ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ
Browsing Category

ଅର୍ଥନୀତି

ଅପରିବର୍ତ୍ତିତ ରହିଲା ରେପୋ ରେଟ୍, ବଢ଼ିବନି ଇଏମ୍ଆଇ

ନୂଆଦିଲ୍ଲୀ: ରେପୋ ହାରକୁ ନେଇ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଅପରିବର୍ତ୍ତିତ ରହିଲା ରେପୋ ରେଟ୍। ଲଗାତାର ୧୧ ଥର ପାଇଁ ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ରେପୋ ରେଟ୍‌କୁ ୬.୫ ପ୍ରତିଶତରେ ସ୍ଥିର
Read More...

ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ଯୋଡ଼ି ପାରିବେ ୪ ନୋମିନି

ନୂଆଦିଲ୍ଲୀ: ଏବେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ଯୋଡ଼ି ପାରିବେ ୪ ନୋମିନି, ମଙ୍ଗଳବାର ଲୋକ ସଭାରେ ବ୍ୟାଙ୍କିଂ ଆଇନ୍‌ ସଂଶୋଧନ ବିଲ୍‌ ପାରିତ ହୋଇଛି। ଏହି ବିଲ୍‌ରେ ଗୋଟିଏ ବ୍ୟାଙ୍କ ଆକାଉଣ୍ଟରେ ୪ ନୋମିନି ଯୋଡ଼ିବାର ବ୍ୟବସ୍ଥା କରାଯାଇଛି। ଏଥିସହ ଜମାକାରୀଙ୍କୁ ଉତ୍ତମ ସୁରକ୍ଷା ଏବଂ ଘରୋଇ
Read More...

ନୂଆବର୍ଷ ପୂର୍ବରୁ ପୁଣି ବଢ଼ିଲା ଗ୍ୟାସ ଦର

ନୂଆଦିଲ୍ଲୀ;ନୂଆବର୍ଷ ପୂର୍ବରୁ ପୁଣି ଖାଉଟିକୁ କନ୍ଦାଇଲା ଏଲପିଜି ଗ୍ୟାସ ଦର। ଡିସେମ୍ବର ମାସ ଆରମ୍ଭରୁ ବଢ଼ିଲା ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ଦର। ତୈଳ କମ୍ପାନୀଗୁଡିକ ଆଜିଠାରୁ (ରବିବାର) ପୁଣି କମର୍ସିଆଲ ବା ବ୍ୟବସାୟିକ ଗ୍ୟାସ ସିଲିଣ୍ଡର ମୂଲ୍ୟ ବୃଦ୍ଧି କରିଛନ୍ତି। ୧୯ କିଲୋଗ୍ରାମ ପିଛା
Read More...

୧୨ ହଜାର ୧୫୬ କୋଟି ଟଙ୍କାର ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ବିଧାନସଭାରେ ଉପସ୍ଥାପନ ହେଲା ଅତିରିକ୍ତ ବଜେଟ୍। ୧୨ ହଜାର ୧୫୬ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟ୍ ରେ ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ଏଥିରେ ରତ୍ନଭଣ୍ଡାର ମରାମତି ଓ ରକ୍ଷଣାବେକ୍ଷଣ କରିବା
Read More...

ଦିଲ୍ଲୀରେ ୨୫୦୦ ଟଙ୍କା ବଢ଼ିଲା ବାର୍ଦ୍ଧକ୍ୟ ଭତ୍ତା

ନୂଆଦିଲ୍ଲୀ: ଦିଲ୍ଲୀର ବୃଦ୍ଧାବୃଦ୍ଧମାନଙ୍କ ପାଇଁ ଏକ ଖୁସି ଖବର। ରାଜଧାନୀ ନୂଆ ଦିଲ୍ଲୀର ବୃଦ୍ଧାବୃଦ୍ଧମାନଙ୍କ ପାଇଁ ୨୫୦୦ ଟଙ୍କାର ଭତ୍ତା ଘୋଷଣା କରିଛନ୍ତି ସରକାର।ଦିଲ୍ଲୀ ସରକାର ୮୦ ହଜାର ବୃଦ୍ଧାବୃଦ୍ଧଙ୍କ ପାଇଁ ଏହି ନୂଆ ବାର୍ଦ୍ଧକ୍ୟ ଭତ୍ତା ବ୍ୟବସ୍ଥା ଆରମ୍ଭ କରିବାକୁ ଯାଉଛନ୍ତି। ଏହି
Read More...

ମଧ୍ୟବିତ୍ତଙ୍କ ଉପରୁ କମିଲା ଟିକସ ବୋଝ

ନୂଆଦିଲ୍ଲୀ: ଗତ ୧୦ ବର୍ଷରେ କମିଛି ମଧ୍ୟବିତ୍ତଙ୍କ ଆୟକର। ବିଜେପି ସରକାରର ୧୦ ବର୍ଷ କାର୍ଯ୍ୟକାଳ ମଧ୍ୟରେ ଇନକମ୍ ଟ୍ୟାକ୍ସ ରିଟର୍ଣ୍ଣ କରୁଥିବା ଟିକସଦାତାଙ୍କ ସଂଖ୍ୟା ବୃଦ୍ଧି ପାଇଥିବା ବେଳେ ମଧ୍ୟବିତ୍ତ ପରିବାର ଉପରୁ କମିଲା ଟିକସ ବୋଝ। ସାଧାରଣତଃ ବାର୍ଷିକ ଆୟ ୨୦ ଲକ୍ଷ, ଯେଉଁମାନଙ୍କୁ
Read More...

୩ ଦିନିଆ ସିଙ୍ଗାପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ବିଦେଶ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୩ ଦିନିଆ ସିଙ୍ଗାପୁର ଗସ୍ତରେ ଯିବେ ସିଏମ। ନଭେମ୍ବର ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସିଙ୍ଗାପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଉତ୍କର୍ଷ ଓଡ଼ିଶା - ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫ ପାଇଁ ସିଙ୍ଗାପୁରରେ ହେବ ରୋଡ ସୋ। ଏହି ଗସ୍ତକାଳରେ ସେ
Read More...

କମିବ ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ: ଧନତେରାସରେ କେନ୍ଦ୍ର ସରକାର ବଡ ଘୋଷଣା। କମିବ ପେଟ୍ରୋଲ ଓ ଡିଜେଲ ଦର। ତେବେ ଏଥିରୁ ଲାଭ ପାଇବେ ତୈଳ ଡିପୋରୁ ଦୂରଦୂରାନ୍ତରେ ଥିବା ସ୍ଥାନର ଉପଭୋକ୍ତା। ଏନେଇ ଏକ୍ସ’ରେ ସୂଚନା ଦେଇଛନ୍ତି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ। କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଫଳରେ
Read More...

ଲଗାତାର ୧୦ମ ଥର ଅପରିବର୍ତ୍ତିତ ରହିଲା ରେପୋ ରେଟ୍

ବଢିବନି ହୋମ୍‌‌ ଲୋନ୍‌‌ ଇଏମ୍‌‌ଆଇନୂଆଦିଲ୍ଲୀ; ଭାରତୀୟ ରିଜର୍ଭ ବ୍ୟାଙ୍କ ପୁଣିଥରେ ରେପୋ ରେଟ୍(ସୁଧ ହାର) ଅପରିବର୍ତ୍ତିତ ରଖିଛନ୍ତି। ରେପୋରେଟ୍‌ ୬.୫%ରେ ଅପରିବର୍ତ୍ତିତ ରଖିବାକୁ ଘୋଷଣା କରିଛି ଆରବିଆଇ। ମନିଟାରୀ ପଲିସି କମିଟି ନିଷ୍ପତ୍ତି ନେଇଥିବା ସୂଚନା ରହିଛି। ବଜେଟ୍ ୨୦୨୪ ଆସିବା
Read More...

ରେଳ କର୍ମଚାରୀଙ୍କ ପାଇଁ ଦୀପାବଳି ବୋନସ

ନୂଆଦିଲ୍ଲୀ: ରେଳ କର୍ମଚାରୀଙ୍କ ପାଇଁ କେନ୍ଦ୍ର ସରକାର ଦୀପାବଳି ପୂର୍ବରୁ ଏକ ବଡ଼ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ରେଳ କର୍ମଚାରୀଙ୍କୁ ୭୮ଦିନର ବୋନସ ଦେବାକୁ ଘୋଷଣା କରାଯାଇଛି। ରେଳ କର୍ମଚାରୀଙ୍କୁ ବୋନସ ଦଶହାରା ଏବଂ ଦିପାବଳୀ ପୂଜା
Read More...