ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
Browsing Category

ସଂସ୍କୃତି

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ

କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରାପୁରୀ: ରାତି ପାହିଲେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହା ପୂର୍ବରୁ ବୁଧବାର ତିନି ରଥରେ ପାରମ୍ପରିକ ଆଜ୍ଞାମାଳ ବିଜେ ସମ୍ପନ୍ନ ହୋଇଛି। ବିଧି ଅନୁଯାୟୀ ପୂଜାପଣ୍ଡା ସେବକମାନେ ଆଜ୍ଞାମାଳ ଆଣି ତିନି ରଥରେ ବିଜେ କରିଥିବା ବେଳେ ବିଜେ…
Read More...

ପଶ୍ଚିମବଙ୍ଗର ସମସ୍ତ ମଦ୍ରାସାରେ ‘ବନ୍ଦେ ମାତରମ୍’ ଗାନ ବାଧ୍ୟତାମୂଳକ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ସରକାର ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ସ୍ୱୀକୃତିପ୍ରାପ୍ତ ମଦ୍ରାସାରେ ‘ବନ୍ଦେ ମାତରମ୍’ ଗାନକୁ ବାଧ୍ୟତାମୂଳକ କରିଛନ୍ତି। ଏହି ନୂଆ ନିର୍ଦ୍ଦେଶ ତୁରନ୍ତ ପ୍ରଭାବରୁ କାର୍ଯ୍ୟକାରୀ ହୋଇଥିବା ସୂଚନା ମିଳିଛି। ରାଜ୍ୟ ସଂଖ୍ୟାଲଘୁ ବ୍ୟାପାର…
Read More...

ସୋମନାଥରେ ୭୫ ବର୍ଷ ପୂର୍ତ୍ତି ଉତ୍ସବ: ସାମିଲ ହେବେ ପ୍ରଧାନମନ୍ତ୍ରୀ

ଗୁଜୁରାଟ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୧ ମେ’ରେ ଗୁଜରାଟର ପ୍ରସିଦ୍ଧ ସୋମନାଥ ମନ୍ଦିର ଗସ୍ତ କରିବେ। ମନ୍ଦିର ପୁନର୍ନିର୍ମାଣ ଓ ତତ୍କାଳୀନ ରାଷ୍ଟ୍ରପତି ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ଦ୍ୱାରା ଏହାର ଉଦ୍ଘାଟନର ୭୫ ବର୍ଷ ପୂର୍ତ୍ତି ଅବସରରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ…
Read More...

କର୍ତ୍ତବ୍ୟ ପଥରେ ଗଡ଼ିଲା ଓଡ଼ିଶାର ପ୍ରଜ୍ଞାପନ ମେଢ଼

ନୂଆଦିଲ୍ଲୀ: କର୍ତ୍ତବ୍ୟ ପଥରେ ପ୍ରଦର୍ଶିତ ହେଲା ଓଡ଼ିଶାର ପ୍ରଜ୍ଞାପନ ମେଢ। ଯେଉଁଥିରେ ପରମ୍ପରାରୁ ପ୍ରଗତି ଆତ୍ମନିର୍ଭର ଭାରତ ବାର୍ତ୍ତା ଦେଇଥିଲା ଓଡ଼ିଶାର ପ୍ରଜ୍ଞାପନ ମେଢ। ଏଥିରେ କୋରାପୁଟ କଫି, ମହିଳାଙ୍କ ନେତୃତ୍ବ, ସେମି କଣ୍ଡକ୍ଟର, ତାରକସି ଓ ପଟ୍ଟଚିତ୍ର କାର୍ଯ୍ୟ ପ୍ରଦର୍ଶିତ…
Read More...

କେନ୍ଦ୍ର ମନ୍ତ୍ରୀଙ୍କ ଘରେ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ଏଲ. ମୁରୁଗାନଙ୍କ ବାସଭବନକୁ ଯାଇ ସମସ୍ତ ରୀତିନୀତି ସହିତ ପୂଜା କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ଏହି ପର୍ବ ଅବସରରେ ତାମିଲ ରୀତି ଅନୁସାରେ ପୂଜା…
Read More...

ବରଗଡ଼ ଧନୁଯାତ୍ରା ପାଇଁ ସରକାର ଦେବେ ୧ କୋଟି

ବରଗଡ଼: ବିଶ୍ୱପ୍ରସିଦ୍ଧ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ପାଇଁ ସରକାରଙ୍କ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ନିଷ୍ପତ୍ତି ହୋଇଛି। ତେବେ ୨୦୦ କଳାକାରଙ୍କୁ ୧୦ ହଜାର ଲେଖାଏ ସମ୍ମାନ ସୂଚକ ରାଶି ମିଳିବ।ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
Read More...

ବିଶ୍ୱର ସବୁଠାରୁ ଉଚ୍ଚ ରାମ ପ୍ରତିମୂର୍ତ୍ତି ଉନ୍ମୋଚନ

ଗୋଆ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦକ୍ଷିଣ ଗୋଆର ଶ୍ରୀସଂସ୍ଥାନ ଗୋକର୍ଣ୍ଣ ଜୀବୋତ୍ତମ ମଠରେ ଭଗବାନ ରାମଙ୍କର ୭୭ ଫୁଟ୍‌ ଉଚ୍ଚତା ବିଶିଷ୍ଟ ବ୍ରୋଞ୍ଜ ମୂର୍ତ୍ତିକୁ ଅନାବରଣ କରିଛନ୍ତି। ଗୁଜରାଟରେ ଷ୍ଟାଚ୍ୟୁ ଅଫ୍‌ ୟୁନିଟିର ଡିଜାଇନ୍‌ କରିଥିବା ଶିଳ୍ପୀ ରାମ ସୁତାର ଶ୍ରୀରାମଙ୍କ…
Read More...

ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ଅଯୋଧ୍ୟା: ଅଯୋଧ୍ୟାର ଶ୍ରୀରାମଙ୍କ ମନ୍ଦିରରେ ଉଡ଼ିଛି ଧର୍ମଧ୍ୱଜା। ଆଜି ଶୁଭ ମୁହୂର୍ତ୍ତରେ ବିରାଟକାୟ ଧର୍ମଧ୍ୱଜାଙ୍କୁ ବିଧିବଦ୍ଧ ଭାବେ ମନ୍ଦିରର ଚୂଡ଼ାରେ ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ମୋଦୀ କହିଛନ୍ତି ଧର୍ମଧ୍ବଜା ଭାରତୀୟ ସଭ୍ୟତାର ପୁନଃ ଜାଗରଣର…
Read More...

ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ପାରାଦୀପ: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଜଗତସିଂହପୁର ଜିଲ୍ଲାର ପାରାଦ୍ୱୀପ ବନ୍ଦରରେ ଆୟୋଜିତ ହୋଇଛି 'ବୋଇତ ବନ୍ଦାଣ ଉତ୍ସବ- ୨୦୨୫' । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଓଡ଼ିଶାର ଗାରିମାସମ୍ପନ୍ନ ନୌବାଣିଜ୍ୟ ପରମ୍ପରା…
Read More...

ପ୍ରତ୍ୟେକ ଗାଁର ଭାଗବତ ଟୁଙ୍ଗିର ହେବ ପୁନରୁଦ୍ଧାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପ୍ରତ୍ୟେକ ଓଡ଼ିଆ ଘରେ ଭାଗବତ ଏବଂ ପ୍ରତ୍ୟେକ ଗାଁର ଭାଗବତ ଟୁଙ୍ଗି ମାନଙ୍କର ପୁନରୁଦ୍ଧାର ଓ ପ୍ରତିଷ୍ଠା ହେବ। ଧର୍ମ ଜାଗରଣ ସମିତି, ଓଡ଼ିଶା ପକ୍ଷରୁ ଆଜି ଭୁବନେଶ୍ବର-କଟକ ରୋଡ ସ୍ଥିତ ତେରାପନ୍ଥ ଭବନ ଠାରେ ଆୟୋଜିତ ଶ୍ରୀମଦ୍ ଭାଗବତ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
Read More...