ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
Browsing Category

ମନୋରଞ୍ଜନ

ଅନୁଭବଙ୍କ ସହ ନିର୍ବନ୍ଧ ପରେ ଫଟୋ ଶେୟାର ଜାଗୃତି

କଟକ: ଦୀର୍ଘ ଦିନର ଚର୍ଚ୍ଚାର ଅନ୍ତ ଘଟିଛି। ଓଲିଉଡ଼ର ବହୁ ଚର୍ଚ୍ଚିତ ଚେହେରା ସୁପରଷ୍ଟାର ଅନୁଭବ ମହାନ୍ତିଙ୍କ ନିର୍ବନ୍ଧ ଶେଷ ହୋଇଛି। ମଧ୍ୟପ୍ରଦେଶ ଝିଅ ଜାଗୃତି ଶୁକ୍ଳାଙ୍କ ସହ ଅନୁଭବଙ୍କର ନିର୍ବନ୍ଧ ହୋଇଛି। ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଠାରୁ ଅଲଗା ହେବା ପରେ ପୁଣି ଥରେ ହାତକୁ ଦି
Read More...

ଦ୍ୱିତୀୟଥର ବିବାହ ବନ୍ଧନରେ ବାନ୍ଧି ହେଲେ ମନ୍ମଥ ରାଉତରାୟ

ଭୁବନେଶ୍ବର: ଦ୍ୱିତୀୟଥର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ସୁର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ। ସୋମବାର ରୋଜାଲିନ ପଟ୍ଟନାୟକଙ୍କୁ ମନ୍ମଥ ବିବାହ କରିଛନ୍ତି। ନିଜ ପ୍ରଥମ ସ୍ତ୍ରୀଙ୍କ ବନ୍ଧୁଙ୍କ ହାତ ଧରିଛନ୍ତି ମନ୍ମଥ। ତେବେ ନିଜ ପୁଅ ବିବାହ ସଂପର୍କରେ ଗଣ ମାଧ୍ୟମରେ ମୁହଁ
Read More...

ଅଶୋକ ମହାପାତ୍ରଙ୍କୁ ସୋଆ ପ୍ରତିଷ୍ଠାତା ସଭାପତିଙ୍କ ସମ୍ବର୍ଦ୍ଧନା

ଭୁବନେଶ୍ୱର: ବିଶିଷ୍ଟ ନ୍ୟୁରୋସର୍ଜନ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର (ଡାକ୍ତର) ଅଶୋକ କୁମାର ମହାପାତ୍ରଙ୍କୁ ପଦ୍ମଶ୍ରୀ ସମ୍ମାନ ନିମନ୍ତେ କେନ୍ଦ୍ର ସରକାରଙ୍କ ଦ୍ୱାରା ମନୋନୀତ କରାଯିବା ପରିପ୍ରେକ୍ଷୀରେ ସୋଆର ପ୍ରତିଷ୍ଠାତା ସଭାପତି
Read More...

ବିବାହ ବନ୍ଧନରେ ବାନ୍ଧିହେଲେ ନୀରଜ ଚୋପ୍ରା

ନ୍ୟୁଜ୍ ବ୍ୟୁରୋ: ଖେଳପ୍ରେମୀଙ୍କ ପାଇଁ ଏକ ଖୁସି ଖବର। ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଗୋଲ୍‌ଡେନ ବୟ ତଥା ଭାରତର ଷ୍ଟାର ଜାଭେଲିନ ଥ୍ରୋୟର ନୀରଜ ଚୋପ୍ରା। ନୀରଜ ସୋସିଆଲ ମିଡିଆ ମାଧ୍ୟମରେ ବିବାହ ଉତ୍ସବର କିଛି ଫଟୋ ଶେୟାର କରିଛନ୍ତି ହିମାନୀ ମୋରଙ୍କୁ ବିବାହ କରିଥିବା ସୂଚନା
Read More...

କଂସ ଦରବାରରେ ମୁଖ୍ୟମନ୍ତ୍ରୀ

ବରଗଡ଼: ବରଗଡ଼ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ରବିବାର ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ବରଗଡ଼ରେ ପହଞ୍ଚିବା ପରେ କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାରକୁ ଆସିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ବିଧାୟକ ଅଶ୍ବିନୀ ଷଡଙ୍ଗୀ,
Read More...

ବିବାହ ବନ୍ଧନରେ ଆବଦ୍ଧ ହେଲେ ପିଭି ସିନ୍ଧୁ

ରାଜସ୍ଥାନ: ଭାରତର ବ୍ୟାଡମିଣ୍ଟନ ଖେଳାଳି ପିଭି ସିନ୍ଧୁ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଜସ୍ଥାନର ଉଦୟପୁରରେ ଧୂମଧାମରେ ସେ ବ୍ୟବସାୟୀ ଭେଙ୍କଟ ଦତ୍ତା ସାଇଙ୍କ ହାତ ଧରିଛନ୍ତି। ହିନ୍ଦୁ ରୀତିନୀତି ଅନୁଯାୟୀ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଛି। ବିବାହର ପ୍ରଥମ ଫଟୋମଧ୍ୟ ପ୍ରକାଶ ପାଇଛି।
Read More...

ଖୁବଶୀଘ୍ର ବିବାହ କରିବେ ବ୍ୟାଡମିଣ୍ଟନ୍‌ ଖେଳାଳି ପିଭି ସିନ୍ଧୁ

ହାଇଦ୍ରାବାଦ: ଭାରତର ଲୋକପ୍ରିୟ ବ୍ୟାଡମିଣ୍ଟନ ଖେଳାଳି ତଥା ଅଲିମ୍ପିକ ପଦକ ବିଜେତା ପିଭି ସିନ୍ଧୁଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର। ପଡ଼ିବ ହାତ ଗଣ୍ଠି। ବଧୂ ସାଜିବେ ଭାରତର ଷ୍ଟାର ବ୍ୟାଡମିଣ୍ଟନ୍‌ ଖେଳାଳି ପିଭି ସିନ୍ଧୁ। ଆସନ୍ତା ଡିସେମ୍ବର ୨୨ ତାରିଖରେ ହେବ ବିବାହ ଉତ୍ସବ। ରାଜସ୍ଥାନର
Read More...

‘ଦି ସାବରମତୀ ରିପୋର୍ଟ’ ଦେଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଏକତା

ଭୁବନେଶ୍ବର: ହିନ୍ଦୀ ଚଳଚ୍ଚିତ୍ର ଓ ଧାରାବାହିକ ଜଗତର ଲୋକପ୍ରିୟ ପ୍ରଯୋଜିକା ତଥା ନିର୍ଦେଶିକା ଏକତା କପୁର ବିଧାନସଭାକୁ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି। ମଙ୍ଗଳବାର ଏକତା ଓଡ଼ିଶା ଆସି ବିଧାନସଭା ପରିସରରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଓ ସାବରମତି ରିପୋର୍ଟ
Read More...

ଏଥର କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ

ବରଗଡ଼: ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ଏହି ମହୋତ୍ସବ ଜାନୁଆରୀ ୧୩ ପର୍ଯ୍ୟନ୍ତ ଚାଲିବ। ତେବେ ଆସନ୍ତା ଧନୁଯାତ୍ରା ମହୋତ୍ସବ ପାଇଁ ରବିବାର ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲ୍‌ରେ କଂସ ଚୟନ
Read More...

ଡିସେମ୍ବର ୧ ତାରିଖ ଦିନ ହେବ ନୂତନ କଂସ ଚୟନ

ବରଗଡ଼: ବରଗଡ଼ ଧନୁଯାତ୍ରା ମହୋତ୍ସବ ୨୦୨୫ ଜାନୁୟାରୀ ୩ତାରିଖରୁ ଆରମ୍ଭ ହେବ। ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରା ପାଇଁ ହେବ ନୂତନ କଂସ ଚୟନ। ଏଥିପାଇଁ ତାରିଖ ଘୋଷଣା ହୋଇଛି। ଡିସେମ୍ବର ୧ ତାରିଖ ଦିନ ହେବ ନୂତନ କଂସ ଚୟନ। ଚୟନ ପ୍ରକିୟାରେ ସାମିଲ ହେବାକୁ ଧନୁଯାତ୍ରା ମହୋତ୍ସବ ସମିତି
Read More...