ପ୍ରମୁଖ ଖବର

ଫିଫା ବିଶ୍ୱକପ୍ ଫାଇନାଲ୍ ପାଇଁ କେରଳରେ ଶିକ୍ଷାନୁଷ୍ଠାନ ଛୁଟି; ଫୁଟବଲ୍ ପ୍ରେମୀ ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ବଡ଼ ନିଷ୍ପତ୍ତି
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ତାମିଲ ସିନେମାର ଜଲୱା; ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ବିଜୟ
ଜମ୍ମୁ-କାଶ୍ମୀରରେ ଭୟଙ୍କର ଆକସ୍ମିକ ବନ୍ୟା: ୧୬ ମୃତ, ଅନେକ ନିଖୋଜ
ମାତୃଭାଷା ସହ ଆଉ ଗୋଟିଏ ଭାରତୀୟ ଭାଷା ଶିଖିବାକୁ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ କଲେ ଅମିତ ଶାହ
୧୬ ବର୍ଷରୁ କମ୍ ବୟସ୍କଙ୍କ ପାଇଁ ସୋସିଆଲ ମିଡିଆରେ କଟକଣା ଆଣିପାରନ୍ତି କେନ୍ଦ୍ର ସରକାର
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ସମ୍ମାନ ଜିତିଲା ‘ଲହରୀ’
ଜମ୍ମୁ-କାଶ୍ମୀରରେ ବାଦଲଫଟା ବର୍ଷା ଓ ଆକସ୍ମିକ ବନ୍ୟା: ୧୭ ମୃତ, ହାଇ ଆଲର୍ଟ ଜାରି
ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ଓ ଥ୍ରୀଡି ସ୍କାନିଂ
Browsing Category

ସଂସ୍କୃତି

ଆସନ୍ତା ୬ରୁ ହବିଷ୍ୟାଳୀଙ୍କ ପାଇଁ ଅନଲାଇନ ଆବେଦନ ଆରମ୍ଭ

ପୁରୀ: ଆଗକୁ କାର୍ତ୍ତିକ ମାସ । ପୁରୀରେ ହବିଷ୍ୟାଳୀଙ୍କ ଜମିବ ଭିଡ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆରମ୍ଭ କରିଥିଲେ ହବିଷ୍ୟାଳୀ ଯୋଜନା। କାର୍ତ୍ତିକ ମାସରେ ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ପାଳନ ସହ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ରାଜ୍ୟ ସରକାର ହବିଷ୍ୟାଳୀ ଶିବିର ଆୟୋଜନ
Read More...

ଆଜି ଠାରୁ ଆରମ୍ଭ ହେଲା ମା’ଙ୍କ ଷୋଡ଼ଶ ଦିନାତ୍ମକ ପୂଜା

ପୁରୀ: ଆଜି ପବିତ୍ର ମୂଳାଷ୍ଟମୀ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ଦ୍ୱିତୀୟା ଓଷା। ମଙ୍ଗଳବାରଠାରୁ ଶ୍ରୀମନ୍ଦିର ସମେତ ଶ୍ରୀକ୍ଷେତ୍ରର ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହେବ। ଆଜି ଶ୍ରୀମନ୍ଦିରରେ ମା’ ବିମଳାଙ୍କ ପୀଠରେ ମଧ୍ୟ ମଙ୍ଗଳବାରଠାରୁ ଷୋଡ଼ଶ ଦିନାତ୍ମକ ପୂଜା
Read More...

ଶ୍ରୀନଅରରେ ସୁନିଆଁ ଉତ୍ସବ ପାଳିତ

ପୁରୀ: ଭାଦ୍ରବ ଶୁକ୍ଳ ଦ୍ୱାଦଶୀ ତିଥିରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଶାସନରେ ନୂଆ ଅଙ୍କ ପ୍ରଚଳନ ହୋଇଛି। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହୋଇଛି ୧୪୩୨ ସାଲ ୬୮ ଅଙ୍କର ପ୍ରବେଶ। ଏହି ଅବସରରେ ଗଜପତିଙ୍କ ଶ୍ରୀନହରରେ ଆଜି ସନ୍ଧ୍ୟାରେ ପାଳିତ ହୋଇଛି ସୁନିଆଁ
Read More...

ପବିତ୍ର ନୂଆଁଖାଇରେ ମା’ ସମଲେଶ୍ଵରୀଙ୍କ ପାଖରେ ଲାଗି ହେଲା ନବାନ୍ନ

ସମ୍ବଲପୁର: ଆଜି ହେଉଛି ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇ ଉଠିଛି ଗାଁଠୁ ସହର। ଏଥିପାଇଁ ସମଗ୍ର ପଶ୍ଚିମ ଓଡ଼ିଶାଳ ଚଳଚଞ୍ଚଳ ହୋଇପଡ଼ିଛି। ଏନେଇ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ଵରୀଙ୍କ ପାଖରେ ନବାନ୍ନ
Read More...

ଆଜି ରତ୍ନଚିତା ପିନ୍ଧି ଚିତ୍ତଉ ପିଠା ଖାଇବେ ମହାପ୍ରଭୁ

ପୁରୀ: ଆଜି ଶ୍ରାବଣ କୃଷ୍ଣପକ୍ଷ ଅମାବାସ୍ୟା ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଚିତାଲାଗି ନୀତି। ମହାପ୍ରଭୁଙ୍କୁ ହୀରା ଖଚିତ ରତ୍ନଚିତା ଲାଗି କରାଯିବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ହୀରା ଚିତା, ପ୍ରଭୁ ବଳଭଦ୍ରଙ୍କୁ ନୀଳ ଚିତା ଓ ଦେବୀ ସୁଭଦ୍ରାଙ୍କୁ ପାନା ଚିତା ଲାଗି ହେବ।
Read More...

ଶାସ୍ତ୍ରୀୟ ମାନ୍ୟତା ତାଲିକାରେ ଓଡ଼ିଆ ଭାଷା

ନୂଆଦିଲ୍ଲୀ: ୬ଟି ଭାରତୀୟ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ତାଲିକାରେ ଓଡ଼ିଆ ଭାଷା ସ୍ଥାନ ପାଇଛି। କେନ୍ଦ୍ର ସଂସସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ୍‌‌ କହିଛନ୍ତି, ୬ଟି ଭାରତୀୟ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ଦିଆଯାଇଛି। ଲୋକସଭାରେ ଏକ ଲିଖିତ ଉତ୍ତରରେ ମନ୍ତ୍ରୀ ଶ୍ରୀ
Read More...

ରସଗୋଲା ଦେଇ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ କଳାଠାକୁର

ପୁରୀ: ମହାଲକ୍ଷ୍ମୀଙ୍କୁ ରସଗୋଲା ଦେଇ ମାନ ଭଞ୍ଜନ କରି ନୀଳାଦ୍ରି ବିଜେ କରିବେ କଳା ଠାକୁର। ଶ୍ରୀଜଗନ୍ନାଥ ସଂସ୍କୃତିରେ ରସଗୋଲାର ବେଶ୍ ଗୁରୁତ୍ୱ ରହିଛି । ପ୍ରତିବର୍ଷ ଚତୁର୍ଦ୍ଧା ମୂରତିଙ୍କ ନୀଳାଦ୍ରି ବିଜେ ଅବସରରେ ରସଗୋଲା ଭୋଗ ଲାଗୁଥିବାରୁ ଏହି ଦିନକୁ ରସଗୋଲା ଦିବସ ଭାବେ ପାଳନ
Read More...

ରଥଯାତ୍ରାର ଏକ ନୀତି ଅଧରପଣା ଶେଷ

ପୁରୀ: ରଥାରୂଢ଼ ତିନି ଠାକୁରଙ୍କ ପାଖରେ ଯଥାରୀତି ଅଧରପଣା ନୀତି ସମ୍ପନ୍ନ କରିଛନ୍ତି ସେବାୟତ। ମହାପ୍ରଭୁଙ୍କ ଏହି ନୀତି ଦେଖିବାକୁ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ପ୍ରଥମେ ବଡ଼ ଠାକୁର ବଳଭଦ୍ରଙ୍କ ପାଖରେ ଲାଗି ହୋଇଥିଲା ଅଧରପଣା। ରଥ ଉପରେ ପୂଜାର୍ଚ୍ଚନା ପରେ ସେବାୟତମାନେ
Read More...

ସୁନା ବେଶରେ ଦର୍ଶନ ଦେଲେ ତିନି ଠାକୁର

ପୁରୀ: ରଥ ଉପରେ ବିରାଜିତ ତିନି ଠାକୁରଙ୍କ ଅପୂର୍ବ ଦୃଶ୍ୟ। ପାଦରୁ ମସ୍ତକ ପର୍ଯ୍ୟନ୍ତ ମହଣ ମହଣ ସ୍ଵର୍ଣ ଅଳଙ୍କାରରେ ଆଭୂଷିତ ହୋଇ ଅଗଣିତ ଭକ୍ତଙ୍କୁ ରଥ ଉପରୁ ଦିବ୍ୟ ଦର୍ଶନ ଦେଉଛନ୍ତି ତିନି ଠାକୁର। ତିନିରଥରେ ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ
Read More...

ଆଜି ସୁନା ବେଶ : ଦୁନିଆ ଦେଖିବ ଜଗାର ଅନନ୍ୟରୂପ

ପୁରୀ: ଜଗତର ନାଥ ମହାପ୍ରଭୁ ଜଗନ୍ନାଥଙ୍କର ଆଜି ସୁନାବେଶ। ସୁବର୍ଣ୍ଣ ଆଭୂଷଣରେ ସଜେଇ ହେବେ ବ୍ରହ୍ମାଣ୍ଡଠାକୁର। ଆଷାଢ ଶୁକ୍ଳପକ୍ଷ ଏକାଦଶୀରେ ରଥାରୂଢ ଶ୍ରୀବିଗ୍ରହଙ୍କ ସୁନାବେଶ ନୀତି ଅନୁଷ୍ଠିତ ହୁଏ। ଦାରୁବ୍ରହ୍ମଙ୍କ ଏହି ରାଜକୀୟ ଠାଣି ବେଶର ଦର୍ଶନ ପାଇଁ ବଡଦାଣ୍ଡକୁ ଛୁଟିବ ଲକ୍ଷ ଲକ୍ଷ
Read More...