ପ୍ରମୁଖ ଖବର

ଗାନ୍ଧି ପରିବାରକୁ ନେଇ ପୋଷ୍ଟ, କଙ୍ଗନାଙ୍କ ନାଁରେ ମାମଲା
ଝାଡ଼ଖଣ୍ଡର କଂଗ୍ରେସ ବିଧାୟକ ଭୂଷଣ ବାରାଙ୍କ ବିରୋଧରେ ଜଣେ ୧୪ ବର୍ଷୀୟା ଆଦିବାସୀ ନାବାଳିକା ଯୌନ ନିର୍ଯାତନା ଓ ମାଡ଼ ମାରିବାର ଅଭିଯୋଗ
ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଚୂଡ଼ାନ୍ତ ହେବା ନିକଟତର: ଜୟଶଙ୍କର
ଓଡ଼ିଶାକୁ ଆଉ ୧ ଲକ୍ଷ ପକ୍କା ଘର ମଞ୍ଜୁର, ବଲାଙ୍ଗୀରରେ ଶିବରାଜଙ୍କ ଘୋଷଣା
ଢେଙ୍କାନାଳ ମେଡିକାଲ୍‌ର ୪ ମହଲାରୁ ଡେଇଁ ରୋଗୀଙ୍କ ମୃତ୍ୟୁ
Browsing Category

ଅର୍ଥନୀତି

୭୫ ପ୍ରତିଶତ କର୍ମଚାରୀଙ୍କୁ ଛଟେଇ କରିପାରେ ଟ୍ୱିଟର୍

ନ୍ୟୁଜ୍ ବ୍ୟୁରୋ; ମାଇକ୍ରୋ ବ୍ଲଗିଂ ସାଇଟ୍ ଟ୍ବିଟରରୁ କର୍ମଚାରୀଙ୍କ ଛଟେଇ କରିବେ ଏଲନ ମସ୍କ । ଏନେଇ ଆମେରିକା ଖବରକାଗଜ ଦ ନ୍ୟୁୟର୍କ ଟାଇମ୍ସରରେ ପ୍ରକାଶ ପାଇଛି ତଥ୍ୟ । ସୋଶାଲ ମିଡିଆ କମ୍ପାନୀ ଟ୍ୱିଟର୍‌କୁ କିଣିବା ପରେ ଗୋଟିଏ ପରେ ଗୋଟିଏ ବଡ଼ ନିଷ୍ପତ୍ତି ନେଉଛନ୍ତି ଏଲନ ମସ୍କ ।…
Read More...

ପୁଣି ବାଜି ମାରିନେଲେ ଗୌତମ ଆଦାନୀ

ଆଦାନୀ ବିଶ୍ବର ତୃତୀୟ ଧନୀଜେଫ୍ ବେଜୋସଙ୍କୁ ପକାଇଲେ ପଛରେବିଶ୍ବର ତୃତୀୟ ଧନୀ ତାଲିକାରେ ସ୍ଥାନ କଲେ ପକ୍କା ମୁମ୍ବାଇ; ଏସିଆର ଏକ ନମ୍ବର ଧନୀ ଏବେ ଦିନକୁ ଦିନ ଉପରକୁ ଉଠିବାରେ ଲାଗିଛନ୍ତି । ଏବେ ପୁଣି ଥରେ ବାଜି ମାରି ନେଇଛନ୍ତି ଗୌତମ ଆଦାନୀ । ସେ ଜେଫ୍ ବେଜୋସଙ୍କୁ ପଛରେ ପକାଇ…
Read More...

କମୁଛି ମାର୍କ ଜୁକରବର୍ଗଙ୍କ ସମ୍ପତି

ମୁମ୍ବାଇ; ସାଥ୍‌ ଦେଉନି ମାର୍କ ଜୁକରବର୍ଗଙ୍କ ଭାଗ୍ୟ । ଦିନକୁ ଦିନ ଗରିବ ହେଉଛନ୍ତି ମେଟାର ସିଇଓ ତଥା କୋଟିପତି ଜୁକରବର୍ଗ । ତାଙ୍କ ସମ୍ପତିର ମୂଲ୍ୟ ଦିନକୁ ଦିନ କମିବାରେ ଲାଗିଛି । ଷ୍ଟକ ମାର୍କେଟ୍‌ରେ ତାଙ୍କ ସମ୍ପତିର ମୂଲ୍ୟ କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି । କେବେଳ ୨୦୨୨ ରେ…
Read More...

ପଞ୍ଜାବ ସରକାରଙ୍କ ଦୀପାବଳି ଭେଟି, ରାଜ୍ୟ କର୍ମଚାରୀଙ୍କୁ ପୁରୁଣା ପେନସନ୍ ଲାଗୁ

ପଞ୍ଜାବ; ଦୀପାବଳି ପୂର୍ବରୁ ପଞ୍ଜାବର ଭଗୱନ୍ତ ମାନ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି । ମାନଙ୍କ ଘୋଷଣା ମୁତାବକ ରାଜ୍ୟ କର୍ମଚାରୀମାନେ ଏବେ ପୁରୁଣା ଫର୍ମୁଲାରେ ପେନସନ୍ ପାଇବେ । ଏନେଇ ରାଜ୍ୟ କ୍ୟାବିନେଟରେ ନିଷ୍ପତ୍ତି ହୋଇଥିବା କଥା ଭଗୱନ୍ତ ମାନ୍ ସୂଚନା…
Read More...

ବଢ଼ିଲା ଶ୍ରମିକଙ୍କ ଦୈନିକ ମଜୁରୀ

ଭୁବନେଶ୍ୱର: କୁଶଳୀ, ଅଣକୁଶଳୀ ଏପରି ସମସ୍ତ ବର୍ଗର ଶ୍ରମିକଙ୍କ ପାରିଶ୍ରମିକକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।ଶ୍ରମିକଙ୍କ ଦୈନିକ ମଜୁରୀରେ ୭ ଟଙ୍କା ବୃଦ୍ଧି ହୋଇଛି। କୁଶଳୀ ଶ୍ରମିକଙ୍କ ପାରିଶ୍ରମିକ ୪୧୬ ଟଙ୍କାରୁ ବଢି ୪୨୩ ଟଙ୍କା ହୋଇଛି । ସେହିଭଳି ଅତିକୁଶଳୀଙ୍କ ପାରିଶ୍ରମିକ ୪୭୬…
Read More...

୧୦ ଦେଶକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ବିକିବ ଭାରତ

ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର ହେଉଛି ଭାରତ । ଏଥିସହିତ ଦେଶରେ ତିଆରି ସୁପରସୋନିକ ମିସାଇଲକୁ ବିଭିନ୍ନ ଦେଶକୁ ଯୁଦ୍ଧାସ୍ତ୍ର ରପ୍ତାନୀ କରୁଛି । ଫିଲିପାଇନ୍ସକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ବିକିବା ପରେ ଅନ୍ୟ ଦେଶମାନଙ୍କୁ ବି ଏହି କ୍ଷେପଣାସ୍ତ୍ର ବିକିବାକୁ ଭାରତ ଯୋଜନା କରୁଛି ।…
Read More...

୨ ଟଙ୍କା ବଢିଲା ଅମୁଲ କ୍ଷୀରର ଦାମ୍

ଗ୍ରାହକଙ୍କୁ ବଡ ଝଟକା ଦେଲା ଦୁଗ୍ଧଜାତ ଦ୍ରବ୍ୟ ଉତ୍ପାଦନ କରୁଥିବା ଅମୁଲ କମ୍ପାନୀ । ଆଜି ଠାରୁ ଅମୁଲ କ୍ଷୀରର ଦାମ ଲିଟର ପ୍ରତି ୨ ଟଙ୍କା ବୃଦ୍ଧି ହୋଇଛି । ତେବେ ନିର୍ବାଚନ ପାଇଁ ଗୁଜରାଟରେ ଦରବୃଦ୍ଧି ନିୟମ ଲାଗୁ ହେବ ନାହିଁ । ଗୁଜରାଟକୁ ଛାଡ଼ି ବାକି ସବୁ ସ୍ଥାନରେ ବର୍ଦ୍ଧିତ ଦାମ ଦେଇ…
Read More...

କ୍ଷୁଧା ତାଲିକାରେ ଶୋଚନୀୟ ସ୍ଥିତିରେ ଭାରତ

ପଡ଼ୋଶୀ ପାକିସ୍ତାନ, ବାଂଲାଦେଶ, ଶ୍ରୀଲଙ୍କା ସ୍ଥିତି ବରଂ ଭଲ୨୦୨୧ ଅପେକ୍ଷା ସ୍ଥିତି ସୁଧୁରିବା ବଦଳରେ ବିଗିଡ଼ିଛି ନୂଆଦିଲ୍ଲୀ: ଭାରତର ଲୋକମାନେ ପେଟପୂରା ଖାଦ୍ୟ ଖାଇବାକୁ ପାଉନାହାନ୍ତି। ସଂପ୍ରତି ପ୍ରକାଶ ପାଇଥିବା ବିଶ୍ବ କ୍ଷୁଧା ସୂଚକାଙ୍କ ତାଲିକା ଏମିତି ଚାଞ୍ଚଲ୍ୟକର ତଥ୍ୟ…
Read More...

ରେଳ କର୍ମଚାରୀଙ୍କୁ ଦୀପାବଳି ଭେଟି !

ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍‌ରେଳ କର୍ମଚାରୀଙ୍କୁ ଦୀପାବଳି ଭେଟି !୭୮ ଦିନର ଘୋଷଣା ହେଲା ବୋନସ୍‌ବୋନସ ପାଇଁ ଖର୍ଚ୍ଚ ହେବ ୧୮୩୨ କୋଟି ନୂଆଦିଲ୍ଲୀ: ଦିପାବଳୀ ଉପଲକ୍ଷେ ରେଳ କର୍ମଚାରୀଙ୍କୁ ବଡ ଉପହାର ଭେଟି ଦେଇଛନ୍ତି କେନ୍ଦ୍ର ସରକାର । କେନ୍ଦ୍ର ମନ୍ତ୍ରୀମଣ୍ଡଳ ତରଫରୁ ରେଳ…
Read More...

ଧନୀ ବ୍ୟକ୍ତିଙ୍କର ଖସିଲା ସମ୍ପତି

ବିଶ୍ବର ଟପ୍‌-୧୦ ଧନୀଙ୍କର ଖସିଲା ସମ୍ପତିମସ୍କ ସହିଲେ ୮୫ ହଜାର କୋଟିର କ୍ଷତିଅମ୍ବାନୀ ଓ ଆଦାନୀଙ୍କର ବି କମିଲା ସମ୍ପତି ମୁମ୍ବାଇ: ବିଶ୍ବର ପ୍ରଥମ ୧୦ ଧନୀ ବ୍ୟକ୍ତିଙ୍କର ଖସିଲା ସମ୍ପତି । ଏଥିରେ ଅଧିକ ପ୍ରଭାବିତ ହୋଇଛନ୍ତି ବିଶ୍ବର ଏକନମ୍ବର ଧନୀ ତଥା ଟେସଲା ସିଇଓ ଏଲନ ମସ୍କ ।…
Read More...