Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍ ଜୋନ୍
ବାଂଲାଦେଶ ନିର୍ବାଚନ: ବିଏନପିର ସଫଳତାରେ ତାରିକଙ୍କୁ ମୋଦୀଙ୍କ ଅଭିନନ୍ଦନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଆଜିଠୁ ପରୀକ୍ଷା ପରିଚାଳନା ହବ୍କୁ ଯିବ +୨ ପ୍ରଶ୍ନପତ୍ର
Browsing Category
ଅର୍ଥନୀତି
କଣ ରହିଛି ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ ?
ନୂଆଦିଲ୍ଲୀ: ଆଜି ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ ଉପସ୍ଥାପିତ ହୋଇଛି। ଏହି ଅନ୍ତରୀଣ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନର୍ମଳା ସୀତାରମଣ। ଏହି ସମୟରେ ସରକାରୀ ଯୋଜନାର ଲାଭ କଥା କହିଛନ୍ତି ଅର୍ଥମନ୍ତ୍ରୀ। ସେ କହିଛନ୍ତି, ୨୦୪୭ ସୁଦ୍ଧା ଭାରତକୁ ବିକଶିତ ଦେଶ କରିବା ଲକ୍ଷ୍ୟ!-->…
Read More...
Read More...
ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବଢ଼ିଲା
ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି ଦେଲେ ନବୀନ। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବଢ଼ିଲା। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଏହାଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୨%ରୁ ୪୬%କୁ ବୃଦ୍ଧି ପାଇଛି। ଜୁଲାଇ!-->…
Read More...
Read More...
କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି
ନୂଆଦିଲ୍ଲୀ: ଦୀପାବଳି ପୂର୍ବରୁ କେନ୍ଦ୍ର ସରକାର କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪%କୁ ବୃଦ୍ଧି କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧିକୁ ଅନୁମୋଦନ!-->…
Read More...
Read More...
ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆରବିଆଇ
ନୂଆଦିଲ୍ଲୀ: କ୍ରମାଗତ ଭାବେ ଚତୁର୍ଥ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆରବିଆଇ। ରେପୋ ରେଟ୍ ୬.୫%ରେ ଅପରିବର୍ତ୍ତିତ ରହିଥିବା ସୂଚନା ଦେଇଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର୍ ଶକ୍ତିକାନ୍ତ ଦାସ। ଆରବିଆଇର ମନିଟାରୀ ପଲିସି କମିଟି ବୈଠକ ପରେ ରେପୋ ରେଟକୁ ପୂର୍ବଭଳି ୬.୫ପ୍ରତିଶତରେ!-->…
Read More...
Read More...
ବଢ଼ିଲା ଦୁଇ ହଜାର ଟଙ୍କିଆ ନୋଟ୍ ବଦଳ ଅବଧି
ନୂଆଦିଲ୍ଲୀ: ଅକ୍ଟୋବର ୭ ତାରିଖ ଯାଏ ବଢ଼ିଲା ଦୁଇ ହଜାର ଟଙ୍କିଆ ବଦଳ ଅବଧି। ଏବେ ଅକ୍ଟୋବର ୭ଯାଏ ବ୍ୟାଙ୍କରେ ଜମା ବା ବଦଳା ଯାଇପାରିବ ୨ ହଜାର ଟଙ୍କିଆ ନୋଟ୍ । ଆରବିଆଇ ଦ୍ବାରା ଜାରି ବିବୃତିରେ କୁହାଯାଇଛି ଯେ ୨୦୨୩ ମସିହା ଅକ୍ଟୋବର ୭ ତାରିଖ ଯାଏ ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇ ହେବ।!-->…
Read More...
Read More...
ବିଧାନସଭା ମୌସୁମୀ ଅଧିବେଶନର ୨୦୨୩-୨୪ ଅତିରିକ୍ତ ବଜେଟ୍ ଆଗତ
ଭୁବନେଶ୍ୱର : ଚଳିତ ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଅତିରିକ୍ତ ବଜେଟ୍ ଆଗତ ହୋଇଛି । ୨୦୨୩-୨୪ ଆର୍ଥିକ ବର୍ଷର ମୂଳ ବଜେଟ ୨.୩୦ଲକ୍ଷ କୋଟି ଟଙ୍କା ଥିବାବେଳେ ଏହାର ପ୍ରାୟ ୧୨.୨୬ ପ୍ରତିଶତ ଅର୍ଥାତ୍ ୨୮୨୦୦କୋଟି ଟଙ୍କା ଅତିରିକ୍ତ ବଜେଟରେ ବ୍ୟବସ୍ଥା ହୋଇଛି । ଏହାସହିତ ୨୦୨୩-୨୪!-->…
Read More...
Read More...
ବଢ଼ିଲା ଇପିଏଫଓର ସୁଧହାର
ନୂଆଦିଲ୍ଲୀ: ବଢ଼ିଲା କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ବା ଇପିଏଫଓର ସୁଧହାର । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପ୍ରୋଭିଡେଣ୍ଟ ଫଣ୍ଡ ଆକାଉଣ୍ଟରେ ସୁଧହାର ୮.୧୫ ପ୍ରତିଶତକୁ ମଞ୍ଜୁର ଦେଇଛନ୍ତି କେନ୍ଦ୍ର ସରକାର । ସୁଧହାର ୦.୦୫ ପ୍ରତିଶତ ବଢ଼ାଇବାକୁ ଗତ ମାର୍ଚ୍ଚରେ ସୁପାରିସ କରିଥିଲା ଇପିଏଫଓ ।!-->…
Read More...
Read More...
ରଜଭେଟି ଦେଲେ ନବୀନ; ମହଙ୍ଗା ଭତ୍ତା ୪% ବଢ଼ିଲା
ଭୁବନେଶ୍ବର: ଆସନ୍ତାକାଲି ପହଲି ରଜର ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସରକାରୀ କର୍ମଚାରୀଙ୍କୁ ଭେଟି ଦେଇଛନ୍ତି। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ବୃଦ୍ଧି କରାଯାଇଛି। ପେନସନଧାରୀ ମଧ୍ୟ ଏହି ସୁବିଧା ପାଇପାରିବେ। ଏଥିସହିତ ରାଜ୍ୟ ସରକାରୀ!-->…
Read More...
Read More...
ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଭାରତୀୟ ରିଜର୍ଭ ବ୍ୟାଙ୍କ
ମୁମ୍ବାଇ: ରେପୋ ରେଟ୍ ଅପରିବର୍ତ୍ତିତ ରଖିଛି ଭାରତୀୟ ରିଜର୍ଭ ବ୍ୟାଙ୍କ। ୬.୫ ପ୍ରତିଶତରେ ରେପୋ ରେଟ୍ ରଖିବାକୁ ଆରବିଆଇର ମନିଟାରୀ ପଲିସି କମିଟି ସମୀକ୍ଷା ବୈଠକରେ ନିଷ୍ପତ୍ତି ହୋଇଛି । ଚଳିତ ଆର୍ଥିକ ବର୍ଷର ଦ୍ବିତୀୟ ମନିଟାରୀ ପଲିସି କମିଟି ବୈଠକ ପରେ ଏ ନେଇ ଘୋଷଣା କରିଛନ୍ତି ରିଜର୍ଭ!-->…
Read More...
Read More...
ବଜାରରୁ ପ୍ରତ୍ୟାହାର ହେବ ୨ହଜାର ଟଙ୍କିଆ ନୋଟ୍
ମୁମ୍ବାଇ : ବଜାରରୁ ଧୀରେ ଧୀରେ ୨ ହଜାର ଟଙ୍କିଆ ନୋଟ୍ ପ୍ରତ୍ୟାହାର କରାଯିବ। ୨ ହଜାର ଟଙ୍କିଆ ନୋଟ୍ ନେଇ ରିଜର୍ଭ ବ୍ୟାଙ୍କ ପକ୍ଷରୁ ଶୁକ୍ରବାରଦିନ ଏକ ବଡ଼ ଘୋଷଣା କରାଯାଇଛି । । ତେବେ ଏବେ ବଜାରରେ ଉପଲବ୍ଧ ୨ ହଜାର ଟଙ୍କିଆ ନୋଟ ବୈଧ ରହିବ। ଏହା ପୂର୍ବ ଭଳି କାରବାରରେ ବ୍ୟବହାର!-->…
Read More...
Read More...