ପ୍ରମୁଖ ଖବର

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌
ବାଂଲାଦେଶ ନିର୍ବାଚନ: ବିଏନପିର ସଫଳତାରେ ତାରିକଙ୍କୁ ମୋଦୀଙ୍କ ଅଭିନନ୍ଦନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଆଜିଠୁ ପରୀକ୍ଷା ପରିଚାଳନା ହବ୍‌କୁ ଯିବ +୨ ପ୍ରଶ୍ନପତ୍ର
Browsing Category

ସଂସ୍କୃତି

ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ଅଯୋଧ୍ୟା: ଅଯୋଧ୍ୟାର ଶ୍ରୀରାମଙ୍କ ମନ୍ଦିରରେ ଉଡ଼ିଛି ଧର୍ମଧ୍ୱଜା। ଆଜି ଶୁଭ ମୁହୂର୍ତ୍ତରେ ବିରାଟକାୟ ଧର୍ମଧ୍ୱଜାଙ୍କୁ ବିଧିବଦ୍ଧ ଭାବେ ମନ୍ଦିରର ଚୂଡ଼ାରେ ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ମୋଦୀ କହିଛନ୍ତି ଧର୍ମଧ୍ବଜା ଭାରତୀୟ ସଭ୍ୟତାର ପୁନଃ ଜାଗରଣର
Read More...

ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ପାରାଦୀପ: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଜଗତସିଂହପୁର ଜିଲ୍ଲାର ପାରାଦ୍ୱୀପ ବନ୍ଦରରେ ଆୟୋଜିତ ହୋଇଛି 'ବୋଇତ ବନ୍ଦାଣ ଉତ୍ସବ- ୨୦୨୫' । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଶାର ଗାରିମାସମ୍ପନ୍ନ ନୌବାଣିଜ୍ୟ ପରମ୍ପରା
Read More...

ପ୍ରତ୍ୟେକ ଗାଁର ଭାଗବତ ଟୁଙ୍ଗିର ହେବ ପୁନରୁଦ୍ଧାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପ୍ରତ୍ୟେକ ଓଡ଼ିଆ ଘରେ ଭାଗବତ ଏବଂ ପ୍ରତ୍ୟେକ ଗାଁର ଭାଗବତ ଟୁଙ୍ଗି ମାନଙ୍କର ପୁନରୁଦ୍ଧାର ଓ ପ୍ରତିଷ୍ଠା ହେବ। ଧର୍ମ ଜାଗରଣ ସମିତି, ଓଡ଼ିଶା ପକ୍ଷରୁ ଆଜି ଭୁବନେଶ୍ବର-କଟକ ରୋଡ ସ୍ଥିତ ତେରାପନ୍ଥ ଭବନ ଠାରେ ଆୟୋଜିତ ଶ୍ରୀମଦ୍ ଭାଗବତ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Read More...

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ

ପୁରୀ: ଅକ୍ଟୋବର ୭ରୁ ହବିଷ ବ୍ରତ ଆରମ୍ଭ ହେବ। ମାସେ ଧରି ବ୍ରତ ପାଳନ କରିବେ ହବିଷ୍ଯାଳୀ। ଚଳିତ ବର୍ଷ ପୁରୀରେ ହବିଷ୍ୟାଳୀଙ୍କ ପାଇଁ ଆରମ୍ଭ ହୋଇଛି ପଞ୍ଜିକରଣ ପକ୍ରିୟା। ଆସନ୍ତା ୧୯ତାରିଖ ପୂର୍ବାହ୍ନ ୧୦ ଠାରୁ ଧାର୍ଯ୍ୟ ଲକ୍ଷ ପୂରଣ ହେବା ପର୍ଯ୍ୟନ୍ତ ଅନଲାଇନରେ ନିଜର ନାଁ ପଞ୍ଜିକରଣ କରିବା
Read More...

ନଭେମ୍ୱର ୫ରୁ ଆରମ୍ଭ କଟକର ଐତିହାସିକ ବାଲିଯାତ୍ରା

କଟକ: ନଭେମ୍ୱର ୫ରୁ ଆରମ୍ଭ କଟକର ଐତିହାସିକ ବାଲିଯାତ୍ରା। ନଭେମ୍ୱର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ ହେବ ବାଲିଯାତ୍ରା। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏଥର ଉପର ନୁହେଁ, କେବଳ ତଳ ପଡ଼ିଆରେ ଷ୍ଟଲ୍ ପଡିବ। ଅନ୍ୟପଟେ ଚଳିତଥର ବାଲିଯାତ୍ରା ନାଁ ହେବ
Read More...

ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ

ପୁରୀ: ଖୁବ ଶୀଘ୍ର ଶ୍ରୀମନ୍ଦିର ନାଟମଣ୍ଡପରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା । ଧାଡ଼ି ଦର୍ଶନ ବ୍ୟବସ୍ଥାକୁ ଖୁବଶୀଘ୍ର କାର୍ଯ୍ୟକାରୀ କରାଯିବାକୁ ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଅନୁମୋଦନ କରାଯାଇଛି। ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ଶେଷ ହୋଇଛି ।
Read More...

ନୂଆଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ହେଉଛି ପବିତ୍ର ନୂଆଁଖାଇ। ପଶ୍ଚିମ ଓଡିଶାର କୃଷି ଭିତ୍ତିକ ଗଣପର୍ବ। ସାରା ରାଜ୍ୟରେ ଧୁମଧାମରେ ପାଳନ ହେଉଛି ଗଣପର୍ବ ନୂଆଖାଇ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
Read More...

ମା’ ସମଲେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ

ସମ୍ବଲପୁର: ଗଣପର୍ବ ନୂଆଖାଇ ପାଇଁ ଉତ୍ସବମୁଖର ହୋଇଉଠିଛି ପଶ୍ଚିମ ଓଡ଼ିଶା। ଏହି ପରିପ୍ରେକ୍ଷୀରେ ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଇଙ୍କ ନିକଟରେ ଗୁରୁବାର ଲାଗି ହୋଇଛି ନବାନ୍ନ। ଏହା ପରେ ବଲାଙ୍ଗୀରରେ ଥିବା ମା’ ପାଟଣେଶ୍ବରୀଙ୍କ ନିକଟରେ ମଧ୍ୟ ଆଜି ନବାନ୍ନ ଲାଗି ହୋଇଛି। ଧାର୍ଯ୍ୟ
Read More...

ଗଶେଣ ଚତୁର୍ଥୀରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ବୁଧବାର ଗଣେଶ ଚତୁର୍ଥୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ରେ ଏକ ପୋଷ୍ଟରେ ଏହି ପବିତ୍ର ଅବସରରେ ସମସ୍ତଙ୍କ ମଙ୍ଗଳ ଏବଂ ସମୃଦ୍ଧି କାମନା କରିଛନ୍ତି।ସେ ଲେଖିଛନ୍ତି,
Read More...

ଆଗାମୀ ସୁନାବେଶରେ ଲାଗିବ ନୂଆ ଅଳଙ୍କାର: ଆଇନ ମନ୍ତ୍ରୀ

ପୁରୀ: ଆଗାମୀ ଦିନରେ ମହାପ୍ରଭୁଙ୍କ ସୁନାବେଶରେ ଲାଗିବ ନୂଆ ଅଳଙ୍କାର। ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ରତ୍ନଭଣ୍ଡାରର କୌଣସି ଅଳଙ୍କାର ଏଥିରେ ବ୍ୟବହାର ହେବନି। ନୂଆ ଅଳଙ୍କାର ନେଇ ସରକାର ବ୍ୟବସ୍ଥା କରିବେ ଏବଂ ଭକ୍ତଙ୍କୁ ସ୍ବର୍ଣ୍ଣ ଦାନ ପାଇଁ ଅନୁରୋଧ କରାଯିବ ବୋଲି
Read More...