Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍ ଡ୍ରଗ୍ ଟେଷ୍ଟରେ ପଜିଟିଭ୍
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category
ମନୋରଞ୍ଜନ
ନିଜ ଭୁଲ୍ରୁ ଶିକ୍ଷା ଗ୍ରହଣ କରି ଆଗକୁ ବଢ଼: ରୋହିତ ତିୱାରୀ
ଭୁବନେଶ୍ୱର , ୨୪/ ୦୩ : ନିଜ ଭୁଲ୍ରୁ ଶିକ୍ଷା ଗ୍ରହଣ କରି ଆଗକୁ ବଢ଼ିବା ଉଚିତ୍। ଆଗକୁ ବଢ଼ିବା ପାଇଁ ନିଜ ଭିତରେ ଗୋଟିଏ ଜିଦ୍ ରହିବା ଆବଶ୍ୟକ ଏବଂ ଜୀବନରେ ନୈତିକ ମୂଲ୍ୟବୋଧକୁ ସର୍ବାଗ୍ରେ ରଖିବା ଆବଶ୍ୟକ ବୋଲି ଭୁବନେଶ୍ୱର ସ୍ଥିତ ଟ୍ରାଇଡେଂଟ ହୋଟେଲ ମ୍ୟାନେଜର ଶ୍ରୀ ରୋହିତ ତିୱାରୀ!-->…
Read More...
Read More...
ଉଲ୍ଲେଖନୀୟ ଅବଦାନ ପାଇଁ ୫୪ ଜଣଙ୍କୁ ପଦ୍ମ ପୁରସ୍କାର
ନୂଆଦିଲ୍ଲୀ; ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୫୪ ଜଣଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏସ୍.ଏମ୍. କ୍ରିଷ୍ଣାଙ୍କୁ!-->…
Read More...
Read More...
‘ଜ୍ୱିଗାଟୋ’ ଫିଲ୍ମ ଉପରୁ ପ୍ରମୋଦ କର ଛାଡ କଲେ ରାଜ୍ୟ ସରକାର
ଭୁବନେଶ୍ୱର: ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ପ୍ରମୋଦ କର ଛାଡ କଲେ ରାଜ୍ୟ ସରକାର। ଅଭିନେତ୍ରୀ ତଥା ନିର୍ଦ୍ଦେଶିକା ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା ଜଣାଶୁଣା ହାସ୍ୟାଅଭିନେତା କପିଲ ଶର୍ମାଙ୍କ ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି। ଏ ସଂକ୍ରାନ୍ତୀୟ!-->…
Read More...
Read More...
ଏପ୍ରିଲ ୧୩ରେ ହେବ ରାଜଧାନୀ ପ୍ରତିଷ୍ଠା ଦିବସ
ଭୁବନେଶ୍ବର: ଚଳିତ ବର୍ଷ ରାଜଧାନୀ ପ୍ରତିଷ୍ଠାର ୭୫ବର୍ଷ ପୂର୍ତ୍ତି ଉତ୍ସବ ପାଳନ ହେବ। ଏହାକୁ ପ୍ଲାଟିନମ ଜୁବୁଲି ଉତ୍ସବ ଭାବେ ବର୍ଣ୍ଣାଢ୍ୟ ଢଙ୍ଗରେ ପାଳନ କରାଯିବ। ଉତ୍ସବକୁ ପାଳନ କରିବ ଭୁବନେଶ୍ୱର ମହାନଗର ନିଗମ।
ସୂଚନାନୁସାରେ, ଆସନ୍ତା ଏପ୍ରିଲ ୧୩ ତାରିଖରୁ ୧୫ ପର୍ଯ୍ୟନ୍ତ ତିନି!-->!-->!-->…
Read More...
Read More...
ଫିଲ୍ମ ‘ଆରଆରଆର’ର ଗୀତ ନାଟୁ ନାଟୁ ପାଇଲା ଓସ୍କାର ପୁରସ୍କାର
ନୂଆଦିଲ୍ଲୀ; ଭାରତୀୟ ଫିଲ୍ମ ‘ଦ ଏଲିଫେଣ୍ଟ ହ୍ବିସ୍ପର‘ ପରେ ପରେ ଇତିହାସ ରଚିଲା ଏସ. ରାଜାମୌଲିଙ୍କ ଆରଆରଆର। ଏହି ଫିଲ୍ମର ‘ନାଟୁ ନାଟୁ’ ଗୀତ ବେଷ୍ଟ ଅରିଜିନାଲ୍ ଗୀତ ଭାବେ ପାଇଲା ସମ୍ମାନଜନକ ଓସ୍କାର ପୁରସ୍କାର।
ସୂଚନାଯୋଗ୍ୟ; ଓସ୍କାର ଆୱାର୍ଡ ୨୦୨୩ରେ ଏଥର କମାଲ କରିଛି ଭାରତୀୟ!-->!-->!-->…
Read More...
Read More...
ସୋଆ କୃଷି ମହାବିଦ୍ୟାଳୟର ଦୁଇ ଦିନିଆ ବାର୍ଷିକ ମହୋତ୍ସବ “ଅନ୍ନ” ଅନୁଷ୍ଠିତ
ଭୁବନେଶ୍ୱର, ୧୦/୦୩ : ସୋଆ ଅଧିନସ୍ଥ କୃଷି ମହାବିଦ୍ୟାଳୟ ଇନଷ୍ଟିଚ୍ୟୁଟ ଅଫ୍ ଏଗ୍ରିକଲଚରାଲ ସାଇନ୍ସେସ୍ (ଆଇଏଏସ୍)ର ବାର୍ଷିକ ମହୋତ୍ସବ ‘ଅନ୍ନ’ ମାର୍ଚ୍ଚ ୯ ଓ ୧୦ ଦୁଇ ଦିନ ଧରି ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିନ ସୋଆର ଉପକୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଉତ୍ସବର ସଫଳତା କାମନା!-->…
Read More...
Read More...
ଯାତ୍ରା ଓ ମେଲୋଡିରେ ଅଶ୍ଳୀଳତା ଓ ନଗ୍ନତା ଉପରେ ପ୍ରତିବନ୍ଧକ
ଭୁବନେଶ୍ବର; ଯାତ୍ରା ଓ ମେଲୋଡିରେ ଅଶ୍ଳୀଳତା ଓ ନଗ୍ନତାକୁ ସ୍ଥାନ ନାହିଁ। ଏଥିପାଇଁ କଡା ନିର୍ଦ୍ଦେଶନାମା ଜାରି କରଯାଇଛି। ଉତ୍କଳୀୟ ସଂସ୍କୃତିର ଏପରି ଅପପ୍ରଚାରକୁ ଆଉ ବରଦାସ୍ତ କରାଯିବନି। ଏପରିକି ଯାତ୍ରା, ମେଲୋଡିରେ ଦ୍ୱି ଅର୍ଥବୋଧକ ସଂଳାପ ମଧ୍ୟ ରହିବନି।
ଓଡ଼ିଆ ଭାଷା ସାହିତ୍ୟ ଓ!-->!-->!-->…
Read More...
Read More...
ଡାକୋଟା ବିମାନକୁ ଜାତି ଉଦ୍ଦେଶ୍ୟରେ ସମର୍ପଣ କଲେ ମୁଖ୍ୟମନ୍ତ୍ରୀ
ଐତିହାସିକ ଡାକୋଟା ବିମାନକୁ ଜାତି ଉଦ୍ଦେଶ୍ୟରେ ସମର୍ପଣ କଲେ ମୁଖ୍ୟମନ୍ତ୍ରୀଯୁଗ ଯୁଗ ପାଇଁ ଅଦମ୍ୟ ସାହସ, ଓ ଅନନ୍ୟ ପରାକାଷ୍ଠାର ବାର୍ତ୍ତା ଦେଇ ଚାଲିବ ବିଜୁ ବାବୁଙ୍କ ଡାକୋଟାଭୁବନେଶ୍ୱର - ରଙ୍ଗେଇଲୁଣ୍ଡା ବିମାନସେବା ର ଶୁଭାରମ୍ଭବିଧାନ ସଭାରେ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି
!-->!-->!-->…
Read More...
Read More...
ପୁରୀ ସ୍ବର୍ଗଦ୍ବାରରେ ହେବ ପିଣ୍ଟୁ ନନ୍ଦଙ୍କ ଶେଷକୃତ୍ୟ
ଭୁବନେଶ୍ୱର: ପୁରୀ ସ୍ବର୍ଗଦ୍ବାରରେ ହେବ ପିଣ୍ଟୁ ନନ୍ଦଙ୍କ ଅନ୍ତିମ ସଂସ୍କାର। ଗତକାଲି ରାତିରେ ହାଇଦ୍ରାବାଦରୁ ଭୁବନେଶ୍ବରରେ ପହଞ୍ଚିଥିଲା ମରଶରୀର। ଆମ୍ବୁଲାନ୍ସ ଯୋଗେ ମରଶରୀରକୁ ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ତାଙ୍କୁ ରାତିରେ ରଖାଯାଇଥିଲା। ଆଜି ସକାଳେ ମଧ୍ୟ ପିଣ୍ଟୁଙ୍କୁ!-->…
Read More...
Read More...
ଭୁବନେଶ୍ୱରରେ ପହଞ୍ଚିଲା ପିଣ୍ଟୁ ନନ୍ଦଙ୍କ ପାର୍ଥିବ ଶରୀର
ଭୁବନେଶ୍ବର; ଭୁବନେଶ୍ୱରରେ ପହଞ୍ଚିଲା ଅଭିନେତା ପିଣ୍ଟୁ ନନ୍ଦଙ୍କ ପାର୍ଥିବ ଶରୀର । ବର୍ତମାନ ଅଭିନେତାଙ୍କ ପାର୍ଥିବ ଶରୀରକୁ ଭୁବନେଶ୍ୱର କିମ୍ସ ଶବଗୃହକୁ ନିଆଯିବ । ଆସନ୍ତାକାଲି ଭୁବନେଶ୍ୱର ବାସଭବନରେ ଶେଷଦର୍ଶନ ପାଇଁ ରହିବ । ଅପରାହ୍ନରେ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ କରାଯିବାର!-->…
Read More...
Read More...