ପ୍ରମୁଖ ଖବର

ଲୋକସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟରେ ସୋମବାର ଅପରାହ୍ନ ୫ଟା ସୁଦ୍ଧା ୪୯ଟି ଆସନରେ ୫୬.୬୮% ମତଦାନ
ଓଡିଶା ରାଜ୍ୟରେ ଅପରାହ୍ଣ ୫ଟା ସୁଦ୍ଧା ୬୦.୫୪ ପ୍ରତିଶତ ମତଦାନ
ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜଧାନୀରେ ରୋଡ ସୋ’ କରିଛନ୍ତି
ଛତିଶଗଡ଼ରେ ୨୦ଫୁଟ ତଳକୁ ଓଲଟିଲା ପିକଅପ ଭ୍ୟାନ, ୧୭ମୃତ, ୧୨ ଆହତ
Browsing Category

ସଂସ୍କୃତି

ମହାଶିବରାତ୍ରୀ ପାଇଁ ସମସ୍ତ ଶୈବପୀଠ ଆଜି ଉତ୍ସବମୁଖର

ଭୁବନେଶ୍ବର; ପବିତ୍ର ମହାଶିବରାତ୍ରୀ ପାଇଁ ଉତ୍ସବମୁଖର ହୋଇପଡିଛି ଶ୍ରୀଲିଙ୍ଗରାଜ ମନ୍ଦିର ସମେତ ରାଜ୍ୟର ସମସ୍ତ ଶୈବପୀଠ । ରାଜଧାନୀର ଲିଙ୍ଗରାଜ ମନ୍ଦିର, କଟକର ଧବଳେଶ୍ବର, ଗଡ଼ଗଡ଼େଶ୍ବର ପୀଠ, ଭଦ୍ରକର ଆଖଣ୍ଡଳମଣି, ଢେଙ୍କାନାଳର କପିଳାସ, ନୟାଗଡ଼ର ଲଡ଼ୁବାବା ପୀଠ, ସମ୍ବଲପୁରର ପ୍ରସିଦ୍ଧ…
Read More...

ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ

ପୁରୀ: ଆଜି ହେଉଛି ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ପବିତ୍ର ପଙ୍କୋଦ୍ଧାର ଏକାଦଶୀ। ପୁରୀର ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିର ଆଜି ଚଳଚଞ୍ଚଳ ହୋଇପଡ଼ିଛି। ଏଠାରେ ହଜାର ହଜାର ଭକ୍ତଙ୍କ ସମାଗମ ହେବାର ଆକଳନ କରାଯାଇଛି। ବର୍ଷର ଏହି ଗୋଟିଏ ଦିନ ପ୍ରଭୁ ଶ୍ରୀଲୋକନାଥଙ୍କ…
Read More...

ଦୁଇ ଦିନ ଓଡିଶାରେ ରହି ଫେରିଗଲେ ରାଷ୍ଟ୍ରପତି

ଭୁବନେଶ୍ବର; ଆଜି ସକାଳୁ କଡା ସୁରକ୍ଷା ଭିତରେ ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ପହଞ୍ଚିଥିଲେ ରାଷ୍ଟ୍ରପତି । ଆଦିବାସୀ ନୃତ୍ୟଗୀତରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରାଯାଇଥିଲା । ତେବେ ପୂଜା କରିବା ପୂର୍ବରୁ ବିନ୍ଦୁ ସାଗରରେ ପାଦ ଧୋଇ ଖାଲି ପାଦରେ ଚାଲି ଚାଲି ମନ୍ଦିରରେ ପ୍ରବେଶ କରିଥିଲେ…
Read More...

ଯାଜପୁର ଜିଲ୍ଲା ମହୋତ୍ସବ ଉଦ୍‌ଘାଟିତ

ଯାଜପୁର ଓଡିଶାର ଏକ ନମ୍ବର ଜିଲ୍ଲା ହେବ – ମୁଖ୍ୟମନ୍ତ୍ରୀଯାଜପୁର ବିଭିନ୍ନ ଧର୍ମ, ଆଧ୍ୟାତ୍ମିକ ଓ ଦର୍ଶନ ତତ୍ତ୍ବର ସଂଗମ ସ୍ଥଳ ଯାଜପୁର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଯାଜପୁର ଜିଲ୍ଲା ମହୋତ୍ସବ ୨୦୨୩ ଉଦ୍‌ଘାଟନ କରିଛନ୍ତି । ଏହି…
Read More...

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ; ଆଜି ଫାଲଗୁନ କୃଷ୍ଣ ପକ୍ଷ ତୃତୀୟା ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ହେବେ ତିନିଠାକୁର। ଦତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।…
Read More...

ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ ପକାଇଲେ ଶ୍ରଦ୍ଧାଳୁ

କୋଣାର୍କ: ଆଜି ପବିତ୍ର ମାଘ ସପ୍ତମୀ ତିଥିରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ପରମ୍ପରା ଅନୁସାରେ ଗତକାଲି ତିନି ଠାକୁର କୋଣାର୍କର ତ୍ରିବେଣୀଶ୍ୱର, ଐଶାନେଶ୍ୱର ଓ ଦକ୍ଷିଣେଶ୍ୱର ମହାଦେବ ରାତିରେ ବିମାନ ବିଜେ କରିଥିଲେ। ମଧ୍ୟରାତ୍ରରେ ଭୋଗ ମଣ୍ଡପରେ ଭୋଗ ଖାଇଥିଲେ।…
Read More...

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ

ପୁରୀ; ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ ଅନୁଷ୍ଠିତ ହେବ । ମୁଣ୍ଡ ଠାରୁ ପାଦ ପର୍ଯ୍ୟନ୍ତ ପଦ୍ମଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ମାଘମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ଶ୍ରୀପଂଚମୀ ମଧ୍ୟରେ ଯେଉଁଦିନ ବୁଧବାର କିମ୍ବା ଶିବାର ପଡ଼ିଥାଏ ସେହିଦିନ ମହାପ୍ରଭୁଙ୍କର ଏହି…
Read More...

ରାଜପଥରେ ମୁଖ୍ୟ ଆକର୍ଷଣ ହେବ ପୁରୀର ସାହିଯାତ

ଭୁବନେଶ୍ୱର: ଚଳିତବର୍ଷ ସାଧାରଣତନ୍ତ୍ର ଦିବସରେ ଓଡ଼ିଶୀ ନୃତ୍ୟରେ ନାଚିବ ନୂଆଦିଲ୍ଲୀର ରାଜପଥ। ମୁଖ୍ୟ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିବ ପୁରୀର ସାହିଯାତ ଏବଂ କେନ୍ଦୁଝରର ଝୁମର ନୃତ୍ୟ । କଟକ ଏବଂ ଭୁନେଶ୍ବରରେ ଥିବା ଓଡ଼ିଶୀ ନୃତ୍ୟାନୁଷ୍ଠାନ ମାନଙ୍କରୁ ମୋଟ ୯ ଜଣ ଓଡ଼ିଶୀ ନୃତ୍ୟ ଶିଳ୍ପୀ…
Read More...

ସାଧାରଣତନ୍ତ୍ର ଦିବସରେ ସମ୍ମାନିତ ଅତିଥି ହେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର; ଏବର୍ଷବି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ନଯାଇ ଭୁବନେଶ୍ୱରର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ସମ୍ମାନିତ ଅତିଥି ଭାବେ ସାମିଲ ହେବେ ବୋଲି ଜଣାପଡ଼ିଛି । ଆସନ୍ତା ଜାନୁୟାରୀ ୨୬ରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ରାଜ୍ୟପାଳ ପ୍ରଫେସର…
Read More...

ଶ୍ରୀଜିଉଙ୍କୁ ଲାଗି ହେଲା ମକର ଚାଉଳ

ପୁରୀ; ଆଜି ପବିତ୍ର ମକର ସଂକ୍ରାନ୍ତି । ଭାରତର ସବୁ ପ୍ରାନ୍ତରେ ଭିନ୍ନ ଭିନ୍ନ ନାମରେ ପାଳନ କରାଯାଏ ଏହି ପର୍ବ । ମକର ସଂକ୍ରାନ୍ତିରେ ସୂର୍ଯ୍ୟ ଉତ୍ତରାୟଣ ଗତି କରିଥାନ୍ତି । ପରମ୍ପରା ଅନୁସାରେ ଏହି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ଆଜି ମକର ସଂକ୍ରାନ୍ତି ଅବସରରେ…
Read More...