ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ
Browsing Category

ସଂସ୍କୃତି

ଆସନ୍ତା ୧୯ ତାରିଖରେ ମହାପ୍ରଭୁଙ୍କ ନବଯୈାବନ ଦର୍ଶନ

ପୁରୀ: ଆସନ୍ତା ୧୯ ତାରିଖରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ। ୨୦ ତାରିଖରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା।  ମହାପ୍ରଭୁଙ୍କୁ ନବଯୌବନ ବେଶରେ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ଚୂଡାନ୍ତ ହୋଇଛି। ମାତ୍ର ତିନିଘଣ୍ଟା ଭକ୍ତମାନେ ମହାପ୍ରଭୁଙ୍କ ନବଯୌବନ ବେଶକୁ ଦର୍ଶନ କରିବେ। ସକାଳ
Read More...

ଆଜି ପହିଲି ରଜ : ଧୂମଧାମରେ ପାଳନ କରୁଛନ୍ତି ଓଡିଶାବାସୀ

ଭୁବନେଶ୍ୱର : ଆଜି ପହିଲି ରଜ। ରାଜ୍ୟର ବିଭିନ୍ନ ସ୍ଥାନରେ ରଜ ପର୍ବ ଧୂମଧାମରେ ପାଳନ କରାଯାଉଛି। ଉପକୂଳ ଓଡ଼ିଶାରେ ଆଜି ରଜ ପାଗ ହୋଇଥିବାରୁ ଏହା ମାହୋଲକୁ ଅଧିକ ସରସ କରିବ ବୋଲି କୁହାଯାଉଛି। ବିଶେଷ କରି ଏହା ହେଉଛି କୁଆଁରିଙ୍କ ପର୍ବ। ସଜବାଜ ହୋଇ ସେମାନେ ଆଜି ମଉଜ କରୁଛନ୍ତି। ତିନି ଦିନ
Read More...

ଅଣସରରେ ଅଲାରନାଥଙ୍କ ଦର୍ଶନ ଆରମ୍ଭ

ବ୍ରହ୍ମଗିରି: ଆଜିଠୁ ମହାପ୍ରଭୁଙ୍କୁ ଅଣସର ଦର୍ଶନ। ଗତକାଲି ଦେବସ୍ନାନ ନୀତି ପରେ ଅଣସର ପିଣ୍ଡିରେ ଅଛନ୍ତି ଚତୁର୍ଦ୍ଧାମୂର୍ତି। ଅତ୍ୟଧିକ ସ୍ନାନ ହେତୁ ଶ୍ରୀବିଗ୍ରହମାନେ ଜ୍ବରରେ ପୀଡିତ ହୋଇଛନ୍ତି। ୧୫ ଦିନ ଧରି ଚାଲିବ ଅନବସର ଗୁପ୍ତ ନୀତି। ତେଣୁ ଶ୍ରୀମନ୍ଦିର ରତ୍ନ ସିଂହାସନରେ ତିନି ଠାକୁର
Read More...

ପବିତ୍ର ସ୍ନାନ ପୂର୍ଣ୍ଣମୀରେ ହାତୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୁରତି

ପୁରୀ: ରତ୍ନବେଦୀ ଛାଡି ସ୍ନାନବେଦୀକୁ ଓହ୍ଲାଇ ଆସିଲେ ଚତୁର୍ଦ୍ଧାମୁରତି। ବର୍ଷକରେ ଥରେ ପ୍ରତ୍ୟେକ୍ଷ ସ୍ନାନଯାତ୍ରା ଦେଖିବାକୁ ବଡଦାଣ୍ଡରେ ଅପେକ୍ଷା କରିଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ୧୦୮ଗରା ସୁବାସିତ ଜଳରେ ସ୍ନାନ କରିଛନ୍ତି ଶ୍ରୀବିଗ୍ରହ। ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା ତିଥିରେ ରାତି
Read More...

ଚଳିତବର୍ଷ ଅପରାହ୍ନ ୪ଟାରୁ ହେବ ରଥଟଣା

ପୁରୀ: ଶ୍ରୀମନ୍ଦିର ପ୍ରଶାସନର ବୈଠକ ପରେ ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ। ସକାଳ ୬ଟାରେ ଶ୍ରୀଜିଉଙ୍କ ମଙ୍ଗଳ ଆଳତି ପରେ ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟ ପୂଜା ନୀତି କରାଯିବ। ଏହାପରେ ଦ୍ବାରପାଳ ପୂଜା, ବେଶ ଶେଷ ହେବ। ପରେ ଗୋପାଳ ବଲ୍ଲଭ ଓ ସକାଳ ଧୂପରେ ଖେଚୁଡି ଭୋଗ
Read More...

ଆସନ୍ତାକାଲି ଶ୍ରୀମନ୍ଦିରରେ ୪ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଆସନ୍ତାକାଲି ଅପରାହ୍ନରେ ୪ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଆସନ୍ତାକାଲି ୩୧ ତାରିଖ ବୁଧବାରରେ ଶ୍ରୀମନ୍ଦିରରେ ୠକ୍ମିଣୀ ହରଣ ନୀତି ଅନୁଷ୍ଠିତ ହେବ ।ତେଣୁ ଆପାତତଃ ଅପରାହ୍ନ ୧ଟା ଠାରୁ  ଅପରାହ୍ନ୫ଟା ପର୍ଯ୍ୟନ୍ତ ଶ୍ରୀବିଗ୍ରହମାନଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ
Read More...

ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଯାତ

ପୁରୀ: ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥଖଳାରେ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ । ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା ଅବସରରେ ବିଧି ଓ ପରମ୍ପରା ଅନୁଯାୟୀ ରଥ ଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହେବ । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସକାଳ ଧୂପ ସରିବା ପରେ
Read More...

ଆଜି ଠାରୁ ଆରମ୍ଭ ହେଲା ଶ୍ରୀକ୍ଷେତ୍ରରେ ରଥ ନିର୍ମାଣ କାର୍ଯ୍ୟ

ପୁରୀ: ଆଜିଠାରୁ ବିଧିବଦ୍ଧଭାବେ ଆରମ୍ଭ ହେଲା ଶ୍ରୀକ୍ଷେତ୍ରରେ ରଥ ନିର୍ମାଣ କାର୍ଯ୍ୟ। ଗତକାଲି ଅକ୍ଷୟ ତୃତୀୟା ତିଥିରେ ରଥ ନିର୍ମାଣର ଅନୁକୂଳ ହୋଇଥିବା ବେଳେ ଆଜିଠାରୁ କାମ ଆରମ୍ଭ ହୋଇଛି। ଆଜିଠାରୁ ମହାରଣା ସେବକ ଓ ଭୋଇ ସେବକ ସେମାନଙ୍କ କାମ ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ,
Read More...

ଆଜି ପବିତ୍ର ଶ୍ରୀରାମ ନବମୀ ପାଇଁ ସଜେଇ ହୋଇଛି ଦେଶର ସମସ୍ତ ରାମମନ୍ଦିର

ଭୁବନେଶ୍ୱର: ଆଜି ପବିତ୍ର ଶ୍ରୀରାମ ନବମୀ ପାଇଁ ସଜେଇ ହୋଇଛି ଦେଶର ସମସ୍ତ ରାମମନ୍ଦିର। ମର୍ଯ୍ୟାଦା ପୁରୁଷ ଶ୍ରୀରାମଙ୍କ ଜନ୍ମତିଥି । ଚୈତ୍ର ଶୁକ୍ଳପକ୍ଷର ନବମୀ ଦିନକୁ ରାମ ନବମୀ ଭାବେ ପାଳନ କରାଯାଏ । ରାମ ନବମୀକୁ ନେଇ ଆଜି ସାରା ଦେଶ ଉତ୍ସବ ମୁଖର । ହିନ୍ଦୁମାନଙ୍କର ଏହା ଏକ ବଡ ପର୍ବ ।
Read More...

ପବିତ୍ର ଅଶୋକାଷ୍ଟମୀ ରେ ଗଡିଲା ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ

ଭୁବନେଶ୍ବର; ଆଜି ପବିତ୍ର ଅଶୋକାଷ୍ଟମୀ ରେ ଗଡିଛି ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ। ଲିଙ୍ଗରାଜଙ୍କ ପହଣ୍ଡି ବିଜେ ପରେ ଆରମ୍ଭ ହୋଇଥିଲାରଥଟଣା । ରୁକୁଣା ରଥଯାତ୍ରା ପାଇଁ ଉତ୍ସବମୁଖର ହୋଇଯାଇଛି ଏକାମ୍ର କ୍ଷେତ୍ର । ପୋଲିସ ଓ ସ୍ୱେଚ୍ଛାସେବୀଙ୍କ କର୍ଡନରେ ଜାରି ରହିଥିଲା ରଥଟଣା ।
Read More...