ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ
Browsing Category

ସଂସ୍କୃତି

ଆସନ୍ତାକଲିଠାରୁ ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ

ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ: ଶୁକ୍ରବାରଠାରୁ ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା। ଏନେଇ ସମସ୍ତ ପ୍ରସ୍ତୁତି ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି କଟକ ଜିଲାପାଳ ଦତ୍ତାତ୍ରୟ ଭାଉ ସାହେବ ସିନ୍ଦେ। ଶୁକ୍ରବାର ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ଏହି
Read More...

ବଦଳିଲା ଶ୍ରୀମନ୍ଦିର ଧ୍ୱଜାବନ୍ଧା ନୀତି ସମୟ

ପୁରୀ: କାର୍ତ୍ତିକ ମାସରେ ଅସମ୍ଭବ ଭିଡ଼ ଯୋଗୁ ବଦଳିଲା ଶ୍ରୀମନ୍ଦିର ଧ୍ୱଜାବନ୍ଧା ନୀତି ସମୟ। ଏବେ ସନ୍ଧ୍ୟା ବଦଳରେ ଧ୍ୱଜାବନ୍ଧା ନୀତି ଅପରାହ୍ନ ୩ଟା ୩୦ରୁ ୪ଟା ମଧ୍ୟରେ ହେବ ।ୟେ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଚୁନରା ସେବକମାନଙ୍କୁ ସ୍ବତନ୍ତ୍ର ଆଦେଶ
Read More...

ଶ୍ରୀମନ୍ଦିରରେ କାର୍ତ୍ତିକ ମାସରେ ଶୃଙ୍ଖଳିତ ଦର୍ଶନ ପାଇଁ କଟକଣା

ପୁରୀ: ଶ୍ରୀମନ୍ଦିରରେ କାର୍ତ୍ତିକ ମାସରେ ଶୃଙ୍ଖଳିତ ଦର୍ଶନ ପାଇଁ ଆସନ୍ତା ୧୮ ତାରିଖ ଠାରୁ କେବଳ ୨ଟି ଦ୍ବାର ଦେଇ ଭକ୍ତମାନେ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ। ସିଂହଦ୍ୱାର ଓ ପଶ୍ଚିମ ଦ୍ୱାର ଦେଇ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ। ତେବେ ସିଂହଦ୍ୱାର ବ୍ୟତୀତ ଅନ୍ୟ ୩
Read More...

ଆଜି ମେଲାଣି ନେଇଛନ୍ତି ମା’ ଦୁର୍ଗା।

ଭୁବନେଶ୍ବର; ଆଜି ମେଲାଣି ନେଇଛନ୍ତି ଜଗତ୍‌ଜନନୀ ମା’ ଦୁର୍ଗା। ପୁଣି ଆର ବରଷକୁ ଅପେକ୍ଷା କରିବେ ଭକ୍ତ। ମା’ଙ୍କ ଭସାଣି ଉତ୍ସବ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଭସାଣୀ ଉତ୍ସବ ପାଇଁ ବ୍ୟାପକ ବନ୍ଦୋବସ୍ତ ହୋଇଛି। ବିଶେଷକରି ଟୁଇନ୍‌ ସିଟି ଭୁବନେଶ୍ବର-କଟକରେ ଭସାଣି ପାଇଁ
Read More...

ହବିଷ୍ୟାଳୀ ବ୍ରତ ପାଇଁ ଆଜିଠୁ ଅନଲାଇନ ପଞ୍ଜୀକରଣ ଆରମ୍ଭ

ପୁରୀ: ଆଜିଠୁ ହବିଷ୍ୟାଳୀ ବ୍ରତ ପାଇଁ ଅନଲାଇନ ପଞ୍ଜୀକରଣ ଆରମ୍ଭ। ଏଥର ଅଫ୍‌ଲାଇନ୍‌ ନୁହେଁ କେବଳ ଅନଲାଇନ ମାଧ୍ୟମରେ ଆବେଦନ ଗ୍ରହଣ କରାଯିବ। http://edistrict.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ ହବିଷ୍ୟାଳୀ ମାନେ। କାର୍ତ୍ତିକ ବ୍ରତ ଆରମ୍ଭ ପୂର୍ବ ଦିନଠାରୁ ଅର୍ଥାତ
Read More...

ଆସନ୍ତା ୬ରୁ ହବିଷ୍ୟାଳୀଙ୍କ ପାଇଁ ଅନଲାଇନ ଆବେଦନ ଆରମ୍ଭ

ପୁରୀ: ଆଗକୁ କାର୍ତ୍ତିକ ମାସ । ପୁରୀରେ ହବିଷ୍ୟାଳୀଙ୍କ ଜମିବ ଭିଡ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆରମ୍ଭ କରିଥିଲେ ହବିଷ୍ୟାଳୀ ଯୋଜନା। କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ପାଳନ ସହ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ରାଜ୍ୟ ସରକାର ହବିଷ୍ୟାଳୀ ଶିବିର ଆୟୋଜନ
Read More...

ଆଜି ଠାରୁ ଆରମ୍ଭ ହେଲା ମା’ଙ୍କ ଷୋଡ଼ଶ ଦିନାତ୍ମକ ପୂଜା

ପୁରୀ: ଆଜି ପବିତ୍ର ମୂଳାଷ୍ଟମୀ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ଦ୍ୱିତୀୟା ଓଷା। ମଙ୍ଗଳବାରଠାରୁ ଶ୍ରୀମନ୍ଦିର ସମେତ ଶ୍ରୀକ୍ଷେତ୍ରର ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହେବ। ଆଜି ଶ୍ରୀମନ୍ଦିରରେ ମା’ ବିମଳାଙ୍କ ପୀଠରେ ମଧ୍ୟ ମଙ୍ଗଳବାରଠାରୁ ଷୋଡ଼ଶ ଦିନାତ୍ମକ ପୂଜା
Read More...

ଶ୍ରୀନଅରରେ ସୁନିଆଁ ଉତ୍ସବ ପାଳିତ

ପୁରୀ: ଭାଦ୍ରବ ଶୁକ୍ଳ ଦ୍ୱାଦଶୀ ତିଥିରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଶାସନରେ ନୂଆ ଅଙ୍କ ପ୍ରଚଳନ ହୋଇଛି। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି ୧୪୩୨ ସାଲ ୬୮ ଅଙ୍କର ପ୍ରବେଶ। ଏହି ଅବସରରେ ଗଜପତିଙ୍କ ଶ୍ରୀନହରରେ ଆଜି ସନ୍ଧ୍ୟାରେ ପାଳିତ ହୋଇଛି ସୁନିଆଁ
Read More...

ପବିତ୍ର ନୂଆଁଖାଇରେ ମା’ ସମଲେଶ୍ଵରୀଙ୍କ ପାଖରେ ଲାଗି ହେଲା ନବାନ୍ନ

ସମ୍ବଲପୁର: ଆଜି ହେଉଛି ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇ ଉଠିଛି ଗାଁଠୁ ସହର। ଏଥିପାଇଁ ସମଗ୍ର ପଶ୍ଚିମ ଓଡ଼ିଶାଳ ଚଳଚଞ୍ଚଳ ହୋଇପଡ଼ିଛି। ଏନେଇ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ଵରୀଙ୍କ ପାଖରେ ନବାନ୍ନ
Read More...

ଆଜି ରତ୍ନଚିତା ପିନ୍ଧି ଚିତ୍ତଉ ପିଠା ଖାଇବେ ମହାପ୍ରଭୁ

ପୁରୀ: ଆଜି ଶ୍ରାବଣ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଚିତାଲାଗି ନୀତି। ମହାପ୍ରଭୁଙ୍କୁ ହୀରା ଖଚିତ ରତ୍ନଚିତା ଲାଗି କରାଯିବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ହୀରା ଚିତା, ପ୍ରଭୁ ବଳଭଦ୍ରଙ୍କୁ ନୀଳ ଚିତା ଓ ଦେବୀ ସୁଭଦ୍ରାଙ୍କୁ ପାନା ଚିତା ଲାଗି ହେବ।
Read More...