Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
କର୍ଣ୍ଣାଟକରେ ଓଡ଼ିଆ ଯୁବକଙ୍କୁ ହତ୍ୟା ଘଟଣାରେ ଗାଁକୁ ଆସିଲା ବିଭାଷଙ୍କ ପାର୍ଥିବ ଶରୀର
ଭାରତ-ନ୍ୟୁଜିଲାଣ୍ଡ ଚାମ୍ପିୟନ୍ସ ଟ୍ରଫି ଫାଇନାଲରେ ବାଜି ମାରି ନେଇଛି ଭାରତ
ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ
ଜୟା ହୋଟେଲ ପରିସରରେ ୧୬୩ ଲାଗୁ
ତୀର୍ଥଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଅଯୋଧ୍ୟା-ବାରଣାସୀକୁ ଗଡିଲା ସ୍ୱତନ୍ତ୍ର ଟ୍ରେନ
Browsing Category
ଅର୍ଥନୀତି
କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି
ନୂଆଦିଲ୍ଲୀ: ଦୀପାବଳି ପୂର୍ବରୁ କେନ୍ଦ୍ର ସରକାର କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪%କୁ ବୃଦ୍ଧି କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧିକୁ ଅନୁମୋଦନ!-->…
Read More...
Read More...
ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆରବିଆଇ
ନୂଆଦିଲ୍ଲୀ: କ୍ରମାଗତ ଭାବେ ଚତୁର୍ଥ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆରବିଆଇ। ରେପୋ ରେଟ୍ ୬.୫%ରେ ଅପରିବର୍ତ୍ତିତ ରହିଥିବା ସୂଚନା ଦେଇଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର୍ ଶକ୍ତିକାନ୍ତ ଦାସ। ଆରବିଆଇର ମନିଟାରୀ ପଲିସି କମିଟି ବୈଠକ ପରେ ରେପୋ ରେଟକୁ ପୂର୍ବଭଳି ୬.୫ପ୍ରତିଶତରେ!-->…
Read More...
Read More...
ବଢ଼ିଲା ଦୁଇ ହଜାର ଟଙ୍କିଆ ନୋଟ୍ ବଦଳ ଅବଧି
ନୂଆଦିଲ୍ଲୀ: ଅକ୍ଟୋବର ୭ ତାରିଖ ଯାଏ ବଢ଼ିଲା ଦୁଇ ହଜାର ଟଙ୍କିଆ ବଦଳ ଅବଧି। ଏବେ ଅକ୍ଟୋବର ୭ଯାଏ ବ୍ୟାଙ୍କରେ ଜମା ବା ବଦଳା ଯାଇପାରିବ ୨ ହଜାର ଟଙ୍କିଆ ନୋଟ୍ । ଆରବିଆଇ ଦ୍ବାରା ଜାରି ବିବୃତିରେ କୁହାଯାଇଛି ଯେ ୨୦୨୩ ମସିହା ଅକ୍ଟୋବର ୭ ତାରିଖ ଯାଏ ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇ ହେବ।!-->…
Read More...
Read More...
ବିଧାନସଭା ମୌସୁମୀ ଅଧିବେଶନର ୨୦୨୩-୨୪ ଅତିରିକ୍ତ ବଜେଟ୍ ଆଗତ
ଭୁବନେଶ୍ୱର : ଚଳିତ ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଅତିରିକ୍ତ ବଜେଟ୍ ଆଗତ ହୋଇଛି । ୨୦୨୩-୨୪ ଆର୍ଥିକ ବର୍ଷର ମୂଳ ବଜେଟ ୨.୩୦ଲକ୍ଷ କୋଟି ଟଙ୍କା ଥିବାବେଳେ ଏହାର ପ୍ରାୟ ୧୨.୨୬ ପ୍ରତିଶତ ଅର୍ଥାତ୍ ୨୮୨୦୦କୋଟି ଟଙ୍କା ଅତିରିକ୍ତ ବଜେଟରେ ବ୍ୟବସ୍ଥା ହୋଇଛି । ଏହାସହିତ ୨୦୨୩-୨୪!-->…
Read More...
Read More...
ବଢ଼ିଲା ଇପିଏଫଓର ସୁଧହାର
ନୂଆଦିଲ୍ଲୀ: ବଢ଼ିଲା କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ବା ଇପିଏଫଓର ସୁଧହାର । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପ୍ରୋଭିଡେଣ୍ଟ ଫଣ୍ଡ ଆକାଉଣ୍ଟରେ ସୁଧହାର ୮.୧୫ ପ୍ରତିଶତକୁ ମଞ୍ଜୁର ଦେଇଛନ୍ତି କେନ୍ଦ୍ର ସରକାର । ସୁଧହାର ୦.୦୫ ପ୍ରତିଶତ ବଢ଼ାଇବାକୁ ଗତ ମାର୍ଚ୍ଚରେ ସୁପାରିସ କରିଥିଲା ଇପିଏଫଓ ।!-->…
Read More...
Read More...
ରଜଭେଟି ଦେଲେ ନବୀନ; ମହଙ୍ଗା ଭତ୍ତା ୪% ବଢ଼ିଲା
ଭୁବନେଶ୍ବର: ଆସନ୍ତାକାଲି ପହଲି ରଜର ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସରକାରୀ କର୍ମଚାରୀଙ୍କୁ ଭେଟି ଦେଇଛନ୍ତି। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ବୃଦ୍ଧି କରାଯାଇଛି। ପେନସନଧାରୀ ମଧ୍ୟ ଏହି ସୁବିଧା ପାଇପାରିବେ। ଏଥିସହିତ ରାଜ୍ୟ ସରକାରୀ!-->…
Read More...
Read More...
ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଭାରତୀୟ ରିଜର୍ଭ ବ୍ୟାଙ୍କ
ମୁମ୍ବାଇ: ରେପୋ ରେଟ୍ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ୬.୫ ପ୍ରତିଶତରେ ରେପୋ ରେଟ୍ ରଖିବାକୁ ଆରବିଆଇର ମନିଟାରୀ ପଲିସି କମିଟି ସମୀକ୍ଷା ବୈଠକରେ ନିଷ୍ପତ୍ତି ହୋଇଛି । ଚଳିତ ଆର୍ଥିକ ବର୍ଷର ଦ୍ବିତୀୟ ମନିଟାରୀ ପଲିସି କମିଟି ବୈଠକ ପରେ ଏ ନେଇ ଘୋଷଣା କରିଛନ୍ତି ରିଜର୍ଭ!-->…
Read More...
Read More...
ବଜାରରୁ ପ୍ରତ୍ୟାହାର ହେବ ୨ହଜାର ଟଙ୍କିଆ ନୋଟ୍
ମୁମ୍ବାଇ : ବଜାରରୁ ଧୀରେ ଧୀରେ ୨ ହଜାର ଟଙ୍କିଆ ନୋଟ୍ ପ୍ରତ୍ୟାହାର କରାଯିବ। ୨ ହଜାର ଟଙ୍କିଆ ନୋଟ୍ ନେଇ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଶୁକ୍ରବାରଦିନ ଏକ ବଡ଼ ଘୋଷଣା କରାଯାଇଛି । । ତେବେ ଏବେ ବଜାରରେ ଉପଲବ୍ଧ ୨ ହଜାର ଟଙ୍କିଆ ନୋଟ ବୈଧ ରହିବ। ଏହା ପୂର୍ବ ଭଳି କାରବାରରେ ବ୍ୟବହାର!-->…
Read More...
Read More...
୩୫ ଲକ୍ଷ ଚାଷୀଙ୍କୁ ସୁଧ ରିହାତି ବିତରଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୫ ଲକ୍ଷରୁ ଅଧିକ ଚାଷୀମାନଙ୍କୁ ସମବାୟ ବ୍ୟାଙ୍କ ଓ ପ୍ରାଥମିକ କୃଷିଋଣ ସମବାୟ ସମିତିଙ୍କୁ ୨୦୨୨-୨୩ ବର୍ଷର ଦ୍ବିତୀୟ ପର୍ଯ୍ୟାୟ ରିହାତି ବିତରଣ କରିଛନ୍ତି। ଲୋକସେବା ଭବନ କନଭେନସନ ସେଣ୍ଟରରୁ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ!-->…
Read More...
Read More...
ଭାରତୀୟ ରିଜର୍ଭ ବ୍ୟାଙ୍କର ରେପୋରେଟ ଅପରିବର୍ତ୍ତିତ
ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କର ରେପୋରେଟ ୬ ଦଶମିକ ୫ ପ୍ରତିଶତରେ ରହିଲା ଅପରିବର୍ତ୍ତିତ । ଗତବର୍ଷ ମେ ମାସ ପର ଠାରୁ ୬ ଥର ରେପୋରେଟ ବୃଦ୍ଧି ପରେ ଚଳିତ ଥର ଏହି ହାର ଅପରିବର୍ତ୍ତିତ ରହିଛି । ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି- ମୁଦ୍ରାନୀତି ନେଇ ବସିଥିବା ମନିଟାରୀ!-->…
Read More...
Read More...