Sign in
Sign in
Recover your password.
A password will be e-mailed to you.
ପ୍ରମୁଖ ଖବର
ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍ ବଜାରକୁ ଆଣିବ ପ୍ୟାକେଟ୍ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ
Browsing Category
ମନୋରଞ୍ଜନ
ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଭିତରେ ଆରମ୍ଭ ହେଲା ହକି ମହାକୁମ୍ଭ
କଟକ: ଆଜି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଭିତରେ ବାରବାଟୀ ଷ୍ଟିଡିୟମ୍ରେ ପୁରୁଷ ହକି ବିଶ୍ବକପ୍-୨୦୨୩ ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସନ୍ଧ୍ୟାରେ ହକି ବିଶ୍ବକପ୍କୁ ଉଦ୍ଘାଟନ କରିଛନ୍ତି। କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର ଓ ମୁଖ୍ୟମନ୍ତ୍ରୀ ନବୀନ!-->…
Read More...
Read More...
ରୂପା ଜନ୍ମ ଦେଇଛି ୩ଟି ଶାବକ
ଭୁବନେଶ୍ବର; ନୂଆ ଅତିଥିଙ୍କ ଆଗମନରେ ନନ୍ଦନକାନନରେ ଖେଳିଯାଇଛି ଖୁସିର ଲହରୀ । ପ୍ରାଣୀଉଦ୍ୟାନରେ ବଢିଲା ବାଘଙ୍କ ସଂଖ୍ୟା । ନନ୍ଦନକାନନରେ ଧଳାବାଘ ରୂପା ଜନ୍ମ ଦେଇଛି ୩ଟି ଶାବକ । ଏମାନେ ସବୁ କେଉଁ ପ୍ରଜାତିର ତାହା ଚିହ୍ନଟ ହୋଇନାହିଁ। ଏହି ୩ ଶାବକଙ୍କ ମଧ୍ୟରେ ଦୁଇ ଜଣଙ୍କ ରଙ୍ଗ ନାଲି!-->…
Read More...
Read More...
ଅବସର ନେଲେ ସାନିଆ ମିର୍ଜା
ଦୁବାଇ; ପାକିସ୍ତାନୀ କ୍ରିକେଟର ଶୋଏବ ମଲ୍ଲିକଙ୍କ ଠାରୁ ଛାଡପତ୍ର ଖବର ଭିତରେ ପ୍ରଶଂସକଙ୍କୁ ଆଉ ଏକ ଝଟକା ଦେଇଛନ୍ତି ଟେନିସ୍ ଷ୍ଟାର ସାନିଆ ମିର୍ଜା । ନିଜ ପ୍ରଫେସନାଲ କାରିଅରରୁ ସନ୍ନ୍ୟାସ ନେବାକୁ ଘୋଷଣା କରିଛନ୍ତି ଭାରତୀୟ ଟେନିସ୍ ସେନ୍ସେସନ୍ ସାନିଆ ମିର୍ଜା । ଶରୀରରେ ଆଘାତ ଲାଗିବା!-->…
Read More...
Read More...
ଭିତରକନିକାରେ ଆରମ୍ଭ ହେଲା ପକ୍ଷୀ ଗଣନା
ରାଜନଗର; ଭିତରକନିକା ଜାତୀୟ ଉଦ୍ୟାନରେ ଆରମ୍ଭ ହେଲା ପକ୍ଷୀ ଗଣନା । ଏଥିରେ ମୋଟ ୧୭ ଟି ଟିମ୍ ସାମିଲ ହୋଇଛନ୍ତି । ପ୍ରତ୍ୟେକ ଟିମ୍ ରେ ୪ରୁ୬ ଜଣ ଲେଖାଏଁ ସଦସ୍ୟ ରହିଛନ୍ତି । ସକାଳ ୬ଟାରୁ ଦିନ ୧ଟା ପର୍ଯ୍ୟନ୍ତ ଏହି ଗଣନା କାର୍ଯ୍ୟ ଚାଲିବ । ଗତବର୍ଷ ପକ୍ଷୀ ୧୪୪ ପ୍ରଜାତିର ମୋଟ ୧ଲକ୍ଷ!-->…
Read More...
Read More...
ଆଜିଠୁ ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା
ବରଗଡ; ଆଜିଠୁ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ । ନବବଧୂ ପରି ସଜେଇ ହୋଇଛି ମଥୁରା ପାଲଟିଥିବା ବରଗଡ଼ ସହର । ଅନ୍ୟପଟେ ଗୋପପୁର ପାଲଟିଥିବା ଅମ୍ବାପାଲିରେ ମଧ୍ୟ ଉତ୍ସାହର ମାହୋଲ । ଆଜିଠାରୁ ଜାନୁଆରୀ ୬ ତାରିଖ ପର୍ଯ୍ୟନ୍ତ ୧୧ଦିନ ଧରି ବିଶ୍ଵର ସର୍ବ ବୃହତ ରଙ୍ଗ ମଞ୍ଚରେ!-->…
Read More...
Read More...
ସୋଆ କ୍ୟାମ୍ପସ୍ରେ ବିଶ୍ୱକପ୍ ହକି ଟ୍ରଫିକୁ ଭବ୍ୟ ସ୍ୱାଗତ
ଭୁବନେଶ୍ୱର, ୨୫/୧୨: ରବିବାର ଓଡ଼ିଶାରେ ପହଂଚିଥିବା ପୁରୁଷ ହକି ବିଶ୍ୱକପ ଟ୍ରଫିକୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିସରରେ ଶହ ଶହ ଛାତ୍ରଛାତ୍ରୀ ସଂଗୀତ ଓ ନୃତ୍ୟ ମାଧ୍ୟମରେ ଭବ୍ୟ ସ୍ୱାଗତ ଜଣାଇଛନ୍ତି । ୱାର୍ଲଡ୍ କପ୍ ଟ୍ରଫି ବହନ କରିଥିବା ଗାଡିଟିକୁ ବାଦ୍ୟ ଓ ଆତସବାଜି ଦ୍ୱାରା ସ୍ୱାଗତ!-->…
Read More...
Read More...
ବଡଦିନରେ ସୋଆ କ୍ୟାମ୍ପସ୍ ଯିବ ବିଶ୍ୱକପ୍ ହକି ଟ୍ରଫି
ଭୁବନେଶ୍ୱର, ୨୩/୧୨: ଓଡ଼ିଶାରେ ପୁରୁଷ ହକି ବିଶ୍ୱକପ୍ ପ୍ରତିଯୋଗିତା ଆସନ୍ତା ଜାନୁଆରୀ ୧୩ ରୁ ୨୯ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ବେଳେ ଏହାର ଟ୍ରଫି ବଡ଼ଦିନ ଦିନ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିସରକୁ ଆସିବ । ଭାରତ ସମେତ ୧୬ଟି ଦେଶ ଏହି ବିଶ୍ୱକପ୍ରେ ଭାଗ ନେଉଥିôବା ବେଳେ ଡିସେମ୍ବର!-->…
Read More...
Read More...
ଓସ୍କାର ରେସରେ ‘କନ୍ତାରା’
ବଡ ବଡ ଫିଲ୍ମକୁ ପଛରେ ପକାଇ ଥିବା ସାଉଥର ସ୍ବଳ୍ପ ବଜେଟ୍ ଫିଲ୍ମ ‘କନ୍ତାରା’ ଏବେ ଆଉ ଏକ ରେକର୍ଡ ମୁହାଁ ହୋଇଛି । ଓସ୍କାର ରେସରେ ସାମିଲ ହେବାକୁ ଯାଉଛି ଚଳିତ ବର୍ଷର ସବୁଠାରୁ ବଡ ବ୍ଲକବଷ୍ଟର ହିଟ୍ ଫିଲ୍ମ ‘କନ୍ତାରା’ । ନିଆରା କାହାଣୀ ଓ ବକ୍ସ ଅଫିସରେ ଦମଦାର ବ୍ୟବସାୟ କରି ପ୍ରତ୍ୟେକ!-->…
Read More...
Read More...
ମିସେସ୍ ଓ୍ଵାଲ୍ଡ ମୁକୁଟ ପିନ୍ଧିଲେ ସରଗମ କୌଶଲ
ଆମେରିକା; ୨୧ ବର୍ଷ ପରେ ଭାରତକୁ ମିଳିଲା ମିସେସ୍ ଓ୍ବାଲ୍ଡ ଟାଇଟଲ୍ । ୨୦୨୨-୨୩ର ମିସେସ୍ ଓ୍ଵାଲ୍ଡ ମୁକୁଟ ପିନ୍ଧିଲେ ସରଗମ କୌଶଲ । ଲସ ଭେଗସରେ ଚାଲିଥିବା ଗାଲା ଇଭେଣ୍ଟରେ ଜମ୍ମୁ ଓ କାଶ୍ମୀରର ବାସିନ୍ଦା ଏହି ଟାଇଟଲର ଅଧିକାରୀ ହୋଇଛନ୍ତି । ୬୩ଟି ଦେଶର ପ୍ରତିଯୋଗୀଙ୍କୁ ପଛରେ ପକାଇ!-->…
Read More...
Read More...
ହକି ବିଶ୍ୱକପରେ ଗୀତ ଗାଇବେ ଆଦିବାସୀ ଝିଅ ନମିତା
ଭୁବନେଶ୍ବର; ହକି ବିଶ୍ୱକପ ଜରିଆରେ ସାରା ବିଶ୍ବ ଶୁଣିବ ଆଦିବାସୀ ଝିଅର ସ୍ବର । ଉଦଘାଟନୀ ସମାରୋହରେ ଗୀତ ଗାଇବେ ଓଡ଼ିଆ ଝିଅ ନମିତା ମେଲେକା । ବିଶ୍ୱକପ ହକିରେ ଗୀତ ଗାଇବା ପାଇଁ ନମିତାଙ୍କୁ ପ୍ରାୟ ଦେଢ଼ ଲକ୍ଷ ଟଙ୍କା ପାରିଶ୍ରମିକ ବାବଦକୁ ଯୋଗାଇ ଦିଆଯିବ ବୋଲି ଜଣାପଡ଼ିଛି । ଏହି ଗୀତ!-->…
Read More...
Read More...