ପ୍ରମୁଖ ଖବର

୫ ବର୍ଷରେ ଓଡ଼ିଶାରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଧାନ କିଣାକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର, ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ
ଜୁଜୁମୁରାରେ ମର୍ମନ୍ତୁଦ ଦୁର୍ଘଟଣା: ସରକାରୀ ବସ୍‌-ଟ୍ରକ୍‌ ଧକ୍କାରେ ୨ ମୃତ, ୧୧ ଆହତ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଅଲୱାରର ତେଲ ପ୍ୟାକିଂ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଭିତରେ ଅଘଟଣ, ବୟସ୍କ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ
Browsing Category

ସଂସ୍କୃତି

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ

ପୁରୀ: ଅକ୍ଟୋବର ୭ରୁ ହବିଷ ବ୍ରତ ଆରମ୍ଭ ହେବ। ମାସେ ଧରି ବ୍ରତ ପାଳନ କରିବେ ହବିଷ୍ଯାଳୀ। ଚଳିତ ବର୍ଷ ପୁରୀରେ ହବିଷ୍ୟାଳୀଙ୍କ ପାଇଁ ଆରମ୍ଭ ହୋଇଛି ପଞ୍ଜିକରଣ ପକ୍ରିୟା। ଆସନ୍ତା ୧୯ତାରିଖ ପୂର୍ବାହ୍ନ ୧୦ ଠାରୁ ଧାର୍ଯ୍ୟ ଲକ୍ଷ ପୂରଣ ହେବା ପର୍ଯ୍ୟନ୍ତ ଅନଲାଇନରେ ନିଜର ନାଁ ପଞ୍ଜିକରଣ କରିବା
Read More...

ନଭେମ୍ୱର ୫ରୁ ଆରମ୍ଭ କଟକର ଐତିହାସିକ ବାଲିଯାତ୍ରା

କଟକ: ନଭେମ୍ୱର ୫ରୁ ଆରମ୍ଭ କଟକର ଐତିହାସିକ ବାଲିଯାତ୍ରା। ନଭେମ୍ୱର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ ହେବ ବାଲିଯାତ୍ରା। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏଥର ଉପର ନୁହେଁ, କେବଳ ତଳ ପଡ଼ିଆରେ ଷ୍ଟଲ୍ ପଡିବ। ଅନ୍ୟପଟେ ଚଳିତଥର ବାଲିଯାତ୍ରା ନାଁ ହେବ
Read More...

ଶ୍ରୀମନ୍ଦିର ନାଟମଣ୍ଡପରୁ ହେବ ଧାଡି ଦର୍ଶନ

ପୁରୀ: ଖୁବ ଶୀଘ୍ର ଶ୍ରୀମନ୍ଦିର ନାଟମଣ୍ଡପରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା । ଧାଡ଼ି ଦର୍ଶନ ବ୍ୟବସ୍ଥାକୁ ଖୁବଶୀଘ୍ର କାର୍ଯ୍ୟକାରୀ କରାଯିବାକୁ ନେଇ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଅନୁମୋଦନ କରାଯାଇଛି। ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ଶେଷ ହୋଇଛି ।
Read More...

ନୂଆଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତି ଓ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ହେଉଛି ପବିତ୍ର ନୂଆଁଖାଇ। ପଶ୍ଚିମ ଓଡିଶାର କୃଷି ଭିତ୍ତିକ ଗଣପର୍ବ। ସାରା ରାଜ୍ୟରେ ଧୁମଧାମରେ ପାଳନ ହେଉଛି ଗଣପର୍ବ ନୂଆଖାଇ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
Read More...

ମା’ ସମଲେଶ୍ୱରୀଙ୍କ ପାଖରେ ଲାଗି ହେଲା ନବାନ୍ନ

ସମ୍ବଲପୁର: ଗଣପର୍ବ ନୂଆଖାଇ ପାଇଁ ଉତ୍ସବମୁଖର ହୋଇଉଠିଛି ପଶ୍ଚିମ ଓଡ଼ିଶା। ଏହି ପରିପ୍ରେକ୍ଷୀରେ ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଇଙ୍କ ନିକଟରେ ଗୁରୁବାର ଲାଗି ହୋଇଛି ନବାନ୍ନ। ଏହା ପରେ ବଲାଙ୍ଗୀରରେ ଥିବା ମା’ ପାଟଣେଶ୍ବରୀଙ୍କ ନିକଟରେ ମଧ୍ୟ ଆଜି ନବାନ୍ନ ଲାଗି ହୋଇଛି। ଧାର୍ଯ୍ୟ
Read More...

ଗଶେଣ ଚତୁର୍ଥୀରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ବୁଧବାର ଗଣେଶ ଚତୁର୍ଥୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ରେ ଏକ ପୋଷ୍ଟରେ ଏହି ପବିତ୍ର ଅବସରରେ ସମସ୍ତଙ୍କ ମଙ୍ଗଳ ଏବଂ ସମୃଦ୍ଧି କାମନା କରିଛନ୍ତି।ସେ ଲେଖିଛନ୍ତି,
Read More...

ଆଗାମୀ ସୁନାବେଶରେ ଲାଗିବ ନୂଆ ଅଳଙ୍କାର: ଆଇନ ମନ୍ତ୍ରୀ

ପୁରୀ: ଆଗାମୀ ଦିନରେ ମହାପ୍ରଭୁଙ୍କ ସୁନାବେଶରେ ଲାଗିବ ନୂଆ ଅଳଙ୍କାର। ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ରତ୍ନଭଣ୍ଡାରର କୌଣସି ଅଳଙ୍କାର ଏଥିରେ ବ୍ୟବହାର ହେବନି। ନୂଆ ଅଳଙ୍କାର ନେଇ ସରକାର ବ୍ୟବସ୍ଥା କରିବେ ଏବଂ ଭକ୍ତଙ୍କୁ ସ୍ବର୍ଣ୍ଣ ଦାନ ପାଇଁ ଅନୁରୋଧ କରାଯିବ ବୋଲି
Read More...

ସରିଲା ଶ୍ରୀଜିଉଙ୍କ ଅଧରପଣା ନୀତି

ପୁରୀ: ସରିଲା ଶ୍ରୀଜିଉଙ୍କ ଅଧରପଣା ନୀତି। ୯ଟି ହାଣ୍ଡିରେ ପଣା କରାଯାଇ ଶ୍ରୀଜିଉଙ୍କୁ ଲାଗି ହେଲା। ଲାଗି ପରେ ଅଶରୀରୀଙ୍କ ତୃପ୍ତି ପାଇଁ ଭଙ୍ଗାଗଲା ହାଣ୍ଡି । ଦର୍ଶନ ସହ ମୁକ୍ତି ପାଇଁ ଘୁରି ବୁଲୁଥାନ୍ତି ଚଣ୍ଡୀଚାମୁଣ୍ଡା। ତୃପ୍ତ କରିବା ପାଇଁ ରଥାରୁଢ଼ ଶ୍ରୀବିଗ୍ରହଙ୍କ ପାଖରେ ଲାଗିହେଲା।
Read More...

ଆଜି ମହାପ୍ରଭୁଙ୍କ ସୁନାବେଶ

ପୁରୀ: ଆଜି ମହାବାହୁଙ୍କ ସୁନାବେଶ। ମହଣ ମହଣ ସୁନାରେ ଆଭୂଷିତ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀଜିଉଙ୍କ ସମସ୍ତ ଚିତ୍ତାକର୍ଷକ ବେଶ ମଧ୍ୟରେ ସୁନାବେଶ ଅର୍ଥାତ ବଡ ତଢାଉ ବେଶ ଅନ୍ୟତମ। ଜଗତର ନାଥ, ଶ୍ରୀକ୍ଷେତ୍ରାଧିପତି ଶୃଙ୍ଗାର ପ୍ରିୟ ମହାପ୍ରଭୁଙ୍କ ଆଜି ଦୁର୍ଲ୍ଲଭ ସୁନାବେଶ। ମହଣ ମହଣ
Read More...

ଆରମ୍ଭ ହେଲା ରଥଟଣା

ପୁରୀ: ଆଜି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା । ଶ୍ରୀମନ୍ଦିର ଅଭିମୁଖେ ଚତୁର୍ଦ୍ଧାମୂର୍ତ୍ତି । ଜନ୍ମବେଦୀରେ ଲୀଳାଖେଳା ସାରି ଗୁଣ୍ଡିଚା ମନ୍ଦିର ଛାଡ଼ି ଶ୍ରୀମନ୍ଦିର ଆସୁଛନ୍ତି । ଧାର୍ଯ୍ୟ ସମୟର ଏକ ଘଣ୍ଟା ପୂର୍ବରୁ ଆରମ୍ଭ ହେଲା ରଥଟଣା । ଗଡିଲା ବଡ ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ।
Read More...