Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍ ଜୋନ୍
ବାଂଲାଦେଶ ନିର୍ବାଚନ: ବିଏନପିର ସଫଳତାରେ ତାରିକଙ୍କୁ ମୋଦୀଙ୍କ ଅଭିନନ୍ଦନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଆଜିଠୁ ପରୀକ୍ଷା ପରିଚାଳନା ହବ୍କୁ ଯିବ +୨ ପ୍ରଶ୍ନପତ୍ର
Browsing Category
ସଂସ୍କୃତି
ମେ’ ୨ରେ ଖୋଲିବ ବାବା କେଦାରନାଥଙ୍କ ମନ୍ଦିର ଦ୍ୱାର
ଉତ୍ତରାଖଣ୍ଡ: ମେ ୨ ତାରିଖରେ ଆନୁଷ୍ଠାନିକ ଭାବରେ ଖୋଲିବ ଶ୍ରୀ କେଦାରନାଥ ଧାମର ଦ୍ୱାର। ହେଲେ ଏହା ପୂର୍ବରୁ ଶ୍ରୀ ବଦ୍ରିନାଥ ଧାମର ଦ୍ୱାର ମେ ୪ରେ ଖୋଲିବ ବୋଲି ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହି ସମୟରେ, ଶ୍ରୀ ମଦମହେଶ୍ୱର ମନ୍ଦିର (ଦ୍ୱିତୀୟ କେଦାର)ର ଦ୍ୱାର ମେ ୨୧ରେ ଖୋଲିବ!-->…
Read More...
Read More...
ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ,ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ମହାବିଷୁବ ପଣାସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆଗାମୀ ବର୍ଷ ଆପଣଙ୍କ ସ୍ବପ୍ନ ସାକାରର ବର୍ଷ ହେଉ। ଆପଣଙ୍କ ଜୀବନ ସୁଖ,!-->…
Read More...
Read More...
ଅଯୋଧ୍ୟାରେ ରାମଲଲାଙ୍କର ହେଲା ସୂର୍ଯ୍ୟ ତିଲକ
ନୂଆଦିଲ୍ଲୀ: ଆଜି ପବିତ୍ର ଶ୍ରୀରାମ ନବମୀ। ମର୍ଯ୍ୟାଦା ପୁରୁଷତ୍ତୋମ ଶ୍ରୀରାମଙ୍କ ଜନ୍ମ ଦିବସ। ଏହି ଅବସରରେ ଅଯୋଧ୍ୟାରେ ଉତ୍ସବର ମାହୋଲା ଲାଗିରହିଛି। ପ୍ରଭୁ ଶ୍ରୀରାମଙ୍କ ଜନ୍ମୋତ୍ସବ ପାଇଁ ରାମନଗରୀ ଚଳଚଞ୍ଚଳ ହୋଇଉଠିଛି। ରାମ ମନ୍ଦିରକୁ ରାମ ନବମୀ ଅବସରରେ ଭବ୍ୟ ରୂପେ ସଜାଯାଇଛି। ଏହି!-->…
Read More...
Read More...
ମେଘନାଦ ପାଚେରୀରେ ମଗରମୁଣ୍ଡ ଭାଙ୍ଗିବା ଘଟଣାରେ ନିଆଯିବ କାର୍ଯ୍ୟାନୁଷ୍ଠାନ
ପୁରୀ: ମେଘନାଦ ପାଚେରିରେ ଥିବା ଏକ ମଗରମୁଣ୍ଡକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭାଙ୍ଗି ଦିଆଯାଇଛି। ଏହାକୁ ନେଇ ଭକ୍ତ ଓ ସେବାୟତ ଏପରି କି ଏଏସ୍ଆଇ ପକ୍ଷରୁ ମଧ୍ୟ କ୍ଷୋଭ ପ୍ରକାଶ କରାଯାଇଛି। ଏଏସ୍ଆଇର ବିନା ଅନୁମତିରେ ଐତିହ୍ୟ କୀର୍ତ୍ତିରାଜି ଭାଙ୍ଗିବା ଘଟଣାକୁ ସହଜରେ କେହି ଗ୍ରହଣ!-->…
Read More...
Read More...
ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁରୀରେ ଲାଗିବ ଏଆଇ କ୍ୟାମେରା
ପୁରୀ: ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଏଥର ରଥଯାତ୍ରା ପାଇଁ ପୁରୀରେ ଏଆଇ କ୍ୟାମେରା ଲଗାଯିବାର ବ୍ୟବସ୍ଥା କରାଯାଇଛି। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ପୁରୀ ଏସ୍ପି ବିନିତ ଅଗ୍ରୱାଲ ସୂଚନା ଦେଇଛନ୍ତି। ଏଆଇ କ୍ୟାମେରା ପୁରୀ ରଥଯାତ୍ରାରେ ହେଉଥିବା!-->…
Read More...
Read More...
ପଞ୍ଜିକାରେ ଭୁଲ ତଥ୍ୟ ଦେଲେ ହେବ କାର୍ଯ୍ୟାନୁଷ୍ଠାନ
ପୁରୀ: ଆଉ ଭିନ୍ନ ଭିନ୍ନ ପଞ୍ଜିକାରେ ରହିବନି ଭିନ୍ନ ଭିନ୍ନ ତଥ୍ୟ। ଏବେ ସବୁ ପଞ୍ଜିକାରେ ପର୍ବପର୍ବାଣୀକୁ ନେଇ ରହିବ ସମାନ ତଥ୍ୟ। ପଞ୍ଜିକା ସମୀକରଣ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି। ଏହାସହ ୫ଟି ପଞ୍ଜିକାକୁ ସ୍ବୀକୃତି ପ୍ରଦାନ କରାଯାଇଛି। ଏନେଇ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ!-->…
Read More...
Read More...
ପବିତ୍ର ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁ
ପୁରୀ: ଆଜି ପବିତ୍ର ମାଘ ସପ୍ତମୀ। ଏହି ଅବସରରେ କୋଣାର୍କ ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମଙ୍ଗଳବାର ଭୋରରୁ ଲକ୍ଷାଧିକ ସାଧୁ ଓ ଶ୍ରଦ୍ଧାଳୁ ବୁଡ଼ ପକାଇଛନ୍ତି। ବୁଡ଼ ପକାଇବା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ବହୁ!-->…
Read More...
Read More...
ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଅନୁକୂଳ ହେଲା ରଥକାଠ
ପୁରୀ: ପବିତ୍ର ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଆଜି ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଛି। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା ପ୍ରସ୍ତୁତିର ପ୍ରଥମ ପର୍ବ ଭାବେ ରଥନିର୍ମାଣ ପାଇଁ ଆସିଥିବା କାଠ ରଥଖଳାରେ ଅନୁକୂଳ ହୋଇଯାଇଛି। ପ୍ରଥମ ପର୍ଯ୍ୟାୟରେ ନୟାଗଡ ଓ ଦଶପଲ୍ଲା!-->…
Read More...
Read More...
ବନକଲାଗି ନୀତି ପାଇଁ ୫ ଘଣ୍ଟା ବନ୍ଦ ସର୍ବସାଧାରଣ ଦର୍ଶନ
ପୁରୀ: ଆସନ୍ତାକାଲି ତା୧୫.୧.୨୦୨୫ରିଖ, ବୁଧବାର ମାଘ କୃଷ୍ଣ ଦ୍ୱିତୀୟା ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ଶ୍ରୀମନ୍ଦିରରେ!-->…
Read More...
Read More...
ଅମୃତ ସ୍ନାନରେ ୩.୫ କୋଟିରୁ ଉର୍ଦ୍ଧ ଶ୍ରଦ୍ଧାଳୁ ପକାଇଲେ ବୁଡ଼
ଉତ୍ତରପ୍ରଦେଶ: ପ୍ରୟାଜରଜ ମହାକୁମ୍ଭ ୨୦୨୫ ରେ ମକର ସଂକ୍ରାନ୍ତି ଅବସରରେ ପ୍ରଥମ ଅମୃତ ସ୍ନାନ ପର୍ବ ଉପଲକ୍ଷେ ତ୍ରିବେଣୀ ଘାଟରେ ସ୍ନାନ ପାଇଁ ଭକ୍ତଙ୍କ ସୁଅ ଛୁଟିଛି। କୁହାଯାଉଛି ଯେ, ପ୍ରଥମ ଅମୃତ ସ୍ନାନ ପର୍ବରେ ୩.୫ କୋଟିରୁ ଅଧିକ ସନ୍ଥ ଏବଂ ଶ୍ରଦ୍ଧାଳୁ ସଂଘମରେ ଆସ୍ଥାର ବୁଡ଼ ପକାଇଛନ୍ତି।!-->…
Read More...
Read More...