ପ୍ରମୁଖ ଖବର

ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category

ଅର୍ଥନୀତି

ପୁଣି ବଢ଼ିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ ପଡ଼ିଛି। ତେଲ କମ୍ପାନୀମାନେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ଦର ବୃଦ୍ଧି କରିଛନ୍ତି। ନୂଆ ଦର ଅନୁଯାୟୀ, ଦିଲ୍ଲୀରେ ୧୯ କିଲୋଗ୍ରାମ ବାଣିଜ୍ୟିକ ସିଲିଣ୍ଡରର ମୂଲ୍ୟ ୪୨ ଟଙ୍କା ବୃଦ୍ଧି ପାଇ ୩,୧୧୩.୫୦ ଟଙ୍କାରେ ପହଞ୍ଚିଛି। କଲକାତାରେ ଏହା ୫୩…
Read More...

ଓଡ଼ିଶା ହେବ ‘ଇସ୍ପାତ ରାଜଧାନୀ’

ପାରାଦ୍ୱୀପରେ ଜେଏସଡବ୍ଲ୍ୟୁର ମେଗା ଷ୍ଟିଲ୍ ପ୍ଲାଣ୍ଟ ପାରାଦ୍ବୀପ: ପାରାଦ୍ୱୀପର ଏରସମା ଅଞ୍ଚଳରେ ଜେଏସଡବ୍ଲ୍ୟୁ ଷ୍ଟିଲର ବୃହତ୍ ‘ମେଗା ଇଣ୍ଟିଗ୍ରେଟେଡ୍ ଷ୍ଟିଲ୍ ପ୍ଲାଣ୍ଟ’ର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ବୁଧବାର ଢିଙ୍କିଆରେ ଆୟୋଜିତ ସମାରୋହରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ…
Read More...

ଇପିଏଫଓ ପେନସନ ବୃଦ୍ଧିକୁ ସଂସଦୀୟ କମିଟିର ସୁପାରିଶ

ନୂଆଦିଲ୍ଲୀ: ଇପିଏଫଓ ପେନସନ୍ ଯୋଜନାରେ ଶୀଘ୍ର ପରିବର୍ତ୍ତନ ଆସିପାରେ। ମାସିକ ସର୍ବନିମ୍ନ ପେନସନ ବୃଦ୍ଧି ପାଇଁ ସଂସଦୀୟ କମିଟି ସରକାରଙ୍କୁ ସୁପାରିଶ କରିଛି। ଇପିଏଫଓ କର୍ମଚାରୀ ପେନସନ୍ ଯୋଜନା-୧୯୯୫ ଅନୁଯାୟୀ ବର୍ତ୍ତମାନ ସର୍ବନିମ୍ନ ପେନସନ ୧୦୦୦ ଟଙ୍କା ରହିଛି। କମିଟି କହିଛି ଯେ, ଏହି…
Read More...

ପାରାଦୀପକୁ ଦେଶର ଏକ ବୃହତ୍ ଅର୍ଥନୈତିକ ଅଞ୍ଚଳରେ ପରିଣତ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପାରାଦୀପରେ ଆଗାମୀ ଦିନରେ ହେବାକୁ ଥିବା ବିଭିନ୍ନ ବୃହତ୍ ଶିଳ୍ପ ପ୍ରତିଷ୍ଠା ସଂପର୍କରେ ଏକ ସମୀକ୍ଷା ବୈଠକ କରିଛନ୍ତି। ବୈଠକରେ ଆଗାମୀ ଦିନରେ ପାରାଦୀପ ଭାରତର ଏକ ବଡ ଇକୋନୋମିକ ଜୋନ ହେବାକୁ ଯାଉଛି ବୋଲି ମତ ଦେଇ ଏହି ଅଞ୍ଚଳରେ ସ୍ଥାପିତ…
Read More...

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁଁ ବଢ଼ିଲା ବିମାନ ଇନ୍ଧନ ମୂଲ୍ୟ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଲାଗିଥିବା ଯୁଦ୍ଧ ଯୋଗୁଁ ବିଶ୍ୱ ବଜାରରେ ବିମାନ ଇନ୍ଧନ ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଭାରତର କମ୍ ମୂଲ୍ୟର ବିମାନ ସେବା ଯୋଗାଇ ଆସୁଥିବା କମ୍ପାନୀ ଇଣ୍ଡିଗୋ ଆଜିଠାରୁ ଘରୋଇ ଏବଂ ଆନ୍ତର୍ଜାତିକ ବିମାନ ଟିକେଟରେ ୪୨୫ ଟଙ୍କାରୁ ୨୩୦୦ ଟଙ୍କା ପର୍ଯ୍ୟନ୍ତ…
Read More...

ବଢିଲା ଖାଇବା ତେଲ ଦର

ଭୁବନେଶ୍ବର: ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବରେ ବଜାରରେ ଖାଇବା ତେଲ ଦର ବୃଦ୍ଧି ହୋଇଛି। ତେଲ ଆମଦାନୀ ନେଇ ବଢିଲା ଚିନ୍ତା। କିଛିଦିନ ତଳେ ରିଫାଇନ୍ ତେଲ ଲିଟର ୧୬୦ଟଙ୍କାରେ ବିକ୍ରି ହେଉଥିବାବେଳେ ଦୁଇଦିନ ହେଲା ଲିଟର ପିଛା ୧୭୦ଟଙ୍କାରେ ବିକ୍ରି ହେଉଛି। ଚାହିଦାଠାରୁ କମ୍ ପରିମାଣର ତେଲ…
Read More...

ଓଡ଼ିଶାରେ ସାମୁଦ୍ରିକ ବନ୍ଦର ଓ ଜଳପଥ ବିକାଶକୁ ବଜେଟ୍‌ରେ ଗୁରୁତ୍ୱ

ଭୁବନେଶ୍ବର: ଓଡ଼ିଶାରେ ସାମୁଦ୍ରିକ ବନ୍ଦର ଓ ଜଳପଥ ବିକାଶକୁ ବଜେଟ୍‌ରେ ବିଶେଷ ଗୁରୁତ୍ୱ ଦିଆଯାଇଛି। କେନ୍ଦ୍ରାପଡ଼ାରେ ଏକ ଜାତୀୟ ବୃହତ୍ ଜାହାଜ ନିର୍ମାଣ କ୍ଲଷ୍ଟର ସ୍ଥାପନ କରାଯିବାକୁ ଯୋଜନା ହୋଇଛି ଏବଂ ଏହି ପ୍ରକଳ୍ପ ପାଇଁ ୨୨ ହଜାର ୭ ଶହ କୋଟି ଟଙ୍କା ବିନିଯୋଗ କରାଯିବ। ଏଥିରେ ଓଡ଼ିଶା…
Read More...

ଅର୍ଥନୈତିକ ସର୍ଭେ ରିପୋର୍ଟ: ରାଜ୍ୟରେ ବଢିଛି ମୁଣ୍ଡପିଛା ଆୟ

ଭୁବନେଶ୍ବର: ଆସନ୍ତାକାଲି(ଶୁକ୍ରବାର) ବିଧାନସଭାରେ ଆଗତ ହେବ ଓଡ଼ିଶା ବଜେଟ। ଏହା ପୂର୍ବରୁ ଆଜି ବିଧାନସଭାରେ ଆଗତ ହୋଇଛି ଆର୍ଥିକ ବର୍ଷ ୨୦୨୫-୨୬ର ଅର୍ଥନୈତିକ ସର୍ଭେ ରିପୋର୍ଟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ଉପସ୍ଥାପନ କରିଛନ୍ତି ଅର୍ଥନୈତିକ ସର୍ଭେ ରିପୋର୍ଟ। ଜାତୀୟ ସ୍ତରଠୁ…
Read More...

ଦେଶର ପ୍ରଥମ କେନ୍ଦ୍ରୀୟ ବ୍ୟାଙ୍କ ଡିଜିଟାଲ୍ ମୁଦ୍ରା ଆଧାରିତ ସାଧାରଣ ବଣ୍ଟନ ବ୍ୟବସ୍ଥାର ଶୁଭାରମ୍ଭ

ଗୁଜରାଟ: ଭାରତର ପ୍ରଥମ କେନ୍ଦ୍ରୀୟ ବ୍ୟାଙ୍କ ଡିଜିଟାଲ୍ ମୁଦ୍ରା (CBDC) ଆଧାରିତ ସାଧାରଣ ବଣ୍ଟନ ବ୍ୟବସ୍ଥାର ଶୁଭାରମ୍ଭ ଆଜି ଗୁଜରାଟର ଗାନ୍ଧୀନଗର ସ୍ଥିତ ମହାତ୍ମା ମନ୍ଦିରରେ କରାଯାଇଛି। ଏହି ପଦକ୍ଷେପକୁ ଶୁଭାରମ୍ଭ କରିଛନ୍ତି କେନ୍ଦ୍ରୀୟ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା। ନିଜ…
Read More...

ଏଣିକି ଶସ୍ତା ହେବ ବିଦେଶ ଯାତ୍ରା ଓ ପାଠପଢ଼ା

ନୂଆଦିଲ୍ଲୀ: ବଜେଟ୍ ଉପସ୍ଥାପନ କରିବା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ବଡ଼ ଘୋଷଣା କରିଛନ୍ତି। ବଜେଟ୍ ୨୦୨୬ରେ କେନ୍ଦ୍ର ସରକାର ବିଦେଶ ଯାତ୍ରା କିମ୍ବା ପାଠପଢ଼ାର ସ୍ୱପ୍ନ ଦେଖୁଥିବା ପରିବାର ଏବଂ ମଧ୍ୟବିତ୍ତ ବର୍ଗକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୋତ୍ସାହନ ପ୍ରଦାନ କରିଛନ୍ତି।…
Read More...