ପ୍ରମୁଖ ଖବର

କ୍ରସ୍‌ ଭୋଟିଂ ପରେ କଡ଼ା କାର୍ଯ୍ୟାନୁଷ୍ଠାନ: କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ
ହର୍ମୁଜ ଅତିକ୍ରମ କରି ଭାରତରେ ପହଞ୍ଚିଲା ‘ନନ୍ଦାଦେବୀ’ LPG ଜାହାଜ; ଓଡ଼ିଆ କ୍ୟାପଟେନଙ୍କ ସଫଳତା
୧୧ ଜିଲ୍ଲାରେ ୨୩ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ
ପୁରୀ: ବୋମା ଭିଡୁଥିବା ବେଳେ ବିସ୍ଫୋରଣରେ ଛିଡିଗଲା ଯୁବକଙ୍କ ପାପୁଲି
ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
ଭୁବନେଶ୍ୱର ଗସ୍ତରେ ରାଜନାଥ ସିଂହ
୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଟିଏମସି
Browsing Category

ସଂସ୍କୃତି

ଚଳିତବର୍ଷ ଅପରାହ୍ନ ୪ଟାରୁ ହେବ ରଥଟଣା

ପୁରୀ: ଶ୍ରୀମନ୍ଦିର ପ୍ରଶାସନର ବୈଠକ ପରେ ରଥଯାତ୍ରା ପାଇଁ ହେଲା ନୀତି ନିର୍ଘଣ୍ଟ। ସକାଳ ୬ଟାରେ ଶ୍ରୀଜିଉଙ୍କ ମଙ୍ଗଳ ଆଳତି ପରେ ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟ ପୂଜା ନୀତି କରାଯିବ। ଏହାପରେ ଦ୍ବାରପାଳ ପୂଜା, ବେଶ ଶେଷ ହେବ। ପରେ ଗୋପାଳ ବଲ୍ଲଭ ଓ ସକାଳ ଧୂପରେ ଖେଚୁଡି ଭୋଗ
Read More...

ଆସନ୍ତାକାଲି ଶ୍ରୀମନ୍ଦିରରେ ୪ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଆସନ୍ତାକାଲି ଅପରାହ୍ନରେ ୪ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ। ଆସନ୍ତାକାଲି ୩୧ ତାରିଖ ବୁଧବାରରେ ଶ୍ରୀମନ୍ଦିରରେ ୠକ୍ମିଣୀ ହରଣ ନୀତି ଅନୁଷ୍ଠିତ ହେବ ।ତେଣୁ ଆପାତତଃ ଅପରାହ୍ନ ୧ଟା ଠାରୁ  ଅପରାହ୍ନ୫ଟା ପର୍ଯ୍ୟନ୍ତ ଶ୍ରୀବିଗ୍ରହମାନଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ
Read More...

ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଯାତ

ପୁରୀ: ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥଖଳାରେ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ । ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଯାତ୍ରା ଅବସରରେ ବିଧି ଓ ପରମ୍ପରା ଅନୁଯାୟୀ ରଥ ଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହେବ । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସକାଳ ଧୂପ ସରିବା ପରେ
Read More...

ଆଜି ଠାରୁ ଆରମ୍ଭ ହେଲା ଶ୍ରୀକ୍ଷେତ୍ରରେ ରଥ ନିର୍ମାଣ କାର୍ଯ୍ୟ

ପୁରୀ: ଆଜିଠାରୁ ବିଧିବଦ୍ଧଭାବେ ଆରମ୍ଭ ହେଲା ଶ୍ରୀକ୍ଷେତ୍ରରେ ରଥ ନିର୍ମାଣ କାର୍ଯ୍ୟ। ଗତକାଲି ଅକ୍ଷୟ ତୃତୀୟା ତିଥିରେ ରଥ ନିର୍ମାଣର ଅନୁକୂଳ ହୋଇଥିବା ବେଳେ ଆଜିଠାରୁ କାମ ଆରମ୍ଭ ହୋଇଛି। ଆଜିଠାରୁ ମହାରଣା ସେବକ ଓ ଭୋଇ ସେବକ ସେମାନଙ୍କ କାମ ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ,
Read More...

ଆଜି ପବିତ୍ର ଶ୍ରୀରାମ ନବମୀ ପାଇଁ ସଜେଇ ହୋଇଛି ଦେଶର ସମସ୍ତ ରାମମନ୍ଦିର

ଭୁବନେଶ୍ୱର: ଆଜି ପବିତ୍ର ଶ୍ରୀରାମ ନବମୀ ପାଇଁ ସଜେଇ ହୋଇଛି ଦେଶର ସମସ୍ତ ରାମମନ୍ଦିର। ମର୍ଯ୍ୟାଦା ପୁରୁଷ ଶ୍ରୀରାମଙ୍କ ଜନ୍ମତିଥି । ଚୈତ୍ର ଶୁକ୍ଳପକ୍ଷର ନବମୀ ଦିନକୁ ରାମ ନବମୀ ଭାବେ ପାଳନ କରାଯାଏ । ରାମ ନବମୀକୁ ନେଇ ଆଜି ସାରା ଦେଶ ଉତ୍ସବ ମୁଖର । ହିନ୍ଦୁମାନଙ୍କର ଏହା ଏକ ବଡ ପର୍ବ ।
Read More...

ପବିତ୍ର ଅଶୋକାଷ୍ଟମୀ ରେ ଗଡିଲା ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ

ଭୁବନେଶ୍ବର; ଆଜି ପବିତ୍ର ଅଶୋକାଷ୍ଟମୀ ରେ ଗଡିଛି ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ। ଲିଙ୍ଗରାଜଙ୍କ ପହଣ୍ଡି ବିଜେ ପରେ ଆରମ୍ଭ ହୋଇଥିଲାରଥଟଣା । ରୁକୁଣା ରଥଯାତ୍ରା ପାଇଁ ଉତ୍ସବମୁଖର ହୋଇଯାଇଛି ଏକାମ୍ର କ୍ଷେତ୍ର । ପୋଲିସ ଓ ସ୍ୱେଚ୍ଛାସେବୀଙ୍କ କର୍ଡନରେ ଜାରି ରହିଥିଲା ରଥଟଣା ।
Read More...

ଶ୍ରୀଜିଉଙ୍କ ଦର୍ଶନ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ପୁରୀ; ଆଜି ଅପରାହ୍ଣରେ ଶ୍ରୀଜିଉଙ୍କ ଦର୍ଶନ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ମନ୍ଦିରର ଭିତର କାଠ ନିକଟରେ ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ଲୋଡିଥିଲେ। ଶ୍ରୀଜିଉଙ୍କୁ ତୁଳସୀ ଲାଗି କରିବା ପରେ ମନ୍ଦିର ବେଢା ବୁଲିଥିଲେ ମମତା। ପରେ ବେହରଣ ଦ୍ୱାରରୁ ବାହାରି
Read More...

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ: ଆଜି ଚୈତ୍ର-ଶୁକ୍ଳ ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ବନକଲାଗି ହେବେ ତିନି ଠାକୁର । ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହରିତାଳ, ହିଙ୍ଗୁଳ,
Read More...

ତିନି ପ୍ରମୁଖ ଦେବୀ ପୀଠର ମାଷ୍ଟର ପ୍ଲାନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦିତ

ଭୁବନେଶ୍ବର; ଓଡିଶାର ବିଭିନ୍ନ ଅଞ୍ଚଳରେ ମା ବିଭିନ୍ନ ରୂପରେ ପୂଜା ପାଇଆସୁଛନ୍ତି । ଶକ୍ତି ପୂଜାରେ ଚୈତ୍ର ମାସ ବିଶେଷ ଗୁରୁତ୍ୱ ବହନ କରିଥାଏ । ମାଙ୍କର ଚୈତ୍ର ମଙ୍ଗଳବାରକୁ ସାରା ଓଡିଶାର ମହିଳାମାନେ ଅତ୍ୟନ୍ତ ଭକ୍ତି ଓ ନିଷ୍ଠା ର ସହ ପାଳନ କରିଥାନ୍ତି । ମାଙ୍କର ଏହି ପବିତ୍ର ମାସ ଅବସରରେ
Read More...

ହୋଲି ପାଇଁ ବାଙ୍କେ ବିହାରୀ ମନ୍ଦିରରେ କଟକଣା

ମଥୁରା: ହୋଲି ପାଇଁ ବାଙ୍କ ବିହାରୀ ମନ୍ଦିରରେ ଲାଗିଲା କଟକଣା। ମଥୁରାର ବୃନ୍ଦାବନରେ ଥିବା ବାଙ୍କବିହାରୀ ମନ୍ଦିରରେ ହୋଲି ଦିନ ଭକ୍ତମାନେ ସେମାନଙ୍କ ଠାକୁରଜୀ (ଶ୍ରୀକୃଷ୍ଣ) ଙ୍କ ସହ ହୋଲି ଖେଳନ୍ତି | ଆଗକୁ ହୋଲିର ପର୍ବ ଥିବାରୁ ବାଙ୍କବିହାରୀ ମନ୍ଦିର କର୍ତ୍ତୃପକ୍ଷ ଭକ୍ତମାନଙ୍କୁ କିଛି
Read More...