ପ୍ରମୁଖ ଖବର

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌
ବାଂଲାଦେଶ ନିର୍ବାଚନ: ବିଏନପିର ସଫଳତାରେ ତାରିକଙ୍କୁ ମୋଦୀଙ୍କ ଅଭିନନ୍ଦନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଆଜିଠୁ ପରୀକ୍ଷା ପରିଚାଳନା ହବ୍‌କୁ ଯିବ +୨ ପ୍ରଶ୍ନପତ୍ର
Browsing Category

ଅର୍ଥନୀତି

କମିବ ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ଧନତେରାସରେ କେନ୍ଦ୍ର ସରକାର ବଡ ଘୋଷଣା। କମିବ ପେଟ୍ରୋଲ ଓ ଡିଜେଲ ଦର। ତେବେ ଏଥିରୁ ଲାଭ ପାଇବେ ତୈଳ ଡିପୋରୁ ଦୂରଦୂରାନ୍ତରେ ଥିବା ସ୍ଥାନର ଉପଭୋକ୍ତା। ଏନେଇ ଏକ୍ସ’ରେ ସୂଚନା ଦେଇଛନ୍ତି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଫଳରେ
Read More...

ଲଗାତାର ୧୦ମ ଥର ଅପରିବର୍ତ୍ତିତ ରହିଲା ରେପୋ ରେଟ୍

ବଢିବନି ହୋମ୍‌‌ ଲୋନ୍‌‌ ଇଏମ୍‌‌ଆଇନୂଆଦିଲ୍ଲୀ; ଭାରତୀୟ ରିଜର୍ଭ ବ୍ୟାଙ୍କ ପୁଣିଥରେ ରେପୋ ରେଟ୍(ସୁଧ ହାର) ଅପରିବର୍ତ୍ତିତ ରଖିଛନ୍ତି। ରେପୋରେଟ୍‌ ୬.୫%ରେ ଅପରିବର୍ତ୍ତିତ ରଖିବାକୁ ଘୋଷଣା କରିଛି ଆରବିଆଇ। ମନିଟାରୀ ପଲିସି କମିଟି ନିଷ୍ପତ୍ତି ନେଇଥିବା ସୂଚନା ରହିଛି। ବଜେଟ୍ ୨୦୨୪ ଆସିବା
Read More...

ରେଳ କର୍ମଚାରୀଙ୍କ ପାଇଁ ଦୀପାବଳି ବୋନସ

ନୂଆଦିଲ୍ଲୀ: ରେଳ କର୍ମଚାରୀଙ୍କ ପାଇଁ କେନ୍ଦ୍ର ସରକାର ଦୀପାବଳି ପୂର୍ବରୁ ଏକ ବଡ଼ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ରେଳ କର୍ମଚାରୀଙ୍କୁ ୭୮ଦିନର ବୋନସ ଦେବାକୁ ଘୋଷଣା କରାଯାଇଛି। ରେଳ କର୍ମଚାରୀଙ୍କୁ ବୋନସ ଦଶହାରା ଏବଂ ଦିପାବଳୀ ପୂଜା
Read More...

ବଢ଼ିଲା ଗ୍ୟାସ ସିଲିଣ୍ଡରର ମୂଲ୍ୟ

ନ୍ୟୁଜ୍ ବ୍ୟୁରୋ: ପାର୍ବଣ ସମୟରେ ଗ୍ରାହକଙ୍କୁ ଝଟକା। ବଢ଼ିଲା ଏଲପିଜି ସିଲିଣ୍ଡରର ମୂଲ୍ୟ। ମଙ୍ଗଳବାର ଗ୍ୟାସର ମୂଲ୍ୟ ୪୮.୫୦ଟଙ୍କା ବୃଦ୍ଧି ପାଇଛି। ଅବଶ୍ୟ, ଏହି ମୂଲ୍ୟଗୁଡିକ ବ୍ୟବସାୟିକ ଅର୍ଥାତ୍‌ ୧୯ କିଲୋଗ୍ରାମ ଗ୍ୟାସ ସିଲିଣ୍ଡର ପାଇଁ ବୃଦ୍ଧି କରାଯାଇଥିବାବେଳେ ଘରୋଇ ଗ୍ୟାସ
Read More...

ଅକ୍ଟୋବର ୧ରୁ ବଢିବ ଶ୍ରମିକ ସର୍ବନିମ୍ନ ମଜୁରୀ

ଶ୍ରମିକଙ୍କୁ କେନ୍ଦ୍ର ସରକାରଙ୍କ ଦଶହରା ଉପହାର ନୂଆଦିଲ୍ଲୀ: ଶ୍ରମିକଙ୍କୁ ଦଶହରା ଉପହାର ଦେଲେ କେନ୍ଦ୍ର ସରକାର। ଅସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ସରକାର ସର୍ବନିମ୍ନ ମଜୁରୀ ହାରରେ ପରିବର୍ତ୍ତନଶୀଳ ମହଙ୍ଗା
Read More...

୩୧ଟି ବୃହତ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ସରକାର

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୩୧ତମ ଏସ୍ଏଲ୍ଏସଡବ୍ଲୁସିଏ ବୈଠକରେ ୩୧ଟି ବୃହତ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଯାହାର ମୋଟ ମୂଲ୍ୟ ୪ ହଜାର ୯୫୪.୨୬ କୋଟି ଟଙ୍କା। ଏହି ପୁଞ୍ଜିନିବେଶ ବିଭିନ୍ନ କ୍ଷେତ୍ରରେ ବ୍ୟାପକ ଏବଂ ଓଡ଼ିଶାର ଅର୍ଥନୈତିକ
Read More...

ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ଘୋଷଣା କଲେ ରାଜ୍ୟ ସରକାର

ବାଲେଶ୍ୱର: ବାଲେଶ୍ୱର ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ରାଜ୍ୟ ସରକାର ଆଜି ସହାୟତା ଘୋଷଣା କରିଛନ୍ତି। ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ବାଲେଶ୍ୱର ଗସ୍ତକରି କ୍ଷତିଗ୍ରସ୍ତମାନଙ୍କୁ ସହାୟତା ଦେବାକୁ ନିର୍ଦ୍ଦେଶ ଦେଇଥିଲେ
Read More...

ଆଳୁ, ପିଆଜ ପରେ ମହଙ୍ଗା ହେଲା ଖାଇବା ତେଲ

ଭୁବନେଶ୍ବର: ରାଜ୍ୟରେ ଆଳୁ, ପିଆଜ ଓ ପନିପରିବା ପରେ ଏବେ ମହଙ୍ଗା ହୋଇଛି ଖାଇବା ତେଲ। ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ପାମୋଲିନ୍‌‌, ସୂର୍ଯ୍ୟମୁଖୀ ଓ ସୋୟାବିନ୍‌‌ ତେଲ ଉପରେ ଆମଦାନୀ ଶୁକ୍ଳ ବଢାଇଛନ୍ତି ସରକାର। ଏହାର ସିଧାସଳଖ ପ୍ରଭାବ ସାଧାରଣ ଖାଉଟିଙ୍କ ପକେଟ
Read More...

ଚାଷୀଙ୍କୁ ମିଳିବ ସିଏମ କିଷାନର ପ୍ରଥମ କିସ୍ତି

ସମ୍ବଲପୁର: ନୂଆଁଖାଇରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି। ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା। ଏହି ଯୋଜନାରେ ଚାଷୀ ୪ ହଜାର ଟଙ୍କାର ଆର୍ଥିକ ସହାୟତା ପାଇବେ। ଖରିଫ ଓ ରବି ଋତୁ ପୂର୍ବରୁ ଯୋଗ୍ୟ ହିତାଧିକାରୀଙ୍କୁ ଦୁଇଟି କିସ୍ତିରେ ଏହି ଟଙ୍କା ମିଳିବ। ଏ ନେଇ ରାଜ୍ୟ
Read More...

ପୁଣି ବଢ଼ିଲା ଆଳୁ ଦର

ଭୁବନେଶ୍ବର: ପୁଣି ରାଜ୍ୟରେ ଆଳୁ ସଙ୍କଟ ଦେଖାଦେଇଛି। ଆଳୁ ଦର ଆକାଶ ଛୁଆଁ ହୋଇଛି। ଆଳୁକୁ ନେଇ ଏବେ ମଧ୍ୟ ଟେନ୍‌ସନ ଲାଗି ରହିଥିବା ବେଳେ କଟକ ଓ ଭୁବନେଶ୍ୱରରେ ଆଳୁ ଗୋଦାମ ଆଳୁ ନାହିଁ। ଫଳରେ ଟୁଇନ୍‌ ସିଟିରେ ଆଳୁ କେଜି ଦିନକରେ ୨୦ରୁ ୨୫ ଟଙ୍କା ବଢ଼ି ଯାଇଛି। ବଜାରରେ ଆଳୁ ମିଳୁ ନ ଥିବା
Read More...