Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ୟୁପିଆଇ କାରବାରରେ ନୂଆ ଶୁଳ୍କ ଲାଗୁ ନେଇ ଅନିଶ୍ଚିତତା, ୨୦୨୭ ଯାଏଁ ଘୁଞ୍ଚିପାରେ ତାରିଖ
ନନ୍ଦିଗ୍ରାମରେ ବିଜେପିର ବଡ଼ ବିଜୟ, ୧.୨୨ ଲକ୍ଷ ଭୋଟରେ ଜିତିଲେ ହସିରାଣୀ
ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଭାରତୀୟ ପାଇଲଟ୍ ସ୍ମିତ୍ ମଚ୍ଛରଙ୍କୁ ଇସ୍ରାଏଲର ସର୍ବୋଚ୍ଚ ବୀରତ୍ୱ ସମ୍ମାନ
Browsing Category
ଅର୍ଥନୀତି
ବଜେଟ୍ ୨୦୨୪-୨୫: ଆହୁରି ୫ ବର୍ଷ ମିଳିବ ମାଗଣା ରାସନ
ନୂଆଦିଲ୍ଲୀ: ସଂସଦରେ ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ବଜେଟରେ ବିଶେଷକରି ଗରିବ, ମହିଳା, ଯୁବବର୍ଗ, କୃଷକଙ୍କ ବିକାଶ ଉପରେ ଫୋକସ୍ କରାଯାଇଛି। କୃଷି କ୍ଷେତ୍ରରେ ଉତ୍ପାଦନ ବଢାଇବାକୁ ଗୁରୁତ୍ବ। ନିଯୁକ୍ତି ଓ ଦକ୍ଷତା ବିକାଶ ଉପରେ ବିଶେଷ!-->…
Read More...
Read More...
ବଜେଟ୍ ୨୦୨୪-୨୫: ସୁନା, ରୁପା, ମୋବାଇଲ ହେବ ଶସ୍ତା
ନୂଆଦିଲ୍ଲୀ: ମୋଦି ସରକାରର ତୃତୀୟ ପାଳିର ପ୍ରଥମ ସାଧାରଣ ବଜେଟ୍ ଉପସ୍ଥାପିତ କରିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ ଉପସ୍ଥାପନ ବେଳେ ବଡ଼ ଘୋଷଣା କରିଛନ୍ତି। ବଜେଟରେ ଏଥର ଯୁବ, ଶିକ୍ଷା, କୃଷି ଏବଂ!-->…
Read More...
Read More...
ଅର୍ଥମନ୍ତ୍ରୀଙ୍କୁ ଦହି ଚିନି ଖୁଆଇ ବଜେଟକୁ ମଞ୍ଜୁରୀ ଦେଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍। ଏହାପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ତାଙ୍କ ଟିମ୍ ସହିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ବଜେଟର ଏକ କପି ତାଙ୍କୁ ପ୍ରଦାନ କରିଥିଲେ। ବଜେଟ ଉପସ୍ଥାପନ!-->…
Read More...
Read More...
ସମ୍ବଲପୁର ରେଳ ଫ୍ଲାଏଓଭର ପାଇଁ ୨୮୮.୬୧ କୋଟି ଟଙ୍କା ମଞ୍ଜୁରୀ
ସମ୍ବଲପୁର: ସମ୍ବଲପୁର ଷ୍ଟେସନରୁ ସମ୍ବଲପୁର ସିଟି ଷ୍ଟେସନକୁ ରେଳ ଚଳାଚଳ କ୍ଷେତ୍ରରେ ପ୍ରତିବନ୍ଧକ ଦୂର କରିବା ଉଦେଶ୍ୟରେ ୮ .୧୦ କିଲୋମିଟର ଦୂରତା ବିଶିଷ୍ଟ ଏକ ରେଳ ଫ୍ଲାଏଓଭର ନିର୍ମାଣ ପାଇଁ ରେଳ ମନ୍ତ୍ରଣାଳୟ ୨୮୮.୬୧ କୋଟି ଟଙ୍କା ମଞ୍ଜୁର କରିଛି।
ଏହି ପ୍ରକଳ୍ପ ଟିଟିଲାଗଡ,!-->!-->!-->…
Read More...
Read More...
ବିଶ୍ୱର ସର୍ବବୃହତ ଷ୍ଟିଲ ପ୍ଲାଣ୍ଟ ହେବ ଅନୁଗୋଳ ଜିନ୍ଦଲ ପ୍ଲାଣ୍ଟ : ନବୀନ ଜିନ୍ଦଲ
ଭୁବନେଶ୍ବର: ଲୋକସଭା ସାଂସଦ ତଥା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର୍ (ଜେଏସପି) ର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଆଜି ଓଡ଼ିଶାର ନବନିଯୁକ୍ତ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭାରତୀୟ ଇସ୍ପାତ ସଂଘର ଏକ ପ୍ରତିନିଧି ଦଳସାକ୍ଷାତ କରିଛନ୍ତି। ଇସ୍ପାତ ନିର୍ମାତାମାନଙ୍କୁ ନେଇ!-->…
Read More...
Read More...
ସରକାରୀ କର୍ମଚାରୀଙ୍କର ବଢ଼ିଲା ମହଙ୍ଗା ଭତ୍ତା
ଗୁଜୁରାଟ: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ଗୁଜରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଉପହାର ଦେଇଛନ୍ତି। ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସେ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସପ୍ତମ ବେତନ ଆୟୋଗ ଅଧୀନରେ ଥିବା!-->…
Read More...
Read More...
ଏଣିକି ୩୦୦୦ ଟଙ୍କା ହେବ ଭତ୍ତା ରାଶି
ଭୁବନେଶ୍ବର: ରାଜ୍ୟରେ ୩ ହଜାର ବଢିବ ଭତ୍ତା ଟଙ୍କା। ମଧୁବାବୁ ପେନସନ ଯୋଜନାରେ ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ୩ ହଜାର ଟଙ୍କାକୁ ବୃଦ୍ଧି ପାଇବ। ଏହି ଭତ୍ତା ରାଶି ବୃଦ୍ଧି ପାଇଁ ନିଷ୍ପତ୍ତି ହୋଇଛି ବୋଲି ଆଜି (ମଙ୍ଗଳବାର) ସୂଚନା ଦେଇଛନ୍ତି ସାମାଜିକ ସଶକ୍ତିକରଣ ମନ୍ତ୍ରୀ!-->…
Read More...
Read More...
୫ ବର୍ଷରେ ଓଡିଶାକୁ ଆସିବ ୧ ଲକ୍ଷ କୋଟି ଟଙ୍କାର ନୂତନ ରେଳ ପ୍ରକଳ୍ପ
ଭୁବନେଶ୍ବର: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରବିବାର ଓଡ଼ିଶା ପାଇଁ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଓଡିଶାରେ ୧ ଲକ୍ଷ କୋଟି ଟଙ୍କାର ନୂତନ ରେଳ ପ୍ରକଳ୍ପ କାର୍ଯ୍ୟକାରୀ ହେବ। ନିକଟରେ ରାଜ୍ୟରେ ଲୋକ ସଭା ଓ ବିଧାନସଭା ନିର୍ବାଚନରେ ନିର୍ବାଚିତ ହୋଇଥିବା!-->…
Read More...
Read More...
ପ୍ଲାଟଫର୍ମ ଟିକେଟରେ ଲାଗୁ ହେବନି ଜିଏସଟି
ନୁଆଦିଲ୍ଲୀ: ଜିଏସଟି କାଉନସିଲର ୫୩ତମ ବୈଠକ ପରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅନେକ ବଡ ଘୋଷଣା କରିଛନ୍ତି । ବୈଠକରେ ଅନେକ ଦ୍ରବ୍ୟ ଏବଂ ସେବା ଉପରୁ କର ହ୍ରାସ କରିଛନ୍ତି। ବୈଠକରେ ଭାରତୀୟ ରେଳବାଇ ଦ୍ୱାରା ପ୍ରଦାନ କରାଯାଇଥିବା ସେବା ଉପରେ ଟିକସ ଛାଡ ଏବଂ ନକଲି ଇନଭଏସ୍!-->…
Read More...
Read More...
ଧାନ ଓ କପା ସହିତ ୧୪ଟି ଖରିପ ଫସଲର ଏମଏସପି ବୃଦ୍ଧି
ନୂଆଦିଲ୍ଲୀ: ଏମଏସପିକୁ ନେଇ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି। ଧାନର ସର୍ବନିମ୍ନ ସହାୟକ ରାଶି ବଢ଼ାଇଲେ କେନ୍ଦ୍ର ସରକାର। ଧାନ କୁଇଣ୍ଟାଲ ୨୩୦୦ ଟଙ୍କାକୁ ବୃଦ୍ଧି ନେଇ କେନ୍ଦ୍ରର ନିଷ୍ପତ୍ତି। ପୂର୍ବ ବର୍ଷର ଦର ଅପେକ୍ଷା ୧୧୭ ଟଙ୍କା ବୃଦ୍ଧି ପାଇଛି । ସେହିଭଳି ମୁଗର ଏମଏସପି ୮୬୮୨ ଟଙ୍କା!-->…
Read More...
Read More...