ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ
Browsing Category

ମନୋରଞ୍ଜନ

‘ଦ କଶ୍ମୀର ଫାଇଲ୍ସ’କୁ IFFI ଜୁରୀ ମୁଖ୍ୟଙ୍କ ନିନ୍ଦା

ଗୋଆ; ଚଳିତ ବର୍ଷ ଗୋଆରେ ଆୟୋଜିତ ୫୩ତମ ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲରେ ସୁପରହିଟ୍ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’କୁ ନିନ୍ଦା କରିଛନ୍ତି IFFI ମୁଖ୍ୟ ଜୁରୀ । ଫିଲ୍ମଟି ଅଶ୍ଳୀଳ ଓ ପ୍ରୋପାଗଣ୍ଡା ଉପରେ ଆଧାରିତ ବୋଲି କୁହାଯାଇଛି । ଇଣ୍ଟରନ୍ୟାସନାଲ ଫିଲ୍ମ ଫେଷ୍ଟିଭାଲ ଅଫ୍ ଇଣ୍ଡିଆ-୨୦୨୨ର
Read More...

କିମ୍ବଦନ୍ତୀ ଅଭିନେତା ବିକ୍ରମ ଗୋଖଲେଙ୍କ ପରଲୋକ

ମୁମ୍ବାଇ; କିମ୍ବଦନ୍ତୀ ଅଭିନେତା ବିକ୍ରମ ଗୋଖଲେଙ୍କ ୮୨ ବର୍ଷ ବୟସରେ ଦେହାନ୍ତ ହୋଇଛି । ଅଭିନେତା ଆଜି ଅପରାହ୍ନରେ ପୁଣେର ଏକ ଡାକ୍ତରଖାନାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଅଭିନେତା ଅସୁସ୍ଥ ଥିବାରୁ ଗତ ୫ ତାରିଖରୁ ତାଙ୍କୁ ପୁଣେର ଦିନାନାଥ ମଙ୍ଗେସକର ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ
Read More...

‘ଦମନ’ ଚଳଚ୍ଚିତ୍ରକୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନ ର ପ୍ରଦର୍ଶନ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି । ବାସ୍ତବ ଜୀବନରେ ମାଲକାନଗିରି ର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇ ବାରେ ଜଣେ
Read More...

ବିପାଶା ବସୁଙ୍କ ଘରକୁ ଆସିଲା କୁନି ପରି

ବ୍ଲାକ୍ ବିଉଟିଙ୍କ ଘରକୁ ଆସିଲେ ନୂଆ ଅତିଥି । କନ୍ୟା ସନ୍ତାନର ଜନନୀ ହେଲେ ବିପାଶା ବସୁ । ୪୩ ବର୍ଷରେ ମା’ ହେବାର ସୌଭାଗ୍ୟ ପାଇଛନ୍ତି ବିପାଶା । ନୂଆ ଅତିଥିକୁ ନେଇ ଅଭିନେତ୍ରୀ ବିପାଶା ବସୁ ଓ କରଣ ସିଂଙ୍କୁ ଚାରିଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ । ରଣବୀର କପୁର ଓ ଆଲିଆ ଭଟ୍ଟଙ୍କ ପରେ
Read More...

ଆଜିଠୁ ଆରମ୍ଭ ହେଲା କଟକ ବିଶ୍ବ ପ୍ରସିଦ୍ଧ ବାଲିଯାତ୍ରା

କଟକ: ଆଜିଠୁ ଆରମ୍ଭ ହୋଇଯାଇଛି ବିଶ୍ୱ ପ୍ରସିଦ୍ଧ କଟକ ବାଲିଯାତ୍ରା । କରୋନା ଯୋଗୁଁ ୨ ବର୍ଷ ପରେ ଯାତ୍ରା ହେଉଥିବାରୁ ବହୁ ସଂଖ୍ୟାରେ ଲୋକଙ୍କ ସମାଗମ ହେବ। ମହାନଦୀ ପଠାରେ ୯ ଦିନ ଧରି ଚାଲିବ ଏହି ମେଳା ।ଏଥର ୧୪୦୦ ଷ୍ଟଲ ଓ ୨ ହଜାରରୁ ଅଧିକ ବ୍ୟବସାୟୀଙ୍କୁ ନେଇ ହେଉଛି ଏହି ବାଲିଯାତ୍ରା
Read More...

ମାଆ ହେଲେ ଆଲିଆ ଭଟ୍ଟ

ମୁମ୍ବାଇ: ମା’ ହେଲେ ବଲିଉଡର ଅଭିନେତ୍ରୀ ଆଲିଆ ଭଟ୍ଟ। ସେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ବଲିଉଡର ମୋଷ୍ଟ ଲଭିଂ କପୁଲ ରଣବୀର ଓ ଆଲିଆ ବାପା-ମା’ ହୋଇଥିବାରୁ ତାଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। ଆଲିଆ ଭଟ୍ଟ ଆଜି ସକାଳୁ ଏଚ୍ ଏନ୍ ରିଲାଏନ୍ସ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ।
Read More...

ଆଖି ବୁଜିଲେ ସ୍ୱାଧୀନ ଭାରତର ପ୍ରଥମ ଭୋଟର

ନୂଆଦିଲ୍ଲୀ: ଆଖି ବୁଜିଲେ ସ୍ୱାଧୀନ ଭାରତର ପ୍ରଥମ ଭୋଟର ଶ୍ୟାମ ସରଣ ନେଗୀ । ଆଜି ସକାଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ନେଗୀଙ୍କୁ ୧୦୬ ବର୍ଷ ହୋଇଥିଲା । ଗତ ୨ ତାରିଖରେ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ନିମନ୍ତେ ପୋଷ୍ଟାଲ ବାଲାଟରେ ନିଜର ଶେଷ ଭୋଟଦାନ କରିଥିଲେ
Read More...

ଖୋଲିଲା ଶିମିଳିପାଳ ଓ କୁଳଡିହା ଅଭୟାରଣ୍ୟ

ଭୁବନେଶ୍ବର୍; ପର୍ଯ୍ୟଟକଙ୍କ ପାଇଁ ଆସିଲା ଖୁସି ଖବର । ନଭେମ୍ବର ୧ରୁ ଅର୍ଥାତ୍ ଆଜିଠାରୁ ଖୋଲିଛି ୨ଟି ଅଭୟାରଣ୍ୟ । ଶିମିଳିପାଳ ସୌନ୍ଦର୍ଯ୍ୟକୁ ଉପଭୋଗ ପାଇଁ ଖୋଲିଛି ଶିମିଳିପାଳ ଜାତୀୟ ଉଦ୍ୟାନ । ଏଥିପାଇଁ ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗ ଓ ଝାରଖଣ୍ଡରୁ ପର୍ଯ୍ୟଟକଙ୍କ ଭିଡ଼ ଲାଗିଛି । ସକାଳ
Read More...

୫୦ ବର୍ଷରେ ପାଦ ଦେଲା ଧଉଳି ଶାନ୍ତିସ୍ତୂପ

ଭୁବନେଶ୍ବର; ଆଜି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ । ୫୦ ବର୍ଷ ପୂର୍ତ୍ତି ଅବସରରେ ସଜେଇ ହୋଇଛି ଶାନ୍ତିସ୍ତୂପ ଧଉଳି। ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ସାମିଲ ହୋଇଛନ୍ତି ଦେଶ ବିଦେଶର ଶତାଧିକ ବୌଦ୍ଧ ସନ୍ୟାସୀ । ବିଶ୍ୱଶାନ୍ତି ଉଦ୍ଦେଶ୍ୟରେ ବୌଦ୍ଧ ସାଧୁ ସନ୍ଥଙ୍କ
Read More...

ଆରପାରିରେ ଅଗାଧୁଆ ମଣିଷ, ଗାଧୋଇଲା ପରେ ଚାଲିଗଲା ଜୀବନ

୬୭ ବର୍ଷ ପରେ ଗାଧୋଇବା ହେଲା କାଳଗାଧୋଇବା ଡର ନେଇଗଲା ଜୀବନଚାଲିଗଲେ ବିଶ୍ୱର ସବୁଠୁ ଅପରିଷ୍କାର ବ୍ୟକ୍ତି୯୪ ବର୍ଷ ବୟସରେ ଆଖି ବୁଜିଲେ ଆମୁ ହାଜି ଇରାନ; ଇରାନର ଆମୁ ହାଜି ଏମିତି ଜଣେ ବ୍ୟକ୍ତି, ଯିଏକି ୧୦ କିମ୍ବା ୧୫ ଦିନ ଯାଏଁ ନୁହେଁ ବରଂ ୬୭ ବର୍ଷ ଧରି ଗାଧୋଇନଥିଲେ । ତାଙ୍କୁ
Read More...