ପ୍ରମୁଖ ଖବର

ଗାନ୍ଧି ପରିବାରକୁ ନେଇ ପୋଷ୍ଟ, କଙ୍ଗନାଙ୍କ ନାଁରେ ମାମଲା
ଝାଡ଼ଖଣ୍ଡର କଂଗ୍ରେସ ବିଧାୟକ ଭୂଷଣ ବାରାଙ୍କ ବିରୋଧରେ ଜଣେ ୧୪ ବର୍ଷୀୟା ଆଦିବାସୀ ନାବାଳିକା ଯୌନ ନିର୍ଯାତନା ଓ ମାଡ଼ ମାରିବାର ଅଭିଯୋଗ
ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଚୂଡ଼ାନ୍ତ ହେବା ନିକଟତର: ଜୟଶଙ୍କର
ଓଡ଼ିଶାକୁ ଆଉ ୧ ଲକ୍ଷ ପକ୍କା ଘର ମଞ୍ଜୁର, ବଲାଙ୍ଗୀରରେ ଶିବରାଜଙ୍କ ଘୋଷଣା
ଢେଙ୍କାନାଳ ମେଡିକାଲ୍‌ର ୪ ମହଲାରୁ ଡେଇଁ ରୋଗୀଙ୍କ ମୃତ୍ୟୁ
Browsing Category

ଅର୍ଥନୀତି

ଅକ୍ଟୋବର ୧ରୁ ବଢିବ ଶ୍ରମିକ ସର୍ବନିମ୍ନ ମଜୁରୀ

ଶ୍ରମିକଙ୍କୁ କେନ୍ଦ୍ର ସରକାରଙ୍କ ଦଶହରା ଉପହାର ନୂଆଦିଲ୍ଲୀ: ଶ୍ରମିକଙ୍କୁ ଦଶହରା ଉପହାର ଦେଲେ କେନ୍ଦ୍ର ସରକାର। ଅସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ସରକାର ସର୍ବନିମ୍ନ ମଜୁରୀ ହାରରେ ପରିବର୍ତ୍ତନଶୀଳ ମହଙ୍ଗା…
Read More...

୩୧ଟି ବୃହତ ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ସରକାର

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୩୧ତମ ଏସ୍ଏଲ୍ଏସଡବ୍ଲୁସିଏ ବୈଠକରେ ୩୧ଟି ବୃହତ ପ୍ରକଳ୍ପକୁ ଅନୁମୋଦନ ମିଳିଛି। ଯାହାର ମୋଟ ମୂଲ୍ୟ ୪ ହଜାର ୯୫୪.୨୬ କୋଟି ଟଙ୍କା। ଏହି ପୁଞ୍ଜିନିବେଶ ବିଭିନ୍ନ କ୍ଷେତ୍ରରେ ବ୍ୟାପକ ଏବଂ ଓଡ଼ିଶାର ଅର୍ଥନୈତିକ…
Read More...

ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ଘୋଷଣା କଲେ ରାଜ୍ୟ ସରକାର

ବାଲେଶ୍ୱର: ବାଲେଶ୍ୱର ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ରାଜ୍ୟ ସରକାର ଆଜି ସହାୟତା ଘୋଷଣା କରିଛନ୍ତି। ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ବାଲେଶ୍ୱର ଗସ୍ତକରି କ୍ଷତିଗ୍ରସ୍ତମାନଙ୍କୁ ସହାୟତା ଦେବାକୁ ନିର୍ଦ୍ଦେଶ ଦେଇଥିଲେ…
Read More...

ଆଳୁ, ପିଆଜ ପରେ ମହଙ୍ଗା ହେଲା ଖାଇବା ତେଲ

ଭୁବନେଶ୍ବର: ରାଜ୍ୟରେ ଆଳୁ, ପିଆଜ ଓ ପନିପରିବା ପରେ ଏବେ ମହଙ୍ଗା ହୋଇଛି ଖାଇବା ତେଲ। ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ପାମୋଲିନ୍‌‌, ସୂର୍ଯ୍ୟମୁଖୀ ଓ ସୋୟାବିନ୍‌‌ ତେଲ ଉପରେ ଆମଦାନୀ ଶୁକ୍ଳ ବଢାଇଛନ୍ତି ସରକାର। ଏହାର ସିଧାସଳଖ ପ୍ରଭାବ ସାଧାରଣ ଖାଉଟିଙ୍କ ପକେଟ…
Read More...

ଚାଷୀଙ୍କୁ ମିଳିବ ସିଏମ କିଷାନର ପ୍ରଥମ କିସ୍ତି

ସମ୍ବଲପୁର: ନୂଆଁଖାଇରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି। ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା। ଏହି ଯୋଜନାରେ ଚାଷୀ ୪ ହଜାର ଟଙ୍କାର ଆର୍ଥିକ ସହାୟତା ପାଇବେ। ଖରିଫ ଓ ରବି ଋତୁ ପୂର୍ବରୁ ଯୋଗ୍ୟ ହିତାଧିକାରୀଙ୍କୁ ଦୁଇଟି କିସ୍ତିରେ ଏହି ଟଙ୍କା ମିଳିବ। ଏ ନେଇ ରାଜ୍ୟ…
Read More...

ପୁଣି ବଢ଼ିଲା ଆଳୁ ଦର

ଭୁବନେଶ୍ବର: ପୁଣି ରାଜ୍ୟରେ ଆଳୁ ସଙ୍କଟ ଦେଖାଦେଇଛି। ଆଳୁ ଦର ଆକାଶ ଛୁଆଁ ହୋଇଛି। ଆଳୁକୁ ନେଇ ଏବେ ମଧ୍ୟ ଟେନ୍‌ସନ ଲାଗି ରହିଥିବା ବେଳେ କଟକ ଓ ଭୁବନେଶ୍ୱରରେ ଆଳୁ ଗୋଦାମ ଆଳୁ ନାହିଁ। ଫଳରେ ଟୁଇନ୍‌ ସିଟିରେ ଆଳୁ କେଜି ଦିନକରେ ୨୦ରୁ ୨୫ ଟଙ୍କା ବଢ଼ି ଯାଇଛି। ବଜାରରେ ଆଳୁ ମିଳୁ ନ ଥିବା…
Read More...

ଅଗଷ୍ଟ ୭ରୁ ରାଜ୍ୟ ସରକାରଙ୍କ ନିବେଶକ ସମ୍ମିଳନୀ

ଭୁବନେଶ୍ବର; ଆସନ୍ତା ଅଗଷ୍ଟ ୭, ୮ ଓ ୯ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସରକାରଙ୍କ ନିବେଶକ ସମ୍ମିଳନୀ। ପୁଣେ ଓ ଅହମ୍ମଦାବାଦରେ ହେବ ଏହି ସମ୍ମିଳନୀ। ଏନେଇ ସୂଚନା ଦେଇଛନ୍ତି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ। ଏହି ସମ୍ମିଳନୀରେ ଅଟୋମୋବାଇଲ୍, ଫୁଡ୍ ପ୍ରୋସେସିଂ, ଡାଉନ୍ ଷ୍ଟ୍ରିମ୍…
Read More...

୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ

ବିଧାନସଭା ରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥର ରାଜ୍ୟ ବଜେଟରେ ୨ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ମୋହନ ସରକାରଙ୍କ ଏହା ପ୍ରଥମ ବଜେଟ। କୃଷି ପାଇଁ ପୂର୍ବ ବର୍ଷ ତୁଳନାରେ ବଢିଛି…
Read More...

ଭିନ୍ନକ୍ଷମ କଲ୍ୟାଣ ପାଇଁ ୩୦୨ କୋଟି ଟଙ୍କା ବ୍ୟୟବରାଦ ସହ ବଢ଼ିଲା ବାର୍ଦ୍ଧକ୍ୟ ଭତ୍ତା

ଭୁବନେଶ୍ବର: ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ବାର୍ଦ୍ଧକ୍ୟ ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏଥିସହ ବଜେଟରେ ସାମାଜିକ ସୁରକ୍ଷା ପାଇଁ ୭…
Read More...

ନୂଆ ସରକାରର ପ୍ରଥମ ବଜେଟ୍ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। କ୍ଷମତାକୁ ଆସିବା ପରେ ଏହା ବିଜେପି ସରକାରର ପ୍ରଥମ ବଜେଟ୍। ଏନେଇ ବିକଶିତ ଓଡିଶା ପାଇଁ ବଜେଟ୍ ଉପସ୍ଥାପନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତେବେ ୨୦୨୩-୨୪ ତୁଳନାରେ…
Read More...