ପ୍ରମୁଖ ଖବର

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ପୁରୀ ଗଲେ ୭୪ ଶ୍ରଦ୍ଧାଳୁ
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଓଡିଶାର ଏହି ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌
ବାଂଲାଦେଶ ନିର୍ବାଚନ: ବିଏନପିର ସଫଳତାରେ ତାରିକଙ୍କୁ ମୋଦୀଙ୍କ ଅଭିନନ୍ଦନ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ
ଆଜିଠୁ ପରୀକ୍ଷା ପରିଚାଳନା ହବ୍‌କୁ ଯିବ +୨ ପ୍ରଶ୍ନପତ୍ର
Browsing Category

ଅର୍ଥନୀତି

୩୫ ଲକ୍ଷ ଚାଷୀଙ୍କୁ ସୁଧ ରିହାତି ବିତରଣ କ‌ଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୫ ଲକ୍ଷରୁ ଅଧିକ ଚାଷୀମାନଙ୍କୁ ସମବାୟ ବ୍ୟାଙ୍କ ଓ ପ୍ରାଥମିକ କୃଷିଋଣ ସମବାୟ ସମିତିଙ୍କୁ ୨୦୨୨-୨୩ ବର୍ଷର ଦ୍ବିତୀୟ ପର୍ଯ୍ୟାୟ ରିହାତି ବିତରଣ କରିଛନ୍ତି। ଲୋକସେବା ଭବନ କନଭେନସନ ସେଣ୍ଟରରୁ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ
Read More...

ଭାରତୀୟ ରିଜର୍ଭ ବ୍ୟାଙ୍କର ରେପୋରେଟ ଅପରିବର୍ତ୍ତିତ

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କର ରେପୋରେଟ ୬ ଦଶମିକ ୫ ପ୍ରତିଶତରେ ରହିଲା ଅପରିବର୍ତ୍ତିତ । ଗତବର୍ଷ ମେ ମାସ ପର ଠାରୁ ୬ ଥର ରେପୋରେଟ ବୃଦ୍ଧି ପରେ ଚଳିତ ଥର ଏହି ହାର ଅପରିବର୍ତ୍ତିତ ରହିଛି । ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି- ମୁଦ୍ରାନୀତି ନେଇ ବସିଥିବା ମନିଟାରୀ
Read More...

କମିଲା ବ୍ୟବସାୟିକ ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ: ‘ଏଏନ୍‌ଆଇ’ ରିପୋର୍ଟ ଅନୁସାରେ ଆଜି ସମଗ୍ର ଦେଶରେ ୧୯ କି.ଗ୍ରା.ବିଶିଷ୍ଟ ବ୍ୟାବସାୟିକ ‘ଏଲ୍‌ପିଜି’ ସିଲିଣ୍ଡର୍‌ର ଦର ୯୧ଟଙ୍କା ୫୦ ପଇସା ହ୍ରାସ ପାଇଛି । କିନ୍ତୁ, ‌ଘରୋଇ ରନ୍ଧନ ନିମନ୍ତେ ବ୍ୟବହାର କରାଯାଉଥିବା ୧୪.୨ କି.ଗ୍ରା.ବିଶିଷ୍ଟ ‘ଏଲ୍‌ପିଜି’ ସିଲିଣ୍ଡର୍‌ର ଦର
Read More...

ପୁଣି ବଢିଲା ଓମଫେଡ୍ କ୍ଷୀର ଦର

ଭୁବନେଶ୍ବର; ପୁଣି ବଢିଲା ଓମଫେଡ୍ କ୍ଷୀର ଦର । ପ୍ୟାକେଟ୍ ପିଛା ଦୁଇ ଟଙ୍କା ମୂଲ୍ୟ ବୃଦ୍ଧି ନେଇ ଓମଫେଡ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ଏପ୍ରିଲ ୧ ରୁ ନୂଆ ଦର ଲାଗୁ ହେବ ନେଇ ଓମଫେଡ କହିଛି । ଗୋଖାଦ୍ୟ, ଚାରା, ଔଷଧ, ଇନ୍ଧନ ଆଦିର ଦର ବୃଦ୍ଧିକୁ ଦୃଷ୍ଟିରେ ରଖି କ୍ଷୀର ମୂଲ୍ୟ ବୃଦ୍ଧି
Read More...

କେନ୍ଦ୍ର ସରକାରୀଙ୍କ ମହଙ୍ଗାଭତ୍ତା ୪ ପ୍ରତିଶତ ବଢ଼ିଲା

ନୂଆଦିଲ୍ଲୀ: କେନ୍ଦ୍ର ସରକାରୀଙ୍କ ମହଙ୍ଗାଭତ୍ତା ୪% ବଢ଼ିଲା । ମହଙ୍ଗାଭତ୍ତା ୪ ପ୍ରତିଶତ ବୃଦ୍ଧି କରିବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ଶୁକ୍ରବାରଦିନ ମଂଜୁରୀ ଦେଇଛି । ଅତିରିକ୍ତ କିସ୍ତି ଆକାରରେ ଏହା କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନଧାରୀଙ୍କୁ ମିଳିବ । ଦରଦାମ ବୃଦ୍ଧିର
Read More...

୨୦୨୩-୨୪ ବର୍ଷ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ

ଭୁବନେଶ୍ବର; ୨୦୨୩-୨୪ ବର୍ଷ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିଲା । ଏନେଇ ଓଇଆସି ପକ୍ଷରୁ ସୂଚନା ଦିଆଯାଇଛି। ଗ୍ରାହକଙ୍କ ଉପରେ ପଡ଼ିବନି ବିଦ୍ୟୁତ୍ ବୋଝ । ଚାଷୀଙ୍କ ପାଇଁ ବିଦ୍ୟୁତ ବିଲରେ ମଧ୍ୟ ରିହାତି ରହିବ । ଡିଜିଟାଲ ପେମେଣ୍ଟରେ ୪ ପ୍ରତିଶତ ରିହାତି ରଖାଯାଇଛି । ସେହିପରି ଫାଇନ୍
Read More...

ବେରୋଜଗାରୀ ଯୁବବର୍ଗଙ୍କୁ ମିଳିବ ମାସିକ ଭତ୍ତା

ଛତିଶଗଡ; ସୋମବାର ବିଧାନସଭାରେ ବଜେଟ୍ ଉପସ୍ଥାପନ ବେଳେ ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ। ବେକାରୀ ଯୁବକଙ୍କୁ ମାସିକ ଭତ୍ତା ଦେବାକୁ ଘୋଷଣା କରିଛନ୍ତି ଛତିଶଗଡ଼ ସରକାର । ବଜେଟରେ ବେରୋଜଗାରୀ ଯୁବକଙ୍କ ପାଇଁ ମାସିକ ୨୫ଶହ ଟଙ୍କା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ
Read More...

ବଜେଟ ୨୦୨୩-୨୪: କାହାକୁ ମିଳିଲା କେତେ ?

ଭୁବନେଶ୍ବର; ବିଧାନସଭାରେ ଉପସ୍ଥାପିତ ହୋଇଛି ଆର୍ଥିକ ବଜେଟ । ଚଳିତ ଆର୍ଥିକ ବର୍ଷ ନିମନ୍ତେ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ବ୍ୟବ ବରାଦ କରାଯାଇଛି । ଏଥିରେ କୃଷି ବିଭାଗକୁ ମିଳିଛି ୨୪ ହଜାର ୮୨୯ କୋଟି ଟଙ୍କା । ସ୍ୱାସ୍ଥ୍ୟ ବିଭାଗ ପାଇଁ ରହିଛି ୧୫ ହଜାର ୭୫୬
Read More...

ରାଜ୍ୟରେ ଚାଷ ଓ ଚାଷୀଙ୍କ ପାଇଁ ପ୍ରାଧାନ୍ୟ ଦେଇଛନ୍ତି ସରକାର

ଭୁବନେଶ୍ବର : ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାରଦିନ ବିଧାନସଭାରେ ବର୍ଷ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି । ଏବର୍ଷ ମଧ୍ୟ ଅର୍ଥମନ୍ତ୍ରୀ ପ୍ରଥମେ ଏକ ସ୍ବତନ୍ତ୍ର କୃଷି ବଜେଟ ଉପସ୍ଥାପନ କରିଛନ୍ତି । ବଜେଟରେ କୃଷି ଉତ୍ପାଦନ ବୃଦ୍ଧି, କୃଷକ
Read More...

ଆରବିଆଇର ରେପୋରେଟ ବୃଦ୍ଧି; ମହଙ୍ଗା ହେବ ଇଏମଆଇ

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ରାଜ୍ୟପାଳ ଶକ୍ତିକାନ୍ତ ଦାସଙ୍କ ନେତୃତ୍ୱାଧୀନ ମୁଦ୍ରା ନୀତି କମିଟି ରେପୋ ହାରକୁ ୨୫ ଆଧାର ପଏଣ୍ଟକୁ ୬.୫ ପ୍ରତିଶତକୁ ବୃଦ୍ଧି କରିଛି। ରେପୋ ରେଟ୍ ହେଉଛି ସେହି ହାର ଯେଉଁଥିରେ କେନ୍ଦ୍ରୀୟ ବ୍ୟାଙ୍କ ସରକାରୀ ସିକ୍ୟୁରିଟି ବିରୁଦ୍ଧରେ
Read More...