ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’
Browsing Category

ସଂସ୍କୃତି

ଆଜି ଜନ୍ମବେଦୀକୁ ବିଜେ କରିବେ ମହାପ୍ରଭୁ

ପୁରୀରେ ସାମାନ୍ୟ କୋହଳ ହେଲା କର୍ଫ୍ୟୁ ପୁରୀ: ଶରଧାବାଲିରେ ତିନି ରଥ। ମହାମାରୀ କଟକଣା ଓ କର୍ଫ୍ୟୁ ଭିତରେ ବିନା ଭକ୍ତରେ ତିନି ରଥ ଶରଧା ବାଲିରେ ନିର୍ଦିଷ୍ଟ ସମୟ ପୂର୍ବରୁ ପହଞ୍ଚିଥିଲେ ମହାପ୍ରଭୁ। ଆଜି ଜନ୍ମବେଦୀକୁ ବିଜେ କରିବେ ମହାପ୍ରଭୁ। ଆଡପମଣ୍ଡପ ବିଜେ ପାଇଁ ଆରମ୍ଭ ହୋଇଯାଇଛି
Read More...

ଜନ୍ମବେଦୀକୁ ଯିବାକୁ ତର ତର ହେଉଛନ୍ତି ଠାକୁରେ

ପୁରୀ: ଦେଉଳ ଭିତରୁ ବାହାରି ଆସିଛନ୍ତି ଦିଅଁ । ହେଲେ ଚଳିତ ବର୍ଷ କରୋନା କାରଣରୁ ଭାବର ଦାଣ୍ଡରେ ନୁହେଁ ଘରେ ରହି ରଥଯାତ୍ରା ଦେଖୁଛି ଜଗତ। ଧାର୍ଯ୍ୟ ସମୟର ଯଥେଷ୍ଟ ପୂର୍ବରୁ ସରିଛି ଶ୍ରୀବିଗ୍ରହଙ୍କ ପହଣ୍ଡି ବିଜେ ନୀତି। ତିନି ରଥରେ ରଥାରୁଢ ହୋଇଛନ୍ତି ତିନି ଠାକୁର । ଧାଡ଼ି ପହଣ୍ଡିରେ
Read More...

ମହାପ୍ରଭୁଙ୍କ ପାଇଁ ସମସ୍ତେ ପ୍ରସ୍ତୁତ

ଶ୍ରୀକ୍ଷେତ୍ରରେ ହେବ ପୁଲିସ ଛାଉଣୀ, ବରିଷ୍ଠ ପୁଲିସ ଅଧିକାରୀ କଲେ ସମୀକ୍ଷାଆଜିଠାରୁ ହୋଟେଲ୍ ଛାଡି଼ିବେ, ଆସନ୍ତାକାଲିଠାରୁ ୪୮ ଘଣ୍ଟିଆ କର୍ଫ୍ୟୁ ଲାଗିବ ପୁରୀ: ଦିନକ ପରେ ମହାପ୍ରଭୁଙ୍କ ରଥଯାତ୍ରା। ଦେଉଳ ଭିତରୁ ବାହାରିବେ ପରଂବ୍ରହ୍ମ। ଏକାକାର ହେବେ ରଥ, ପଥ ଜଗନ୍ନାଥ। ଏଥିପାଇଁ
Read More...

ଝଲସୁଛନ୍ତି ମହାପ୍ରଭୁ

ଆଜି ମହାପ୍ରଭୁଙ୍କ ନବଯୌବନ ଦର୍ଶନ, ସାଧାରଣ ଲୋକଙ୍କ ପାଇଁ ଦର୍ଶନ ବନ୍ଦପନ୍ଦର ଦିନ ପରେ ପତିତପାବନଙ୍କୁ ଦେଖିବେ ଭକ୍ତ, ବାହୁଡା ବିଜେ କଲେ ପଟିଦିଅଁ ପୁରୀ: ଅଣସର ଘର ଗୁପ୍ତ ସେବା ପାଇ ଜ୍ୱରରୁ ସୁସ୍ଥ ହୋଇଛନ୍ତି ଦାରୁବ୍ରହ୍ମ ମହାପ୍ରଭୁ। ପନ୍ଦର ଦିନର ଅନବସରର ଗୁପ୍ତ ନୀତି ପରେ ଆଜି
Read More...

ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀରଥଯାତ୍ରା ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛିମହାପ୍ରଭୁଙ୍କ ନୀତିକାନ୍ତି ଓ କୋଭିଡ ନିୟମ ପାଳନକୁ ଗୁରୁତ୍ବ ଭୁବନେଶ୍ବର: ଚଳିତ ବର୍ଷ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚଳନା ପାଇଁ ରାଜ୍ୟ ସରକାରଙ୍କ
Read More...

ଆଜି ଶ୍ରୀଜୀଉଙ୍କ ଘଣାଲାଗି ନୀତି

ପୁରୀ: ଆଜି ଶ୍ରୀଜୀଉଙ୍କ ଅଣସର ତ୍ରୟୋଦଶୀରେ ଘଣାଲାଗି ନୀତି ଅନୁଷ୍ଠିତ ହେବ । ଗତକାଲି ଗଜପତି ମହାରାଜାଙ୍କୁ ସେବକମାନେ ମହାପ୍ରଭୁଙ୍କ ସୁସ୍ଥତାର ଖବର ଦେବା ସହ ରଥଯାତ୍ରାର ସୁପରିଚାଳନା ନେଇ ଆଲୋଚନା କରିଥିଲେ। ଆଜି ଅଣସର ଗୃହରେ ସମ୍ପୂର୍ଣ୍ଣ ଗୋପନୀୟ ଭାବେ ଶ୍ରୀଜୀଉଙ୍କୁ ଘଣା ଲାଗି ପରେ ଖଳି
Read More...

ରଥଯାତ୍ରାରେ ଛେରା ପହଁରା କରିବେ ଗଜପତି

ପୁରୀ: ଗଜପତି ମହାରାଜା ଦିବ୍ୟସିଂହ ଦେବ ରଥଯାତ୍ରା ଦିନ ଛେରା ପହଁରା କରିବେ। ଆଜି ନିଜେ ଗଜପତି ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ମହାରାଜା କହିଛନ୍ତି ଯେ ସ୍ନାନ ଯାତ୍ରାକୁ ନ ଯାଇ ଆମେ ରଥଯାତ୍ରାକୁ ଯିବାକୁ ନିଷ୍ପତ୍ତି ନେଇଛୁ। ଆମ ଦୃଷ୍ଟିରୁ ରଥଯାତ୍ରା ହେଉଛି ମହାପ୍ରଭୁଙ୍କର ମୁଖ୍ୟ
Read More...

ସୁସ୍ଥ ହେଲେ ମହାପ୍ରଭୁ

ପୁରୀ: ସ୍ନାନ କରି ଜ୍ବରରେ କମ୍ପୁଥିବା ମହାପ୍ରଭୁଙ୍କ ସ୍ବାସ୍ଥ୍ୟରେ ବଡ଼ ଉନ୍ନତି ଆସିଛି। ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ ଠାକୁର, ଦେବୀ ସୁଭଦ୍ରା ଓ ସୁଦର୍ଶନ ସମସ୍ତେ ସୁସ୍ଥ ହୋଇଛନ୍ତି।ଶତାଧିକ ଦଇତାପତି ମହାପ୍ରଭୁଙ୍କ ସେବାରେ ଲାଗିଥିଲେ। ଫୁଲୁରି ତେଲ ଓ ଦଶମୂଳ ବି ଲାଗି କରାଯାଇଥିଲା।
Read More...

କ୍ରିଷନ ଜଣାଇଲେ ରଥ ପ୍ରସ୍ତୁତି

ପୁରୀ: ମହାମାରୀ କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରା ବିନା ଭକ୍ତରେ ହେଉଥିବା ବେଳେ କେବେଳ ସେବାୟତ ଟାଣିବେ ମହାପ୍ରଭୁଙ୍କ ତିନି ରଥ । ଛତିଶା ନିଯୋଗ ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡାକ୍ତର କ୍ରିଷନ କୁମାର । ଗତବର୍ଷ ଭଳି କେବଳ ସେବାୟତ ମାନେ ହିଁ ଟାଣିବେ
Read More...

କାଲି ନିଷ୍ପତି, ଆଜି ବଦଳୁଛି!

ପୁରୀରେ ଛାତ ଉପରୁ ରଥଯାତ୍ରା ଦେଖିବା ମନା ପୁରୀ: ଶୃଙ୍ଖଳିତ ରଥଯାତ୍ରା ପାଇଁ ଦିନକ ପୂର୍ବରୁ ନିଆଯାଇଥିବା ନିଷ୍ପତିରେ ଆଜି କିଛି ପରିବର୍ତନ କରାଯାଇଛି। ପୁରୀ ବଡଦାଣ୍ଡରେ ଛାତ ଉପରୁ ରଥଯାତ୍ରା ଦେଖିବା ମନା। ବଡ଼ଦାଣ୍ଡର ଉଭୟ ପାର୍ଶ୍ବରେ ଥିବା ଘରର ଛାତ ଉପରେ କେହି ରହି ରଥଯାତ୍ରା
Read More...