ପ୍ରମୁଖ ଖବର

ୟୁଜିସି-ନେଟ୍ ପରୀକ୍ଷା ତାରିଖରେ ପରିବର୍ତ୍ତନ: ଏବେ ୟୁଜିସି-ନେଟ୍ ପରୀକ୍ଷା ଜୁନ୍ ୧୬ ରବିବାର ପରିବର୍ତ୍ତେ ଜୁନ ୧୮ ମଙ୍ଗଳବାର ଦିନ ଅନୁଷ୍ଠିତ ହେବ
ୟୁଜିସି ମୁଖ୍ୟ ଜଗଦୀଶ କୁମାର ମାଇକ୍ରୋବ୍ଲଗିଂ ସାଇଟ୍ ‘ଏକ୍ସ’ରେ ଏ ନେଇ ସୂଚନା ଦେଇଛନ୍ତି
ଇସ୍ତଫା ଦେବା ଖବରକୁ ନୀତେଶ ଗଙ୍ଗଦେବଙ୍କ ଖଣ୍ଡନ, ଫେସବୁକ୍ ଆଇଡି ହ୍ୟାକ୍ ହେଇଥିବା ନେଇ ଦେଲେ ସୂଚନା
୧୦% କର୍ମଚାରୀଙ୍କୁ ଛଟେଇ କରିବ ଓଲା, ଇସ୍ତଫା ଦେଲେ ସିଇଓ ହେମନ୍ତ ବକ୍ସି
ଆସନ୍ତାକାଲି ହିଞ୍ଜିଳି ଏବଂ ଆସନ୍ତା ୨ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
୪୪.୮ ଡିଗ୍ରୀ ସହ ବାରିପଦା ସବୁଠୁ ଉତ୍ତପ୍ତ ସହର, ଆହୁରି ୪ରୁ ୫ ଦିନ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମ ଲହରୀ
Browsing Category

ସଂସ୍କୃତି

ଆଜି ପବିତ୍ର ଶ୍ରୀରାମ ନବମୀ ପାଇଁ ସଜେଇ ହୋଇଛି ଦେଶର ସମସ୍ତ ରାମମନ୍ଦିର

ଭୁବନେଶ୍ୱର: ଆଜି ପବିତ୍ର ଶ୍ରୀରାମ ନବମୀ ପାଇଁ ସଜେଇ ହୋଇଛି ଦେଶର ସମସ୍ତ ରାମମନ୍ଦିର। ମର୍ଯ୍ୟାଦା ପୁରୁଷ ଶ୍ରୀରାମଙ୍କ ଜନ୍ମତିଥି । ଚୈତ୍ର ଶୁକ୍ଳପକ୍ଷର ନବମୀ ଦିନକୁ ରାମ ନବମୀ ଭାବେ ପାଳନ କରାଯାଏ । ରାମ ନବମୀକୁ ନେଇ ଆଜି ସାରା ଦେଶ ଉତ୍ସବ ମୁଖର । ହିନ୍ଦୁମାନଙ୍କର ଏହା ଏକ ବଡ ପର୍ବ ।…
Read More...

ପବିତ୍ର ଅଶୋକାଷ୍ଟମୀ ରେ ଗଡିଲା ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ

ଭୁବନେଶ୍ବର; ଆଜି ପବିତ୍ର ଅଶୋକାଷ୍ଟମୀ ରେ ଗଡିଛି ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ। ଲିଙ୍ଗରାଜଙ୍କ ପହଣ୍ଡି ବିଜେ ପରେ ଆରମ୍ଭ ହୋଇଥିଲାରଥଟଣା । ରୁକୁଣା ରଥଯାତ୍ରା ପାଇଁ ଉତ୍ସବମୁଖର ହୋଇଯାଇଛି ଏକାମ୍ର କ୍ଷେତ୍ର । ପୋଲିସ ଓ ସ୍ୱେଚ୍ଛାସେବୀଙ୍କ କର୍ଡନରେ ଜାରି ରହିଥିଲା ରଥଟଣା ।…
Read More...

ଶ୍ରୀଜିଉଙ୍କ ଦର୍ଶନ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ପୁରୀ; ଆଜି ଅପରାହ୍ଣରେ ଶ୍ରୀଜିଉଙ୍କ ଦର୍ଶନ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ମନ୍ଦିରର ଭିତର କାଠ ନିକଟରେ ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ଲୋଡିଥିଲେ। ଶ୍ରୀଜିଉଙ୍କୁ ତୁଳସୀ ଲାଗି କରିବା ପରେ ମନ୍ଦିର ବେଢା ବୁଲିଥିଲେ ମମତା। ପରେ ବେହରଣ ଦ୍ୱାରରୁ ବାହାରି…
Read More...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ: ଆଜି ଚୈତ୍ର-ଶୁକ୍ଳ ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ହେବେ ତିନି ଠାକୁର । ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହରିତାଳ, ହିଙ୍ଗୁଳ,…
Read More...

ତିନି ପ୍ରମୁଖ ଦେବୀ ପୀଠର ମାଷ୍ଟର ପ୍ଲାନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦିତ

ଭୁବନେଶ୍ବର; ଓଡିଶାର ବିଭିନ୍ନ ଅଞ୍ଚଳରେ ମା ବିଭିନ୍ନ ରୂପରେ ପୂଜା ପାଇଆସୁଛନ୍ତି । ଶକ୍ତି ପୂଜାରେ ଚୈତ୍ର ମାସ ବିଶେଷ ଗୁରୁତ୍ୱ ବହନ କରିଥାଏ । ମାଙ୍କର ଚୈତ୍ର ମଙ୍ଗଳବାରକୁ ସାରା ଓଡିଶାର ମହିଳାମାନେ ଅତ୍ୟନ୍ତ ଭକ୍ତି ଓ ନିଷ୍ଠା ର ସହ ପାଳନ କରିଥାନ୍ତି । ମାଙ୍କର ଏହି ପବିତ୍ର ମାସ ଅବସରରେ…
Read More...

ହୋଲି ପାଇଁ ବାଙ୍କେ ବିହାରୀ ମନ୍ଦିରରେ କଟକଣା

ମଥୁରା: ହୋଲି ପାଇଁ ବାଙ୍କ ବିହାରୀ ମନ୍ଦିରରେ ଲାଗିଲା କଟକଣା। ମଥୁରାର ବୃନ୍ଦାବନରେ ଥିବା ବାଙ୍କବିହାରୀ ମନ୍ଦିରରେ ହୋଲି ଦିନ ଭକ୍ତମାନେ ସେମାନଙ୍କ ଠାକୁରଜୀ (ଶ୍ରୀକୃଷ୍ଣ) ଙ୍କ ସହ ହୋଲି ଖେଳନ୍ତି | ଆଗକୁ ହୋଲିର ପର୍ବ ଥିବାରୁ ବାଙ୍କବିହାରୀ ମନ୍ଦିର କର୍ତ୍ତୃପକ୍ଷ ଭକ୍ତମାନଙ୍କୁ କିଛି…
Read More...

ସୁଆଣ୍ଡୋରୁ ଆରମ୍ଭ ହେଲା ମହାପୁରୁଷଙ୍କ ଜନ୍ମପୀଠର ବିକାଶ

ଉତ୍କଳମଣିଙ୍କ ଜନ୍ମପୀଠର କାୟାକଳ୍ପ୧୫ ଫୁଟ ଉଚ୍ଚ ଗୋପବନ୍ଧୁଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତୀ, ଶିବ ମନ୍ଦିର, ସଂଗ୍ରାହାଳୟ, ଶିଶୁ ପାର୍କ, ପରିକ୍ରମା ରାସ୍ତା, ସୂଚନା କେନ୍ଦ୍ରସୁଆଣ୍ଡୋରୁ ଆରମ୍ଭ ହେଲା ମହାପୁରୁଷଙ୍କ ଜନ୍ମପୀଠର ବିକାଶ କାର୍ଯ୍ୟକ୍ରମ, ୫-ଟି ଉପକ୍ରମରେ ରାଜ୍ୟର ସବୁ…
Read More...

ଆଜିଠାରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ଆଦିବାସୀ ମେଳା

ଭୁବନେଶ୍ୱର: ଭୁବନେଶ୍ବର ୟୁନିଟ୍‌‌-୧ ଆଦିବାସୀ ପଡ଼ିଆରେ ଆରମ୍ଭ ହେଲା ରାଜ୍ୟସ୍ତରୀୟ ଆଦିବାସୀ ମେଳା । ମେଳାକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆଦିବାସୀ ମହିଳାଙ୍କ ସହ ଫଟୋ ଉଠାଇଥିଲେ । ଷ୍ଟଲ୍ ବୁଲି ଆଦିବାସୀ ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ…
Read More...

ମହାଶିବରାତ୍ରୀ ପାଇଁ ସମସ୍ତ ଶୈବପୀଠ ଆଜି ଉତ୍ସବମୁଖର

ଭୁବନେଶ୍ବର; ପବିତ୍ର ମହାଶିବରାତ୍ରୀ ପାଇଁ ଉତ୍ସବମୁଖର ହୋଇପଡିଛି ଶ୍ରୀଲିଙ୍ଗରାଜ ମନ୍ଦିର ସମେତ ରାଜ୍ୟର ସମସ୍ତ ଶୈବପୀଠ । ରାଜଧାନୀର ଲିଙ୍ଗରାଜ ମନ୍ଦିର, କଟକର ଧବଳେଶ୍ବର, ଗଡ଼ଗଡ଼େଶ୍ବର ପୀଠ, ଭଦ୍ରକର ଆଖଣ୍ଡଳମଣି, ଢେଙ୍କାନାଳର କପିଳାସ, ନୟାଗଡ଼ର ଲଡ଼ୁବାବା ପୀଠ, ସମ୍ବଲପୁରର ପ୍ରସିଦ୍ଧ…
Read More...

ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ

ପୁରୀ: ଆଜି ହେଉଛି ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ପବିତ୍ର ପଙ୍କୋଦ୍ଧାର ଏକାଦଶୀ। ପୁରୀର ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିର ଆଜି ଚଳଚଞ୍ଚଳ ହୋଇପଡ଼ିଛି। ଏଠାରେ ହଜାର ହଜାର ଭକ୍ତଙ୍କ ସମାଗମ ହେବାର ଆକଳନ କରାଯାଇଛି। ବର୍ଷର ଏହି ଗୋଟିଏ ଦିନ ପ୍ରଭୁ ଶ୍ରୀଲୋକନାଥଙ୍କ…
Read More...