Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା
Browsing Category
ଅର୍ଥନୀତି
୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି
ଭୁବନେଶ୍ବର: ଓଡ଼ିଶା ସରକାର ଏବଂ ଉତ୍କଳ ଚାମ୍ବର୍ସ ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ପକ୍ଷରୁ ଜନତା ମଇଦାନ ଠାରେ ଆୟୋଜିତ ହୋଇଯାଇଛି ‘ସମୃଦ୍ଧ ଓଡିଶା ୨୦୩୬ କନକ୍ଲେଭ’। ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦଘାଟିତ କରିଛନ୍ତି। ୨୦୩୬ରେ ଓଡ଼ିଶାକୁ ୫୦୦ ବିଲିୟନ!-->…
Read More...
Read More...
୮ମ ବେତନ କମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ନୂଆଦିଲ୍ଲୀ: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ବଢିବ ବେତନ। ଅଷ୍ଟମ କେନ୍ଦ୍ରୀୟ ବେତନ କମିଶନର ସର୍ତ୍ତାବଳୀ (ଟର୍ମ ଅଫ ରେଫରେନ୍ସ)କୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛି। ଏହା ଦ୍ୱାରା ପାଖାପାଖି ୫୦ ଲକ୍ଷ କେନ୍ଦ୍ର ସରକାରୀ ଚାକିରିଆ ଓ ୬୯ ଲକ୍ଷରୁ ଊର୍ଦ୍ଧ୍ୱ!-->…
Read More...
Read More...
ଜୁଲାଇ ୧ରୁ ବଢିବ ରେଳ ଟିକେଟ୍ ମୂଲ୍ୟ
ନୂଆଦିଲ୍ଲୀ: ଜୁଲାଇ ୧ରୁ ବଢ଼ିବାକୁ ଯାଉଛି ରେଳ ଟିକେଟ୍ର ମୂଲ୍ୟ। ଯାହା ସାଧାରଣ ଯାତ୍ରୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରୁଥିବା ଯାତ୍ରୀଙ୍କ ପକେଟ କରିବ ଖାଲି। ଏହାସହ ଏକ ଖୁସି ଖବର ମଧ୍ୟ ରହିଛି। କିଛି ବର୍ଗରେ ଟିକେଟ ମୂଲ୍ୟରେ କୌଣସି ପରିବର୍ତ୍ତନ ହେବାକୁ ଯାଉନି।
ରେଲଓ୍ବର ନୂଆ!-->!-->!-->…
Read More...
Read More...
ବଢିଲା ଓମଫେଡ୍ କ୍ଷୀର ଦାମ୍
ଭୁବନେଶ୍ବର: ଓମଫେଡ୍ କ୍ଷୀର ଦାମ୍ ବଢ଼ିଛି। ବଜାରକୁ ଏବେ ଏହାର ନୂଆ ଦର ଆସିଛି। ପ୍ରିମିୟମ ଓ ଟୋନେଡ୍ କ୍ଷୀର ଲିଟର ପିଛା ୨ ଟଙ୍କା ବୃଦ୍ଧି ହୋଇଥିବାବେଳେ ଗୋଲ୍ଡ କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି ହୋଇଛି। ଏନେଇ ଓମଫେଡ୍ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ଥାଉକି, ପୂର୍ବରୁ!-->!-->!-->…
Read More...
Read More...
ସୁନା ପୁଣି ଉପରମୁହାଁ
ନୂଆଦିଲ୍ଲୀ: ସୁନା ଦର ପୁଣି ବଢ଼ିଛି। ଦୁଇ ଦିନ ମଧ୍ୟରେ ୧୫୫୦ ଟଙ୍କାର ବୃଦ୍ଧି ଘଟିଲାଣି। ବୁଧବାର ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ପିଛା ଦାମ୍ ୭୫୦ ଟଙ୍କା ବଢ଼ିଥିଲା। ଗୁରୁବାର ଦର ଆଉ ୮୦୦ ଟଙ୍କା ବଢ଼ିବାରୁ ଏହାର ଦାମ୍ ୯୧ ହଜାର ଟଙ୍କାକୁ ଛୁଇଁଛି।
୨୪ କ୍ୟାରେଟ୍ ସୁନାର ଦାମ୍ ୮୨୦!-->!-->!-->…
Read More...
Read More...
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ନୂଆଦିଲ୍ଲୀ: ଋଣ ନେଉଥିବା କିମ୍ବା ଋଣ ଉପରେ ଇଏମଆଇଦେଉଥିବା ଲୋକଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତି ଖବର। ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ ) ତୃତୀୟ ଥର ପାଇଁ ରେପୋ ରେଟ ହ୍ରାସ କରିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ ଶୁକ୍ରବାର ବଜାର ଆଶାଠାରୁ ଅଧିକ ରେପୋ ରେଟ୍ ହ୍ରାସ କରିଛି। ଜୁନ ୪ ତାରିଖରେ!-->…
Read More...
Read More...
ଶସ୍ତା ହେଲା କମର୍ସିଆଲ୍ ସିଲିଣ୍ଡର
ନୂଆଦିଲ୍ଲୀ: କମର୍ସିଆଲ୍ ଏଲପିଜି ଗ୍ୟାସ୍ ସିଲିଣ୍ଡର୍ କମିଲା ଦର। ୧୯ କେଜି କମର୍ସିଆଲ୍ ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ ୨୪ ଟଙ୍କା ହ୍ରାସ ପାଇଛି, ଯାହା ଜୁନ୍ ୧ ତାରିଖରୁ ଲାଗୁ ହେବ ଅର୍ଥାତ୍ ଆଜିଠାରୁ ଲାଗୁ ହେଉଛି। ଅଏଲ୍ ମାର୍କେଟିଂ କମ୍ପାନୀ ଗୁଡ଼ିକ ଆଜିଠୁ ଏହି ଦର ହ୍ରାସ ନେଇ!-->…
Read More...
Read More...
ଆୟକର ରିଟର୍ଣ୍ଣ ଦାଖଲର ଶେଷ ତାରିଖ ବୃଦ୍ଧି କଲେ ସରକାର
ନୂଆଦିଲ୍ଲୀ: ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ଇନକମ୍ ଟ୍ୟାକ୍ସ ରିଟର୍ଣ୍ଣ ଫାଇଲ କରିବାର ତାରିଖକୁ ବୃଦ୍ଧି କରାଯାଇଛି। ଏନେଇ ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (ସିବିଡିଟି) ସୂଚନା ଦେଇଛନ୍ତି। ପୂର୍ବରୁ ଏହାର ଶେଷ ତାରିଖ ଜୁଲାଇ ୩୧, ୨୦୨୫!-->…
Read More...
Read More...
ଅର୍ଥନୀତିରେ ଚାରିନମ୍ବର ସ୍ଥାନକୁ ଉଠିଲା ଭାରତ
ଜାପାନକୁ ପଛରେ ପକାଇଲା ଦେଶ, ପୂର୍ବରୁ ଆଇଏମଏଫ୍ କରିଥିଲା ପୂର୍ବାନୁମାନ
ନିତି ଆୟୋଗ କହିଲା ଠିକ୍ ଠାକ୍ ଚାଲିଲେ ଅଢେଇ ବର୍ଷରେ ତିନି ନମ୍ବର ହେବୁ
ନୂଆଦିଲ୍ଲୀ: ଜାପାନକୁ ପଛରେ ପକାଇ ବିଶ୍ୱର ଚତୁର୍ଥ ବୃହତ ଅର୍ଥନୀତି ପାଲଟିଛି ଭାରତ। ନିତି ଆୟୋଗର ସିଇଓ ବିଭିଆର ସୁବ୍ରମଣ୍ୟମ!-->!-->!-->!-->!-->…
Read More...
Read More...
ମେ’ ଆରମ୍ଭରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର
ନୂଆଦିଲ୍ଲୀ: ମେ’ ପହିଲାରୁ କମିଲା ଏଲ୍ପିଜି ସିଲିଣ୍ଡର ଦର। ଗ୍ରାହକଙ୍କୁ ମିଳିଲା ଆଶ୍ୱସ୍ତି। ଯଦିଓ ଘରୋଇ ବ୍ୟବହାର ପାଇଁ ୧୪.୨ କିଲୋଗ୍ରାମ ଏଲପିଜି ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ, କିନ୍ତୁ ୧୯ କିଲୋଗ୍ରାମ ସିଲିଣ୍ଡର ଏବେ ପୂର୍ବ ଅପେକ୍ଷା ଶସ୍ତାରେ ଉପଲବ୍ଧ ହେବ।!-->…
Read More...
Read More...