁଟ୍‌ ଘଟଣାରେ ବଡ଼ଗାଁର ବିସ୍ଫୋରକ ଗୋଦାମ ମାଲିକ ଶ୍ରବଣ ଅଗ୍ରୱାଲ ଗିରଫ। ଗୋଦାମ ମାଲିକଙ୍କୁ ଅଟକ ରଖି ପଚରାଉଚରା କରୁଥିଲା ଏସଆଇଟି। ରଘୁନାଥପାଲି ଥାନାରେ ଅଟକ ରଖି ପଚରାଉଚରା କରୁଥିଲା ଏସଆଇଟି। ବିସ୍ଫୋରକ ସାମଗ୍ରୀ ନେଇଯାଇଥିବା
Read More...

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡିଲେ ତିଗିରିଆ ଥାନା ଏଏସଆଇ

ତିଗିରିଆ: ଭିଜିଲାନ୍ସ ଜାଲରେ ତିଗିରିଆ ଥାନା ଏଏସଆଇ ପ୍ରଦୀପ ବେହେରା। ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପ୍ରଦୀପଙ୍କୁ ଧରିଛି ଭିଜିଲାନ୍ସ ଟିମ୍‍। ସୂଚନା ଅନୁସାରେ ଏକ ମାମଲାର ରଫାଦଫା କରିବା ପାଇଁ ପ୍ରଦୀପ ଲାଞ୍ଚ ନେଉଥିଲେ। ଖବର ପାଇ ଭିଜିଲାନ୍ସ ଏହି ସମୟରେ ତାଙ୍କୁ ମାଡିବସିଥିଲା।
Read More...

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ୪ ଜଣଙ୍କୁ ବାନ୍ଧିଲା ଭିଜିଲାନ୍ସ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକର ୪ ଜଣ ବାବୁଙ୍କୁ ବାନ୍ଧିଲା ଭିଜିଲାନ୍ସ। ୨୦ ଲକ୍ଷ ଟଙ୍କା ସରକାରୀ ଅର୍ଥ ଆତ୍ମସାତ୍‌ ଅଭିଯୋଗରେ ଗିରଫ ହେଲେ ଏହି ୪ କର୍ମଚାରୀ। ଜଳ ବିଭାଜିକା ସହକାରୀ ପ୍ରକଳ୍ପ ନିର୍ଦ୍ଦେଶକ ରାଜେନ୍ଦ୍ର ନାଏକ ବନ୍ଧା ହେଲେ। ସେହିପରି ମୂର୍ତ୍ତିକା ସଂରକ୍ଷଣ
Read More...

ଜ୍ୟୋତିଙ୍କ ଇନଷ୍ଟାଗ୍ରାମ୍‌ ଆକାଉଣ୍ଟ ସସପେଣ୍ଡ

ହରିୟାଣା: ଖୋଲୁଛି ପାକିସ୍ତାନୀ ଗୁପ୍ତଚର ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କ ଗୁମର। ରିମାଣ୍ଡରେ ନେଇ ଏବେ ପୋଲିସ୍ ତାଙ୍କୁ ଜେରା କରୁଛି। ଏହା ଭିତରେ ଏବେ ତାଙ୍କ ବିରୋଧରେ ଆଉ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ମେଟା ଜ୍ୟୋତି ମାଲହୋତ୍ରାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟକୁ ସସପେଣ୍ଡ
Read More...

ପାକିସ୍ତାନ ପାଇଁ ଗୁପ୍ତଚର କାମ କରି ମହିଳା ୟୁଟ୍ୟୁବର ଗିରଫ

ହରିୟାଣା: ପାକିସ୍ତାନ ପାଇଁ ଗୁପ୍ତଚର କାର୍ଯ୍ୟ କରି ଜଣେ ମହିଳା ୟୁଟ୍ୟୁବର ଗିରଫ ହୋଇଛନ୍ତି। ସେ ହେଲେ ଜ୍ୟୋତି ମାଲହୋତ୍ରା। ହରିୟାଣାର ହିସାରରୁ ସିଭିଲ ଲାଇନ୍ସ ପୁଲିସ ତାଙ୍କୁ ଗିରଫ କରିଛି। ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ସହିତ ଜ୍ୟୋତି ନିୟମିତ ଯୋଗସୂତ୍ର ରକ୍ଷା କରିବା ସହିତ ଭାରତ
Read More...

ଭୁବନେଶ୍ୱରରୁ ୨୬ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ୨୬ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ ହୋଇଛି। ଖୋର୍ଦ୍ଧାରୁ ଭୁବନେଶ୍ୱର ଆସୁଥିବାବେଳେ ଲବଣ ଗିରି ପାଞ୍ଚ ଗାଁ ଛକରେ ମାଡ଼ି ବସିଲା ଏସଟିଏଫ୍ ଟିମ୍। ଏହି ମାମଲାରେ ବମିଖାଲର ଜ୍ୟୋତିକୃଷ୍ଣ ସାମନ୍ତରାୟଙ୍କୁ ଗିରଫ କରାଯାଇଛି । ତାଙ୍କ ନିକଟରୁ
Read More...

ଲାଞ୍ଚ ନେବା ବେଳେ ଧରା ପଡିଲେ ସିଡିପିଓ ଓ ଅଙ୍ଗନୱାଡି କର୍ମୀ

କୋରାପୁଟ: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ସିଡିପିଓ ଏବଂ ଅଙ୍ଗନୱାଡି କର୍ମୀ। କୋରାପୁଟର ଦଶମନ୍ତପୁର ବ୍ଲକର ସିଡିପିଓ ସକୁନ୍ତଳା ଦାସ ଏବଂ ଅଧମୁଣ୍ଡା ଅଙ୍ଗନୱାଡି କେନ୍ଦ୍ରର ମିନତୀ ଖୋସଲାଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି ଭିଜିଲାନ୍ସ ଟିମ।ସିଡିପିଓ
Read More...

ସାମ୍ନାକୁ ଆସିଲା ୪ ଆତଙ୍କବାଦୀଙ୍କ ଫଟୋ

ଜମ୍ମୁ: ଜମ୍ମୁ ଓ କାଶ୍ମୀରର ପହଲଗାମରେ ଗତକାଲି ହୋଇଥିବା ଜଘନ୍ୟ ଆକ୍ରମଣରେ ସାମିଲ ଥିବା ଚାରି ଜଣ ଆତଙ୍କବାଦୀଙ୍କ ଫଟୋଗ୍ରାଫ ସୁରକ୍ଷା ଏଜେନ୍ସିଗୁଡ଼ିକ ଜାରି କରିଛନ୍ତି। ସେମାନଙ୍କ ମଧ୍ୟରୁ ୩ ଆତଙ୍କବାଦୀଙ୍କ ପରିଚୟ ମିଳିଛି ସେମାନେ ହେଲେ ଆସିଫ ଫୌଜି, ସୁଲେମାନ ଶାହ ଓ ଅବୁ ତାଲହା। ସେମାନେ
Read More...

ଭୁବନେଶ୍ୱରୁ ଆଉ ଜଣେ ଶିଶୁକୁ ଅପହରଣ ଉଦ୍ୟମ

ଭୁବନେଶ୍ୱର: ସ୍କୁଲରୁ ଫେରିବାବେଳେ ଭୁବନେଶ୍ୱରରୁ ଉଠାଇ ନେଇଥିଲେ ଦୁର୍ବୃତ୍ତ। ପୁଣି ଥରେ ରାଜଧାନୀ ଭୁବନେଶ୍ୱରୁ ଆଉ ଜଣେ ଶିଶୁ ଙ୍କୁ ଅପହରଣ ଉଦ୍ୟମ କରାଯାଇଥିବା ଖବର ମଙ୍ଗଳବାର ସାମ୍ନାକୁ ଆସିଛି। ୮ ବର୍ଷର ଶିଶୁକୁ ଅପହରଣ ପରେ କିଛି ଘଣ୍ଟା ଭିତରେ ଉଦ୍ଧାର କରାଯାଇଛି।ସୂଚନା ଅନୁଯାୟୀ,
Read More...