ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category

ଅର୍ଥନୀତି

ପୁଣି ବଢିଲା ତେଲ ଦାମ, ୧୦ ଦିନରେ ଲଗାତର ୯ ଥର ବୃଦ୍ଧି

ପୁଣି ବଢିଲା ତେଲ ଦାମ୍‌ । ଆଜି ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୮୪ ପଇସା ବୃଦ୍ଧି ହୋଇଛି । ଗତ ୧୦ ଦିନରେ ୯ ଥର ବଢିଲାଣି ତୈଳ ଦର । ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୮୦ ପଇସା ବୃଦ୍ଧି ହୋଇଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୧ .୮୧ ପଇସାରେ ପହଁଞ୍ଚି ଥିବା ବେଳେ…
Read More...

୨୦୨୨-୨୩ କାମଚଳା ବଜେଟ: କାହା ପାଇଁ କେତେ?

ଆଜି ବିଧାନସଭାରେ ଉପସ୍ଥାପନା ହେଲା କାମଚଳା ବଜେଟ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ ଉପସ୍ଥାପନା କରିଛନ୍ତି । ୪ ମାସ ପାଇଁ କାମଚଳା ବଜେଟର ପରିଣାମ ୧ ଲକ୍ଷ ୬ ହଜାର ୪୯୭ କୋଟି । ଅର୍ଥମନ୍ତ୍ରୀ କହିଥିଲେ, ଆର୍ଥିକ ଓ ସାମାଜିକ ବିକାଶ କ୍ଷେତ୍ରରେ ଓଡିଶା ଉନ୍ନତି କରିଛି । ପ୍ରତିକୂଳ…
Read More...

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, ବଢିଲା ମହଙ୍ଗା ଭତ୍ତା

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । କେନ୍ଦ୍ର ସରକାର ନୂଆ ଆର୍ଥିକ ବର୍ଷ ଆରମ୍ଭ ହେବା ପୂର୍ବରୁ ଲକ୍ଷ ଲକ୍ଷ କର୍ମଚାରୀଙ୍କୁ ବଡ଼ ଉପହାର ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାର କେନ୍ଦ୍ରୀୟ କର୍ମଚାରୀଙ୍କ ମହାଙ୍ଗା ଭତ୍ତା କରିଛନ୍ତି । ଆଉ ୩ ପ୍ରତିଶତ ବଢାଇ ଦିଆଯାଇଛି…
Read More...

ତୈଳ ଦରରେ ଲାଗୁନି ବ୍ରେକ, ୯ ଦିନରେ ବଢିଲାଣି ୮ ଥର

ଉପରମୁହାଁ ହେବାରେ ଲାଗିଛି ତୈଳ ଦର । ୯ ଦିନରେ ୮ ଥର ବଢିଲାଣି ପେଟ୍ରୋଲ ଓ ଡିଜେଲ । ଆଜି ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୮୦ ପଇସାଲେଖାଁଏ ବୃଦ୍ଧି ହୋଇଛି । ରାଜଧାନୀ ଦିଲ୍ଲୀରେ ଏବେ ପେଟ୍ରୋଲ ଦର ଶତକ ପାର କରିଛି। ଲିଟର ପିଛା ୧୦୧ଟଙ୍କାରେ ଦିଲ୍ଲୀରେ ପେଟ୍ରୋଲ ଦର ପହଞ୍ଚିଛି। ମାର୍ଚ୍ଚ ୨୨…
Read More...

ଆଜି ଆସିବ କାମଚଳା ବଜେଟ

ଆଜି ବିଧାନସଭାରେ ଆଗତ ହେବ କାମଚଳା ବଜେଟ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ବଜେଟ ଉପସ୍ଥାପନା କରିବେ । ୨୦୨୨-୨୩ ବର୍ଷ ନିମନ୍ତେ ୧ ଲକ୍ଷ ୬ ହଜାର କୋଟି ଟଙ୍କାର ଲେଖାନୁଦାନ ଗୃହରେ ରଖାଯିବାର କାର୍ଯ୍ୟକ୍ରମ ରହିଛି । ଅର୍ଥମନ୍ତ୍ରୀ ଗୃହରେ ପ୍ରଥମେ…
Read More...

ତୈଳ ଦରରେ ଲାଗୁନି ବ୍ରେକ୍‌, ଆଜି ପୁଣି ବଢିଲା ପେଟ୍ରୋଲ,ଡିଜେଲ ଦର

ତୈଳ ଦରରେ ଲାଗୁନି ବ୍ରେକ । ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି । ଲଗାତର ଭାବେ ଆଠ ଦିନରେ ସପ୍ତମ ଥର ପାଇଁ ତୈଳ ଦର ବୃଦ୍ଧି ପାଇଛି। ଦିଲ୍ଲୀରେ ପେଟ୍ରୋଲ ଦର ୧୦୦ ଟପିଛି । ଆଜି ସକାଳୁ ଦିଲ୍ଲୀରେ ପେଟ୍ରୋଲ ଦର ୮୦ ପଇସା ଓ ଡିଜେଲ ଲିଟର ପିଛା ୭୦ ପଇସା ମହଙ୍ଗା ହୋଇଛି ।…
Read More...

ଭାରତ ବନ୍ଦର ଆଜି ଦ୍ୱିତୀୟ ଦିନ

ଆଜି ଭାରତ ବନ୍ଦର ଦ୍ୱିତୀୟ ଦିନ । ପ୍ରଥମ ଦିନରେ ବନ୍ଦର ବିଶେଷ ପ୍ରଭାବ ପଡିନଥିବା ବେଳେ କିଛି ସ୍ଥାନରେ ବନ୍ଦର ପ୍ରଭାବ ଦେଖାଦେଇଥିଲା । ଦ୍ୱିତୀୟ ଦିନର ବନ୍ଦରେ ସାମିଲ ହୋଇଛନ୍ତି ରାଜ୍ୟ ସଂଗଠନ । ଆଜି ବିଭିନ୍ନ ସ୍ଥାନରେ ପିକେଟିଂ କରିବା ସହ ରାସ୍ତା ଅବରୋଧ କରିଛନ୍ତି ଆନ୍ଦୋଳନକାରୀ ।…
Read More...

ଉପରମୁହାଁ ତେଲ ଦର, ୭ ଦିନରେ ୬ ଥର ବଢିଲାଣି

ରାତି ପାହିଲେ ବଦଳୁଛି ତେଲ ଦର । ୭ ଦିନରେ ୬ ଥର ବଢିଲାଣି ତେଲ ଦର । । ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହୋଇଛି । ପେଟ୍ରୋଲ ଲିଟର ପିଛା ୩୦ ପଇସା ଓ ଡିଜେଲ ଲିଟର ପିଛା ୩୫ ପଇସା ବୃଦ୍ଧି ହୋଇଛି । ୨୨ ମାର୍ଚ୍ଚରୁ ୨୮ ମାର୍ଚ୍ଚ ମଧ୍ୟରେ ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ୪ଟଙ୍କା…
Read More...

ତେଲ ଦରରେ ନିଆଁ, ୬ ଦିନରେ ବଢିଲାଣି ୫ ଥର

ରାତି ପାହିଲେ ବଦଳୁଛି ତେଳ ଦର । ୬ ଦିନରେ ୫ ଥର ବଢିଲାଣି ପେଟ୍ରୋଲ ଓଡିଜେଲ । ଆଜି ପେଟ୍ରୋଲ ଲିଟର ପିଛା ୫୦ ପଇସା ଓ ଡିଜେଲ ଲିଟର ପିଛା ୫୫ପଇସା ବୃଦ୍ଧି ପାଇଛି । ଯାହା ଖାଉଟିଙ୍କୁ ବାଧୁଛି। ୟୁପି ସମେତ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ସରିବା ପରେ ଉପରମୁହାଁ ହୋଇଛି ତେଲ ଦର। ୨୨…
Read More...

ଏପ୍ରିଲରୁ ବଢିବ ଔଷଧର ଦାମ

ଏପ୍ରିଲରୁ ବଢିବ ଔଷଧର ଦାମ । ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ପରେ ଔଷଧର ଦାମ ବଢିବ । ଗୋଟିଏ କି ଦୁଇଟି ନୁହେଁ ପ୍ରାୟ ୮୦୦ରୁ ଅଧିକ ଔଷଧ ମହଙ୍ଗା ହେବ । ଭାରତୀୟ ଜାତୀୟ ଫାର୍ମାସ୍ୟୁଟିକାଲ ମୂଲ୍ୟ ପ୍ରାଧିକରଣ ଶୁକ୍ରବାର ଦିନ ୨୦୨୦ରେ ଅନୁରୂପ ଅବଧିରେ ବର୍ଷ ୨୦୨୧…
Read More...