ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ
Browsing Category

ମନୋରଞ୍ଜନ

ପରଲୋକରେ ପ୍ରସିଦ୍ଧ କଣ୍ଠଶିଳ୍ପୀ ବାଣୀ ଜୟରାମ

ଭୁବନେଶ୍ବର; ପରଲୋକରେ ପ୍ରସିଦ୍ଧ ପ୍ରଚ୍ଛଦପଟ କଣ୍ଠଶିଳ୍ପୀ ବାଣୀ ଜୟରାମ । ୭୮ ବର୍ଷ ବୟସରେ ତାଙ୍କ ଚେନ୍ନାଇରେ ପରଲୋକ ହୋଇଯାଇଛି। ତେବେ କଳା କ୍ଷେତ୍ରରେ ଅବଦାନ ପାଇଁ କେନ୍ଦ୍ର ସରକାର ତାଙ୍କୁ ପଦ୍ମଭୂଷଣରେ ସମ୍ମାନିତ କରିଥିଲେ । ତାଙ୍କୁ କୁହାଯାଉଥିଲା ଭାରତୀୟ ସଙ୍ଗୀତ ଜଗତର ମୀରା । ହଠାତ୍
Read More...

ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦ ଗୁରୁତର

ଭୁବନେଶ୍ବର; ଲୋକପ୍ରିୟ ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ଆକ୍ୟୁଟ୍‌ ହେପାଟାଇଟିସ୍‌ ଯୋଗୁ ସେ ଲିଭର୍‌ ସିରୋସିସ୍‌ ରୋଗରେ ପୀଡ଼ିତ ଥିବା ଜଣାପଡ଼ିଛି। ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ସେ ଚିକିତ୍ସିତ ହେଉଛନ୍ତି । ଖୁବ୍ ଶୀଘ୍ର ତାଙ୍କର ଯକୃତ
Read More...

ପରଲୋକରେ ହୁସେନ ରବି ଗାନ୍ଧୀ

କଟକ: ପରଲୋକରେ ହୁସେନ ରବି ଗାନ୍ଧୀ। ବିଶିଷ୍ଟ ସାହିତ୍ୟିକ ତଥା ରାଜନେତା ହୁସେନ ରବି ଗାନ୍ଧୀଙ୍କର ଆଜି ମଧ୍ୟାହ୍ନରେ ପରଲୋକ ହୋଇଛି। ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ତାଙ୍କର ଶେଷ ଦର୍ଶନ ଲାଗି ମରଶରୀରକୁ କଟକ
Read More...

ଫିଲ୍ମର ନାଁ ଘୋଷଣା କଲେ ଧୋନି

ମୁମ୍ବାଇ; ଧୋନି ଏଣ୍ଟରଟେନମେଣ୍ଟ ଟ୍ବିଟର ଆକାଉଣ୍ଟରେ ଫିଲ୍ମର ନାଁ ଘୋଷଣା କରାଯାଇଛି। ଟ୍ବିଟରେ ଲେଖାଯାଇଛି ‌ଯେ “ଆମେ ସେୟାର କରି ଅତ୍ୟଧିକ ଖୁସି। ଧୋନି ଏଣ୍ଟରଟେନମେଣ୍ଟ୍ର ପ୍ରଥମ ଫିଲ୍ମ ’ଲେଟସ ଗେଟ ମ୍ୟାରେଡ୍’ (ଏଲଜିଏମ୍)। କ୍ରି‌କେଟ ପରେ ଏବେ ଫିଲ୍ମରେ ନିଜ କ୍ୟାରିୟର ଆରମ୍ଭ କରିବା
Read More...

ଭାରତକୁ ଆସିବ ୧୦୦ରୁ ଅଧିକ ଚିତାବାଘ

ଦକ୍ଷିଣ ଆଫ୍ରିକା; ଚିତା ପ୍ରକଳ୍ପ ନିମନ୍ତେ ଭାରତକୁ ଶତାଧିକ ଚିତା ପଠାଇବା ଲାଗି ରାଜିନାମା ହୋଇଥିବା କଥା ଗୁରୁବାର ଦିନ ଦକ୍ଷିଣ ଆଫ୍ରିକା କହିଛି। ତେଣୁ ଦକ୍ଷିଣ ଆଫ୍ରିକାରୁ ଭାରତକୁ ଆସିବ ୧୦୦ରୁ ଅଧିକ ଚିତା ବାଘ । ଏଥିପାଇଁ ଦୁଇ ଦେଶ ମଧ୍ୟରେ ଏକ ରାଜିନାମା ହୋଇଛି । ଦକ୍ଷିଣ ଆଫ୍ରିକାର
Read More...

ଘୋଷଣା ହେଲା ପଦ୍ମ ପୁରସ୍କାର: ଓଡିଶାରୁ ୪ଜଣଙ୍କୁ ପଦ୍ମଶ୍ରୀ

ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସ ପୂର୍ବ ସଂଧ୍ୟାରେ କେନ୍ଦ୍ର ସରକାର ୨୦୨୩ ବର୍ଷ ପାଇଁ ସମ୍ମାନଜନକ ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି। ଏଥର ମୋଟ୍‌ ୧୦୬ ଜଣଙ୍କୁ ପଦ୍ମ ପୁରସ୍କାର ମିଳିଥିବା ବେଳେ ଓଡ଼ିଶାରୁ ଅଛନ୍ତି ୪ ଜଣ। ୬ ଜଣଙ୍କୁ ପଦ୍ମବିଭୂଷଣ, ୯ ଜଣଙ୍କୁ ପଦ୍ମଭୂଷଣ, ୯୧ ଜଣଙ୍କୁ
Read More...

ବରିଷ୍ଠ ଆଇପିଏସ୍ ଡି ଏସ୍‌ କୁଟ୍ଟେଙ୍କୁ ରାଷ୍ଟ୍ରପତି ପୁଲିସ ପଦକ

ଭୁବନେଶ୍ବର: ୧୯୯୭ ବ୍ୟାଚ୍‌ର ବରିଷ୍ଠ ଆଇପିଏସ୍ (ଏଡ଼ିଜି ପାହ୍ୟାର ଅଫିସର) ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବତନ୍ତ୍ର ସଚିବ ଧୀରେନ୍ଦ୍ର ଶାମ୍ବାଜୀ କୁଟ୍ଟେଙ୍କୁ ରାଷ୍ଟ୍ରପତି ପୁଲିସ ପଦକ ମିଳିବ। ୨୦୨୩ ସାଧାରଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ଏହି
Read More...

ଆରପାରିରେ ସ୍ବର୍ଗତ ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ

କଟକ: ଚାଲି ଯାଇଛନ୍ତି ସ୍ବର୍ଗତ ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସ। ପରଲୋକରେ ଅଭିନେତା ସ୍ୱର୍ଗତଃ ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସ। ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ଲିଭର ଜନିତ ସମସ୍ୟା ଯୋଗୁ ମାସେ ହେଲା ଅକ୍ଲାନ୍ତ ଭୁବନେଶ୍ୱର
Read More...

ଓଡ଼ିଶାରେ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ

ପୁରୀ; ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ ଜଗନ୍ନାଥ ଦଶର୍ନ ପାଇଁ ପୁରୀ ଆସିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଁଞ୍ଚିବା ପରେ କଡା ସୁରକ୍ଷାରେ ପୁରୀରେ ପହଂଚିଛନ୍ତି । ପୁରୀରେ ସେ ଶ୍ରୀଜିଉଙ୍କ ଆଶୀର୍ବାଦ ନେଇଛନ୍ତି। ସୂଚନାଯୋଗ୍ୟ: ଗତକାଲି ଗୁୱାହାଟିର କାମାକ୍ଷା
Read More...

ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ପ୍ରଦର୍ଶନ ହେବ ୨୩ଟି ପ୍ରଜ୍ଞାପନ ମେଢ଼

ନୂଆଦିଲ୍ଲୀ: ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲ୍ଲୀର ରାଜପଥରେ ବିଭିନ୍ନ ରାଜ୍ୟ ଓ ମନ୍ତ୍ରାଳୟର ୨୩ଟି ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରାଯିବ। ଏ ସଂକ୍ରାନ୍ତରେ ପ୍ରତିରକ୍ଷା ମନ୍ତ୍ରାଳୟ ଜାରି କରିଥିବା ବିବୃତିରେ ଉଲ୍ଲେଖ ଅଛି, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ୧୭ଟି ଏବଂ
Read More...