Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଆଇଏମ୍ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ
Browsing Category
ଅର୍ଥନୀତି
ପ୍ଲାଟଫର୍ମ ଟିକେଟରେ ଲାଗୁ ହେବନି ଜିଏସଟି
ନୁଆଦିଲ୍ଲୀ: ଜିଏସଟି କାଉନସିଲର ୫୩ତମ ବୈଠକ ପରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅନେକ ବଡ ଘୋଷଣା କରିଛନ୍ତି । ବୈଠକରେ ଅନେକ ଦ୍ରବ୍ୟ ଏବଂ ସେବା ଉପରୁ କର ହ୍ରାସ କରିଛନ୍ତି। ବୈଠକରେ ଭାରତୀୟ ରେଳବାଇ ଦ୍ୱାରା ପ୍ରଦାନ କରାଯାଇଥିବା ସେବା ଉପରେ ଟିକସ ଛାଡ ଏବଂ ନକଲି ଇନଭଏସ୍!-->…
Read More...
Read More...
ଧାନ ଓ କପା ସହିତ ୧୪ଟି ଖରିପ ଫସଲର ଏମଏସପି ବୃଦ୍ଧି
ନୂଆଦିଲ୍ଲୀ: ଏମଏସପିକୁ ନେଇ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି। ଧାନର ସର୍ବନିମ୍ନ ସହାୟକ ରାଶି ବଢ଼ାଇଲେ କେନ୍ଦ୍ର ସରକାର। ଧାନ କୁଇଣ୍ଟାଲ ୨୩୦୦ ଟଙ୍କାକୁ ବୃଦ୍ଧି ନେଇ କେନ୍ଦ୍ରର ନିଷ୍ପତ୍ତି। ପୂର୍ବ ବର୍ଷର ଦର ଅପେକ୍ଷା ୧୧୭ ଟଙ୍କା ବୃଦ୍ଧି ପାଇଛି । ସେହିଭଳି ମୁଗର ଏମଏସପି ୮୬୮୨ ଟଙ୍କା!-->…
Read More...
Read More...
ପୂର୍ବତଟ ରେଳପଥର ସର୍ବାଧିକ ଆୟ କରୁଥିବା ୫ଟି ଷ୍ଟେସନ ମଧ୍ୟରୁ ଓଡ଼ିଶାର ୪
ଭୁବନେଶ୍ବର: ପୂର୍ବତଟ ରେଳପଥର ସର୍ବାଧିକ ଆୟ କରୁଥିବା ୨୦ଟି ଷ୍ଟେସନ ତାଲିକାରେ ପ୍ରଥମ ୫ଟି ଷ୍ଟେସନ ମଧ୍ୟରୁ ଓଡ଼ିଶାର ୪ଟି ଷ୍ଟେସନ ସ୍ଥାନ ପାଇଛି । ଗତ ଆର୍ଥିକ ବର୍ଷରେ ୨୦୨୩ ମସିହା ଏପ୍ରିଲ ମାସ ୧ ତାରିଖରୁ ୨୦୨୪ ମସିହା ମାର୍ଚ୍ଚ ମାସ ୩୧ ତାରିଖ ସୁଦ୍ଧା ଭୁବନେଶ୍ୱର ରେଳଷ୍ଟେସନ!-->…
Read More...
Read More...
ଅପରିବର୍ତ୍ତିତ ରହିଲା ରେପୋରେଟ୍
ନୂଆଦିଲ୍ଲୀ; ରିଜର୍ଭ ବ୍ୟାଙ୍କ ପକ୍ଷରୁ ମୁଦ୍ରାନୀତି ଘୋଷଣା ହୋଇଛି। ୬. ୫ ପ୍ରତିଶତରେ ସ୍ଥିର ରହିଲା ରେପୋ ରେଟ୍। ଲଗାତାର ଅଷ୍ଟମଥର ଲାଗି ରେପୋ ରେଟ୍ ଅପରିବର୍ତ୍ତିତ ରଖିଛନ୍ତି ରିଜର୍ଭ ବ୍ଯାଙ୍କ। ଆରବିଆଇର ଏମପିସି ବୈଠକ ପରେ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏହି ଘୋଷଣା କରିଛନ୍ତି।
!-->!-->…
Read More...
Read More...
ଉପସ୍ଥାପିତ ହେଲା ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ
ଭୁବନେଶ୍ବର: ବିଧାନସଭାରେ ଉପସ୍ଥାପିତ ହେଲା ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ । ମୋଟ ୨ ଲକ୍ଷ ୫୫ କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯାଇଛି । ଏଥିରେ ୧ ଲକ୍ଷ ୧୮ ହଜାର ଟଙ୍କାର କାମଚଳା ବଜେଟ!-->…
Read More...
Read More...
କଣ ରହିଛି ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ ?
ନୂଆଦିଲ୍ଲୀ: ଆଜି ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ ଉପସ୍ଥାପିତ ହୋଇଛି। ଏହି ଅନ୍ତରୀଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନର୍ମଳା ସୀତାରମଣ। ଏହି ସମୟରେ ସରକାରୀ ଯୋଜନାର ଲାଭ କଥା କହିଛନ୍ତି ଅର୍ଥମନ୍ତ୍ରୀ। ସେ କହିଛନ୍ତି, ୨୦୪୭ ସୁଦ୍ଧା ଭାରତକୁ ବିକଶିତ ଦେଶ କରିବା ଲକ୍ଷ୍ୟ!-->…
Read More...
Read More...
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବଢ଼ିଲା
ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି ଦେଲେ ନବୀନ। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବଢ଼ିଲା। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଏହାଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୨%ରୁ ୪୬%କୁ ବୃଦ୍ଧି ପାଇଛି। ଜୁଲାଇ!-->…
Read More...
Read More...
କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି
ନୂଆଦିଲ୍ଲୀ: ଦୀପାବଳି ପୂର୍ବରୁ କେନ୍ଦ୍ର ସରକାର କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪%କୁ ବୃଦ୍ଧି କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧିକୁ ଅନୁମୋଦନ!-->…
Read More...
Read More...
ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆରବିଆଇ
ନୂଆଦିଲ୍ଲୀ: କ୍ରମାଗତ ଭାବେ ଚତୁର୍ଥ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆରବିଆଇ। ରେପୋ ରେଟ୍ ୬.୫%ରେ ଅପରିବର୍ତ୍ତିତ ରହିଥିବା ସୂଚନା ଦେଇଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର୍ ଶକ୍ତିକାନ୍ତ ଦାସ। ଆରବିଆଇର ମନିଟାରୀ ପଲିସି କମିଟି ବୈଠକ ପରେ ରେପୋ ରେଟକୁ ପୂର୍ବଭଳି ୬.୫ପ୍ରତିଶତରେ!-->…
Read More...
Read More...
ବଢ଼ିଲା ଦୁଇ ହଜାର ଟଙ୍କିଆ ନୋଟ୍ ବଦଳ ଅବଧି
ନୂଆଦିଲ୍ଲୀ: ଅକ୍ଟୋବର ୭ ତାରିଖ ଯାଏ ବଢ଼ିଲା ଦୁଇ ହଜାର ଟଙ୍କିଆ ବଦଳ ଅବଧି। ଏବେ ଅକ୍ଟୋବର ୭ଯାଏ ବ୍ୟାଙ୍କରେ ଜମା ବା ବଦଳା ଯାଇପାରିବ ୨ ହଜାର ଟଙ୍କିଆ ନୋଟ୍ । ଆରବିଆଇ ଦ୍ବାରା ଜାରି ବିବୃତିରେ କୁହାଯାଇଛି ଯେ ୨୦୨୩ ମସିହା ଅକ୍ଟୋବର ୭ ତାରିଖ ଯାଏ ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇ ହେବ।!-->…
Read More...
Read More...