Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ
Browsing Category
ଅର୍ଥନୀତି
ବଢ଼ିଲା ଗ୍ୟାସ ସିଲିଣ୍ଡରର ମୂଲ୍ୟ
ନ୍ୟୁଜ୍ ବ୍ୟୁରୋ: ପାର୍ବଣ ସମୟରେ ଗ୍ରାହକଙ୍କୁ ଝଟକା। ବଢ଼ିଲା ଏଲପିଜି ସିଲିଣ୍ଡରର ମୂଲ୍ୟ। ମଙ୍ଗଳବାର ଗ୍ୟାସର ମୂଲ୍ୟ ୪୮.୫୦ଟଙ୍କା ବୃଦ୍ଧି ପାଇଛି। ଅବଶ୍ୟ, ଏହି ମୂଲ୍ୟଗୁଡିକ ବ୍ୟବସାୟିକ ଅର୍ଥାତ୍ ୧୯ କିଲୋଗ୍ରାମ ଗ୍ୟାସ ସିଲିଣ୍ଡର ପାଇଁ ବୃଦ୍ଧି କରାଯାଇଥିବାବେଳେ ଘରୋଇ ଗ୍ୟାସ!-->…
Read More...
Read More...
ଅକ୍ଟୋବର ୧ରୁ ବଢିବ ଶ୍ରମିକ ସର୍ବନିମ୍ନ ମଜୁରୀ
ଶ୍ରମିକଙ୍କୁ କେନ୍ଦ୍ର ସରକାରଙ୍କ ଦଶହରା ଉପହାର ନୂଆଦିଲ୍ଲୀ: ଶ୍ରମିକଙ୍କୁ ଦଶହରା ଉପହାର ଦେଲେ କେନ୍ଦ୍ର ସରକାର। ଅସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ସରକାର ସର୍ବନିମ୍ନ ମଜୁରୀ ହାରରେ ପରିବର୍ତ୍ତନଶୀଳ ମହଙ୍ଗା!-->…
Read More...
Read More...
୩୧ଟି ବୃହତ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ସରକାର
ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୩୧ତମ ଏସ୍ଏଲ୍ଏସଡବ୍ଲୁସିଏ ବୈଠକରେ ୩୧ଟି ବୃହତ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଯାହାର ମୋଟ ମୂଲ୍ୟ ୪ ହଜାର ୯୫୪.୨୬ କୋଟି ଟଙ୍କା। ଏହି ପୁଞ୍ଜିନିବେଶ ବିଭିନ୍ନ କ୍ଷେତ୍ରରେ ବ୍ୟାପକ ଏବଂ ଓଡ଼ିଶାର ଅର୍ଥନୈତିକ!-->…
Read More...
Read More...
ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ଘୋଷଣା କଲେ ରାଜ୍ୟ ସରକାର
ବାଲେଶ୍ୱର: ବାଲେଶ୍ୱର ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ରାଜ୍ୟ ସରକାର ଆଜି ସହାୟତା ଘୋଷଣା କରିଛନ୍ତି। ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ବାଲେଶ୍ୱର ଗସ୍ତକରି କ୍ଷତିଗ୍ରସ୍ତମାନଙ୍କୁ ସହାୟତା ଦେବାକୁ ନିର୍ଦ୍ଦେଶ ଦେଇଥିଲେ!-->…
Read More...
Read More...
ଆଳୁ, ପିଆଜ ପରେ ମହଙ୍ଗା ହେଲା ଖାଇବା ତେଲ
ଭୁବନେଶ୍ବର: ରାଜ୍ୟରେ ଆଳୁ, ପିଆଜ ଓ ପନିପରିବା ପରେ ଏବେ ମହଙ୍ଗା ହୋଇଛି ଖାଇବା ତେଲ। ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ପାମୋଲିନ୍, ସୂର୍ଯ୍ୟମୁଖୀ ଓ ସୋୟାବିନ୍ ତେଲ ଉପରେ ଆମଦାନୀ ଶୁକ୍ଳ ବଢାଇଛନ୍ତି ସରକାର। ଏହାର ସିଧାସଳଖ ପ୍ରଭାବ ସାଧାରଣ ଖାଉଟିଙ୍କ ପକେଟ!-->…
Read More...
Read More...
ଚାଷୀଙ୍କୁ ମିଳିବ ସିଏମ କିଷାନର ପ୍ରଥମ କିସ୍ତି
ସମ୍ବଲପୁର: ନୂଆଁଖାଇରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି। ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା। ଏହି ଯୋଜନାରେ ଚାଷୀ ୪ ହଜାର ଟଙ୍କାର ଆର୍ଥିକ ସହାୟତା ପାଇବେ। ଖରିଫ ଓ ରବି ଋତୁ ପୂର୍ବରୁ ଯୋଗ୍ୟ ହିତାଧିକାରୀଙ୍କୁ ଦୁଇଟି କିସ୍ତିରେ ଏହି ଟଙ୍କା ମିଳିବ। ଏ ନେଇ ରାଜ୍ୟ!-->…
Read More...
Read More...
ପୁଣି ବଢ଼ିଲା ଆଳୁ ଦର
ଭୁବନେଶ୍ବର: ପୁଣି ରାଜ୍ୟରେ ଆଳୁ ସଙ୍କଟ ଦେଖାଦେଇଛି। ଆଳୁ ଦର ଆକାଶ ଛୁଆଁ ହୋଇଛି। ଆଳୁକୁ ନେଇ ଏବେ ମଧ୍ୟ ଟେନ୍ସନ ଲାଗି ରହିଥିବା ବେଳେ କଟକ ଓ ଭୁବନେଶ୍ୱରରେ ଆଳୁ ଗୋଦାମ ଆଳୁ ନାହିଁ। ଫଳରେ ଟୁଇନ୍ ସିଟିରେ ଆଳୁ କେଜି ଦିନକରେ ୨୦ରୁ ୨୫ ଟଙ୍କା ବଢ଼ି ଯାଇଛି। ବଜାରରେ ଆଳୁ ମିଳୁ ନ ଥିବା!-->…
Read More...
Read More...
ଅଗଷ୍ଟ ୭ରୁ ରାଜ୍ୟ ସରକାରଙ୍କ ନିବେଶକ ସମ୍ମିଳନୀ
ଭୁବନେଶ୍ବର; ଆସନ୍ତା ଅଗଷ୍ଟ ୭, ୮ ଓ ୯ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସରକାରଙ୍କ ନିବେଶକ ସମ୍ମିଳନୀ। ପୁଣେ ଓ ଅହମ୍ମଦାବାଦରେ ହେବ ଏହି ସମ୍ମିଳନୀ। ଏନେଇ ସୂଚନା ଦେଇଛନ୍ତି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ। ଏହି ସମ୍ମିଳନୀରେ ଅଟୋମୋବାଇଲ୍, ଫୁଡ୍ ପ୍ରୋସେସିଂ, ଡାଉନ୍ ଷ୍ଟ୍ରିମ୍!-->…
Read More...
Read More...
୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ
ବିଧାନସଭା ରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥର ରାଜ୍ୟ ବଜେଟରେ ୨ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ମୋହନ ସରକାରଙ୍କ ଏହା ପ୍ରଥମ ବଜେଟ।
କୃଷି ପାଇଁ ପୂର୍ବ ବର୍ଷ ତୁଳନାରେ ବଢିଛି!-->!-->!-->…
Read More...
Read More...
ଭିନ୍ନକ୍ଷମ କଲ୍ୟାଣ ପାଇଁ ୩୦୨ କୋଟି ଟଙ୍କା ବ୍ୟୟବରାଦ ସହ ବଢ଼ିଲା ବାର୍ଦ୍ଧକ୍ୟ ଭତ୍ତା
ଭୁବନେଶ୍ବର: ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ବାର୍ଦ୍ଧକ୍ୟ ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏଥିସହ ବଜେଟରେ ସାମାଜିକ ସୁରକ୍ଷା ପାଇଁ ୭!-->…
Read More...
Read More...