Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍ ଡ୍ରଗ୍ ଟେଷ୍ଟରେ ପଜିଟିଭ୍
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category
ମନୋରଞ୍ଜନ
ଭୁବନେଶ୍ବର ଆସିଲା ’ଡାକୋଟା’
କଟକ: ବହୁ ବର୍ଷ ପୂର୍ବେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ବ୍ୟବହାର କରୁଥିବା ଡାକୋଟା ବିମାନ ଆଜି ଭୁବନେଶ୍ବରରେ ପହଞ୍ଚିଛି।। କୋଲକାତାର ନେତାଜୀ ସୁଭାଷ ବୋଷ ବିମାନବନ୍ଦରରୁ ଭୁବନେଶ୍ବରକୁ ୩ଟି ବଡ଼ ଟ୍ରଲର ସହାୟତାରେ ଡାକୋଟା ବିମାନକୁ ଅଣାଯାଇଛି। ଡାକୋଟା ବିମାନଟିକୁ ମରାମତି କରାଯିବା ପରେ!-->…
Read More...
Read More...
‘ସୋଆ’ର ଛାତ୍ରଛାତ୍ରୀଙ୍କ ଷ୍ଟାର୍ଟଅପ୍ ୱିୱେର୍ ଇନୋଭେଟିଭ୍ ଷ୍ଟାର୍ଟଅପ୍ ପୁରସ୍କାର
ଭୁବନେଶ୍ୱର, ୧୭/୦୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଂଟର ଫର୍ ଇନୋଭେସନ୍ ଆଣ୍ଡ ଇନ୍କ୍ୟୁବେସନ୍ (ସୋଆ-ସିଆଇଆଇ)ଅଧିନସ୍ଥ ଷ୍ଟାର୍ଟଅପ୍ ୱିୱେର୍କୁ ଇନୋଭେଟିଭ୍ ଷ୍ଟାର୍ଟଅପ୍ ପୁରସ୍କାର ପ୍ରଦାନ କରାଯାଇଛି । ଜାତୀୟ ଷ୍ଟାର୍ଟଅପ୍ ଦିବସ ଅବସରରେ ଷ୍ଟାର୍ଟଅପ୍ ଓଡ଼ିଶା ପକ୍ଷରୁ!-->…
Read More...
Read More...
ଉଦଘାଟିତ ହେଲା ଡଟ୍ ଫେଷ୍ଟ
ଭୁବନେଶ୍ବର; ଉତ୍ସବମୁଖର ହୋଇଛି ରାଜଧାନୀ । ଉଦଘାଟିତ ହୋଇଯାଇଛି ଡଟ୍ ଫେଷ୍ଟ । ଏହାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିଜ ଉଦବୋଧନରେ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଆଜି ଉଦଘାଟିତ ହୋଇଥିବା ଏହି ଡଟଫେଷ୍ଟ ୨୯ ତାରିଖ ଯାଏ!-->!-->!-->…
Read More...
Read More...
ବିଶ୍ବ ସୁନ୍ଦରୀ ହେଲେ ଆମେରିକାର ଆର ବୋନୀ ଗାବ୍ରିଏଲ
ୱାଶିଂଟନ: ଆମେରିକାର ଆର ବୋନୀ ଗାବ୍ରିଏଲ ବନିଛନ୍ତି ୨୦୨୨ର ବ୍ରହ୍ମାଣ୍ଡ ସୁନ୍ଦରୀ। ସେ ଦୁନିଆର ୮୪ ଜଣ ପ୍ରତିଯୋଗୀଙ୍କୁ ପଛରେ ପକାଇ ମିସ୍ ୟୁନିର୍ଭସର ଜିତିଛନ୍ତି ମୁକୁଟ। ତାଙ୍କୁ ୨୦୨୧ର ବ୍ରହ୍ମାଣ ସୁନ୍ଦରୀ ତଥା ଭାରତ ହରନାଜ ସାନ୍ଧୁ ବିଜୟ ତାଜ୍ ପିନ୍ଧାଇ ବ୍ରହ୍ମାଣ ସୁନ୍ଦରୀ!-->…
Read More...
Read More...
ଜିନ୍ଦଲ୍ ଷ୍ଟିଲ୍ ଏଣ୍ଡ ପାୱାରକୁ ଦ୍ବିତୀୟ ଥର ପାଇଁ ରାଷ୍ଟ୍ରୀୟସ୍ତରୀୟ ଗୋଲଡେନ୍ ପିକକ୍ ସିଏସଆର ପୁରସ୍କାର
ଭୁବନେଶ୍ୱର / ମୁମ୍ବାଇ; ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)କୁ ଇସ୍ପାତ ସେକ୍ଟରରେ କର୍ପୋରେଟ ସାମାଜିକ ଦାୟିତ୍ବ କାର୍ଯ୍ୟରେ ଉତ୍କର୍ଷତା ପାଇଁ ସମ୍ମାନଜନକ ଗୋଲଡେନ୍ ପିକକ୍ ପୁରସ୍କାର ୨୦୨୨ ସମ୍ମାନ ପ୍ରଦାନ କରାଯାଇଛି । ଜାନୁଆରୀ ୧୨ରେ ମୁମ୍ବାଇରେ ଅନୁଷ୍ଠିତ!-->…
Read More...
Read More...
ବିଶ୍ୱର ଦୀର୍ଘତମ ନଦୀ ବିହାର ‘ଗଙ୍ଗାବିଳାସ’ର ଶୁଭ ଉଦଘାଟନ
ନୂଆଦିଲ୍ଲୀ: ଆଜି ବିଶ୍ୱର ଦୀର୍ଘତମ ନଦୀ ବିହାର ‘ଗଙ୍ଗାବିଳାସ’ର ଶୁଭଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାରଣାସୀରୁ ବାଂଲାଦେଶ ଦେଇ ଆସାମର ଦିବ୍ରୁଗଡ଼ ପର୍ଯ୍ୟନ୍ତ ଚାଲିବ ଏହି ଜଳ ଯାନ । ୫୦ ଦିନରେ ବିଭିନ୍ନ ଐତିହାସିକ ସ୍ଥାନ ବୁଲିବ ଏହି କ୍ରୁଜ୍ ।
ଉଲେଖଯୋଗ୍ୟ; ପ୍ରଥମଥର!-->!-->!-->…
Read More...
Read More...
ଆଜିଠୁ ଶିଶିର ସରସ ମେଳା
ଭୁବନେଶ୍ବର; ଆଜିଠୁ ରାଜଧାନୀରେ ଆରମ୍ଭ ହେବ ଓରମାସ ଶିଶିର ସରସ ମେଳା । ଏହି ମେଳା ଜାନୁୟାରୀ ୨୯ ପର୍ଯ୍ୟନ୍ତ ଚାଲିବ । ଭୁବନେଶ୍ବର ବରମୁଣ୍ଡା ପଡ଼ିଆରେ ହେବାକୁ ଥିବା ଏହି ମେଳା ୩୫୦ ଷ୍ଟଲକୁ ନେଇ ଚାଲିବ । ଯେଉଁଥିରେ ଓଡ଼ିଶାର ସମସ୍ତ ୩0 ଟି ଜିଲ୍ଲାରୁ ଏସ୍.ଏଚ୍.ଜି ମାନଙ୍କର ହାତ ତିଆରି!-->…
Read More...
Read More...
‘ଓଲି ଲ୍ୟାଣ୍ଡ’ ବୁଲିଲେ ନବୀନ
ଭୁବନେଶ୍ବର; ହକି ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳିଙ୍ଗ ଷ୍ଟାଡିୟମରେ ନିର୍ମାଣ ହୋଇଥିବା ‘ଓଲି ଲ୍ୟାଣ୍ଡ’ ବୁଲି ଦେଖିଛନ୍ତି । ବିଶ୍ୱକପ ହକି ମାସ୍କଟ ଓଲି ନାଁରେ ନିର୍ମାଣ ହୋଇଛି ଓଲି ଲ୍ୟାଣ୍ଡ । ବିଭିନ୍ନ ଥିମ ସହିତ ଓ ଆଲୋକ ମାଳାରେ ସଜେଇ ହୋଇଛି!-->…
Read More...
Read More...
ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଓଏସ୍ଡିଙ୍କୁ ଶିକ୍ଷାଭାରତୀ ସମ୍ମାନ
ଭୁବନେଶ୍ୱର, ୧୨/୦୧: ସର୍ବଭାରତୀୟ ଶିକ୍ଷା ସଂସ୍ଥା, ସେଂଟର ଫର୍ ଏକ୍ସଲେନ୍ସ ଡେଭେଲପମେଂଟ (ସିଇଡି) ପକ୍ଷରୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପ୍ରତିଷ୍ଠାତା ସଭାପତିଙ୍କ ଓଏସ୍ଡି ଶ୍ରୀ ପ୍ରୀତମ ନାୟକଙ୍କୁ ଶିକ୍ଷା ଭାରତୀ ସମ୍ମାନ ପ୍ରଦାନ କରାଯାଇଛି । ଉତରପ୍ରଦେଶ ଗୁରୁଗ୍ରାମ ଠାରେ ଆୟୋଜିତ ଏକ!-->…
Read More...
Read More...
ଆଥିୟା-ରାହୁଲଙ୍କ ପଡିବ ହାତଗଣ୍ଠି
ମୁମ୍ବାଇ; ସବୁ ଚର୍ଚ୍ଚାର ଘଟିବ ଅବସାନ । ଶେଷରେ ଅଥିୟା ଓ ରାହୁଲଙ୍କ ବିବାହ ଖବର ଉପରେ ମୋହର ଲାଗିଛି । ବର୍ତ୍ତମାନ ସାମ୍ନାକୁ ଆସିଛି ଦୁହିଁଙ୍କ ୱେଡିଙ୍ଗ ଡିଟେଲ୍ସ । ଗଣମାଧ୍ୟମ ସୂଚନା ମୁତାବକ, ଜାନୁଆରୀ ୨୩ ତାରିଖରେ ଦୁହେଁ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି । ଦୁହିଁଙ୍କ!-->…
Read More...
Read More...