Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category
ଅର୍ଥନୀତି
ରଜଭେଟି ଦେଲେ ନବୀନ; ମହଙ୍ଗା ଭତ୍ତା ୪% ବଢ଼ିଲା
ଭୁବନେଶ୍ବର: ଆସନ୍ତାକାଲି ପହଲି ରଜର ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସରକାରୀ କର୍ମଚାରୀଙ୍କୁ ଭେଟି ଦେଇଛନ୍ତି। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ବୃଦ୍ଧି କରାଯାଇଛି। ପେନସନଧାରୀ ମଧ୍ୟ ଏହି ସୁବିଧା ପାଇପାରିବେ। ଏଥିସହିତ ରାଜ୍ୟ ସରକାରୀ!-->…
Read More...
Read More...
ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଭାରତୀୟ ରିଜର୍ଭ ବ୍ୟାଙ୍କ
ମୁମ୍ବାଇ: ରେପୋ ରେଟ୍ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ୬.୫ ପ୍ରତିଶତରେ ରେପୋ ରେଟ୍ ରଖିବାକୁ ଆରବିଆଇର ମନିଟାରୀ ପଲିସି କମିଟି ସମୀକ୍ଷା ବୈଠକରେ ନିଷ୍ପତ୍ତି ହୋଇଛି । ଚଳିତ ଆର୍ଥିକ ବର୍ଷର ଦ୍ବିତୀୟ ମନିଟାରୀ ପଲିସି କମିଟି ବୈଠକ ପରେ ଏ ନେଇ ଘୋଷଣା କରିଛନ୍ତି ରିଜର୍ଭ!-->…
Read More...
Read More...
ବଜାରରୁ ପ୍ରତ୍ୟାହାର ହେବ ୨ହଜାର ଟଙ୍କିଆ ନୋଟ୍
ମୁମ୍ବାଇ : ବଜାରରୁ ଧୀରେ ଧୀରେ ୨ ହଜାର ଟଙ୍କିଆ ନୋଟ୍ ପ୍ରତ୍ୟାହାର କରାଯିବ। ୨ ହଜାର ଟଙ୍କିଆ ନୋଟ୍ ନେଇ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଶୁକ୍ରବାରଦିନ ଏକ ବଡ଼ ଘୋଷଣା କରାଯାଇଛି । । ତେବେ ଏବେ ବଜାରରେ ଉପଲବ୍ଧ ୨ ହଜାର ଟଙ୍କିଆ ନୋଟ ବୈଧ ରହିବ। ଏହା ପୂର୍ବ ଭଳି କାରବାରରେ ବ୍ୟବହାର!-->…
Read More...
Read More...
୩୫ ଲକ୍ଷ ଚାଷୀଙ୍କୁ ସୁଧ ରିହାତି ବିତରଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୫ ଲକ୍ଷରୁ ଅଧିକ ଚାଷୀମାନଙ୍କୁ ସମବାୟ ବ୍ୟାଙ୍କ ଓ ପ୍ରାଥମିକ କୃଷିଋଣ ସମବାୟ ସମିତିଙ୍କୁ ୨୦୨୨-୨୩ ବର୍ଷର ଦ୍ବିତୀୟ ପର୍ଯ୍ୟାୟ ରିହାତି ବିତରଣ କରିଛନ୍ତି। ଲୋକସେବା ଭବନ କନଭେନସନ ସେଣ୍ଟରରୁ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ!-->…
Read More...
Read More...
ଭାରତୀୟ ରିଜର୍ଭ ବ୍ୟାଙ୍କର ରେପୋରେଟ ଅପରିବର୍ତ୍ତିତ
ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କର ରେପୋରେଟ ୬ ଦଶମିକ ୫ ପ୍ରତିଶତରେ ରହିଲା ଅପରିବର୍ତ୍ତିତ । ଗତବର୍ଷ ମେ ମାସ ପର ଠାରୁ ୬ ଥର ରେପୋରେଟ ବୃଦ୍ଧି ପରେ ଚଳିତ ଥର ଏହି ହାର ଅପରିବର୍ତ୍ତିତ ରହିଛି । ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି- ମୁଦ୍ରାନୀତି ନେଇ ବସିଥିବା ମନିଟାରୀ!-->…
Read More...
Read More...
କମିଲା ବ୍ୟବସାୟିକ ଏଲପିଜି ସିଲିଣ୍ଡର ଦର
ନୂଆଦିଲ୍ଲୀ: ‘ଏଏନ୍ଆଇ’ ରିପୋର୍ଟ ଅନୁସାରେ ଆଜି ସମଗ୍ର ଦେଶରେ ୧୯ କି.ଗ୍ରା.ବିଶିଷ୍ଟ ବ୍ୟାବସାୟିକ ‘ଏଲ୍ପିଜି’ ସିଲିଣ୍ଡର୍ର ଦର ୯୧ଟଙ୍କା ୫୦ ପଇସା ହ୍ରାସ ପାଇଛି । କିନ୍ତୁ, ଘରୋଇ ରନ୍ଧନ ନିମନ୍ତେ ବ୍ୟବହାର କରାଯାଉଥିବା ୧୪.୨ କି.ଗ୍ରା.ବିଶିଷ୍ଟ ‘ଏଲ୍ପିଜି’ ସିଲିଣ୍ଡର୍ର ଦର!-->…
Read More...
Read More...
ପୁଣି ବଢିଲା ଓମଫେଡ୍ କ୍ଷୀର ଦର
ଭୁବନେଶ୍ବର; ପୁଣି ବଢିଲା ଓମଫେଡ୍ କ୍ଷୀର ଦର । ପ୍ୟାକେଟ୍ ପିଛା ଦୁଇ ଟଙ୍କା ମୂଲ୍ୟ ବୃଦ୍ଧି ନେଇ ଓମଫେଡ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ଏପ୍ରିଲ ୧ ରୁ ନୂଆ ଦର ଲାଗୁ ହେବ ନେଇ ଓମଫେଡ କହିଛି । ଗୋଖାଦ୍ୟ, ଚାରା, ଔଷଧ, ଇନ୍ଧନ ଆଦିର ଦର ବୃଦ୍ଧିକୁ ଦୃଷ୍ଟିରେ ରଖି କ୍ଷୀର ମୂଲ୍ୟ ବୃଦ୍ଧି!-->…
Read More...
Read More...
କେନ୍ଦ୍ର ସରକାରୀଙ୍କ ମହଙ୍ଗାଭତ୍ତା ୪ ପ୍ରତିଶତ ବଢ଼ିଲା
ନୂଆଦିଲ୍ଲୀ: କେନ୍ଦ୍ର ସରକାରୀଙ୍କ ମହଙ୍ଗାଭତ୍ତା ୪% ବଢ଼ିଲା । ମହଙ୍ଗାଭତ୍ତା ୪ ପ୍ରତିଶତ ବୃଦ୍ଧି କରିବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ଶୁକ୍ରବାରଦିନ ମଂଜୁରୀ ଦେଇଛି । ଅତିରିକ୍ତ କିସ୍ତି ଆକାରରେ ଏହା କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଧାରୀଙ୍କୁ ମିଳିବ । ଦରଦାମ ବୃଦ୍ଧିର!-->…
Read More...
Read More...
୨୦୨୩-୨୪ ବର୍ଷ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ
ଭୁବନେଶ୍ବର; ୨୦୨୩-୨୪ ବର୍ଷ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିଲା । ଏନେଇ ଓଇଆସି ପକ୍ଷରୁ ସୂଚନା ଦିଆଯାଇଛି। ଗ୍ରାହକଙ୍କ ଉପରେ ପଡ଼ିବନି ବିଦ୍ୟୁତ୍ ବୋଝ । ଚାଷୀଙ୍କ ପାଇଁ ବିଦ୍ୟୁତ ବିଲରେ ମଧ୍ୟ ରିହାତି ରହିବ । ଡିଜିଟାଲ ପେମେଣ୍ଟରେ ୪ ପ୍ରତିଶତ ରିହାତି ରଖାଯାଇଛି । ସେହିପରି ଫାଇନ୍!-->…
Read More...
Read More...
ବେରୋଜଗାରୀ ଯୁବବର୍ଗଙ୍କୁ ମିଳିବ ମାସିକ ଭତ୍ତା
ଛତିଶଗଡ; ସୋମବାର ବିଧାନସଭାରେ ବଜେଟ୍ ଉପସ୍ଥାପନ ବେଳେ ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ। ବେକାରୀ ଯୁବକଙ୍କୁ ମାସିକ ଭତ୍ତା ଦେବାକୁ ଘୋଷଣା କରିଛନ୍ତି ଛତିଶଗଡ଼ ସରକାର । ବଜେଟରେ ବେରୋଜଗାରୀ ଯୁବକଙ୍କ ପାଇଁ ମାସିକ ୨୫ଶହ ଟଙ୍କା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ!-->…
Read More...
Read More...