ପ୍ରମୁଖ ଖବର

ଗାନ୍ଧି ପରିବାରକୁ ନେଇ ପୋଷ୍ଟ, କଙ୍ଗନାଙ୍କ ନାଁରେ ମାମଲା
ଝାଡ଼ଖଣ୍ଡର କଂଗ୍ରେସ ବିଧାୟକ ଭୂଷଣ ବାରାଙ୍କ ବିରୋଧରେ ଜଣେ ୧୪ ବର୍ଷୀୟା ଆଦିବାସୀ ନାବାଳିକା ଯୌନ ନିର୍ଯାତନା ଓ ମାଡ଼ ମାରିବାର ଅଭିଯୋଗ
ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଚୂଡ଼ାନ୍ତ ହେବା ନିକଟତର: ଜୟଶଙ୍କର
ଓଡ଼ିଶାକୁ ଆଉ ୧ ଲକ୍ଷ ପକ୍କା ଘର ମଞ୍ଜୁର, ବଲାଙ୍ଗୀରରେ ଶିବରାଜଙ୍କ ଘୋଷଣା
ଢେଙ୍କାନାଳ ମେଡିକାଲ୍‌ର ୪ ମହଲାରୁ ଡେଇଁ ରୋଗୀଙ୍କ ମୃତ୍ୟୁ
Browsing Category

ଅର୍ଥନୀତି

ନୂଆବର୍ଷରେ ମହଙ୍ଗା ମାଡ଼

ନୂଅଦିଲ୍ଲୀ; ନୂଆବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କୁ ଲାଗିଲା ଶକ୍ତ ଝଟକା । ୨୦୨୩ ଆରମ୍ଭ ହେବା ମାତ୍ରେ ଲୋକଙ୍କୁ ମହଙ୍ଗା ମାଡ଼ ସହିବାକୁ ପଡୁଛି । ପହିଲାରୁ ବୃଦ୍ଧି ପାଇଛି ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ । ତେବେ ଗତକାଲି ଠାରୁ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୨୫ ଟଙ୍କା ବୃଦ୍ଧି ପାଇଛି । ଦିଲ୍ଲୀ,…
Read More...

୪ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ବର; ସରକାରୀ କର୍ମଚାରୀଙ୍କ ଲାଗି ଆସିଲା ଖୁସି ଖବର । ରାଜ୍ୟ କର୍ମଚାରୀଙ୍କୁ ନୂଆବର୍ଷ ଭେଟି ଦେଲେ ସରକାର । ସେମାନଙ୍କ ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ମହଙ୍ଗା ଭତ୍ତା ଓ ଟିଆଇ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରୀ…
Read More...

ଜାନୁଆରୀରେ ୧୫ ଦିନ ବନ୍ଦ ରହିବ ବ୍ୟାଙ୍କ୍‌

ନ୍ୟୁଜ୍ ବ୍ୟୁରୋ; ଆଉ କିଛି ଦିନର ଅପେକ୍ଷା ପରେ ଆସୁଛି ନୂତନ ବର୍ଷ ୨୦୨୩ । ନୂଆ ବର୍ଷ ଆରମ୍ଭ ପୂର୍ବରୁ ମଧ୍ୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଦ୍ୱାରା ୨୦୨୩ ପାଇଁ ବ୍ୟାଙ୍କ ଛୁଟିଦିନର ତାଲିକା ପ୍ରକାଶ ପାଇଛି । ଯାହା ଅନୁଯାୟୀ, ନୂତନ ବର୍ଷର ପ୍ରଥମ ମାସରେ ଅର୍ଥାତ୍ ଜାନୁୟାରୀ ୨୦୨୩ ରେ…
Read More...

ପୁଣି ବଢ଼ିଲା ସିଏନଜି ମୂଲ୍ୟ

ନୂଆଦିଲ୍ଲୀ; ନୂଆବର୍ଷ ପୂର୍ବରୁ ଦିଲ୍ଲୀବାସୀଙ୍କୁ ମହଙ୍ଗା ମାଡ଼ । ଦିଲ୍ଲୀ-ଏନସିଆରରେ ପୁଣି ବଢ଼ିଲା ସିଏନଜି ମୂଲ୍ୟ । ଶନିବାର ସକାଳ ୬ଟାରୁ ଲାଗୁ ହୋଇଛି ଏହି ନୂଆ ଦର । ଆଇଜିଏଲ୍ ଦିଲ୍ଲୀରେ ସିଏନଜି ମୂଲ୍ୟ ୭୮.୬୧ରୁ କିଲୋପ୍ରତି ୭୯.୫୬ ଟଙ୍କାକୁ ବୃଦ୍ଧି କରିଛି । ନୋଏଡା, ଗ୍ରେଟର ନୋଏଡା ଏବଂ…
Read More...

ଏଣିକି ମହଙ୍ଗା ହେବ ଋଣ

ନୂଆଦିଲ୍ଲୀ; ପୁଣି ବଢିଲା ରେପୋ ରେଟ୍‌ । ଲଗାତାର ପଞ୍ଚମ ଥର ପାଇଁ ରିଜର୍ଭ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ ଚଳିତ ବର୍ଷ ରେପୋ ରେଟ୍‌ ବୃଦ୍ଧି କରିଛି । ଲଗାତାର ତିନି ଥର ରେପୋ ରେଟ୍ ୫୦ ବେସିସ୍ ପଏଂଟ ବଢିବା ପରେ ଏଥର ୩୫ ବେସିସ୍ ପଏଂଟ ବଢାଇଛି ଭାରତୀୟ ରଜର୍ଭ ବ୍ୟାଙ୍କ । ରେପୋ ରେଟ୍ ୦.୩୫%…
Read More...

ଖୁବଶୀଘ୍ର ହ୍ରାସ ପାଇବ ତୈଳ ଦର

ନୂଆଦିଲ୍ଲୀ; ସରକାର ଖୁବଶୀଘ୍ର ଜନସାଧାରଣଙ୍କ ପାଇଁ ଆଶ୍ୱସ୍ଥି ଆଣିବାକୁ ଯାଉଛନ୍ତି । ବିଶେଷଜ୍ଞଙ୍କ ମତ ଅନୁଯାୟୀ, ଦେଶରେ ଖୁବଶୀଘ୍ର ହ୍ରାସ ପାଇବ ତୈଳ ଦର । ଆଗକୁ ସରକାର ପେଟ୍ରୋଲ-ଡ଼ିଜେଲ ଦରରେ ୧୦ ପ୍ରତିଶତ କମାଇବାକୁ ଯାଉଛନ୍ତି । ଅଶୋଧିତ ତୈଳ ଦରରେ ହ୍ରାସ ହେତୁ ଦେଶରେ ପେଟ୍ରୋଲ ଓ…
Read More...

ଆଜିଠୁ ଡିଜିଟାଲ କରେନ୍ସି ସେବା ଆରମ୍ଭ

ନୂଆଦିଲ୍ଲୀ; ଆଜିଠାରୁ ଡିଜିଟାଲ କରେନ୍ସି ସେବା ଆରମ୍ଭ ହେବ। ଆରବିଆଇ ଆଜି ଜାରି କରିବ ଡିଜିଟାଲ ରୁପି । ପରୀକ୍ଷାମୂଳକ ଭାବେ ଦେଶର ୪ଟି ସହରରେ ଏହି ଡିଜିଟାଲ କରେନ୍ସି ସେବା ଆରମ୍ଭ କରାଯିବ । ମୁମ୍ବାଇ, ଦିଲ୍ଲୀ, ବେଙ୍ଗାଲୁରୁ ଓ ଭୁବନେଶ୍ୱରରେ ଡିଜିଟାଲ କରେନ୍ସି ଲଞ୍ଚ କରାଯିବ ବୋଲି ସୂଚନା…
Read More...

ମିଶନ ଶକ୍ତି ମା’ମାନଙ୍କୁ ନବୀନଙ୍କ ଭେଟି

ଭୁବନେଶ୍ୱର: ରାଜ୍ୟର ମିଶନ ଶକ୍ତି ମା’ମାନଙ୍କ କାର୍ଯ୍ୟକ୍ରମରେ ଏକ ବିଶାଳ ପରିବର୍ତ୍ତନ ଆଣିବାର ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସେମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି । ୨୦୨୨ ଅପ୍ରେଲ ପହିଲାରୁ ଏହି ନୂତନ ଋଣ…
Read More...

ଡିସେମ୍ବର ପହିଲାରୁ ଲଞ୍ଚ ହେବ ଡିଜିଟାଲ ମୁଦ୍ରା

ନୂଆଦିଲ୍ଲୀ; ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ବଡ ଘୋଷଣା । ଡିସେମ୍ବର ପହିଲାରୁ ଖୁଚୁରା ବଜାରରେ ଲଞ୍ଚ କରାଯିବ ଡିଜିଟାଲ ମୁଦ୍ରା ।ରିଜର୍ଭ ବ୍ୟାଙ୍କ ପକ୍ଷରୁ ଏହି ଡିଜିଟାଲ ମୁଦ୍ରାକୁ 'ସେଣ୍ଟ୍ରାଲ ବ୍ୟାଙ୍କ ଡିଜିଟାଲ କରେନ୍ସି' ବୋଲି ନାମକରଣ କରାଯାଇଛି । ଡିସେମ୍ବର ପହିଲାରୁ ଏହାର…
Read More...

ବ୍ରିଟେନରେ ଏସୀୟ ଧନୀ ତାଲିକାର ୧୭ତମ ସ୍ଥାନରେ ଋଷି ସୁନକ

ନୂଆଦିଲ୍ଲୀ; ଦିନକୁ ଦିନ ବଢିବାରେ ଲାଗିଛି ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ତଥା ଭାରତୀୟ ବଂଶୋଦ୍ଧବ ଋଷି ସୁନକଙ୍କ ସମ୍ପତ୍ତି । ବ୍ରିଟେନରେ ଏସୀୟ ଧନୀଙ୍କ ତାଲିକାରେ ସାମିଲ୍ ହୋଇଛନ୍ତି ଋଷି ସୁନକ ଏବଂ ତାଙ୍କ ପତ୍ନୀ ଅକ୍ଷତା ମୂର୍ତ୍ତି । ତାଲିକାରେ ସୁନକ ଦମ୍ପତ୍ତି ୧୭ତମ ସ୍ଥାନରେ…
Read More...