ପ୍ରମୁଖ ଖବର

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌
ବାଂଲାଦେଶ ନିର୍ବାଚନ: ବିଏନପିର ସଫଳତାରେ ତାରିକଙ୍କୁ ମୋଦୀଙ୍କ ଅଭିନନ୍ଦନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଆଜିଠୁ ପରୀକ୍ଷା ପରିଚାଳନା ହବ୍‌କୁ ଯିବ +୨ ପ୍ରଶ୍ନପତ୍ର
Browsing Category

ସଂସ୍କୃତି

ସୁଆଣ୍ଡୋରୁ ଆରମ୍ଭ ହେଲା ମହାପୁରୁଷଙ୍କ ଜନ୍ମପୀଠର ବିକାଶ

ଉତ୍କଳମଣିଙ୍କ ଜନ୍ମପୀଠର କାୟାକଳ୍ପ୧୫ ଫୁଟ ଉଚ୍ଚ ଗୋପବନ୍ଧୁଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତୀ, ଶିବ ମନ୍ଦିର, ସଂଗ୍ରାହାଳୟ, ଶିଶୁ ପାର୍କ, ପରିକ୍ରମା ରାସ୍ତା, ସୂଚନା କେନ୍ଦ୍ରସୁଆଣ୍ଡୋରୁ ଆରମ୍ଭ ହେଲା ମହାପୁରୁଷଙ୍କ ଜନ୍ମପୀଠର ବିକାଶ କାର୍ଯ୍ୟକ୍ରମ, ୫-ଟି ଉପକ୍ରମରେ ରାଜ୍ୟର ସବୁ
Read More...

ଆଜିଠାରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ଆଦିବାସୀ ମେଳା

ଭୁବନେଶ୍ୱର: ଭୁବନେଶ୍ବର ୟୁନିଟ୍‌‌-୧ ଆଦିବାସୀ ପଡ଼ିଆରେ ଆରମ୍ଭ ହେଲା ରାଜ୍ୟସ୍ତରୀୟ ଆଦିବାସୀ ମେଳା । ମେଳାକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଦିବାସୀ ମହିଳାଙ୍କ ସହ ଫଟୋ ଉଠାଇଥିଲେ । ଷ୍ଟଲ୍ ବୁଲି ଆଦିବାସୀ ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ
Read More...

ମହାଶିବରାତ୍ରୀ ପାଇଁ ସମସ୍ତ ଶୈବପୀଠ ଆଜି ଉତ୍ସବମୁଖର

ଭୁବନେଶ୍ବର; ପବିତ୍ର ମହାଶିବରାତ୍ରୀ ପାଇଁ ଉତ୍ସବମୁଖର ହୋଇପଡିଛି ଶ୍ରୀଲିଙ୍ଗରାଜ ମନ୍ଦିର ସମେତ ରାଜ୍ୟର ସମସ୍ତ ଶୈବପୀଠ । ରାଜଧାନୀର ଲିଙ୍ଗରାଜ ମନ୍ଦିର, କଟକର ଧବଳେଶ୍ବର, ଗଡ଼ଗଡ଼େଶ୍ବର ପୀଠ, ଭଦ୍ରକର ଆଖଣ୍ଡଳମଣି, ଢେଙ୍କାନାଳର କପିଳାସ, ନୟାଗଡ଼ର ଲଡ଼ୁବାବା ପୀଠ, ସମ୍ବଲପୁରର ପ୍ରସିଦ୍ଧ
Read More...

ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ

ପୁରୀ: ଆଜି ହେଉଛି ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ପବିତ୍ର ପଙ୍କୋଦ୍ଧାର ଏକାଦଶୀ। ପୁରୀର ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିର ଆଜି ଚଳଚଞ୍ଚଳ ହୋଇପଡ଼ିଛି। ଏଠାରେ ହଜାର ହଜାର ଭକ୍ତଙ୍କ ସମାଗମ ହେବାର ଆକଳନ କରାଯାଇଛି। ବର୍ଷର ଏହି ଗୋଟିଏ ଦିନ ପ୍ରଭୁ ଶ୍ରୀଲୋକନାଥଙ୍କ
Read More...

ଦୁଇ ଦିନ ଓଡିଶାରେ ରହି ଫେରିଗଲେ ରାଷ୍ଟ୍ରପତି

ଭୁବନେଶ୍ବର; ଆଜି ସକାଳୁ କଡା ସୁରକ୍ଷା ଭିତରେ ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ପହଞ୍ଚିଥିଲେ ରାଷ୍ଟ୍ରପତି । ଆଦିବାସୀ ନୃତ୍ୟଗୀତରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରାଯାଇଥିଲା । ତେବେ ପୂଜା କରିବା ପୂର୍ବରୁ ବିନ୍ଦୁ ସାଗରରେ ପାଦ ଧୋଇ ଖାଲି ପାଦରେ ଚାଲି ଚାଲି ମନ୍ଦିରରେ ପ୍ରବେଶ କରିଥିଲେ
Read More...

ଯାଜପୁର ଜିଲ୍ଲା ମହୋତ୍ସବ ଉଦ୍‌ଘାଟିତ

ଯାଜପୁର ଓଡିଶାର ଏକ ନମ୍ବର ଜିଲ୍ଲା ହେବ – ମୁଖ୍ୟମନ୍ତ୍ରୀଯାଜପୁର ବିଭିନ୍ନ ଧର୍ମ, ଆଧ୍ୟାତ୍ମିକ ଓ ଦର୍ଶନ ତତ୍ତ୍ବର ସଂଗମ ସ୍ଥଳ ଯାଜପୁର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଯାଜପୁର ଜିଲ୍ଲା ମହୋତ୍ସବ ୨୦୨୩ ଉଦ୍‌ଘାଟନ କରିଛନ୍ତି । ଏହି
Read More...

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ; ଆଜି ଫାଲଗୁନ କୃଷ୍ଣ ପକ୍ଷ ତୃତୀୟା ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ହେବେ ତିନିଠାକୁର। ଦତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।
Read More...

ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ ପକାଇଲେ ଶ୍ରଦ୍ଧାଳୁ

କୋଣାର୍କ: ଆଜି ପବିତ୍ର ମାଘ ସପ୍ତମୀ ତିଥିରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ପରମ୍ପରା ଅନୁସାରେ ଗତକାଲି ତିନି ଠାକୁର କୋଣାର୍କର ତ୍ରିବେଣୀଶ୍ୱର, ଐଶାନେଶ୍ୱର ଓ ଦକ୍ଷିଣେଶ୍ୱର ମହାଦେବ ରାତିରେ ବିମାନ ବିଜେ କରିଥିଲେ। ମଧ୍ୟରାତ୍ରରେ ଭୋଗ ମଣ୍ଡପରେ ଭୋଗ ଖାଇଥିଲେ।
Read More...

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ

ପୁରୀ; ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ ଅନୁଷ୍ଠିତ ହେବ । ମୁଣ୍ଡ ଠାରୁ ପାଦ ପର୍ଯ୍ୟନ୍ତ ପଦ୍ମଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ମାଘମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ଶ୍ରୀପଂଚମୀ ମଧ୍ୟରେ ଯେଉଁଦିନ ବୁଧବାର କିମ୍ବା ଶିବାର ପଡ଼ିଥାଏ ସେହିଦିନ ମହାପ୍ରଭୁଙ୍କର ଏହି
Read More...

ରାଜପଥରେ ମୁଖ୍ୟ ଆକର୍ଷଣ ହେବ ପୁରୀର ସାହିଯାତ

ଭୁବନେଶ୍ୱର: ଚଳିତବର୍ଷ ସାଧାରଣତନ୍ତ୍ର ଦିବସରେ ଓଡ଼ିଶୀ ନୃତ୍ୟରେ ନାଚିବ ନୂଆଦିଲ୍ଲୀର ରାଜପଥ। ମୁଖ୍ୟ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିବ ପୁରୀର ସାହିଯାତ ଏବଂ କେନ୍ଦୁଝରର ଝୁମର ନୃତ୍ୟ । କଟକ ଏବଂ ଭୁନେଶ୍ବରରେ ଥିବା ଓଡ଼ିଶୀ ନୃତ୍ୟାନୁଷ୍ଠାନ ମାନଙ୍କରୁ ମୋଟ ୯ ଜଣ ଓଡ଼ିଶୀ ନୃତ୍ୟ ଶିଳ୍ପୀ
Read More...