ପ୍ରମୁଖ ଖବର

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌
ବାଂଲାଦେଶ ନିର୍ବାଚନ: ବିଏନପିର ସଫଳତାରେ ତାରିକଙ୍କୁ ମୋଦୀଙ୍କ ଅଭିନନ୍ଦନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଆଜିଠୁ ପରୀକ୍ଷା ପରିଚାଳନା ହବ୍‌କୁ ଯିବ +୨ ପ୍ରଶ୍ନପତ୍ର
Browsing Category

ସଂସ୍କୃତି

ଆଜିଠୁ ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

ବରଗଡ; ଆଜିଠୁ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ । ନବବଧୂ ପରି ସଜେଇ ହୋଇଛି ମଥୁରା ପାଲଟିଥିବା ବରଗଡ଼ ସହର । ଅନ୍ୟପଟେ ଗୋପପୁର ପାଲଟିଥିବା ଅମ୍ବାପାଲିରେ ମଧ୍ୟ ଉତ୍ସାହର ମାହୋଲ । ଆଜିଠାରୁ ଜାନୁଆରୀ ୬ ତାରିଖ ପର୍ଯ୍ୟନ୍ତ ୧୧ଦିନ ଧରି ବିଶ୍ଵର ସର୍ବ ବୃହତ ରଙ୍ଗ ମଞ୍ଚରେ
Read More...

ସଚିବ ୫-ଟି ଙ୍କ ପୁରୀ, କୋଣାର୍କ ଓ କାକଟପୁର ପରିଦର୍ଶନ

ମା ମଙ୍ଗଳା ପୀଠ ର ହେବ ଉନ୍ନତିକରଣପନ୍ଦର ଦିନରେ ଯୋଜନା ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ.ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ କାମ ଜୁନ୍ ୨୩ ସୁଦ୍ଧା ଶେଷ ହେବ .କୋଣାର୍କ ଚନ୍ଦ୍ରଭାଗା ରାସ୍ତା ସମ୍ପ୍ରସାରଣ ଏପ୍ରିଲ ୨୦୨୩ ସୁଦ୍ଧା ଶେଷ କରିବାକୁ ନିର୍ଦ୍ଦେଶ . ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ
Read More...

ହନୁମାନଙ୍କ କୃପାରୁ ଯୋଡ଼ି ହୁଏ ଲୋକଙ୍କ ଭଙ୍ଗା ହାଡ଼

ମଧ୍ୟପ୍ରଦେଶ; ଭାରତ ଏକ ଧାର୍ମିକ ଦେଶ । ଏଠାରେ କିଛି ମନ୍ଦିର ଏପରି ବି ଅଛି, ଯାହାକୁ ଚମତ୍କାରୀ ବୋଲି କୁହାଯାଏ। କେତେକ ମନ୍ଦିରରେ ଅନେକ ରହସ୍ୟ ଲୁଚି ରହିଛି, ଯାହା ଉପରୁ ଆଜି ପର୍ଯ୍ୟନ୍ତ ବି ପରଦା ଉଠିପାରିନାହିଁ। ହିନ୍ଦୁ ଧର୍ମରେ ୩୩ କୋଟି ଦେବା ଦେବୀ ଅଛନ୍ତି । ସେମାନଙ୍କ ମଧ୍ୟରେ
Read More...

ମଙ୍ଗଳନାଥଙ୍କୁ ପୂଜା କଲେ ଦୂର ହୋଇଥାଏ ମଙ୍ଗଳ ଦୋଷ

ଉଜ୍ଜୟିନୀ; ଉଜ୍ଜୟିନୀକୁ ମହାକାଳଙ୍କ ନଗରୀ କୁହାଯାଇଥାଏ । ଏହି ପବିତ୍ର ସ୍ଥାନରେ ବହିଯାଇଛି ସିପ୍ରା ନଦୀ । ଏହି ପବିତ୍ର ତଟର ପାଦ ଦେଶରେ ଅମଙ୍ଗଳକୁ ମଙ୍ଗଳରେ ପରିବର୍ତ୍ତନ କରିବା ପାଇଁ ପୂଜା ପାଇଥାନ୍ତି ଭଗବାନ ମଙ୍ଗଳନାଥ । ଦେଶରେ ମଙ୍ଗଳ ଭଗବାନଙ୍କର ଅନେକ ମନ୍ଦିର ରହିଛି କିନ୍ତୁ ଭଗବାନ
Read More...

ଶ୍ମଶାନର ଚିତା ଉପରେ ଠିଆ ହୋଇଛନ୍ତି ମା ଶ୍ୟାମାକାଳୀ

ବିହାର; ଭାରତରେ ଅନେକ ରହସ୍ୟମୟୀ ମନ୍ଦିର ରହିଛି। ରହସ୍ୟ ବି ଏମିତି ଯାହା ଶହ ଶହ ବର୍ଷ ପୁରୁଣା । ନିଜର ସ୍ବତନ୍ତ୍ର ମାନ୍ୟତାକୁ ନେଇ ମନ୍ଦିରମାନ ପ୍ରସିଦ୍ଧି ଲାଭ ମଧ୍ୟ କରିଛନ୍ତି । ଦେଶର ଭିନ୍ନ ଭିନ୍ନ ମନ୍ଦିର ମାନଙ୍କ ମଧ୍ୟରୁ ବିହାର ମଧ୍ୟ ବାଦ୍‌ ପଡ଼ିନି । ବିହାରର ଦରଭଙ୍ଗାରେ ଶବର ଚିତା
Read More...

ନୂଆ ରୂପ ପାଇବ ପୁରୀର ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ମାଷ୍ଟରପ୍ଲାନ ଅନୁମୋଦିତବର୍ଷକ ମଧ୍ୟରେ ଉଭୟ କାମ ସଂପୂର୍ଣ୍ଣ ହେବଉଭୟ ମନ୍ଦିରର ସେବାୟତମାନେ ଖୁସି, ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପୁରୀ; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀର ଶ୍ରୀ ଲୋକନାଥ ମନ୍ଦିର ଓ ବ୍ରହ୍ମଗିରିର ଅଲାରନାଥ ପୀଠର ଉନ୍ନତି
Read More...

ଆଜିଠୁ ଆରମ୍ଭ ହେଲା କଟକ ବିଶ୍ବ ପ୍ରସିଦ୍ଧ ବାଲିଯାତ୍ରା

କଟକ: ଆଜିଠୁ ଆରମ୍ଭ ହୋଇଯାଇଛି ବିଶ୍ୱ ପ୍ରସିଦ୍ଧ କଟକ ବାଲିଯାତ୍ରା । କରୋନା ଯୋଗୁଁ ୨ ବର୍ଷ ପରେ ଯାତ୍ରା ହେଉଥିବାରୁ ବହୁ ସଂଖ୍ୟାରେ ଲୋକଙ୍କ ସମାଗମ ହେବ। ମହାନଦୀ ପଠାରେ ୯ ଦିନ ଧରି ଚାଲିବ ଏହି ମେଳା ।ଏଥର ୧୪୦୦ ଷ୍ଟଲ ଓ ୨ ହଜାରରୁ ଅଧିକ ବ୍ୟବସାୟୀଙ୍କୁ ନେଇ ହେଉଛି ଏହି ବାଲିଯାତ୍ରା
Read More...

ଆସନ୍ତା କାଲି ଚନ୍ଦ୍ରଗ୍ରହଣ, କଣ କହୁଛି ଜ୍ୟୋତିଷଶାସ୍ତ୍ର..

ପୁରୀ; ଆସନ୍ତା କାଲି ଅର୍ଥାତ୍ ତା୦୮-୧୧-୨୦୨୨ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମାରେ ହେଉଥିବା ରାହୁଗ୍ରସ୍ତ ପୂର୍ଣ୍ଣଗ୍ରାସ ଗ୍ରସ୍ତୋଦୟ ଚନ୍ଦ୍ରଗ୍ରହଣ ଓଡ଼ିଶା ଓ ଭାରତକୁ ଦୃଶ୍ୟ ହେବ । କିନ୍ତୁ ଆଂଶିକ ଓ ସଂପୂର୍ଣ୍ଣ ଗ୍ରହଣର ଆରମ୍ଭ ପର୍ଯ୍ୟାୟ ଚନ୍ଦ୍ରୋଦୟ ପୂର୍ବରୁ ଘଟୁଥିବାରୁ ଭାରତରେ
Read More...

ବୈକୁଣ୍ଠ ଚତୁର୍ଦ୍ଦଶୀରେ ଶ୍ରୀଜିଉଙ୍କ ଡାଳିକିଆ ବେଶ ସହ ଧବଳେଶ୍ବରଙ୍କ ରାଜାରାଜେଶ୍ବର ବେଶ

ପୁରୀ; ଆଜି କାର୍ତ୍ତିକ ମାସ ଚତୁର୍ଦ୍ଦଶୀରେ ରେ ଶ୍ରୀଜିଉଙ୍କର ଚିତାକର୍ଷକ ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶ ହୋଇଛି ।ବାଙ୍କଚୁଡ଼ା ଓ ତ୍ରିବିକ୍ରମ ବେଶ ବେଳେ ମହାପ୍ରଭୁଙ୍କ ଠାରେ ଲାଗି ହୋଇଥିବା ବିଭିନ୍ନ ପ୍ରକାର ସ୍ୱର୍ଣ୍ଣ ଅଳଙ୍କାର ଲକ୍ଷ୍ମୀନୃସିଂହ ବେଶରେ ମଧ୍ୟ ଲାଗିଥାଏ। ଏହି ବେଶରେ
Read More...

ବଡସିଂହାର ବେଶରେ ଦର୍ଶନ ଦେଲେ ବାବା ଧବଳେଶ୍ବର

ଆଠଗଡ଼: ବିଶେଷ ରୀତିନୀତି ସହ ଆଠଗଡ଼ ଧବଳେଶ୍ବରଙ୍କ ପୀଠରେ ପାଳନ ହେଉଛି ପବିତ୍ର ବଡ଼ଓଷା। ବଡ଼ସିଂହାର ବେଶରେ ଦର୍ଶନ ଦେଇଛନ୍ତି ବାବା ଧବଳେଶ୍ବର । ଆଜି ମଧ୍ୟରାତ୍ରରେ ବାବାଙ୍କ ନିକଟରେ ଗଜଭୋଗ ଲାଗି କରାଯିବ । ତ୍ରୟୋଦଶୀ ତିଥି ତୃତୀୟ ପ୍ରହର ଓ ଚତୁର୍ଦ୍ଦଶୀ ସନ୍ଧିକ୍ଷଣରେ ଗଜଭୋଗ ଲାଗି
Read More...