Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍ ଜୋନ୍
ବାଂଲାଦେଶ ନିର୍ବାଚନ: ବିଏନପିର ସଫଳତାରେ ତାରିକଙ୍କୁ ମୋଦୀଙ୍କ ଅଭିନନ୍ଦନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଆଜିଠୁ ପରୀକ୍ଷା ପରିଚାଳନା ହବ୍କୁ ଯିବ +୨ ପ୍ରଶ୍ନପତ୍ର
Browsing Category
ସଂସ୍କୃତି
ବଦଳିବ ମହାକଳେଶ୍ବର ମନ୍ଦିରର ରୂପରେଖ, ଖର୍ଚ୍ଚ ହେବ ୮୫୦ କୋଟି
ଆଜି ମହାକାଳ କରିଡରର ଉଦଘାଟନପ୍ରକଳ୍ପକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀବିକାଶ ପାଇଁ ଖର୍ଚ୍ଚ ହେବ ୮୫୦ କୋଟି
ଉଜ୍ଜୟିନୀ; ଭାରତର ୧୨ ଜୋର୍ତିଲିଙ୍ଗ ମଧ୍ୟରୁ ଅନ୍ୟତମ ହେଉଛି ଉଜ୍ଜୟିନୀର ମହାକାଳେଶ୍ୱର ମନ୍ଦିର । ଆଜି ବିଶ୍ବ ପ୍ରସିଦ୍ଧ ମହାକାଳ କରିଡରର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ।!-->!-->!-->…
Read More...
Read More...
ଆରମ୍ଭ ହେଲା ମାଆ ଗଜଲକ୍ଷ୍ମୀ ପୂଜା
ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହୋଇଛି ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା । ଘଣ୍ଟଘଣ୍ଟା ନାଦରେ ମାଙ୍କୁ ଆବାହନ କରୁଛନ୍ତି ଭକ୍ତ । ଦୀର୍ଘ ୨ ବର୍ଷର କରୋନା କଟକଣା ପରେ ପୂର୍ଣ୍ଣ ମାତ୍ରାରେ କରାଯାଉଛି ମା’ ଧନଦାତ୍ରୀଙ୍କ ପୂଜାର ଆୟୋଜନ । ମାଙ୍କ ଆଗମନରେ ଦୁଲୁକୁଛି କେନ୍ଦ୍ରାପଡ଼ା ଓ ଢେଙ୍କାନାଳ!-->…
Read More...
Read More...
ଶ୍ରୀଅଲାରନଥଙ୍କ ପୀଠର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୫-ଟି ସଚିବଙ୍କ ଶ୍ରୀଅଲାରନାଥ ମନ୍ଦିର ପରିଦର୍ଶନ ୧୫ ଦିନ ମଧ୍ୟରେ ବିକାଶ ପାଇଁ ମାଷ୍ଟର ପ୍ଲାନ୍ ପ୍ରସ୍ତୁତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ (୫-ଟି) ଶ୍ରୀ ଭି.କେ ପାଣ୍ଡିଆନ୍ ଆଜି ପୁରୀଠାରୁ ପ୍ରାୟ 20 କିଲୋମିଟର ଦୂରରେ ଥିବା ବ୍ରହ୍ମଗିରିର!-->!-->!-->…
Read More...
Read More...
ବନ୍ଦ ରହିବ ଜଗା ଦର୍ଶନ
ଆସନ୍ତାକାଲି ତା୩.୮.୨୦୨୨ ରିଖ ବୁଧବାର,ଶ୍ରାବଣ-ଶୁକ୍ଳ ପଞ୍ଚମୀ ମଳତିଥିରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ସର୍ବସାଧାରଣ ଦର୍ଶନ ଆପାତତଃ ଅପରାହ୍ନ ଘ. ୫.୦୦ ରୁ ରାତ୍ର ଘ.୯.୦୦ ଟା ପର୍ଯ୍ୟନ୍ତ ବନ୍ଦ ରହିବ ।
Read More...
Read More...
ଏକାଦଶୀରେ ରଥ ଉପରେ ସୁନାବେଶରେ ଦର୍ଶନ ଦେଲେ ମହାପ୍ରଭୁ
ପୁରୀ: ସୁନାବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ । ବାହୁଡା ଏକାଦଶୀରେ ରଥଉପରେ ମହାପ୍ରଭୁ ସୁନାବେଶ ହୋଇଛନ୍ତି । ଜନ୍ମବେଦୀରୁ ଫେରିବା ପରେ ସିଂହଦ୍ୱାରରେ ଏହି ବେଶ ଅନୁଷ୍ଠିତ ହୋଇଛି । ବର୍ଷରେ ୫ ଥର ମହାପ୍ରଭୁଙ୍କ ସୁନାବେଶର ପରମ୍ପରା ରହିଥିବା ବେଳେ ରଥ ଉପରେ ଥରେ ଏହି ବେଶ!-->…
Read More...
Read More...
ଆସନ୍ତାକାଲି ଶ୍ରୀଜିଉଙ୍କ ବାହୁଡ଼ା ଯାତ୍ରା
ପୁରୀ: ଆସନ୍ତାକାଲି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଏଥିପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। । ଆଜି ଆଡ଼ପ ମଣ୍ଡପରେ ନବମୀ ଦର୍ଶନ ବା ସଂଧ୍ୟା ଦର୍ଶନ । ନୀତିକାନ୍ତିକୁ ଶୃଙ୍ଖଳିତ କରିବା ପାଇଁ ଆଲୋଚନା ହୋଇଛି । ସକାଳୁ ନୀତି ପରେ ଦିନ ତମାମ ଚାଲିବ ଦର୍ଶନ । ଶ୍ରୀମନ୍ଦିର!-->…
Read More...
Read More...
ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ
ପୁରୀ: ଶ୍ରୀଗୁଣ୍ଡିଚା ମନ୍ଦିର ଆଗରେ ଲାଗିଲା ତିନି ରଥ । ନିର୍ଦ୍ଧାରିତ ସମୟର ଯଥେଷ୍ଟ ପୂର୍ବରୁ ଶରଧା ବାଲିରେ ତାଳଧ୍ବଜ, ଦର୍ପଦଳନ, ନନ୍ଦିଘୋଷ ତିନି ରଥ ଲାଗିଛନ୍ତି । ଶ୍ରୀଗୁଣ୍ଡିଚା ଆଗରେ ଭକ୍ତ- ଭଗବାନ ଏବେ ଏକାକାର । ଦୀର୍ଘ ଦୁଇ ବର୍ଷ ପରେ ଭଗବାନଙ୍କୁ ପାଖରେ ପାଇ ଭକ୍ତ ଭାବ ବିହ୍ବଳ!-->…
Read More...
Read More...
ରଥଯାତ୍ରା ପାଇଁ ବସିବ ସମନ୍ବୟ କମିଟି ବୈଠକ
ପୁରୀ: ଆଜି ମହାପ୍ରଭୁଙ୍କ ରଥଯାତ୍ରା ୨୦୨୨ ପ୍ରସ୍ତୁତିର ସମୀକ୍ଷା ବୈଠକ ପୂର୍ବାହ୍ନ ସାଢ଼େ ୧୧ଟାରେ ବସିବ। ଏଥିରେ ଭୁବନେଶ୍ୱରରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସରେ ରହି ଆଲୋଚନାରେ ଯୋଗଦେବେ । ପୁରୀରେ ପୌର ସଦନ ସମ୍ମିଳନୀ କକ୍ଷରେ ଅନ୍ୟ ସମସ୍ତ ବରିଷ୍ଠ ଅଫିସରମାନେ!-->…
Read More...
Read More...
ଝଲସିବ ମା’ ଶାରଳା ମନ୍ଦିର: ଖର୍ଚ୍ଚ ହେବ ୪୨ କୋଟି
ଭୁବନେଶ୍ବର; ରାଜ୍ୟର ପ୍ରାଚୀନ ଶକ୍ତିପୀଠ ମା’ ତାରାତାରିଣୀ ଓ ମା’ କଟକ ଚଣ୍ଡୀଙ୍କ ପରେ ଝଙ୍କଡ଼ସ୍ଥିତ ଶାରଳା ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ମାଷ୍ଟରପ୍ଲାନକୁ ଅନୁମୋଦନ କରିଛନ୍ତି । ପ୍ରଥମ!-->…
Read More...
Read More...
କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
୭୦ କୋଟି ଟଙ୍କା ଖର୍ଚ୍ଚ ହେବ, ଏକ ବର୍ଷରେ କାମ ସରିବ।ସଫଳ ରୂପାୟନ ପାଇଁ କଟକ ବାସୀଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ
କଟକ: କଟକର ଅଧିଷ୍ଠାତ୍ରୀ ଦେବୀ ମା କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ । ଏଥିପାଇଁ ଖର୍ଚ୍ଚ ହେବ ୭୦ କୋଟି ଟଙ୍କା । ଭକ୍ତମାନଙ୍କ!-->!-->!-->…
Read More...
Read More...